Home

ଅର୍ଥନୀତିରେ ବିପର୍ଯ୍ୟୟ ଆଣିପାରେ ଦୁର୍ବଳ ମୌସୁମୀ

ନୂଆଦିଲ୍ଲୀ,୨୦।୬(ପି.ଟି.): ଦେଶରେ ପ୍ରଚଣ୍ଡ ଗ୍ରୀଷ୍ମଲହର ପରେ ମୌସୁମୀ ଆସିଥିଲେ ହେଁ ଏହା ଅତ୍ୟନ୍ତ ଧିମା ଗତିରେ ଅଗ୍ରସର ହେଉଛି। ମୌସୁମୀ ଦୁର୍ବଳ ରହିଲେ ଭାରତର କୃଷିଭିତ୍ତିକ ଅର୍ଥନୀତିରେ ବିପର୍ଯ୍ୟୟ ଆସିପାରେ ବୋଲି ବିଶେଷଜ୍ଞମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି। ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣରେ ରଖିବା…

ଦ୍ୱନ୍ଦ୍ୱ ଦୂର ପ୍ରୟାସ ସହ ଧମକ

ନୂଆଦିଲ୍ଲୀ,୨୦।୬: ସୈନ୍ୟବାହିନୀରେ ଠିକା ନିଯୁକ୍ତି ଯୋଜନା ଅଗ୍ନିପଥକୁ ବିରୋଧ କରି ଦେଶବ୍ୟାପୀ ଆନ୍ଦୋଳନ ଦେଖାଦେବା ପରେ ଏହାକୁ ପ୍ରଶମିତ କରିବା ଲାଗି ସରକାରଙ୍କ ପକ୍ଷରୁ ପ୍ରୟାସ ଜାରି ରହିଛି। ଏଥିସହିତ ଯେଉଁମାନେ ଆନ୍ଦୋଳନରେ ସାମିଲ ହେବେ ସେମାନଙ୍କୁ ସେନାରେ ନିଯୁକ୍ତି ସୁଯୋଗ…

ନବୀନଙ୍କ ରାଜନୈତିକ ତୀର୍ଥଯାତ୍ରା

ଭୁବନେଶ୍ୱର,୨୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ ନେଇ ଏବେ ଚାରିଆଡ଼େ ଆଲୋଚନା। ସୋମବାର ସେ ନୂଆଦିଲ୍ଲୀରୁ ଇଟାଲି ଅଭିମୁଖେ ଯାତ୍ରାକରି ଭାଟିକାନ୍‌ ସିଟିରେ କ୍ୟାଥଲିକ୍‌ଙ୍କ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫ୍‌ପି)ର…

ଭାଜପା ଅଫିସ୍‌ ଜଗିବେ ଅଗ୍ନିବୀର

ନୂଆଦିଲ୍ଲୀ,୨୦।୬: ସେନାରେ ଠିକା ନିଯୁକ୍ତି ଯୋଜନା ‘ଅଗ୍ନିପଥ’କୁ ନେଇ ଦେଶବ୍ୟାପୀ ଆକ୍ରୋଶର ନିଆଁ ଜଳୁଥିବାବେଳେ ଭାଜପା ନେତା କୈଳାସ ବିଜୟଭର୍ଗୀୟ ରବିବାର ସେଥିରେ ଘିଅ ଢାଳିଛନ୍ତି। ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ବିଜୟଭର୍ଗୀୟ କହିଛନ୍ତି, ଅଗ୍ନିବୀରମାନେ ୪ ବର୍ଷ ପରେ ଅବସର…

ବିରୋଧୀ ଦଳ ବୈଠକରେ ଯୋଗଦେବେନି ମମତା

କୋଲକାତା,୨୦।୬: ରାଷ୍ଟ୍ରପତି ନିର୍ବାଚନ ଲାଗି ରଣନୀତି ପ୍ରସ୍ତୁତି ନିମନ୍ତେ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ଜୁନ୍‌ ୨୧ରେ ଡାକିଥିବା ମିଳିତ ବିରୋଧୀ ଦଳ ବୈଠକରେ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯୋଗଦେଇ ନ ପାରନ୍ତି। ତାଙ୍କର…

ଅଗ୍ନିପଥ ଯୋଜନାକୁ ନେଇ ଭାରତ ବନ୍ଦ, ବିହାରର ୧୭ ଜିଲାରେ ଇଣ୍ଟରନେଟ ବନ୍ଦ

ନୂଆଦିଲ୍ଲୀ,୨୦ ।୬: ସେନାରେ ଭର୍ତ୍ତି ହେବା ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ଆଗତ ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି । ଲଗାତର ବିରୋଧ ପ୍ରଦର୍ଶନ ଜାରି ରହିବା ଫଳରେ କିଛି ରାଜ୍ୟରେ ହିଂସକ ପରିସ୍ଥିତି…

କମ୍ପ୍ୟୁଟରରେ ମିଛ ପ୍ରମାଣ ଭରିଥିଲା ପୋଲିସ

ଓ୍ବାଶିଂଟନ୍‌/ପୁଣେ,୨୦।୬: ମହାରାଷ୍ଟ୍ରର ବହୁଚର୍ଚ୍ଚିତ ଭୀମା-କୋରେଗାଓଁ ହିଂସା ମାମଲାରେ ପୁଣେ ପୋଲିସ ୧୬ ଜଣ ସାମାଜିକ କର୍ମୀ ଓ ବୁଦ୍ଧିଜୀବୀଙ୍କୁ ଗିରଫ କରିବା ପୂର୍ବରୁ ସେମାନଙ୍କ କମ୍ପ୍ୟୁଟରରେ ମିଥ୍ୟା ଫାଇଲ ପ୍ଲାଣ୍ଟ୍‌ କରିଥିଲା। ସରକାର ଓ ଏକ ଟେକ୍ନୋଲୋଜି ସଂସ୍ଥାର ମିଳିତ ଉଦ୍ୟମରେ…

‘ମନ କି ବାତ’ର ୯୦ ତମ ଏପିସୋଡ ପାଇଁ ଜନତାଙ୍କ ମତାମତ ଲୋଡିଲେ ମୋଦି

ନୂଆଦିଲ୍ଲୀ,୨୦ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଆଗାମୀ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ପାଇଁ ଜନତାଙ୍କ ମତ ଲୋଡିଛନ୍ତି । ୨୬ ଜୁନରେ ପ୍ରଚାରିତ ହେବାକୁ ଯାଉଥିବା ଏହି କାର୍ଯ୍ୟକ୍ରମର ୯୦ ତମ ଏପିସୋଡ ପାଇଁ ଜନତା ସେମାନଙ୍କ…

୨-୨ରେ ସିରିଜ ଶେଷ

ବେଙ୍ଗାଲୁରୁ, ୧୯।୬: ସ୍ଥାନୀୟ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ କ୍ରିକେଟ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଛି। ଫଳରେ ୫ ମ୍ୟାଚ ବିଶିଷ୍ଟ ସିରିଜ ୨-୨ରେ ଶେଷ ହୋଇଛି। ପୂର୍ବରୁ ୪ଟି ମ୍ୟାଚ ଅନୁଷ୍ଠିତ ହୋଇ ହୋଇଥିବା ବେଳେ…

ଭାରତ-ଦକ୍ଷିଣ ଆଫ୍ରିକା ପଞ୍ଚମ ଟି-୨୦: ବର୍ଷା ସାଜିଛି ବାଧକ

ବେଙ୍ଗାଲୁରୁ,୧୯।୬: ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ୍‌ ଖେଳାଯାଉଛି। ଏହି ମ୍ୟାଚରେ ବର୍ଷା ବାଧକ ସାଜିଛି। ଦକ୍ଷିଣ ଆଫ୍ରିକା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।…

ମିଥ୍ୟା ଖବର ପ୍ରସାରକୁ ନେଇ ସରକାରଙ୍କ ବଡ଼ ପଦକ୍ଷେପ: ୩୫ ହ୍ବାଟସଆପ ଗ୍ରୁପ ବ୍ୟାନ୍‌, ୧୦ ଗିରଫ

ନୂଆଦିଲ୍ଲୀ,୧୯।୬: ଅଗ୍ନିପଥ ଯୋଜନାକୁ ନେଇ ଦେଶର ଅନେକ ରାଜ୍ୟରେ ଯୁବକମାନେ ବିରୋଧ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ରବିବାର ୩ ସେନା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ କରି ସମସ୍ତ ସନ୍ଦେହ ଦୂର କରାଯାଇଥିଲା। ଏହାସତ୍ତ୍ୱେ ମଧ୍ୟ ସୋସିଆଲ ମିଡିଆରେ ମିଥ୍ୟା ଖବର…

ପନ୍ତଙ୍କ ନାଁରେ ଲଜ୍ଜାଜନକ ରେକର୍ଡ

ବେଙ୍ଗାଲୁରୁ,୧୯।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ଆଜି ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଭାରତୀୟ ଅଧିନାୟକ ରିଷଭ ପନ୍ତ ପୁଣି ଟସ ହାରିଛନ୍ତି। ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri