ଯୁବକଙ୍କୁ ନିର୍ମମ ହତ୍ୟା: ପୋଲିସ ଗୁଳିରେ ଅଭିଯୁକ୍ତ ଆହତ
ସମ୍ବଲପୁର,୧୯।୮(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ମୋତିଝରଣ ଅଞ୍ଚଳରେ ଜଣେ ଯୁବକଙ୍କୁ ହତ୍ୟାକରି ଫେରାର ଅଭିଯୁକ୍ତ ପୋଲିସ ସହ ଗୁଳି ବିନିମୟରେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ପୋଲିସ ଗିରଫ କରି ଚିକିତ୍ସା ପାଇଁ ଭିମସାରରେ ଭର୍ତ୍ତି କରିଛି। ତାଙ୍କ ବାମ…
ଆଜି ବଡ଼ ଘୋଷଣା କରିବେ ବିରୋଧି, ଜାଣନ୍ତୁ କିଏ ସେହି ଆନ୍ନାଦୁରାଇ ଯିଏ ଅଛନ୍ତି ରେସରେ ସବୁଠୁ ଆଗରେ
ନୂଆଦିଲ୍ଲୀ,୧୯।୮: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ, NDA ସିପି ରାଧାକୃଷ୍ଣନଙ୍କୁ ପ୍ରାର୍ଥୀ ଭାବରେ ଘୋଷଣା କରିଛି। କିନ୍ତୁ ବିରୋଧୀ ଦଳ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାଁନ୍ତି। ଆଶା କରାଯାଉଛି ଯେ ଅଗଷ୍ଟ ୧୯ ତାରିଖରେ ଇଣ୍ଡିଆ ମେଣ୍ଟ ନିଜର ପ୍ରାର୍ଥୀ ଘୋଷଣା କରିବ।…
ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ନେଇ ସାମ୍ନାକୁ ଆସିଲା ବଡ଼ ଖବର
ବାଲେଶ୍ୱର,୧୯।୮(ବାଞ୍ଛାନିଧି ଦେ):ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆମତ୍ାହୁତି ମାମଲାରେ ଗିରଫ ହୋଇ ଜେଲରେ ଥିବା ମୁଖ୍ୟ ଅଭିଯୁକ୍ତ ଏଚ୍ଓଡି ସମୀର ସାହୁଙ୍କ ଜାମିନ ପୁଣି ଖାରଜ ହୋଇଛି। ବାଲେଶ୍ୱର ଜିଲା ଓ ଦୌରାଜଜ୍ ସୋମବାର…
3 Idiots ପ୍ରଫେସରଙ୍କ ପରଲୋକ, ଶୋକରେ ବଲିଉଡ
ମୁମ୍ବାଇ,୧୯।୮: ଆମିର ଖାନଙ୍କ ‘3 Idiots’ରେ ପ୍ରଫେସର ଭୂମିକାରେ ଅଭିନୟ କରିଥିବା ପ୍ରସିଦ୍ଧ ଅଭିନେତା ଅଚ୍ୟୁତ ପୋତଦାରଙ୍କ ପରଲୋକ ହୋଇଛି। ସେ ୯୧ ବର୍ଷ ବୟସରେ ମୁମ୍ବାଇ ନିକଟସ୍ଥ ଥାନେର ଜୁପିଟର ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ‘ଆ…
୧୨ ବର୍ଷର ଝିଅଙ୍କୁ ବଳାତ୍କାର କଲେ ବାପା: ଘଟଣା ଜଣାପଡ଼ିବା ପରେ…
ପାଲଲହଡ଼ା,୧୯ା୮ (ଦିବ୍ୟଜ୍ୟୋତି ଦାଶ):୧୨ ବର୍ଷୀୟା ନାବାଳିକା ଝିଅକୁ ସାବତ ବାପା ବଳାତ୍କାର କରିଥିବା ସୋମବାର ଅନୁଗୋଳ ଜିଲା ପାଲଲହଡ଼ା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଦେବଗଡ଼ ଜିଲାର ଜଣେ ମହିଳା ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ…
ମିସ ୟୁନିଭର୍ସ ଇଣ୍ଡିଆ ୨୦୨୫ର ମୁକୁଟ ପିନ୍ଧିଲେ ମନିକା, ୭୪ତମ Miss Universe ପ୍ରତିଯୋଗୀତାରେ ଭାରତକୁ କରିବେ ରିପ୍ରେଜେଣ୍ଟ
ରାଜସ୍ଥାନ,୧୯।୮: ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହେଉଥିବା ମିସ ୟୁନିଭର୍ସ ଇଣ୍ଡିଆ ୨୦୨୫ର ବିଜେତାଙ୍କୁ ଚୟନ କରାଯାଇଛି। ଏହି ପ୍ରତିଯୋଗିତାର ମୁକୁଟ ମନିକା ବିଶ୍ୱକର୍ମାଙ୍କ ମୁଣ୍ଡରେ ସଜ୍ଜିତ ହୋଇଛି। ମନିକା ମୂଳତଃ ରାଜସ୍ଥାନର ଗଙ୍ଗାନଗରର ଏବଂ ଦିଲ୍ଲୀରେ ମଡେଲିଂ କରନ୍ତି। ମନିକାଙ୍କୁ ପୂର୍ବରୁ…
ମୋଦିଙ୍କ ସହ ଏକାଠି ମଞ୍ଚରେ ବସିବେ ନାହିଁ ମମତା, କାହିଁକି ଏତେବଡ଼ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ? ଜାଣନ୍ତୁ ଭିତିରି କଥା
ନୂଆଦିଲ୍ଲୀ,୧୯।୮: ୨୨ ଅଗଷ୍ଟରେ କୋଲକାତାରେ ତିନୋଟି ମେଟ୍ରୋ ପ୍ରକଳ୍ପର ଉଦଘାଟନ ଉତ୍ସବରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉପସ୍ଥିତ ରହିବେ ନାହିଁ। ଏହି ପ୍ରକଳ୍ପଗୁଡ଼ିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବାକୁ ଯାଉଛନ୍ତି। ରାଜ୍ୟ ସରକାରଙ୍କ ଜଣେ ଉଚ୍ଚପଦସ୍ଥ ଅଧିକାରୀ ସୋମବାର…
ଅବପାତର ରୂପ ନେଲା ଲଘୁଚାପ: ୩ ଜିଲାକୁ ରେଡ୍ ଓ୍ବାର୍ନିଂ
ଭୁବନେଶ୍ୱର,୧୯ା୮(ଅନୁରାଧା ମହାରଣା):ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ ସାରାଦିନ ବର୍ଷା ଲାଗିରହିଛି। କୋରାପୁଟରେ ସର୍ବାଧିକ ୬୪.୦ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ପାରଳାଖେମୁଣ୍ଡିରେ ୪୯.୬…
କେମ୍ବ୍ରିଜ୍ ଡିକ୍ସିନାରିରେ ଯୋଡ଼ିହେଲା ୬ ହଜାର ନୂଆ ଶବ୍ଦ
ଲଣ୍ଡନ,୧୯ା୮:କେମ୍ବ୍ରିଜ୍ ଡିକ୍ସିନାରି ନିଜର ଅନ୍ଲାଇନ ସଂସ୍କରଣରେ ୬ ହଜାର ନୂତନ ଶବ୍ଦକୁ ସ୍ଥାନିତ କରିଛି। ଏଥିମଧ୍ୟରୁ ଅନେକ ହେଉଛି ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟ୍ଫର୍ମରେ ବ୍ୟବହୃତ ହେଉଥିବା ଶବ୍ଦ। ସାଧାରଣତଃ ଜେନ୍ ଜେଡ୍ ଏବଂ ଜେନ୍ ଆଲ୍ଫା ଦ୍ୱାରା ଲୋକପ୍ରିୟ ହୋଇଥିବା…
ନବମ ଶ୍ରେଣୀ ଛାତ୍ରୀଙ୍କୁ ଟେକିନେଲେ ୫ ଯୁବକ: ନିଛାଟିଆ ସ୍ଥାନରେ ଗଣବଳାତ୍କାର ପରେ କଲେ…
ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର):ଯୁବଗୋଷ୍ଠୀ ମଧ୍ୟରେ ବଢ଼ିଚାଲିଛି ଅପରାଧ ପ୍ରବଣତା। ବିଶେଷ କରି ଅପରାଧରେ କିଶୋରମାନଙ୍କ ସମ୍ପୃକ୍ତି ସମ୍ପ୍ରତି ଏକ ଚିନ୍ତାର କାରଣ ପାଲଟିଛି। ସମ୍ବଲପୁର ଜିଲା ଯୁଯୁମୁରାରେ ରବିବାର ସନ୍ଧ୍ୟାରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଜଣାପଡ଼ିଛି। ଏଥିରେ ମୋଟ ୫ଜଣଙ୍କ ସମ୍ପୃକ୍ତି…
ଏଇ ଭାରତରେ
ସମାଜରେ କୌଣସି କ୍ଷେତ୍ରରେ ପରିବତ୍ତର୍ର୍ନ କେବଳ ବଡ଼ ସଙ୍ଗଠନ କିମ୍ବା ବୃହତ୍ କମ୍ପାନୀଗୁଡ଼ିକ ଦ୍ୱାରା ହୋଇ ନ ଥାଏ, ବରଂ ବ୍ୟକ୍ତିଗତ ଉଦ୍ୟମରେ ଏହା ସମ୍ଭବ ହୋଇପାରେ। ଏହାର ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ସିକିମ୍ରେ। ସେଠାରେ ଏକ ସ୍କୁଲର ଭବିଷ୍ୟତ…
ଜୀବନ ଓ ଜଗନ୍ନାଥ
ଜୀବନ ଜିଇବା ପାଇଁ ସୃଷ୍ଟିରେ ଅନେକ ଶିକ୍ଷଣୀୟ ତତ୍ତ୍ୱ ରହିଛି। ପ୍ରତ୍ୟକ୍ଷ ଏବଂ ପରୋକ୍ଷ ରୂପରେ ସମାଜ ଆମକୁ ଅନେକ କିଛି ଶିଖାଇଥାଏ। ସେଥିପାଇଁ ବିଶ୍ୱର ପ୍ରତିଟି ସୃଷ୍ଟି ସ୍ବତନ୍ତ୍ର ଉଦ୍ଦେଶ୍ୟମୂଳକ। ଯେମିତି ଭଗବାନ୍ ଶ୍ରୀଜଗନ୍ନାଥଙ୍କର ଆବିର୍ଭାବ ଏବଂ ଦୈନନ୍ଦିନ ରୀତିନୀତି…
Archives


