Home

ପାଟକୁରାରେ କଂଗ୍ରେସର ବିକ୍ଷୋଭ

ପାଟକୁରା,୨୧।୬(ଡି.ଏନ୍‌.ଏ.): ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜେରା କରିବା ପ୍ରତିବାଦରେ ମଙ୍ଗଳବାର ପାଟକୁରା କଂଗ୍ରେସ ପକ୍ଷରୁ ଗରଦପୁର ଉପ-ଡାକଘର ସମ୍ମୁଖରେ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପାଟକୁରା କଂଗ୍ରେସ ନେତା ରତିକାନ୍ତ କାନୁନଗୋଙ୍କ…

୨୫ କୋଟି ବର୍ଷ ତଳେ ପୃଥିବୀରେ ହୋଇଥିଲା ମହାପ୍ରଳୟ, ୯୦ ପ୍ରତିଶତ ପ୍ରାଣୀ ହୋଇଥିଲେ ଧ୍ୱଂସ…

ଲଣ୍ଡନ, ୨୧।୬ : ପୃଥିବୀରେ ପାଞ୍ଚଟିମହା ପ୍ରଳୟ ଘଟିଛି। ଯାହା ପୃଥିବୀରେ ଜୀବନ ସତ୍ତାକୁ ସମାପ୍ତ କରିଛି । ୨୫ କୋଟି ବର୍ଷ ପୂର୍ବେ ମଧ୍ୟ ଏପରି ବିପର୍ଯ୍ୟୟ ଘଟିଥିଲା ଯେଉଁଥିରେ ପୃଥିବୀର ୯୦ ପ୍ରତିଶତ ଜୀବନ ସତ୍ତା ସମ୍ପୂର୍ଣ୍ଣ ରୂପେ…

ଏଏପି ସରକାରଙ୍କ ବିରୋଧରେ ମିଥ୍ୟା ଅଭିଯୋଗ ଆଣୁଛି ଭାଜପା…

ନୂଆଦିଲ୍ଲୀ, ୨୧।୬ : ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ମଙ୍ଗଳବାର ରାଜଧାନୀରେ ଶାସକ ଆମ ଆଦମୀ ପାର୍ଟି (ଏଏପି) ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ବନ୍ଦ କରିବା ପାଇଁ ଭାରତୀୟ ଜନତା ପାର୍ଟି ମିଥ୍ୟା ଅଭିଯୋଗ କରିଥିବା ନେଇ କ୍ଷୋଭ ପ୍ରକାଶ କରିଛନ୍ତି।…

ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌ ନିକଟରେ ଭୂକମ୍ପ…

ଅହମଦାବାଦ, ୨୧।୬ : ଗୁଜରାଟର ନର୍ମଦା ଜିଲାର କଓ୍ବେଡ଼ିଆ ଗାଁ ନିକଟରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୩.୧ ଥିଲା ବୋଲି ଜାତୀୟ ଭୂକମ୍ପ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌…

କ୍ଷମତା ପାଇଁ ହିନ୍ଦୁତ୍ୱ ସହିତ ପ୍ରତାରଣା କରାଯିବ ନାହିଁ…

ମୁମ୍ବାଇ, ୨୧।୬ : ଶିବସେନାର ବହୁ ବିଧାୟକଙ୍କ ସହ ସୁରଟରେ ପହଞ୍ଚିଥିବା ଏକନାଥ ସିନ୍ଦେଙ୍କ ବିରୋଧରେ ଉଦ୍ଧବ ଠାକୁର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ତାଙ୍କୁ ଶିବସେନାର ବିଧାନସଭା ଦଳର ନେତା ପଦରୁ ହଟାଇ ଦିଆଯାଇଛି। ଏହି କାର୍ଯ୍ୟର କିଛି ସମୟ…

ଖାଲି ‘ହଁ’ କୁ ଅପେକ୍ଷା

ବମ୍ବେ: ଚଳଚ୍ଚିତ୍ର ‘ଗଙ୍ଗୁବାଇ କାଟିଆଓ୍ବାଡି’ର ସଫଳତା ପରେ ନୂଆ ଫିଲ୍ମ ଉପରେ କାମ କରିବାକୁ ପ୍ରସ୍ତୁତ ହେଲେଣି ଲୋକପ୍ରିୟ ନିର୍ମାତା ସଞ୍ଜୟ ଲିଲା ଭଂସାଲୀ। ଫିଲ୍ମ ଲାଗି ନାୟିକାନାୟକ ଖୋଜା ସରିଥିଲେ ହେଁ ସେଥିରେ ମୋହର ବାଜିନାହିଁ। କାରଣଟି ହେଉଛି ସେମାନଙ୍କ…

ଉଦ୍ଧବଙ୍କ ବୈଠକରେ ମାତ୍ର ୨୦ ବିଧାୟକ, ୩୫ ଜଣଙ୍କ ଅନୁପସ୍ଥିତି ଯୋଗୁ ବଢ଼ିଲା ଚିନ୍ତା…

ମୁମ୍ବାଇ, ୨୧।୬ : ଏକନାଥ ସିନ୍ଦେଙ୍କ ବିଦ୍ରୋହ ଏବଂ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ବୈଠକରେ ବହୁ ବିଧାୟକଙ୍କ ଅନୁପସ୍ଥିତି ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଉଦ୍ଧବ ଠାକ୍‌ରେ ମଙ୍ଗଳବାର ଅପରାହ୍ନରେ ଡକାଇଥିବା ବୈଠକରେ ମାତ୍ର ୨୦ ଜଣ ବିଧାୟକ ଯୋଗ…

ଯୋଗ ଦିବସ ପାଳିଲେ କରିନାଙ୍କ ସାନପୁଅ

ବମ୍ବେ: ଜୁନ ୨୧ ଅର୍ଥାତ ମଙ୍ଗଳବାର ଅନ୍ତର୍ଜାତୀୟ ଯୋଗ ଦିବସ। ମନୋରଞ୍ଜନଜଗତ ସହ ଜଡ଼ିତ ସେଲିବ୍ରିଟିମାନେ ଯୋଗ କରୁଥିବା ବେଳର ଫଟୋ ଶେୟାର କରି ଦିନକୁ ମନେ ପକାଉଛନ୍ତି। ଏହି କ୍ରମରେ ଅଭିନେତ୍ରୀ କରିନା ମଧ୍ୟ ପଛରେ ନାହାନ୍ତି। ସେ ନିଜର…

ଯୋଗ ଦିବସ କାର୍ଯ୍ୟକ୍ରମରେ ଭିଡ଼ ହିଂସା…

ମାଲେ, ୨୧।୬ : ଯୋଗ ଦିବସ ପାଳନ ଅବସରରେ ମାଳଦ୍ୱୀପରେ ଭିଡ଼ ହିଂସା ଘଟିଛି। ଭାରତୀୟ ସାଂସ୍କୃତିକ କେନ୍ଦ୍ର ସହଯୋଗରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମ ଲୋକଙ୍କ ଉପରେ ଆକ୍ରମଣ ହୋଇଛି। ରାଜଧାନୀ ମାଲେର ଫୁଟବଲ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେଉଥିବା ଯୋଗ…

ବାଂଲାଦେଶରେ ଯୁବତୀ-ନିଶାଦ୍ରବ୍ୟ ଚୋରା କାରବାର କରୁଛନ୍ତି ରୋହିଙ୍ଗ୍ୟା, ଶେଖ ହସିନାଙ୍କ ସୂଚନା…

ଢାକା, ୨୧।୬ : ରୋହିଙ୍ଗ୍ୟା ମୁସଲମାନମାନଙ୍କୁ ଆଶ୍ରୟ ଦେଉଥିବା ବାଂଲାଦେଶ ବର୍ତ୍ତମାନ ସେମାନଙ୍କ ଉପରେ ଅସନ୍ତୋଷ ପ୍ରକାଶ କରୁଛି। ରୋହିଙ୍ଗ୍ୟା ମୁସଲମାନମାନେ ବାଂଲାଦେଶରେ ସମସ୍ୟା ସୃଷ୍ଟି କରୁଛନ୍ତି। ପ୍ରଧାନମନ୍ତ୍ରୀ ଶେଖ ହସିନା ଏ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ଶେଖ…

ଜାପାନକୁ ଘେରିଲେ ରୁଷିଆ-ଚାଇନା, ୨୦ ଯୁଦ୍ଧପୋତ ସାମିଲ…

ଟୋକିଓ, ୨୧।୬ : ୟୁକ୍ରେନରେ ଚାଲିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଚାଇନା ଜାପାନକୁ ଘେରିବା ଆରମ୍ଭ କରିଛନ୍ତି। ରୁଷିଆ ଏବଂ ଚାଇନାର ୨୦ଟି ଯୁଦ୍ଧପୋତ ଜାପାନ ଏବଂ ଏହାର ଦ୍ୱୀପପୁଞ୍ଜର ସାମୁଦ୍ରିକ ଅଞ୍ଚଳରେ ବୁଲୁଛି। ଜାପାନର ସେନା ଏସବୁ ଯୁଦ୍ଧପୋତ…

ଏଭରେଷ୍ଟ ବେସ୍‌ କ୍ୟାମ୍ପ୍‌ ହଟାଇବ ନେପାଳ…

କାଠମାଣ୍ଡୁ, ୨୧।୬ : ନେପାଳ ଏଭରେଷ୍ଟ ବେସ କ୍ୟାମ୍ପକୁ ହଟାଇବାକୁ ପ୍ରସ୍ତୁତ ହେଉଛି। ଗ୍ଲାସିଅର ତରଳିବା ଏବଂ ଅତ୍ୟଧିକ ମାନବୀୟ କାର୍ଯ୍ୟକଳାପ ଏହାକୁ ଅସୁରକ୍ଷିତ କରିଦେଇଛି। ବିବିସିରେ ପ୍ରକାଶିତ ଖବର ଅନୁଯାୟୀ, ଶୀଘ୍ର ତରଳି ଯାଉଥିବା ଖୁମ୍ବୁ ଗ୍ଲାସିଅର୍‌ ଉପରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri