ମହାରାଷ୍ଟ୍ର ରାଜ୍ୟପାଳଙ୍କୁ କରୋନା
ମୁମ୍ବାଇ,୨୨।୬: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ମଧ୍ୟରେ ରାଜ୍ୟପାଳ ସିଂହ କୋଶିଆରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ବର୍ତ୍ତମାନ ତାଙ୍କୁ ଏଚ୍ଏନ୍ ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଗତ କିଛି ଦିନରୁ ସେ ଅସୁସ୍ଥ ଥିବା ବେଳେ କରୋନା ଯାଞ୍ଚ କରାଇଥିଲେ। ତେବେ…
୮୧ ହଜାର ଟପିଲା ସକ୍ରିୟ ମାମଲା…
ନୂଆଦିଲ୍ଲୀ, ୨୨।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
ପୂର୍ବତନ ବାଚସ୍ପତିଙ୍କ ପରବର୍ତ୍ତୀ ରାଜନୀତି
ବ୍ରହ୍ମପୁର ଅଫିସ,୨୨ା୬: ଅତୀତରେ ଗଞ୍ଜାମ ଜିଲାରୁ ହୋଇଥିବା ପୂର୍ବତନ ବାଚସ୍ପତିମାନଙ୍କ ପରବର୍ତ୍ତୀ ରାଜନୀତି ଓଲଟପାଲଟ ହୋଇଯାଇଛି। ଏହି ଜିଲାର ଲାଲ ମୋହନ ପଟ୍ଟନାୟକ ୧୯୪୬ରୁ ୫୨ ପର୍ଯ୍ୟନ୍ତ ପ୍ରଥମ ବାଚସ୍ପତି ହୋଇଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ସେ ରାଜନୈତିକ ଚିତ୍ରପଟ୍ଟରୁ ଅଦୃଶ୍ୟ ହେଲେ।…
ରାଜନୀତିରେ ଯୁବ ଚେହେରା ନୀତିକୁ ବଦ୍ରିଙ୍କ ସମର୍ଥନ
ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜନୀତିରେ ଯୁବବର୍ଗଙ୍କୁ ସାମିଲ କରିବା ନୀତିକୁ ପୂର୍ବତନ ମନ୍ତ୍ରୀ ତଥା ଘଷିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ ଯୁବବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଅଗ୍ରାଧିକାର ଦେଉଛନ୍ତି। ୨୦୨୪ରେ ଯୁବକମାନଙ୍କୁ ବାଟ ଛାଡ଼ିବାକୁ ପଡ଼ିବ। ଆସନ୍ତା ନିର୍ବାଚନରେ…
ଏଏପି ସରକାରଙ୍କ ବିରୋଧରେ ମିଥ୍ୟା ଅଭିଯୋଗ ଆଣୁଛି ଭାଜପା
ନୂଆଦିଲ୍ଲୀ, ୨୨ା୬: ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ମଙ୍ଗଳବାର ରାଜଧାନୀରେ ଶାସକ ଆମ ଆଦମୀ ପାର୍ଟି (ଏଏପି) ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ବନ୍ଦ କରିବା ପାଇଁ ଭାରତୀୟ ଜନତା ପାର୍ଟି ମିଥ୍ୟା ଅଭିଯୋଗ କରିଥିବା ନେଇ କ୍ଷୋଭ ପ୍ରକାଶ କରିଛନ୍ତି। ଉପରାଜ୍ୟପାଳ…
ଗର୍ଭାଶୟରୁ ବାହାରିଲା ଶିଶୁର କଟାମୁଣ୍ଡ
ଇସ୍ଲାମାବାଦ,୨୨ା୬: ପାକିସ୍ତାନ ସିନ୍ଧରୁ ଡାକ୍ତରଖାନା କର୍ମଚାରୀଙ୍କ ଅବହେଳାର ଏକ ଲୋମଟାଙ୍କୁରା ଘଟଣା ସାମ୍ନାକୁ ଆସିଛିି। ଥାରପରକାର ଜିଲା ରୁରାଲ ହେଲ୍ଥ ସେଣ୍ଟରରେ ଜଣେ ୩୨ ବର୍ଷୀୟା ମହିଳା ପ୍ରସବ ପାଇଁ ଭର୍ତ୍ତି ହୋଇଥିଲେ। ସ୍ତ୍ରୀ ରୋଗ ବିଶେଷଜ୍ଞ ନ ଥିବାରୁ ଡାକ୍ତରଖାନା…
୩ ଆତଙ୍କବାଦୀ ନିହତ
ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରର ପୁଲ୍ଓ୍ବାମା ଏବଂ ବାରମୁଲ୍ଲା ଜିଲାରେ ସୁରକ୍ଷା କର୍ମୀଙ୍କ ଏନ୍କାଉଣ୍ଟରରେ ଜଣେ ଜୈଶ-ଇ-ମହମ୍ମଦ ଆତଙ୍କବାଦୀଙ୍କ ସମେତ ୩ ନିହତ ହୋଇଛନ୍ତି। ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଗୋଇନ୍ଦା ସୂଚନା ପାଇ ସୁରକ୍ଷା ବଳ ବାରମୁଲ୍ଲାର ସୋପୋର ଅଞ୍ଚଳ ଅନ୍ତର୍ଗତ ତୁଲିବାଲ ଗ୍ରାମରେ…
ବିପଦ ଆଶଙ୍କା କମାଅ
ନୂଆଦିଲ୍ଲୀ,୨୨ା୬: ବିମାନବନ୍ଦର ଓ ଏହାର ଚତୁଃପାର୍ଶ୍ୱ ଅଞ୍ଚଳରେ ପଶୁପକ୍ଷୀଙ୍କ ଉପସ୍ଥିତିକୁ ନେଇ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଉଦ୍ବେଗ ପ୍ରକାଶ କରାଯାଇଛି। ଦୁଇଦିନ ପୂର୍ବରୁ ବିହାରର ପାଟନାରୁ ନୂଆଦିଲ୍ଲୀ ଯାଉଥିବା ଏକ ବିମାନରେ ପକ୍ଷୀ ମାଡ଼ ହୋଇ ଇଞ୍ଜିନରେ…
ସୁପ୍ରିମକୋର୍ଟରେ ‘ଅଗ୍ନିପଥ’
ନୂଆଦିଲ୍ଲୀ,୨୨ା୬: ସେନାରେ ଠିକା ନିଯୁକ୍ତି ପାଇଁ କେନ୍ଦ୍ର ସରକାର ଆଣିଥିବା ‘ଅଗ୍ନିପଥ’ ଯୋଜନାକୁ ବିରୋଧ ଥମିବାର ନାଁ ଧରୁନି। ଦେଶର ବିଭିନ୍ନ ସ୍ଥାନରେ ହିଂସାତ୍ମକ ବିକ୍ଷୋଭ ପ୍ରଦର୍ଶନ ପରେ ଏହି ବିବାଦ ସୁପ୍ରିମକୋର୍ଟରେ ପହଞ୍ଚିଛି। ଦେଶରେ ଆଇନ ଶୃଙ୍ଖଳା ବଜାୟ ସହ…
ଦ୍ୱିତୀୟ ପର୍ଯ୍ୟାୟରେ ଓଡ଼ିଶାକୁ ୫-ଜି ସେବା
ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜ୍ୟରେ ଖୁବ୍ଶୀଘ୍ର ହାଇସ୍ପିଡ୍ ୫-ଜି ଇଣ୍ଟରନେଟ୍ ସେବା ମିଳିବ। ପ୍ରଥମ ପର୍ଯ୍ୟାୟରେ ଏହି ସୁବିଧା ପାଇବାରୁ ଓଡ଼ିଶା ବଞ୍ଚିତ ହେବ। ପରବର୍ତ୍ତୀ ପର୍ଯ୍ୟାୟରେ ଓଡିଶାକୁ ଏହି ସେବାରେ ସାମିଲ କରାଯିବ। ପ୍ରଥମ ପର୍ଯ୍ୟାୟରେ ଆସନ୍ତା ଅଗଷ୍ଟରୁ ସେପ୍ଟେମ୍ବର ମଧ୍ୟରେ ଦେଶର…
ଭାଲୁ ଆକ୍ରମଣରେ ୨ ମୃତ, ୫ ଗୁରୁତର
ପାରଳାଖେମୁଣ୍ଡି,୨୨ା୬(ଡି.ଏନ୍.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ସୀମାନ୍ତରେ ଭାଲୁ ଆକ୍ରମଣରେ ଦୁଇ ଦିନରେ ୨ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଆହତ ହୋଇଛନ୍ତି। ମୃତକମାନଙ୍କ ପରିଚୟ ମିଳିନଥିବା ବେଳେ ସେମାନେ ପଲାସା ଅଞ୍ଚଳର ବୋଲି ଜଣାପଡ଼ିଛି। ଆନ୍ଧ୍ର ବନ ବିଭାଗ…
ବିକଶିତ-ବିକାଶଶୀଳ ଦେଶ ମଧ୍ୟରେ ମଧ୍ୟସ୍ଥତା ଦ୍ୱାରା ପୃଥିବୀର ସନ୍ତୁଳନ ବଜାୟ ରହିବ, ସିଜେଆଇ…
ନୂଆଦିଲ୍ଲୀ, ୨୧।୬ : ବିକଶିତ ତଥା ବିକାଶଶୀଳ ଦେଶ ମଧ୍ୟରେ ଅନ୍ତର୍ଜାତୀୟମଧ୍ୟସ୍ଥତା ଦ୍ୱାରା ପୃଥିବୀର ସନ୍ତୁଳନ ବଜାୟ ରହିବ ବୋଲି ସୁପ୍ରିମ୍କୋର୍ଟ ପ୍ରଧାନ ବିଚାରପତି (ସିଜେଆଇ) ଏନ.ଭି.ରମନା ଆହ୍ବାନ ଜଣାଇଛନ୍ତି। ମଙ୍ଗଳବାର ଭାରତର ପ୍ରଧାନ ବିଚାରପତି ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଏଭଳି…
Archives


