Home

‘ହିଂସା ଅନୁମତି କାହାକୁ ଦିଆଯିବ ନାହିଁ’

ଓ୍ବାଶିଂଟନ,୨୯ା୭: ଜାତିସଂଘର କର୍ମଚାରୀ ଏବଂ ସୁବିଧା ବିରୋଧରେ ଆକ୍ରମଣ ଅନ୍ତର୍ଜାତୀୟ ନିୟମ ବିରୋଧ ବୋଲି ଆମେରିକା କହିଛି। ଏଭଳି ଆକ୍ରମଣର ଅନୁସନ୍ଧାନ ପାଇଁ କଙ୍ଗୋ ସରକାରଙ୍କ ଉଦ୍ୟମକୁ ଆମେରିକା ପ୍ରଶଂସା କରିଛି। ହିଂସାକୁ ଅନୁମତି ଦିଆଯିବା ଉଚିତ୍‌ ନୁହେଁ। ବୈଦେଶିକ ବିଭାଗ…

ଅର୍ପିତାଙ୍କ ଘରୁ ୪ ବିଳାସପୂର୍ଣ୍ଣ କାର୍‌ ଗାଏବ

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ସ୍କୁଲ ସେବା କମିଶନ(ଏସ୍‌ଏସ୍‌ସି) ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅନୁସନ୍ଧାନ ଚାଲିଛି। ଏହି ମାମଲାରେ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଏବଂ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କୁ ଗିରଫ କରାଯାଇ ପଚରାଉଚରା କରାଯାଉଛି। ତେବେ ଇଡି ରେଡ୍‌…

ଆଜି ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯,୧୩୮କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ମୃତକ ଜଣଙ୍କ…

ଏକସାଙ୍ଗରେ ମିଳିଲା ୫ ଶ୍ରମିକଙ୍କ ମୃତଦେହ

ହାଇଦ୍ରାବାଦ୍‌,୨୯।୭: ତେଲେଙ୍ଗାନାର କୋଲାପୁରରେ ୫ ଜଣ ଶ୍ରମିକଙ୍କ ମୃତଦେହ ଏକାସାଙ୍ଗରେ ମିଳିଛି। ଏହାକୁ ନେଇ ଏଠାରେ ଉତ୍ତେଜନା ଦେଖାଦେଇଛି। ଏହି ପାଞ୍ଚଜଣ ଶ୍ରମିକଙ୍କ ମୃତଦେହ ଭୂତଳ ନିର୍ମାଣ ସ୍ଥଳରୁ ମିଳିଛି। କୋଲାପୁର ପୋଲିସ ଇନ୍ସପେକ୍ଟର ଭେଙ୍କଟା ରେଡ୍ଡୀ କହିଛନ୍ତି, ଗୁରୁବାର ବିଳମ୍ବିତ…

ଦିନେ ଡାକ୍ତର କହିଥିଲେ ତୁମେ ମା’ ହୋଇପାରିବ ନାହିଁ, ଏବେ ଚତୁର୍ଥଥର ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ!

ପଞ୍ଜାବୀ ସିନେମାର ପ୍ରସିଦ୍ଧ ଅଭିନେତ୍ରୀ ନୀରୁ ବାଜୱା ଚତୁର୍ଥ ଥର ପାଇଁ ମା’ ହେବାକୁ ଯାଉଛନ୍ତି। ସେ ଭିଡିଓ ଶେୟାର କରି ଏହି ଖୁସି ଖବର ପ୍ରଶଂସକଙ୍କୁ ଜଣାଇଛନ୍ତି। ଏଥିରେ ତାଙ୍କ ବେବି ବମ୍ପ ସ୍ପଷ୍ଟ ନଜର ଆସିଛି। ପୂର୍ବରୁ ତାଙ୍କର…

ପାଟଣା, ସାହାରପଡ଼ାରେ ଖୋଲିବ ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟ

ପାଟଣା,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକରେ ନୂତନ ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟ ଖୋଲାଯିବ। ଏନେଇ ବୋର୍ଡ ଅଫ୍‌ ରେଭିନ୍ୟୁ ଇନ୍ସପେକ୍ଟର ଜେନେରାଲ ଅଫ୍‌ ରେଜିଷ୍ଟ୍ରେଶନ କଟକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ରାଜ୍ୟରେ ୧୨୯ଟି ସବ୍‌ରେଜିଷ୍ଟ୍ରାର ଖୋଲାଯିବା ନେଇ ୨୭ ଜୁଲାଇ…

ଆଜି ଦେଶରେ ୨୦,୪୦୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦,୪୦୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୭ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା…

ଆଜି ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଟାରୌବା,୨୯ା୭:ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ଟିକିଆ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଆଜି ବ୍ରାଏନ ଲାରା କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯିବ। ଦିନିକିଆ ସିରିଜ୍‌କୁ କ୍ଲିନ୍‌ ସୁଇପ୍‌ କରିବା ପରେ ଭାରତୀୟ ଦଳ ଟି୨୦ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ବରିଷ୍ଠ ଖେଳାଳିଙ୍କ…

ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ: କ୍ୱାକ୍‌ ଭରସାରେ ରୋଗୀ

ପଟ୍ଟାମୁଣ୍ଡାଇ,୨୯ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ରହିଛି। ଏହାର ସୁଯୋଗରେ ଦିନକୁଦିନ ନକଲି ଡାକ୍ତର(କ୍ୱାକ୍‌)ମାନଙ୍କ ସଂଖ୍ୟା ବଢିବାରେ ଲାଗିଛି। ଲୋକଙ୍କ ସରଳତାର ସୁଯୋଗ ନେଇ କ୍ୱାକ୍‌ମାନେ ନିଜକୁ ଡାକ୍ତର ବୋଲି କହିବା ସହ ଘରୋଇ କ୍ଲିନିକ ଖୋଲି…

ଡ୍ରେନେଜ୍‌କଟ୍‌ ଉନ୍ନତୀକରଣ ନାଁରେ ୨ କୋଟି ହଡ଼ପ

ଡେରାବିଶ,୨୯ା୭(ସ୍ବ.ପ୍ର.): ଜମି ରହୁଥିବା ବର୍ଷାଜଳ ନିଷ୍କାସନ ପାଇଁ ଡ୍ରେନେଜକଟ୍‌ ଉନ୍ନତୀକରଣ କାର୍ଯ୍ୟ କରାନଯାଇ ମିଥ୍ୟା ବିଲ୍‌ କରି ୨ କୋଟି ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ କେନ୍ଦ୍ରାପଡ଼ା ଜିଲାପାଳ ଓ ଡ୍ରେନେଜ୍‌କଟ୍‌ ଅଧୀକ୍ଷଣ ଯନ୍ତ୍ରୀଙ୍କ ନିକଟରେ ହୋଇଛି। ଏଭଳି ଘଟଣା ଦେଖିବାକୁ…

ଆଜି ବି ରାଜ୍ୟରେ ହଜାରେ ଡେଇଁଲା କରୋନା

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ରାଜ୍ୟରେ ବୁଧବାର ହଜାରେ ଡେଇଁଛି କରୋନା। ଶୁକ୍ରବାର ରାଜ୍ୟରୁ ୧୦୨୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୧,୧୩୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ…

୨୮୫ ପିଲାଙ୍କୁ ୩ ଶିକ୍ଷକ

ନାଉଗାଁ,୨୯ା୭(ସ୍ବ.ପ୍ର): ନାଉଗାଁ ହାଟ ସରକାରୀ ଉଚ୍ଚ ବିଦ୍ୟାଳୟ ୧୯୬୧ରେ ସ୍ଥାପନ ହୋଇଥିଲା। ଏହି ବିଦ୍ୟାଳୟକୁ ୫-ଟି ରୂପାନ୍ତରଣ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ନୂତନ ରୂପରେଖ ଦିଆଯାଇଛି। ବିଦ୍ୟାଳୟରେ ପାଠ ପଢିବା ପାଇଁ ଇ-ଲାଇବ୍ରେରି,୨ଟି ସ୍ମାର୍ଟ କ୍ଲାସ,ଗୋଟିଏ କମ୍ପୁଟର ଲାବ ସହ ଶିକ୍ଷାଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?