ଝରିଗାଁ ବିଧାୟକଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ
ନବରଙ୍ଗପୁର/ଉମରକୋଟ, ୪ା୫(ବି.ପ୍ର./ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଜେଡି ବିଧାୟକ ପ୍ରକାଶ ମାଝିଙ୍କ ନାମରେ ଜଣେ ଯୁବତୀ ଯୌନ ନିର୍ଯାତନା ଓ ହତ୍ୟା ଧମକ ଦେବା ଅଭିଯୋଗ ଆଣିଛନ୍ତି। ପୀଡ଼ିତା ଖଣ୍ଡଗିରି ଥାନାରେ ଲିଖିତ ଅଭିଯୋଗ କରିବା ସତ୍ତ୍ୱେ ପୋଲିସ ଏତଲା ଗ୍ରହଣ…
୮ ସ୍ଥାନ ତଳକୁ ଖସିଲା ଭାରତ
ନୂଆଦିଲ୍ଲୀ,୪ା୫: ଓ୍ବାଲର୍ଡ ପ୍ରେସ୍ ଫ୍ରିଡମ୍ ଇଣ୍ଡେକ୍ସ ୨୦୨୨ରେ ଭାରତ ୮ ପାଦ ତଳକୁ ଖସିଛି। ଗତବର୍ଷ ଦେଶ ୧୪୨ତମ ସ୍ଥାନରେ ରହିଥିବାବେଳେ ଚଳିତ ବର୍ଷ ୧୫୦ତମ ସ୍ଥାନରେ ରହି ବିଶ୍ୱରେ ୪୧ ସ୍କୋର ରଖିଛି। ମେ’ ୩ରେ ବିଶ୍ୱ ପ୍ରେସ୍ ସ୍ବାଧୀନତା…
କଟକ, ଭୁବନେଶ୍ୱରରେ ଛେଚିଲା
ଭୁବନେଶ୍ୱର,୪ା୫(ବ୍ୟୁରୋ): ରାଜ୍ୟରେ ଗତ କିଛି ଦିନ ହେବ ଗ୍ରୀଷ୍ମ ପ୍ରବାହ ଯୋଗୁ ଲୋକେ ହନ୍ତସନ୍ତ ହେଉଥିଲେ। ତତଲା ହାୱା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଥିଲା। ଏଭଳି ସମୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ମଙ୍ଗଳବାର କାଳବୈଶାଖୀଜନିତ ଝଡ଼ବର୍ଷା ପରିବେଶକୁ…
ଇଦ୍ ପାଳି ଫେରୁଥିବା ବେଳେ ଦୁର୍ଘଟଣା: ଚାଲିଗଲା ୨ ଯୁବକଙ୍କ ଜୀବନ
ଚାନ୍ଦବାଲି, ୩।୫ (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ଥାନା କେନ୍ଦ୍ରାପଡ଼ା-ଚାନ୍ଦବାଲି ରାସ୍ତାର ତାରିଣୀ ଛକ ନିକଟରେ ମଙ୍ଗଳବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ସ୍ଥାନୀୟ ମତୋ ମୁସ୍ଲିମ ସାହିର ସେକ୍ ଆସଲାମ ଓ…
ପଞ୍ଜାବକୁ ୧୪୪ରନ୍ର ଟାର୍ଗେଟ
ମୁମ୍ବାଇ,୩।୫: ଚଳିତ ଆଇପିଏଲରେ ଚମତ୍କାର ପ୍ରଦର୍ଶନ କରି ଆସୁଥିବା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଗୁଜରାଟ ଟିମ୍ ମଙ୍ଗଳବାର ଖେଳାଯାଉଥିବା ମ୍ୟାଚ୍ରେ ନିରାଶାଜନକ ପ୍ରଦର୍ଶନ କରିଛି। କେବଳ ସାଇ ସୁଦର୍ଶନକୁ ଛାଡ଼ିଦେଲେ ପଞ୍ଜାବ କିଙ୍ଗସର ବୋଲରଙ୍କ ଆଗରେ ତିଷ୍ଠି ପାରିନାହାନ୍ତି ଗୁଜରାଟ ଟାଇଟନ୍ସର ଅନ୍ୟ…
ଅହମଦାବାଦରେ ଖେଳାଯିବ ଆଇପିଏଲ୍ ଫାଇନାଲ୍
ନୂଆଦିଲ୍ଲୀ,୩।୫ : ଚଳିତ ଆଇପିଏଲ୍ ସଂସ୍କରଣର ଫାଇନାଲ ଆସନ୍ତା ୨୯ ତାରିଖରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଙ୍ଗଳବାର ସ୍ପଷ୍ଟ କରିଛି। ଟାଟା ଆଇପିଏଲ୍ର ପ୍ରଥମ କ୍ୱାଲିଫାୟର ଓ ଏଲିମିନେଟର ଯଥାକ୍ରମେ…
ଝାରସୁଗୁଡ଼ା ଚାଷୀଙ୍କୁ ଦିଆଗଲାନି
ଭୁବନେଶ୍ୱର,୩ା୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ରାଜ୍ୟର ଚାଷୀଙ୍କୁ କାଳିଆ ଯୋଜନାର ସହାୟତା ରାଶି ପ୍ରଦାନ କରିଛନ୍ତି। ବ୍ରଜରାଜନଗର ଆସନରେ ଉପନିର୍ବାଚନ ହେବାକୁ ଥିବାରୁ ଝାରସୁଗୁଡ଼ା ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି।…
ଜାରି ହେଲା ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୩ା୫(ବ୍ୟୁରୋ): ଆସନ୍ତା ୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ବାଲେଶ୍ୱର, ଭଦ୍ରକ, ଜଗତ୍ସିଂହପୁର, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।…
୧୦ରେ ବାତ୍ୟା ସମ୍ଭାବନା
ଭୁବନେଶ୍ୱର,୩ା୫(ବ୍ୟୁରୋ)- ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୬ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଏହାର ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ…
ରାଜ୍ ଠାକ୍ରେଙ୍କ ବିରୋଧରେ ମାମଲା
ମୁମ୍ବାଇ,୩।୫:ଔରଙ୍ଗାବାଦରେ ରବିବାର ଅନୁଷ୍ଠିତ ରାଲିରେ ଉତ୍ତେଜକ ଭାଷଣ ଦେବା ଅଭିଯୋଗରେ ମହାରାଷ୍ଟ୍ର ନବନିର୍ମାଣ ସେନା(ଏମ୍ଏନ୍ଏସ୍) ଅଧ୍ୟକ୍ଷ ରାଜ୍ ଠାକ୍ରେଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ରାଲିର ଆୟୋଜନ କରିଥିବା ୩ଜଣଙ୍କ ନାଁ ମଧ୍ୟ ଏତଲାରେ ରହିଛି। ଦଙ୍ଗା ସୃଷ୍ଟି ଉଦ୍ଦେଶ୍ୟରେ ରାଜ୍…
ଧନୁଷଙ୍କୁ ସମନ କଲେ ମାଡ୍ରାସ ହାଇକୋର୍ଟ
ମାଡ୍ରାସ,୩।୫: ମାଡ୍ରାସ ହାଇକୋର୍ଟରେ ଜାଲ୍ ପ୍ରମାଣପତ୍ର ଦାଖଲ କରିବା ଅଭିଯୋଗରେ ମଙ୍ଗଳବାର କୋର୍ଟଙ୍କ ପକ୍ଷରୁ ସାଉଥ୍ ସୁପରଷ୍ଟାର ଧନୁଷଙ୍କୁ ସମନ ଜାରି କରାଯାଇଛି। ମାଡ୍ରାସର ଏକ ଦମ୍ପତି ଧନୁଷ ତାଙ୍କ ପୁଅ ବୋଲି ଦାବି କରିଆସୁଥିବା ବେଳେ ଏନେଇ ସେମାନେ କୋର୍ଟର…
୨୮ବର୍ଷ ପରେ ମା’ଙ୍କ ସହ ରାତ୍ରିଯାପନ କରିବେ ଯୋଗୀ
ଡେରାଡୁନ,୩।୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ଉତ୍ତରାଖଣ୍ଡର ପୁଅ ଯୋଗୀ ଆଦିତ୍ୟନାଥ ଗତ ୫ବର୍ଷ ପରେ ମଙ୍ଗଳବାର ତାଙ୍କ ପୈତୃକ ଗାଁରେ ପହଞ୍ଚିଛନ୍ତି। ଗାଁରେ ପହଞ୍ଚିବା ପରେ ଯୋଗୀ ଆଦିତ୍ୟନାଥ ମା’ ସାବିତ୍ରୀ ଦେବୀଙ୍କୁ ଭେଟିଛନ୍ତି। ଏଥିସହ ପରିବାରର ଅନ୍ୟ ସଦସ୍ୟଙ୍କୁ ମଧ୍ୟ…
Archives


