ଲୋକ ସଭାରେ ହଟ୍ଟଗୋଳ କରି ନିଲମ୍ବିତ ହେଲେ କଂଗ୍ରେସର ୪ଏମ୍ପି
ନୂଆଦିଲ୍ଲୀ,୨୫।୭: ସଂସଦରେ ଚାଲିଛି ମୌସୁମୀ ଅଧିବେଶନ। ସରକାରଙ୍କୁ ଘେରିବା ପାଇଁ ବିରୋଧୀ ଦର ବୃଦ୍ଧି, ବେରୋଜଗାରକୁ ପ୍ରସଙ୍ଗ କରି ଗୃହରେ ହଟ୍ଟଗୋଳ ଚଳାଇଛନ୍ତି। ଇତିମଧ୍ୟରେ ସୋମବାର କଂଗ୍ରେସର ୪ଏମ୍ପି ହାତରେ ପ୍ଲାକାର୍ଡ ଧରି ଦରବୃଦ୍ଧି ବିରୋଧରେ ଲୋକ ସଭାରେ ବିକ୍ଷୋଭ କରି…
ହେଲିକପ୍ଟରରେ ବସି କାଉଡିଆଙ୍କ ଉପରେ ଫୁଲବର୍ଷା କଲେ ମୁଖ୍ୟମନ୍ତ୍ରୀ
ଲକ୍ଷ୍ନୌ,୨୫।୭: ଶ୍ରାବଣର ଦ୍ୱିତୀୟ ସୋମବାର ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହେଲିକପ୍ଟରରେ ବସି କାଉଡି ଯାତ୍ରାର ସର୍ବେକ୍ଷଣ କରିଛନ୍ତି। ଏହି ଅବସରରେ ସେ କାଉଡିଆଙ୍କ ଉପରେ ଫୁଲବର୍ଷା କରିଥିଲେ। ଆକାଶରୁ ଫୁଲ ପଡୁଥିବା ଦେଖି ଶିବଙ୍କ ଭକ୍ତମାନେ ହାତ ହଲାଇ ଅଭିବାଦନ…
‘ବେଳେବେଳେ ମନକୁ ଆସୁଛି ରାଜନୀତି ଛାଡିଦେବି’
ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ ନିଜ ସଚ୍ଚୋଟତା ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ବିଷୟ ଯାହା ବି ହେଉ, ସେ ଖୋଲାଖୋଲି ଭାବରେ ନିଜର ମତ ପ୍ରକାଶ କରନ୍ତି। ଏକ କାର୍ଯ୍ୟକ୍ରମ ସମୟରେ ସେ ବର୍ତ୍ତମାନର ରାଜନୈତିକ ପରିସ୍ଥିତି…
କ୍ୟାଟ୍ରିନା-ବିକିଙ୍କୁ ହତ୍ୟା ଧମକ ଦେଇଥିବା ଯୁବକ ଗିରଫ
ମୁମ୍ବାଇ,୨୫।୭:ବଲିଉଡ ଷ୍ଟାର୍ କପଲ୍ କ୍ୟାଟ୍ରିନା କୈଫ ଏବଂ ବିକି କୌଶଲଙ୍କୁ ହତ୍ୟା ଧମକ ଦେଇଥିବା ଯୁବକ ଗିରଫ ହୋଇଛନ୍ତି। ଗିରଫ ଯୁବକଙ୍କ ନାଁ ମନବିନ୍ଦର ସିଂ। ସେ କ୍ୟାଟ୍ରିନାଙ୍କର ଜଣେ ବଡ଼ ପ୍ରଶଂସକ। ସେ ତାଙ୍କୁ ବିବାହ କରିବାକୁ ମଧ୍ୟ ଚାହାଁନ୍ତି।…
ବିଜିପୁର ଗ୍ରାମ୍ୟ ରାସ୍ତା ବିପର୍ଯ୍ୟସ୍ତ
ଦଶରଥପୁର,୨୫ା୭(ଡି.ଏନ.ଏ.): ଦଶରଥପୁର ବ୍ଲକ୍ ଖଣ୍ଡରା ପଞ୍ଚାୟତର ଏକ ପ୍ରମୁଖ ଗ୍ରାମ ବିଜିପୁର। ଏହି ଗ୍ରାମରେ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ପରିବାର ବାସ କରନ୍ତି। ହେଲେ ପରିତାପର ବିଷୟ ଯାଜପୁର-ବିଞ୍ଝାରପୁର ମୁଖ୍ୟ ରାସ୍ତାରୁ ଉକ୍ତ ଗ୍ରାମକୁ ସଂଯୋଗ କରୁଥିବା ଗ୍ରାମ୍ୟ ରାସ୍ତାଟି ବିପର୍ଯ୍ୟସ୍ତ…
ବିମାନ ହେଲା ଦୁଇ ଫାଳ…
ପୁଣେ,୨୫।୭ : ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟା ୩୦ ରେ ମହାରାଷ୍ଟ୍ରର ପୁଣେ ଜିଲାର ଇନ୍ଦପୁର ତାଲୁକା ଅନ୍ତର୍ଗତ କଦବନୱାଡି ଗ୍ରାମରେ ଏକ ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ୨୨ ବର୍ଷୀୟ ମହିଳା ପାଇଲଟ ଆହତ ହୋଇଛନ୍ତି। ଏହି…
ଚିଲିକା ବିଧାୟକଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ
ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ମାମଲାରେ ଗିରଫ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସୋମବାର ସୁପ୍ରିମକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ମାନ୍ୟବର କୋର୍ଟ ତାଙ୍କ ଶୁଣାଣିରେ ବିଧାୟକ ଜଗଦ୍ଦେବଙ୍କୁ ନିଜ ନିର୍ବାଚନ ମଣ୍ଡଳୀକୁ ୧ ବର୍ଷ ପାଇଁ ଯିବାକୁ…
ଝାଟିମାଟି କୁଡ଼ିଆରେ ବିତୁଛି ଜୀବନ
ବ୍ରହ୍ମବରଦା,୨୫ା୭(ଡି.ଏନ.ଏ.): ଯାଜପୁର ବ୍ଲକ ଝାଲପଡ଼ା ପଞ୍ଚାୟତ କାକୁଡ଼ିକୁଦ ୨ ନମ୍ବର ୱାର୍ଡ ଦଳିତ ସାହିର ଅଧିକାଂଶ ପରିବାର ବର୍ଗଙ୍କ ପକ୍କାଘର ନାହିଁ। ଫଳରେ ସେମାନେ ବହୁ ଦୟନୀୟ ଅବସ୍ଥାରେ ଝାଟିମାଟି କୁଡ଼ିଆ ଘରେ ଜୀବନ ବିତାଉଛନ୍ତି। ଗତ ପଞ୍ଚାୟତ ନିର୍ବାଚନ ସମୟରେ…
ବିଶ୍ୱ ବ୍ରହ୍ମାଣ୍ଡର ବିସ୍ମୟ କୃଷ୍ଣଗର୍ତ୍ତ
ଆମେ ସମସ୍ତେ କାଗଜ କଲମରେ ହିସାବ କରି ନିଜ ପାଇଁ ଏକ କୃଷ୍ଣଗର୍ତ୍ତ ତିଆରି କରି ପାରିବା। ସୂତ୍ର ହେଉଛି । ଏହି ପରିବେଗର ଗାଣିତିକ ସୂତ୍ରକୁ ଧ୍ୟାନ ଦେବା। ଏଠାରେ rର ହେଉଛି ବସ୍ତୁତ୍ୱର ବ୍ୟାସାର୍ଦ୍ଧ। ତେବେ ପଳାୟନ ପରିବେଗ…
ବର୍ଷା ଋତୁରେ ରୋଗ ଓ ପ୍ରତିକାର
ସାଧାରଣତଃ ବର୍ଷା ଋତୁରେ କେତେକ ନିର୍ଦ୍ଦିଷ୍ଟ ରୋଗର ପ୍ରକୋପ ବୃଦ୍ଧି ପାଇଥାଏ। ଏହି ସମୟରେ ରୋଗ ପ୍ରତି ସତର୍କ ନ ରହିବା, ରୋଗ ଦ୍ୱାରା ଆକ୍ରାନ୍ତ ହେଲେ ଠିକ୍ ସମୟରେ ଚିକିତ୍ସା ନ କରିବା ଦ୍ୱାରା ପରବର୍ତ୍ତୀ ସମୟରେ ସ୍ବାସ୍ଥ୍ୟ ସମସ୍ୟା…
ଆଧାର ଭୋଟର ପରିଚୟ ପତ୍ର ଲିଙ୍କ୍, ସୁପ୍ରିମ୍କୋର୍ଟରେ ସୁର୍ଜେୱାଲାଙ୍କୁ ଝଟ୍କା…
ନୂଆଦିଲ୍ଲୀ,୨୫।୭ : ସୋମବାର ଆଧାର କାର୍ଡ-ଭୋଟର ପରିଚୟ ପତ୍ର ଲିଙ୍କ୍ ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। କଂଗ୍ରେସ ନେତା ରଣଦୀପ ସୁର୍ଜେୱାଲାଙ୍କ ଆବେଦନ ଶୁଣି ସୁପ୍ରିମକୋର୍ଟ ତାଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ନିକଟକୁ ଯିବାକୁ କହିଛନ୍ତି। ଇଲେକ୍ଟ୍ରୋନିକ ଚୟନକର୍ତ୍ତାଙ୍କ ଫଟୋ ପରିଚୟ ପତ୍ରକୁ…
ମିକାଙ୍କ ହୃଦୟ ଜିତିଲେ ଆକାଂକ୍ଷା, ସାଜିବେ ବଧୂ
ମୁମ୍ବାଇ: ଛୋଟପରଦାର ଅଭିନେତ୍ରୀ ଆକାଂକ୍ଷା ପୁରୀ ପ୍ରସିଦ୍ଧ ପଞ୍ଜାବୀ ଗାୟକ ମିକା ସିଂଙ୍କ ହୃଦୟ ଜିତିଛନ୍ତି। ମିକାଙ୍କ ସ୍ବୟଂମ୍ବର ଶୋ’ ‘ମିକା ଦି ବୋତି’ର ବିଜେତା ହୋଇଛନ୍ତି ଆକାଂକ୍ଷା। ମିକାଙ୍କ କନ୍ୟା ହେବାକୁ ଏହି ଦୌଡ଼ରେ ୧୨ ଜଣ ଯୁବତୀ ଅଂଶଗ୍ରହଣ…

