Home

ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଲେ ପ୍ରତୀକ ସିଂ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଇଛନ୍ତି ଆଇପିଏସ୍‌ ପ୍ରତୀକ ସିଂ। ୨୦୧୪ ବ୍ୟାଚ୍‌ର ଆଇପିଏସ ପ୍ରତୀକ ସିଂଙ୍କୁ ଡିସିପି ଅଫିସରେ ଅତିରିକ୍ତ ଡିସିପି, ଏସିପି ଓ ଆଇଆଇସିମାନେ ସ୍ବାଗତ କରିଥିଲେ। ଭୁବନେଶ୍ୱରରେ କାମ କରିବା ତାଙ୍କ ପାଇଁ ଚ୍ୟାଲେଞ୍ଜ ହେବ…

ଟସ୍‌ ଜିତିଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ପୁଣେର ଏମସିଏ ଷ୍ଟାଡିୟମରେ ଖେଳାଯାଉଛି । ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ ଜିତି ପ୍ରଥମେ ବୋଲିଂ କରିବାକୁ…

ଆଇନ ଜାଲରେ ଫସିଲା ରଣବୀରଙ୍କ ‘ଜୟେଶଭାଇ ଜୋରଦାର’

ମୁମ୍ବାଇ: ଆଇନ ଜାଲରେ ଫସିଛି ଫିଲ୍ମ ‘ଜୟେଶଭାଇ ଜୋରଦାର’। ନିକଟରେ ଏହାର ଟ୍ରେଲର ରିଲିଜ ହୋଇଥିଲା । ଏହାକୁ ଦର୍ଶକ ବେଶ ପସନ୍ଦ କରିଥିଲେ ହେଁ ସେଥିରେ ଦେଖାଯାଇଥିବା କିଛି ଦୃଶ୍ୟକୁ ନେଇ ବିବାଦ ଉପୁଜିଛି। ଟ୍ରେଲରରେ ଦେଖାଯାଇଥିବା ଗର୍ଭସ୍ଥ ଶିଶୁର…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪ା୫(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୮୨୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

୩୩ ବର୍ଷ ପରେ ମହାରାଷ୍ଟ୍ର ସରକାରଙ୍କୁ ଜମି ଫେରାଇଲେ ଗାଭାସ୍କର

ମୁମ୍ବାଇ,୪।୫: ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ମୁମ୍ବାଇରେ କ୍ରିକେଟ ଏକାଡେମୀ ପ୍ରତିଷ୍ଠା ପାଇଁ ୩୩ ବର୍ଷ ପୂର୍ବେ ତାଙ୍କୁ ଦିଆଯାଇଥିବା ଏକ ସରକାରୀ ଜମି ଫେରସ୍ତ କରିଛନ୍ତି। ମହାରାଷ୍ଟ୍ରର ଗୃହମନ୍ତ୍ରୀ ଜିତେନ୍ଦ୍ର ଆୱାଡ ଗତ ବର୍ଷ ବାନ୍ଦ୍ରା ଅଞ୍ଚଳରେ ସୁନୀଲ…

ପାକିସ୍ତାନରେ ପଢ଼ିଲେ ଭାରତରେ ଚାକିରି ନାହିଁ

ନୂଆଦିଲ୍ଲୀ,୪।୫: ପାକିସ୍ତାନରେ ଡାକ୍ତରୀ ଶିକ୍ଷା ଲାଭ କରିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କ ପାଇଁ ନ୍ୟାଶନାଲ ମେଡିକାଲ କମିଶନ ଏବଂ ଡେଣ୍ଟାଲ କମିଶନ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କୌଣସି ଭାରତୀୟ ନାଗରିକ ଅବା ପ୍ରବାସୀ ଭାରତୀୟ ପାକିସ୍ତାନର ମେଡିକାଲ କଲେଜରୁ…

ଆଇସଲାଣ୍ଡ, ସ୍ବିଡେନ୍‌ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୋଦି

କୋପେନହାଗେନ,୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଡେନମାର୍କରେ ଆଇସଲାଣ୍ଡର ପ୍ରଧାନମନ୍ତ୍ରୀ କ୍ୟାଟ୍ରିନ ଜାକୋବସଡୋତିରଙ୍କୁ ଭେଟି ଅନେକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ଏଠାରେ ସ୍ବିଡେନର ପ୍ରଧାନମନ୍ତ୍ରୀ ମାଗଡାଲେନା ଆଣ୍ଡରସନ୍‌ଙ୍କୁ ମଧ୍ୟ ଭେଟିଥିଲେ। ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ…

ଶହୀଦ ସହାୟତା ରାଶି ବଢ଼ିଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଯୁଦ୍ଧ ତଥା ଆତଙ୍କବାଦର ମୁକାବିଲା ସମୟରେ ଶହୀଦ ହେଉଥିବା ଓଡ଼ିଆ ଯବାନମାନଙ୍କ ଆତ୍ମୀୟସ୍ବଜନଙ୍କ ନିମନ୍ତେ ସହାୟତା ରାଶି ବୃଦ୍ଧି ପାଇଛି। ଏହି ସହାୟତା ରାଶି ୫ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ…

ଏଲ୍‌ଆଇସି ଅଂଶଧନ ବିକ୍ରି ପ୍ରତିବାଦରେ ଆନ୍ଦୋଳନରେ ସିପିଆଇଏମ୍‌ ସାମିଲ

କେନ୍ଦୁଝର,୪ା୫(ସ୍ବ.ପ୍ର.): ଏଲ୍‌ଆଇସି ଅଂଶଧନ ବିକ୍ରି ପ୍ରତିବାଦରେ ବୀମା କର୍ମଚାରୀଙ୍କ ଆନ୍ଦୋଳନ ଆରମ୍ଭ ହୋଇଛି। ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଏହି ଆନ୍ଦୋଳନକୁ ସମର୍ଥନ କରି ବୁଧବାର କଳାଦିବସ ଭାବେ ପାଳନ କରୁଛି। ୬୬ ବର୍ଷ ହେଲା ବୀମା ବ୍ୟବସାୟରେ ଜାତୀୟକରଣ ମାଧ୍ୟମରେ ଜନ୍ମ…

ସାର୍କ ସହ ୮ ବର୍ଷର ବାଳକ କଲେ ଲଢ଼େଇ, ଶେଷରେ…

କିଏ ସମୁଦ୍ରରେ ପହଁରିବାକୁ ତ କିଏ ସମୁଦ୍ର କୂଳରେ ସମୟ ବିତାଇବାକୁ ଭଲ ପାଏ। ତଥାପି ସମୁଦ୍ର କୂଳରେ ନାନା ବିପଦ ରହିଛି। ଏବେ ଜଣେ ୮ ବର୍ଷର ବାଳକ ସହ ସେମିତି ଏକ ଘଟଣା ଘଟିଛି। ବାଳକ ଜଣକ ତାଙ୍କ…

ଜଲିଗଲା ସ୍କୁଲ ବସ୍‌

ଜଳନ୍ଧର,୪।୫: ପଞ୍ଜାବର ବଟାଲାରେ ଏକ ଅଭାବନୀୟ ଘଟଣା ଘଟିଛି। କିଲା ଲାଲ ସିଂରେ ପିଲାମାନଙ୍କୁ ନେଇ ଯାଉଥିବା ଏକ ସ୍କୁଲ ବସ୍‌ ଜଳିଯାଇଛି। ଫଳରେ ୩ ପିଲା ପୋଡିଯାଇଛନ୍ତି। ବସ୍‌ରେ ପ୍ରାୟ ୩୦ ସ୍କୁଲ ପିଲା ଥିଲେ। ଏହି ଦୁର୍ଘଟଣା ପରେ…

କ୍ୟାଟ୍ରିନାଙ୍କୁ ବିବାହ କରିବାର ସିକ୍ରେଟ୍‌ କହିଲେ ବିକି

ମୁମ୍ବାଇ: ଅଭିନେତା ବିକି କୌଶଲ ଏବଂ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ଙ୍କ ବିବାହକୁ ୪ ମାସ ପୂରିଲାଣି। ରାଜସ୍ଥାନର ସିକ୍ସ ସେନ୍‌ସେସ ଦୁର୍ଗ’ରେ ୯ ଡିସେମ୍ବର ୨୦୨୧ରେ ହଠାତ୍‌ ବିବାହ କରି ଏହି ଯୋଡ଼ି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲେ। ସେମାନଙ୍କର ବିବାହ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri