Home

ଟୁଇନ୍‌ସିଟିରେ ପ୍ରବଳ ବର୍ଷା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଟୁଇନ୍‌ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା। ବୁଧବାର ରାଜଧାନୀ ଭୁବନେଶ୍ବର, କଟକରେ ଆକାଶରେ ପ୍ରବଳ ମେଘ ଘୋଟି ରହିଥିବା ବେଳେ ବର୍ଷା ହେଉଛି। ଫଳରେ ଲୋକମାନଙ୍କୁ ଗରମ ଓ ଗୁଳୁଗୁଳିରୁ ତ୍ରାହି ମିଳିଛି। ଅପରପକ୍ଷେ ରାଜ୍ୟରେ ସକ୍ରିୟ ହେଉଛି…

ଆସିଲା ରଶ୍ମିରେଖାଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଟେଲି ଅଭିନେତ୍ରୀ ରଶ୍ମିରେଖାଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ରିପୋର୍ଟରେ ସେ ଆତ୍ମହତ୍ୟା କରିଥିବା ସ୍ପଷ୍ଟ ହୋଇଛି। ଶ୍ୱାସରୁଦ୍ଧ ହେବା ଯୋଗୁ ତାଙ୍କ ମୃତ୍ୟୁ ହୋଇଛି। ବ୍ୟବଚ୍ଛେଦ ହେବାର ୨୪ରୁ ୩୬ ଘଣ୍ଟା ପୂର୍ବରୁ ରଶ୍ମୀରେଖାଙ୍କ ମୃତ୍ୟୁ…

ବୁବୁ ପଣ୍ଡା ହତ୍ୟା ମାମଲା: ପ୍ରମାଣ ଅଭାବରୁ ୧୦ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୨୨ା୬: ଅତିରିକ୍ତ ଜିଲା ଜଜ୍‌ (ଏଡିଜେ)- ୧ ସଂଘମିତ୍ରା ଶର୍ମା ବହୁ ଚର୍ଚ୍ଚିତ ରଣ୍ଡାର ବୁବୁ ଓରଫ ଗଣେଶ ପଣ୍ଡା ହତ୍ୟା ମାମଲାର ବୁଧବାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୧୦ ଜଣ ଅଭିଯୁକ୍ତଙ୍କୁ ସେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି।…

‘ୟୁନିଭର୍ସ ବସ’ଙ୍କୁ ଭେଟି ଟ୍ରୋଲ ହେଲେ ମାଲ୍ୟା

ନୂଆଦିଲ୍ଲୀ,୨୨।୬: ୱେଷ୍ଟଇଣ୍ଡିଜର କିମ୍ବଦନ୍ତୀ କ୍ରିକେଟର ତଥା ‘ୟୁନିଭର୍ସ ବସ’ ଭାବରେ ଜଣାଶୁଣା କ୍ରିସ ଗେଲ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛନ୍ତି। ପୂର୍ବତନ ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା ଟୁଇଟର୍‌ରେ ଗେଲଙ୍କ…

ପ୍ରତିଦିନ ପୃଥିବୀରେ ଘଟୁଛି ୯,୦୦୦ରୁ ଅଧିକ ଭୂକମ୍ପ…

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୨।୬ : ପୃଥିବୀରେ ପ୍ରତିଦିନ ରିକ୍ଟର ସ୍କେଲରେ ୨.୦ ତୀବ୍ରତାରୁ କମ ତୀବ୍ରତାଯୁକ୍ତ ଭୂକମ୍ପ ବହୁ ସଂଖ୍ୟାରେ ଘଟିଥାଏ। ଏହି ଭୂକମ୍ପକୁ ମାଇକ୍ରୋ ଶ୍ରେଣୀଭୁକ୍ତ କରାଯାଇଛି । ଏହି ଭୂକମ୍ପକୁ ଅନୁଭବ କରିହୋଇ ନଥାଏ। ରିକ୍ଟର ସ୍କେଲରେ ମାଇକ୍ରୋ ବର୍ଗର…

ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର(ବ୍ୟୁରୋ)/ରୋମ,୨୨।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବିଶ୍ୱର ସର୍ବପୁରାତନ ସହର ରୋମରେ ପୋପଙ୍କୁ ଭେଟଛନ୍ତି। ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପ ଫ୍ରାନ୍‌ସିସ୍‌ଙ୍କୁ ଭେଟିଛନ୍ତି। ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିବାର ସୁଯୋଗ ପାଇଛନ୍ତି ସେ । ତେବେ…

ଆଫଗାନିସ୍ତାନ ଭୂକମ୍ପ, ଶୋଇଥିବା ଅବସ୍ଥାରେ ୯୦୦ରୁ ଅଧିକଙ୍କ ମୃତ୍ୟୁ …

କାବୁଲ, ୨୨।୬ : ଆଫଗାନିସ୍ତାନରେ ଅନୁଭୂତ ହୋଇଥିବା ଭୂକମ୍ପରେ ଶୋଇଥିବା ଅବସ୍ଥାରେ ୯୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଇତିମଧ୍ୟରେ ୯୨୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬୦୦ରୁ ଅଧିକ ଆହତ ହୋଇଥିବା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଟିତଳେ…

ଇଡ଼ି ପଚରାଉଚରା ଏକ ଛୋଟ ପ୍ରସଙ୍ଗ, ଅଗ୍ନିପଥ-ବେରୋଜଗାରୀ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ରାହୁଲ…

ନୂଆଦିଲ୍ଲୀ, ୨୨।୬ : ନ୍ୟାଶନାଲ ହେରାଲ୍ଡ ମାମଲାରେ ଇଡି ଯାଞ୍ଚର ସମ୍ମୁଖୀନ ହେଉଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର କହିଛନ୍ତି ଯେ ଇଡି ଏବଂ ଏହିପରି ଏଜେନ୍ସିଗୁଡ଼ିକ ମୋ ଉପରେ ଚାପ ପକାଇ ପାରିବେ ନାହିଁ। ସେ କହିଛନ୍ତି, ମୋତେ…

ଶାନନ ଢାକା ଏନଡ଼ିଏ ମହିଳା ଟପ୍ପର…

ନୂଆଦିଲ୍ଲୀ, ୨୨।୬ : ହରିୟାଣାର ରୋହତକ ଶାନନ ଢାକା ଭାରତୀୟ ସେନାରେ ମହିଳାମାନଙ୍କ ପ୍ରଥମ ଏନଡିଏ ବ୍ୟାଚରେ ଟପ୍ପର ହୋଇଛନ୍ତି। ଏହାକୁ ନେଇ ତାଙ୍କ ଗାଁ ସୁଡାନାରେ ଖୁସିର ବାତାବରଣ ଦେଖିବାକୁ ମିଳିଛି। ଗତ ବର୍ଷ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଭାରତ…

ବିରାଟ କୋହଲି କରୋନା ପଜିଟିଭ୍‌

ଲଣ୍ଡନ,୨୨।୬: ଇଂଲଣ୍ଡ ବିପକ୍ଷରେ ବର୍ମିଂହାମ ଟେଷ୍ଟ ପାଇଁ ଟିମ ଇଣ୍ଡିଆର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହାପୂର୍ବରୁ ଭାରତୀୟ ଦଳର ଅନେକ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। ଗୋଟିଏ ଦିନ ପୂର୍ବରୁ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ କରେନା ଆକ୍ରାନ୍ତ ହୋଇ ଇଂଲଣ୍ଡ…

ଶିବ ମନ୍ଦିରରେ ଝାଡୁ କଲେ ଦ୍ରୌପଦୀ…

ନୂଆଦିଲ୍ଲୀ/ମୟୂରଭଞ୍ଜ, ୨୨।୬ : ରାଷ୍ଟ୍ରପତି ନିର୍ବାଚନ ୨୦୨୨ର ଭାଜପା ନେତୃତ୍ୱାଧୀନ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବୁଧବାର ଏକ ଶିବ ମନ୍ଦିରରେ ଝାଡୁ କରିଛନ୍ତି। ଏହାର ୫୬ ସେକେଣ୍ଡର ଏକ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଓଡ଼ିଶାର…

ଏକଦା ଫିଲ୍ମରେ କାମ ଦେବାକୁ ମନା କରିଥିଲେ ଭାଇ,ହେଲେ ବଲିଉଡ୍‌ର ମହାନ ଖଳନାୟକ ପାଲଟିଥିଲେ…

ବମ୍ବେ: ଭାରତୀୟ ସିନେମାର ମହାନ ଖଳନାୟକଙ୍କ ମଧ୍ୟରୁ ଜଣେ ଥିଲେ ଅମରିଶ ପୁରୀ। ୧୯୩୨ରେ ଜନ୍ମିତ ଏହି ଅଭିନେତା ମିଷ୍ଟର ଇଣ୍ଡିଆ, ନସିବ, ହିରୋ, କୋଏଲା, କରନ ଅର୍ଜୁନ ଏବଂ ସଲ୍‌ତନତ ଭଳି ଅନେକ ଫିଲ୍ମରେ ଖଳନାୟକ ଭୂମିକାରେ ଅଭିନୟ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri