Home

ପ୍ରତିଶୋଧ ପାଇଁ ପ୍ରେମିକଙ୍କ ତଣ୍ଟି କାଟିଥିଲେ

ଖୋର୍ଦ୍ଧା ଅଫିସ,୨୦ା୬: ଖୋର୍ଦ୍ଧା ଟାଉନ ଥାନା ଅଧୀନ ମଲ୍ଲିପୁର ପଞ୍ଚାୟତ ନିଆଳ ଗ୍ରାମର ପଥରଖଣିରୁ ଅତାଉଲ୍ଲା ଖାଁଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ପ୍ରେମରେ ପ୍ରତାରଣା ପରେ ପ୍ରତିଶୋଧ ପରାୟଣ ହୋଇ ଅତାଉଲ୍ଲାଙ୍କୁ ହତ୍ୟା କରାଯାଇଥିବା ଖୋର୍ଦ୍ଧା ଡିଏସ୍‌ପି…

ପୁଣି ଇଡିରେ ହାଜର ହେଲେ ରାହୁଲ

ନୂଆଦିଲ୍ଲୀ,୨୦।୬: ନ୍ୟାଶନାଲ୍‌ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚତୁର୍ଥ ରାଉଣ୍ଡ ପଚରାଉଚରା ପାଇଁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ରେ ହାଜର ହୋଇଛନ୍ତି। ସେ ସିଧାସଳଖ କଂଗ୍ରେସ କାର୍ଯ୍ୟାଳୟରୁ ଇଡି କାର୍ଯ୍ୟାଳୟକୁ ଯାଇଥିଲେ। ଭଉଣୀ ପ୍ରିୟଙ୍କା…

ଗଞ୍ଜାମରେ ଯୋଗଦେଲେ ନୂଆ ଜିଲାପାଳ

ଛତ୍ରପୁର,୨୦ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ନୂତନ ଜିଲାପାଳ ଭାବେ ଦିବ୍ୟଜ୍ୟୋତି ପରିଡ଼ା ସୋମବାର ଯୋଗ ଦେଇଛନ୍ତି। ପୂର୍ବତନ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କଠାରୁ ଆଜି ଦାୟିତ୍ୱ ନେଇଛନ୍ତି ଦିବ୍ୟଜ୍ୟୋତି। ସେ ୨୦୧୬ ଆଇଏଏସ୍‌ ବ୍ୟାଚର ଏବଂ ଏହା ପୂର୍ବରୁ ସେ ସମ୍ବଲପୁରର ଜିଲାପାଳ…

୨ମାସର ଗହମ ପାଇନାହାନ୍ତି ରାଶନକାର୍ଡଧାରୀ

ରସୁଲପୁର,୨୦ା୬(ଡି.ଏନ୍‌.ଏ.): ରସୁଲପୁର ବ୍ଲକରେ ରାଶନକାର୍ଡଧାରୀଙ୍କୁ ଗହମ ମିଳୁନି। ଗତ ଏପ୍ରିଲ ଓ ମେ’ରେ ବ୍ଲକର ଅଧିକାଂଶ କାର୍ଡଧାରୀ ଗହମ ପାଇବାରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ରାଶନକାର୍ଡରେ ପଞ୍ଜୀକୃତ ହିତାଧିକାରୀଙ୍କୁ ଜୁନ୍‌ ମାସରୁ ଗହମ ମିଳିବ ନାହିଁ ବୋଲି ସରକାରୀସ୍ତରରେ…

ଯୁବକଙ୍କ ପ୍ରାଣ ନେଲା ହାତୀ

ବାରିପଦା ଅଫିସ,୨୦ା୬: ରାଜ୍ୟ ସୀମାନ୍ତବର୍ତ୍ତୀ ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ତଥା ବାଙ୍ଗିରିପୋଷି ବନାଞ୍ଚଳରେ ରବିବାର ରାତିରେ ପୁଣି ଜଣେ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ ହେଲେ ଦୀଗାରିଶୋଳ ଗ୍ରାମର ବୁଧିଆ ମୁଣ୍ଡା (୩୮)। ଗାଁ ଦୋକାନରୁ ଚା’…

କନ୍ୟା ବେଶରେ ସଜେଇ ହେଲେ ଶେହନାଜ

ବିଗ୍‌ବସ୍‌-୧୩ର ପ୍ରତିଯୋଗୀ ଶେହନାଜ ଗିଲ୍‌ଙ୍କୁ ନେଇ ଏବେ ଚାରିଆଡେ ଚର୍ଚ୍ଚା। ତାଙ୍କ ସୁନ୍ଦରତା ଏବଂ ତାଙ୍କ ଚୁଲବୁଲି ଅନ୍ଦାଜରେ ଲକ୍ଷ ଲକ୍ଷ ଫ୍ୟାନ ଫିଦା। କେବଳ ସେତିକି ନୁହେଁ,ତାଙ୍କ କଥା କହିବା ଶୈଳୀ ସମସ୍ତଙ୍କୁ କରେ ଆଟ୍ରାକ୍ଟ। ବିଗ ବସ-୧୩ରୁ ରତାରାତି…

କମ୍‌ ବର୍ଷା ଯୋଗୁ ଚିନ୍ତାରେ ଚାଷୀ

ଜଗତ୍‌ସିଂହପୁର ଅଫିସ,୨୦ା୬: କମ୍‌ ବର୍ଷା ଯୋଗୁ ଜଗତ୍‌ସିଂହପୁର ଜିଲାର ଚାଷୀ ଚିନ୍ତାରେ ପଡିଛନ୍ତି। କାରଣ ବର୍ଷା ହେଲେ ରଜ ପରେ ଚାଷୀ ବିଲରେ ବିହନ ବୁଣିବା କଥା। ବିଳମ୍ବ କଲେ ଅଗଷ୍ଟ ବେଳକୁ ପୋକ ଲାଗିବା ସମ୍ଭାବନା ଅଧିକ। ତେଣୁ ସାମାନ୍ୟ…

ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗକୁ ମିଳୁନି ଋଣ

କେନ୍ଦ୍ରାପଡ଼ା ଅଫିସ/ ପଟ୍ଟାମୁଣ୍ଡାଇ,୨୦ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବହିରାଗତ ଶିଳ୍ପ ଉପତ୍ାଦ ଅର୍ଥ ଅଞ୍ଚଳକୁ ବିକଶିତ କରେ। ଏଥିତ୍ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଧରଣର ଶିଳ୍ପ ପାଇଁ ପ୍ରତ୍ୟେକ ଜିଲାରେ ପ୍ରଧାନମନ୍ତ୍ରୀ…

ରାମ ମନ୍ଦିର ଦାନ ମଧ୍ୟରୁ ୨୨ କୋଟି ଟଙ୍କାର ଚେକ୍‌ ବାଉନ୍ସ୍‌…

ଅଯୋଧ୍ୟା, ୨୦।୬ : ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ଦ୍ୱାରା ପରିଚାଳିତ ପାଣ୍ଠି ସଂଗ୍ରହ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ ୫୪୫୭.୯୪ କୋଟି ଟଙ୍କା ସଂଗ୍ରୃହୀତ ହୋଇଛି । ସମ୍ପ୍ରତି ଦାନ ପରିମାଣର ଏକ ହିସାବର ପରୀକ୍ଷାମୂଳକ ରିପୋର୍ଟ ବାହାରିଛି। ଏହା…

ଫିଲ୍ମ ‘ଶାବାଶ ମିଠୁ’ର ଟ୍ରେଲର ରିଲିଜ୍‌

ଭାରତୀୟ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ‘ମିତାଲି ରାଜ’ଙ୍କ ବାୟୋପିକ ‘ଶାବାଶ ମିଠୁ’ର ଟ୍ରେଲର ମୁକ୍ତିଲାଭ କରିଛି। ଭାରତୀୟ ମହିଳା ଟେଷ୍ଟ ଏବଂ ଦିନିକିଆ ଦଳର ଅଧିନାୟକ ମିତାଲି ରାଜଙ୍କ ଜୀବନୀ ଉପରେ ଆଧାରିତ ହୋଇଛି। ଏହି ଫିଲ୍ମରେ ଅଭିନେତ୍ରୀ…

ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଜବତ

ବିନିକା,୨୦ା୬(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ଥାନା ବାଉଁଶୁଣି ଡୁଗୁମାଳି ଜଙ୍ଗଲରୁ ସୋମବାର ଭୋର୍‌ରୁ ୨୨ ବର୍ଷୀୟ ଜଣେ ଯୁବକଙ୍କ ଗଳିତ ମୃତଦେହ ଜବତ କରିଛି ବିନିକା ପୋଲିସ। ସୂଚନାନୁଯାୟୀ, ମୃତ ଯୁବକ ଜଣକ ହେଉଛନ୍ତି ବାଉଁଶୁଣି ଗ୍ରାମର ନେତ୍ର ଭୋଇଙ୍କ ପୁଅ…

କେବେ ଏମିତି ଘଟିବ ଭାବି ନ ଥିଲି, କାହିଁକି ଏପରି କହିଲେ ଦ୍ରାବିଡ

ବେଙ୍ଗାଲୁରୁ,୨୦।୬: ଭାରତୀୟ କ୍ରିକେଟ୍‌ ଦଳର ମୁଖ୍ୟ କୋଚ୍‌ ଭାବେ ରାହୁଲ ଦ୍ରାବିଡ ପ୍ରାୟ ୮ ମାସ ପୂରଣ କରିଛନ୍ତି। ବେଙ୍ଗାଲୁରୁରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଉଥିବା ସିରିଜର ପଞ୍ଚମ ତଥା ଅନ୍ତିମ ଟି -୨୦ ମ୍ୟାଚ ପୂର୍ବରୁ ରାହୁଲ ଦ୍ରାବିଡ ଟିମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri