Home

ଜମ୍ମୁ ତାୱି-ଗୁଆହାଟି ଏକ୍ସପ୍ରେସ ଟ୍ରେନରେ ଲଗାଇଦେଲେ ନିଆଁ

ପାଟନା,୧୭।୬: ସେନାରେ ନୂତନ ନିଯୁକ୍ତି ଯୋଜନା ‘ଅଗ୍ନିପଥ’ ବିରୋଧରେ ଲଗାତାର ତୃତୀୟ ଦିନ ପାଇଁ ବିହାରରେ ତୀବ୍ର ପ୍ରଦର୍ଶନ କରାଯାଇଛି। ଆଜି ସକାଳେ ବିହାରର ସାମସ୍ତିପୁରରେ ଜମ୍ମୁ ତାୱି-ଗୁଆହାଟି ଏକ୍ସପ୍ରେସ ଟ୍ରେନରେ ପ୍ରଦର୍ଶନକାରୀମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଟ୍ରେନର ଦୁଇଟି…

ଟାର୍ଗେଟ ପୂରୁଛି, ଋଣ ମିଳୁନି

ପୁରୀ ଅଫିସ,୧୭।୬: ପୁରୀ ଜିଲା ଅର୍ଥନୀତି ମୁଖ୍ୟତଃ ପର୍ଯ୍ୟଟନ ଓ କୃଷି ଉପରେ ନିର୍ଭରଶୀଳ। ଉଦ୍ୟୋଗ ଭଳି କ୍ଷେତ୍ରରେ ପୁରୀ ଜିଲା ଅଗ୍ରଣୀ ହୋଇପାରିନାହିଁ। ଉଦ୍ୟୋଗ କ୍ଷେତ୍ରରେ ଜିଲାକୁ ଆଗକୁ ବଢ଼ାଇବା ପାଇଁ ଯେଉଁ ସାମଗ୍ରିକ ପ୍ରଚେଷ୍ଟା ଆବଶ୍ୟକ ତାହା ଦେଖିବାକୁ…

ଦେଶରେ ବଢିଚାଲିଛି ସଂକ୍ରମଣ

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨,୮୪୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…

‘ବିଦ୍ୟୁତ୍‌ ସଂଯୋଗ ନ ଦେଲେ ରାସ୍ତାରୁ ଉଠିବୁ ନାହିଁ’

ଉଦଳା,୧୭ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ସାଗର ସାହି ଗ୍ରାମର ୨୫ରୁ ଉର୍ଦ୍ଧ୍ୱ ପରିବାର ଶୁକ୍ରବାର ସକାଳୁ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସେମାନେ କପ୍ତିପଦା ଗୋଲେଇ ଛକ ନିକଟରେ ଥିବା ଉଦଳା ବାଲେଶ୍ୱର ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି। ଦୀର୍ଘ ୩ ବର୍ଷ…

ଆଜି ରାଜ୍ୟରୁ ୨୫ ପଜିଟିଭ୍‌ ଚିହ୍ନଟ, ୧୨,୮୮,୭୬୨ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୭୬୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫ ଜଣ ଚିହ୍ନଟ ହୋଇଥିବା…

ଜୀବିତ ୧୧ଜଣଙ୍କୁ ମୃତ ଦର୍ଶାଇ ହରିଶ୍ଚନ୍ଦ୍ର ଟଙ୍କା ହଡ଼ପ

ରାଜନଗର, ୧୭ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କୁରୁଣ୍ଟି ପଞ୍ଚାୟତରେ ବଞ୍ଚତ୍ଥିବା ୧୧ ଜଣ ଲୋକଙ୍କୁ ସରକାରୀ ଦସ୍ତାବିଜରେ ଚଞ୍ଚକତା କରି ମୃତ ଦର୍ଶାଇ ଶବ ସଂସ୍କାର ବାବଦ ହରିଶ୍ଚନ୍ଦ୍ର ଟଙ୍କାକୁ ସରକାରୀ କର୍ମଚାରୀ ନେଇଯାଇଛନ୍ତି। ଏହି ଘଟଣା ଲୋକଲୋଚନକୁ ଆସିବା…

୬୨ବର୍ଷରେ ୪୨ ବଙ୍ଗଭାଷୀ ରାଜସ୍ବ ଗାଁ

କେନ୍ଦ୍ରାପଡ଼ା ଅଫିସ,୧୭ା୬: ବାଂଲାଦେଶର ଠିକଣା ଅନୁଯାୟୀ ବଜରହାଟ ଜିଲା ଛତଲମାରି ଥାନା ଆରୁଲିଏ ଗାଁରେ ରୁହନ୍ତି ଆଶାଲତା ଓ ବିଧାନ ରାୟଙ୍କ ପୁଅ ଅମିତ ରାୟ(୨୯)। ଢାକାର ବାଂଲାଦେଶ ଟେକ୍ନିକାଲ ଏଜୁକେଶନ ବୋର୍ଡ ଅଧୀନରେ ୨୦୦୯ରେ ସେକେଣ୍ଡାରୀ ସ୍କୁଲ ପାସ୍‌ ସହ…

ଉତ୍ପାଦିତ ଚାରାକୁ ଜଙ୍ଗଲରେ ଫୋପାଡ଼ି ଦେଲେ

ନୂଆଗାଁ,୧୭।୬ (ଡି.ଏନ.ଏ.): ନୟାଗଡ଼ ବନଖଣ୍ଡ ମହୀପୁର ବନ ବିଭାଗର ପ୍ରତି କ୍ଷେତ୍ରରେ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। ସେହିଭଳି ଚାରା ଉତ୍ପାଦନ କ୍ଷେତ୍ରରେ ମଧ୍ୟ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଛି। ମହୀପୁର ବନାଞ୍ଚଳର ବିଭିନ୍ନ ସ୍ଥାନରେ ଚାରା ଉତ୍ପାଦନ କରିବା ନାଁରେ…

୫ ଏକର ଜଙ୍ଗଲ କାଟିଦେଲା ବନ ବିଭାଗ

ନୟାଗଡ଼ ଅଫିସ,୧୭।୬: ନୟାଗଡ଼ ବନଖଣ୍ଡ ନୟାଗଡ଼ ରେଞ୍ଜ ପକ୍ଷରୁ ଖେଡପଡ଼ା ସେକ୍ସନ କୋସକା ବିଟ୍‌ର ରାଜଗିରି ଡୁବୁରି ମୁଣ୍ଡିଆରୁ ୨ ଏକର ଓ ମାଳିସାହି ଜାଆଡା ଜଙ୍ଗଲରୁ ୩ ଏକର ଏପରି ମୋଟରେ ୫ ଏକାର ଜଙ୍ଗଲ ସଫା କରାଯାଇଛି। ସିଭିଲି…

ଚିଠି ଲେଖି ସରକାର ନୀରବ

ଭୁବନେଶ୍ୱର,୧୭ା୬(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ଭାରତୀୟ ସାଂସ୍କୃତିକ ସମ୍ବନ୍ଧ ପରିଷଦ (ଆଇସିସିଆର୍‌) ଓଡ଼ିଶା ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱରରୁ ଆସନ୍ତା ୧ ତାରିଖରେ ସ୍ଥାନାନ୍ତର ହୋଇଯିବ। ଏହି କାର୍ଯ୍ୟାଳୟ କୋଲକାତା ସ୍ଥିତ ଜୋନ୍‌ କାର୍ଯ୍ୟାଳୟରେ ମିଶାଇ ଦିଆଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି…

୧୦ କିଓସ୍କ ସିଲ୍‌ କଲା ବିଏସ୍‌ସିଏଲ୍‌

ଭୁବନେଶ୍ୱର, ୧୭।୬ (ବ୍ୟୁରୋ):ନିୟମ ଉଲ୍ଲଂଘନ ନେଇ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ପକ୍ଷରୁ ୧୦ କିଓସ୍କ ଉପରେ ଗୁରୁବାର କାର୍ଯ୍ୟାନୁଷ୍ଠାନ ହୋଇଛି। ମାଷ୍ଟରକ୍ୟାଣ୍ଟିନ ଛକଠାରୁ ପଦ୍ମାଳୟ ବୁକ୍‌ଷ୍ଟୋର ପର୍ଯ୍ୟନ୍ତ ୭ଟି ଏବଂ କେନ୍ଦ୍ରୀୟ ବିଦ୍ୟାଳୟ ନିକଟରେ ଥିବା ୩ଟି ବୁକ୍‌…

୩୦୦ କୋଟି ବଜେଟ୍‌ରେ ନିର୍ମାଣ ହେବ ଫିଲ୍ମ ‘ଶକ୍ତିମାନ’

୯୦ ଦଶକର ପିଲାମାନଙ୍କର ସବୁଠାରୁ ପ୍ରିୟ ଶୋ’ ଥିଲା ‘ଶକ୍ତିମାନ’। ୧୯୯୭ରେ ଡିଡି ନ୍ୟାଶନାଲରେ ଆରମ୍ଭ ହୋଇଥିବା ଏହି ଶୋ’ ଦେଖିବା ପାଇଁ ପିଲାମାନେ ସମୟ ପୂର୍ବରୁ ଟିଭି ଆଗରେ ଅପେକ୍ଷା କରି ରହୁଥିଲେ। ଏବେ ୧୭ ବର୍ଷ ପରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri