Home

୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚୋରା କେନ୍ଦୁପତ୍ର ଜବତ

ମାଧପୁର,୧୭ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ବନାଞ୍ଚଳ ଟୁସର ପଞ୍ଚାୟତର ଉରଡ଼ା ଗ୍ରାମ ନିକଟରୁ ବୁଧବାର ରାତିରେ ମାଧପୁର ବନବିଭାଗ ଏବଂ ବାମୁର ବନବିଭାଗର ମିଳିତ ଚଢ଼ାଉରେ ଏକ ଚୋରା କେନ୍ଦୁପତ୍ର ଟ୍ରକ୍‌କୁ ଜବତ କରାଯାଇଥିବା ବେଳେ ଘଟଣାସ୍ଥଳରୁ ଡ୍ରାଇଭର…

ଟ୍ରେନ୍‌ରେ ନିଆଁ, ଯାତ୍ରୀ ଆତଙ୍କିତ

ଲୋଇସିଂହା,୧୭ା୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ବୁର୍ଡା ରେଳ ଫାଟକ ନିକଟରେ ଶୁକ୍ରବାର ସକାଳେ ପୁରୀ -ଆଜମିର ଟ୍ରେନରେ ନିଆଁ ଲାଗି ଯାଇଥିଲା। ବ୍ରେକ୍‌ ଜାମ୍‌ ହେବାରୁ ଟ୍ରେନ୍‌ ଧୂଆଁମୟ ହୋଇଯାଇଥିଲା। ଫଳରେ ଯାତ୍ରୀମାନେ ଆତଙ୍କିତ ପଡ଼ିଥିଲେ। ଏହା ଜାଣି…

ମୁଖ୍ୟମନ୍ତ୍ରୀଙ୍କ ଭାଇଙ୍କ ଘରେ ସିବିଆଇ ଚଢାଉ

ଯୋଧପୁର,୧୭।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ଭାଇ ଆଗ୍ରାସେନ ଗେହଲୋଟଙ୍କ ଘରେ ଶୁକ୍ରବାର ସିବିଆଇ ଚଢାଉ କରିଛି। ଏହାପୂର୍ବରୁ ଇଡି ଆଗ୍ରାସେନଙ୍କ ଘରେ ଚଢାଉ କରିଥିଲା। ସାର ରପ୍ତାନି ମାମଲାରେ ଅନିୟମିତତା ଅଭିଯୋଗରେ ଆଗ୍ରାସେନ ଗେହଲୋଟ ଇଡି ଅନୁସନ୍ଧାନରେ ଅଛନ୍ତି। ଇଡି…

ସମୁଦ୍ରରେ ବୁଡ଼ିଗଲା ଟ୍ରଲର, ଫସିଗଲେ ୧୩ ମତ୍ସ୍ୟଜୀବୀ

ରାଜନଗର,୧୭ା୬(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସମୁଦ୍ରକୁ ମାଛ ଧରିବାକୁ ଯାଇ କେନ୍ଦ୍ରାପଡ଼ା ଜିଲା ତାଳଚୁଆର ୧୩ ମତ୍ସ୍ୟଜୀବୀ ଗୁରୁବାର ରାତିରେ ନିଖୋଜ ହୋଇଯାଇଥିଲେ। ଆଜି ସୁରକ୍ଷିତ ସମସ୍ତଙ୍କୁ ଉଦ୍ଧାର କରାଯାଇଛି। ଗତକାଲି ସକାଳେ ‘ଉପାସନା-୧’ ନାମକ ଟ୍ରଲର ଧରି ୧୩ ମତ୍ସ୍ୟଜୀବୀ ସମୁଦ୍ର ମଝିକୁ…

ଦେଶର ଜନତା କଣ ଚାହୁଁଛନ୍ତି, ପ୍ରଧାନମନ୍ତ୍ରୀ ତାହା ବୁଝନ୍ତି ନାହିଁ: ରାହୁଲ

ନୂଆଦିଲ୍ଲୀ,୧୭।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ଶୁକ୍ରବାର ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଛି। ଅଗ୍ନିପଥ ଯୋଜନା ମାଧ୍ୟମରେ ସେନାରେ ନୂଆ ନିଯୁକ୍ତି ପ୍ରକ୍ରିୟାକୁ ବିରୋଧ କରି ପ୍ରଦର୍ଶନ ଜାରି ରହିଛି। ଅଗ୍ନିପଥ ଯୋଜନାକୁ ନେଇ ଉତ୍ତେଜନା ମଧ୍ୟରେ କଂଗ୍ରେସ…

ପଣସ ଖାଇବାକୁ ଆସି ଜଣଙ୍କ ଜୀବନ ନେଲା ହାତୀ

ବିଶୋଇ,୧୭ା୬(ଡି.ଏନ୍‌.ଏ.): ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ମଣଦା ବନାଞ୍ଚଳ ଅନ୍ତର୍ଗତ ସ୍ଥାନୀୟ ଦେଓପଟା ବିଟ ଅଧୀନ ଦେଓପଟା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ମାଈ ହାତୀ ଉକ୍ତ ଗ୍ରାମକୁ ପଣସ ଖାଇବାକୁ ଆସିଥିବାବେଳେ ଗ୍ରାମର ଜଣେ ବ୍ୟକ୍ତିଙ୍କ…

‘ପ୍ରସ୍ତୁତ ହୁଅନ୍ତୁ, ଖୁବଶୀଘ୍ର ଆରମ୍ଭ ହେବ ନିଯୁକ୍ତି ପ୍ରକ୍ରିୟା’

ନୂଆଦିଲ୍ଲୀ,୧୭।୫: କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଆରମ୍ଭ କରିବାକୁ ଘୋଷଣା କରାଯାଇଛି। ଏହି ଯୋଜନା ଅଧୀନରେ, ଇଚ୍ଛୁକ ଯୁବକମାନଙ୍କୁ ୪ ବର୍ଷ ପାଇଁ ସଶସ୍ତ୍ର ବାହିନୀରେ ନିଯୁକ୍ତି ଦିଆଯିବ। ଏହାକୁ…

ମୂଷା ନେଇଯାଇଥିଲା ୫ ଲକ୍ଷ ଟଙ୍କାର ସୁନା: ଜଣାପଡିବା ପରେ…

ମୁମ୍ବାଇ,୧୭।୬: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ଏକ ଅଜବ ଘଟଣା ଘଟିଛି। ପୋଲିସ ଏକ ମୂଷା ଗାତରୁ ହଜିଯାଇଥିବା ସୁନା ଅଳଙ୍କାରରେ ପରିପୂର୍ଣ୍ଣ ବ୍ୟାଗ ଉଦ୍ଧାର କରିଛି। ଏହି ବ୍ୟାଗରେ ପାଞ୍ଚ ଲକ୍ଷ ମୂଲ୍ୟର ସୁନା ଅଳଙ୍କାର ଥିଲା। ଏହି ବ୍ୟାଗ୍‌କୁ…

ସରିଲା ଖରାଛୁଟି, ସ୍କୁଲ ଆସିଲେ ପିଲା

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ଖରାଛୁଟି ସରିଥିବାରୁ ଶୁକ୍ରବାରଠାରୁ ରାଜ୍ୟର ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ସ୍କୁଲ୍‌ ଖୋଲିଛି। ୧୧ ଦିନ ପରେ ଆଜି ସ୍କୁଲ ଆସିଛନ୍ତି ପିଲା। ଗତ ୬ ତାରିଖରୁ ରାଜ୍ୟରେ ଖରାଛୁଟି ଘୋଷଣା କରିଥିଲେ ସରକାର। ଗତ ଦୁଇ…

ବାଲିପ୍ଲଟ୍‌ର ଦୁଃଖ, ସଂଯୋଗ ରାସ୍ତା

ପାରାଦୀପ, ୧୭ା୬(ସ୍ବ.ପ୍ର.): ପାରାଦୀପ ଅଠରବାଙ୍କିର ସବୁଠାରୁ ଚଳଚଞ୍ଚଳ ଜାଗା ହେଲା ବାଲିପ୍ଲଟ୍‌। ପ୍ରତିଦିନ ବାଲିପ୍ଲଟ୍‌କୁ ୫ ହଜାରରୁ ଅଧିକ ଲୋକ ଯାତାୟାତ କରିଥାନ୍ତି। ତା’ ମଧ୍ୟରେ ରହିଛି ୧୦୬ଟି ମାଛଗଦି, ୧୪୮ଟି ଦୋକାନ ଘର, ପାରାଦୀପ ଡମ୍ପର ମାଲିକ ସଂଘ କାର୍ଯ୍ୟାଳୟ,…

ଯୋଗ୍ୟ ହିତାଧିକାରୀ ଭତ୍ତା ପାଇବାରୁ ବଞ୍ଚିତ

ରଘୁନାଥପୁର,୧୭ା୬(ଡି.ଏନ୍‌.ଏ.): ଭତ୍ତା ତାଲିକାକୁ ସାର୍ବଜନୀନ କରିବା ଓ ସମସ୍ତ ହିତାଧିକାରୀଙ୍କୁ ବ୍ୟାଙ୍କ ଜରିଆରେ ଭତ୍ତା ପ୍ରଦାନ କରିବା ନିମନ୍ତେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ଲକ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ମାତ୍ର ରଘୁନାଥପୁର ବ୍ଲକରେ ମଧୁବାବୁ ପେନସନ ଯୋଜନାରେ…

ଚାଲିପାରୁନି ସରକାରୀ ସମୁଦ୍ର ଘୋଡ଼ା

ପାରାଦୀପ,୧୭ା୬(ସ୍ବ.ପ୍ର.): ସମୁଦ୍ରରେ ବହିରାଗତ ମତ୍ସ୍ୟଜୀବୀଙ୍କୁ ଯାଞ୍ଚ, ସାମୁଦ୍ରିକ ପାଟ୍ରୋଲିଂ, ଉପକୂଳ ମିଳିତ ସମରାଭ୍ୟାସ, ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା, ବିପଦରେ ଥିବା ମତ୍ସ୍ୟଜୀବୀଙ୍କୁ ଉଦ୍ଧାର, ଆଦି କାମ କରୁଥିବା ରାଜ୍ୟ ସରକାରଙ୍କ ମତ୍ସ୍ୟ ବିଭାଗର ଏମ୍‌ଏଲ୍‌ସି ହର୍ଷ(ମେରାଇନ ଲଞ୍ଚ ସି ହର୍ଷ)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri