Home

ଅଗ୍ନିପଥ ଯୋଜନାକୁ ବିରୋଧ: ଜନ୍ତର ମନ୍ତରରେ କଂଗ୍ରେସର ସତ୍ୟାଗ୍ରହ ଆରମ୍ଭ

ନୂଆଦିଲ୍ଲୀ,୧୯।୬: ଭାରତ ସରକାର ଅଗ୍ନିପଥ ଯୋଜନା ଘୋଷଣା କରିବା ଦିନଠାରୁ ଏହା ବିରୋଧରେ ପ୍ରଦର୍ଶନ ଜାରି ରହିଛି। ଦେଶରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ କରାଯାଉଥିବାବେଳେ ରାଜନୀତି ମଧ୍ୟ ତୀବ୍ର ରୂପ ନେଉଛି। ରବିବାର କଂଗ୍ରେସ ଜନ୍ତର ମନ୍ତରରେ ଏହି ଯୋଜନା ବିରୋଧରେ…

ମଝି ଆକାଶରେ ବିମାନରେ ଲାଗିଲା ନିଆଁ

ପାଟନା,୧୯।୬: ମଝି ଆକାଶରେ ବିମାନରେ ନିଆଁ ଲାଗିଯାଇଛି। ବିହାର ପାଟନା ବିମାନ ବନ୍ଦରରେ ଏଭଳି ଏକ ବିମାନ ଦୁର୍ଘଟଣା ଘଟିଛି। ଫଳରେ ବିମାନକୁ ଜରୁରୀକାଳୀନ ଅବତରଣ କରାଯାଇଛି। ବିମାନରେ ୧୮୫ ଜଣ ଯାତ୍ରୀ ଥିଲେ। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି।…

ଏନ୍‌ଗେଜ୍‌ମେଣ୍ଟ ପିୟରସିଂ

ପିୟରସିଂର ଟ୍ରେଣ୍ଡ ତ ବହୁ ଆଗରୁ ଆରମ୍ଭ ହୋଇସାରିଛି। କିନ୍ତୁ ଏବେ ଏନ୍‌ଗେଜ୍‌ମେଣ୍ଟ ପିୟରସିଂ ଏକ ନୂଆ ଟ୍ରେଣ୍ଡ ଭାବେ ଉଭା ହୋଇଛି। ଏହାକୁ କେହି କେହି ଏନ୍‌ଗେଜ୍‌ମେଣ୍ଟ ରିଂ ପିୟରସିଂ, ଓ୍ବେଡିଂ ରିଂ ପିୟରସିଂ ଅବା କେବଳ ଫିଙ୍ଗର୍‌ ପିୟରସିଂ…

ବସ୍‌-ଟ୍ରକ୍‌ ମୁହାଁମୁହିଁ, ୩ ଗୁରୁତର

ବରଗଡ଼ ଅଫିସ,୧୯ା୬: ବରଗଡ଼ ଜିଲା ବରପାଲି ମେହେରପଡ଼ା ନିକଟରେ ରବିବାର ଭୋର୍‌ ସମୟରେ ସରକାରୀ ବସ୍‌ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ କାହାର ମୃତ୍ୟୁ ହୋଇନାହିଁ। ୩ ଡ୍ରାଇଭର ଗୁରୁତର ଥିବା ବେଳେ ୧୮ଜଣ ଯାତ୍ରୀ ଆହତ ହୋଇଛନ୍ତି।…

କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଚାହୁଁଥିଲେ କରନ୍ତୁ ଏପରି…

କାର୍ଯ୍ୟକ୍ଷେତ୍ରରେ ଉନ୍ନତି କରିବାକୁ କାହାର ବା ଇଚ୍ଛା ନୁହେଁ। ହେଲେ ବେଳେବେଳେ କୌଣସି କାରଣ ବଶତଃ ସବୁ ଠିକ୍‌ ଥାଇ ବି ସୂଯୋଗ ହାତରୁ ଖସିଯାଏ। ଏଭଳି ସମସ୍ୟାରୁ କିପରି ମୁକ୍ତି ପାଇହେବ ଆସନ୍ତୁ ଜାଣିବା ସେ ନେଇ କେତୋଟି ବାସ୍ତୁ…

ବୋହୂଙ୍କ କାଠଫାଳିଆରେ ଶ୍ୱଶୁରଙ୍କ ଜୀବନ ଗଲା

ଆସିକା,୧୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କିଶୋରଚନ୍ଦ୍ରପଲ୍ଲୀ ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଛି। ସାମାନ୍ୟ ବଚସାରୁ ଶ୍ୱଶୁରକୁ କାଠଫାଳିଆରେ ପିଟି ପିଟି ମାରିଦେଇଛନ୍ତି ବୋହୂ। ମୃତ ବ୍ୟକ୍ତି ଜଣଙ୍କ ହେଲେ ସୀମାଞ୍ଚଳ ନାୟକ(୫୫)। ବୋହୂ ସୁଲତା ନାୟକଙ୍କୁ ପୋଲିସ…

କିଛି ନୂଆ କାମ କରିବାକୁ ହେଲେ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ: ମୋଦି

ନୂଆଦିଲ୍ଲୀ,୧୯ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପ୍ରଗତି ମଇଦାନରେ ଆଟିପିଓ ଟନେଲର ଉଦଘାଟନ କରିଛନ୍ତି । ଏହା ପୂର୍ବରୁ ସେ ଏହି ଟନେଲର ଯାଞ୍ଚ ମଧ୍ୟ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଦଶନ୍ଧି ପୂର୍ବରୁ ଭାରତର ପ୍ରଗତି…

ରାସ୍ତାରେ ଆମ୍ବୁଲାନ୍ସ ରଖି ଆତ୍ମହତ୍ୟା କଲେ ଡ୍ରାଇଭର

ନରସିଂହପୁର,୧୯ା୬(ଡି.ଏନ୍‌.ଏ.): କଟକ ଜିଲା କାନପୁର ଥାନା ଅଞ୍ଚଳରେ ରାସ୍ତାରେ ଆମ୍ବୁଲାନ୍ସ ରଖି ଗଛରେ ରଶି ଲଗାଇ ଜଣେ ଡ୍ରାଇଭର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ କାବୁଲି ସେନାପତି(୩୫)। ତାଙ୍କ ଘର ତିଗିରିଆ ଥାନା ବିନ୍ଧାଣିମା ଗାଁରେ। ସେ…

ମନ୍ଦିରରୁ ହୁଣ୍ଡି ଚୋରି

ବ୍ରହ୍ମପୁର ଅଫିସ,୧୯ା୬: ସହରରେ ଚୋରି ବଢ଼ିବାରେ ଲାଗିଛି। ଲୁଟେରାଙ୍କ ଟାର୍ଗେଟରେ ଏବେ ମନ୍ଦିର। ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବିଦ୍ୟୁତପୁର କଲୋନୀରେ ଥିବା ଶିବ ମନ୍ଦିର ହୁଣ୍ଡି ଚୋରି ହୋଇଛି। ରବିବାର ସକାଳେ ପୂଜକ ମନ୍ଦିର ଭିତରକୁ ଯିବା ବେଳେ ସେଠାରେ ହୁଣ୍ଡି…

ଅଗ୍ନିପଥ ଯୋଜନାକୁ ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ନୂଆଦିଲ୍ଲୀ,୧୯ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ ଯୋଜନାକୁ ନେଇ ପ୍ରାୟ ୧୫ ରାଜ୍ୟରେ ଜୋରଦାର ବିରୋଧ ପ୍ରଦର୍ଶନ କରାଯାଉଛି । କେରଳରେ ଯୁବକମାନେ ରାଜଭବନ ଘେରାଉ କରିଛନ୍ତି । ରାଜସ୍ଥାନରେ ବି ଏହାକୁ ବିରୋଧ କରାଯାଉଛି । ତାମିଲନାଡୁ, କର୍ନାଟକ, ଆନ୍ଧ୍ରପ୍ରଦେଶରେ…

କରୋନା ନାଜାଲ ଭ୍ୟାକ୍ସିନର ତୃତୀୟ ପର୍ଯ୍ୟାୟ ପରୀକ୍ଷା ଶେଷ, ଖୁବଶୀଘ୍ର ହେବ ଲଞ୍ଚ

ନୂଆଦିଲ୍ଲୀ,୧୯ ।୬: କରୋନା ମହାମାରୀ ପୁଣିଥରେ ମୁଣ୍ଡ ଟେକିବା ଆରମ୍ଭ କଲାଣି । ହେଲେ ଏହାସହ ଲଢିବାକୁ ସାରା ବିଶ୍ୱରେ ଭ୍ୟାକ୍ସିନ ତିଆରି ହୋଇ ସାରିଥିବା ବେଳେ ଏବେ ଏହି ଭ୍ୟାକ୍ସିନକୁ ନେଇ ଆଉ ଏକ ଭଲ ଖବର ଆସିଛି ।…

କାବୁଲ ଗୁରୁଦ୍ୱାରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କଲେ ମୋଦି

ନୂଆଦିଲ୍ଲୀ,୧୯ ।୬: ଆଫଗାନିସ୍ତାନର ରାଜଧାନୀ କାବୁଲ ସ୍ଥିତ କାର୍ତେ ପରୱାନ ଗୁରୁଦ୍ୱାରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ୍ ନିନ୍ଦା କରିଛନ୍ତି । ତାଲିବାନ ଶାସିତ ଆଫଗାନିସ୍ତନରେ ସଂଖ୍ୟାଲଘୁଙ୍କ ଧାର୍ମିକ ସ୍ଥଳକୁ ଟାର୍ଗେଟ କରି କରାଯାଉଥିବା ଆକ୍ରମଣର ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri