ବିରୋଧ ପ୍ରଦର୍ଶନ ଯୋଗୁ ଫସି ରହିଥିବା ରେଳ ଯାତ୍ରୀଙ୍କୁ ମିଳିବ ଖାଦ୍ୟ-ପାନୀୟ: ଅଶ୍ୱିନି ବୈଷ୍ଣବ
ନୂଆଦିଲ୍ଲୀ,୧୯ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ ଯୋଜନାକୁ ବିରୋଧ କରି ସାରା ଦେଶରେ ପ୍ରଦର୍ଶନ ଜାରି ରହିଛି । ଫଳରେ ଏହାର ପ୍ରଭାବ ଟ୍ରେନ ଚଳାଚଳ ଉପରେ ଅଧିକ ପଡିଛି । ଏପଟେ ପ୍ରଦର୍ଶନକାରୀମାନେ ଟ୍ରେନରେ ନିଆଁ ଲଗାଇଦେବା ଫଳରେ ସବୁଠାରୁ…
ସାଇକେଲ୍ରୁ ପଡ଼ିଗଲେ ବାଇଡେନ୍, ଭଡିଓ ଭାଇରାଲ
ଓ୍ବାଶିଂଟନ,୧୮ା୬: ଶନିବାର ସକାଳେ ଡେଲାଓ୍ବେର୍ସ୍ଥିତ ବେଳାଭୂମି ଘର ନିକଟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏକ ସାଇକେଲରେ ଯାଉଥିବା ବେଳେ ପଡ଼ିଯାଇଥିଲେ। ଏହା ପରେ ତାଙ୍କୁ ଦେଖିବାକୁ ଶୁଭେଚ୍ଛୁ ଏବଂ ଖବରଦାତାଙ୍କ ଭିଡ଼ ଲାଗିଥିଲା। ବାଇଡେନ କହିଛନ୍ତି, ସେ ସାଇକେଲରୁ ଗୋଡ଼…
ବିବାହ ଭୋଜି ଖାଇବାକୁ ଯାଉଥିବା ଟ୍ରକ୍ ଦୁର୍ଘଟଣାଗ୍ରସ୍ତ: ୫୨ ଆହତ, ୧୮ ଗୁରୁତର
ଦାରିଙ୍ଗବାଡ଼ି,୧୮ା୬(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପାଙ୍ଗାଲୀ ଗ୍ରାମ ନିକଟ ଶିଝିଗାଣ୍ଡା ଘାଟିରେ ବିବାହ ଭୋଜି ଖାଇବା ପାଇଁ ଯାଉଥିବା ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଯାତ୍ରା କରୁଥିବା ୫୨ଜଣ ଆହତ ହୋଇଥିବା ବେଳେ ୧୮ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, ବ୍ରାହ୍ମଣଗାଁ…
ବଜ୍ରପାତରେ ୧୬ ଛେଳିଙ୍କ ଜୀବନ ଗଲା
କେନ୍ଦୁଝର,୧୮ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ତଳ ଚମ୍ପେଇ ପଞ୍ଚାୟତର ସାରକୁଦର ଗାଁରେ ଶନିବାର ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ଫଳରେ ବଜ୍ରପାତରେ ୧୬ ଛେଳିଙ୍କ ମୃତ୍ୟୁ ଘଟିଛି। ଛେଳିମାନେ ପାଖ ଜଙ୍ଗଲରେ ଚରୁଥିବା ବେଳେ ହଠାତ୍ ବଜ୍ରପାତ…
ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ ହେବାକୁ ଫାରୁକ ଅମଙ୍ଗ
ଶ୍ରୀନଗର,୧୮ା୬: ଆଗାମୀ ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳଗୁଡ଼ିକ ମିଳିତ ପ୍ରାର୍ଥୀ ଦେବା ଲାଗି ଉଦ୍ୟମ ଚଳାଇଛନ୍ତି। ତେବେ ସମ୍ଭାବ୍ୟ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍ଫରେନ୍ସ ନେତା ଫାରୁକ୍ ଅବଦ୍ଦୁଲାଙ୍କ ନାଁ ଚର୍ଚ୍ଚା ହେଉଥିଲା। କିନ୍ତୁ…
୭୩୧ ସମବାୟ ସମିତିରେ ନିର୍ବାଚନ, ୨୪୪ ବୁଥ୍ ସମ୍ବେଦନଶୀଳ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ପ୍ରାଥମିକ ସମବାୟ ସମିତି ନିର୍ବାଚନ ରବିବାର ଅନୁଷ୍ଠିତ ହେବ। ୨ ହଜାର ୨୫୨ ପ୍ରାଥମିକ ସମବାୟ ସମିତିରୁ ୨ ହଜାର ୫୨୧ଟି ସମିତିରେ ବିନା ପ୍ରତିଦ୍ବନ୍ଦ୍ବିତାରେ ସଦସ୍ୟ, ସଦସ୍ୟା ନିର୍ବାଚିତ ହୋଇଛନ୍ତି । ବାକି ୭୩୧ ପ୍ରାଥମିକ…
ଏମ୍ଜିଏନ୍ଆର୍ଇଜିଏ ଯୋଜନା ବାଟବଣା: ମହିଳା ଶ୍ରମିକଙ୍କୁ ଗାଁ ସାଥୀଙ୍କ ଧମକ, ଥାନାରେ ଏତଲା
ହିଞ୍ଜିଳିକାଟୁ,୧୮ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତରେ ଏମ୍ଜିଏନ୍ଆର୍ଇଜିଏ ଯୋଜନାରେ କାମ ପାଇବାକୁ ଦାବି ଜଣାଇଥିବା ଜଣେ ମହିଳା ଶ୍ରମିକଙ୍କୁ ଗାଁ ସାଥୀ କାମ ଦେବାକୁ ମନା କରିବା ସହ ଦୁର୍ବ୍ୟବହାର କରିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି।…
କରଣଙ୍କ ଗୋଲ୍ଡେନ୍ ଲୁକ୍
ମୁମ୍ବାଇ: ଫିଲ୍ମ ପ୍ରଯୋଜକ ତଥା ନିର୍ଦ୍ଦେଶକ କରଣ ଜୋହର ତାଙ୍କ ଇନ୍ଷ୍ଟାଗ୍ରାମ ଆକାଉଣ୍ଟରେ କିଛି ଫଟୋ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ ତାଙ୍କର ଫ୍ୟାଶନ ଇନ୍ସ ଏବଂ ଷ୍ଟାଇଲ ଦେଖିବାକୁ ମିଳିଛି। ଫଟୋରେ ସେ ଖୁବ୍ ସୁନ୍ଦର ଦିଶୁଛନ୍ତି। କରଣ ଏକ…
୩୬୯ ଟ୍ରେନ୍ ବାତିଲ
ନୂଆଦିଲ୍ଲୀ,୧୮ା୬: ଅଗ୍ନିପଥ ପ୍ରତିବାଦ ଯୋଗୁ ରେଳ ବିଭାଗ ପକ୍ଷରୁ ଟ୍ରେନ୍ ସେବା ପ୍ରଭାବିତ ହୋଇଛି। କେତେକ ରୁଟ୍ରେ ଟ୍ରେନ ସମ୍ପୂର୍ଣ୍ଣ ବାତିଲ କରାଯାଇଥିବାବେଳେ ଆଉ କେତେକ ରୁଟ୍ରେ ଆଂଶିକ ବାତିଲ କରାଯାଇଛି। କେତେକ ଟ୍ରେନ୍ର ଗତିପଥ ବଦଳାଇ ଯାତ୍ରା କରିବାର ବ୍ୟବସ୍ଥା…
ଯୁବକଙ୍କୁ ନିର୍ମମ ହତ୍ୟା, ଜଣେ ଗୁରୁତର
ସିମୁଳିଆ,୧୮ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସିମୁଳିଆ ତହସିଲ ରାସ୍ତାରେ ଶନିବାର ଭୋର୍ ସମୟରେ ପ୍ରଦୀପ କୁମାର ନାୟକ ଓରଫ ବଳିଆ(୩୫) ନାମକ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଦୁର୍ବୃତ୍ତମାନେ ତାଙ୍କ ବେକ ଓ ମୁଣ୍ଡକୁ କୌଣସି ଧାରୁଆ ଅସ୍ତ୍ରରେ ହାଣି…
ବାଂଲାଦେଶରେ ପ୍ରବଳ ବନ୍ୟା, ୨୫ ମୃତ
ଢାକା,୧୮ା୬: ବାଂଲାଦେଶରେ ପ୍ରବଳ ବନ୍ୟା ଯୋଗୁ ୨୫ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଦେଶର ବିଭିନ୍ନ ସହରରେ ୪୦ ଲକ୍ଷରୁ ଅଧିକ ଲୋକ ବନ୍ୟାପାଣିରେ ଫସି ରହିଛନ୍ତି। ଗତ ବୁଧବାର ଏହି ବନ୍ୟା ଉତ୍ତର-ପୂର୍ବ ଅଞ୍ଚଳରେ ହୋଇଥିଲା। ଭାରତର ମେଘାଳୟ ଏବଂ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୯,୪୩୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
Archives


