Home

ବଢ଼ିଲା ବିଦ୍ୟୁତ୍‌ ଦର, ୟୁନିଟ୍‌ ପିଛା ଦେବାକୁ ପଡ଼ିବ…

ଇସଲାମାବାଦ,୨୩ା୭: ପାକିସ୍ତାନରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ମଧ୍ୟରେ ସାଧାରଣ ଜନତା ଆଉ ଏକ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏଠାରେ ବିଦ୍ୟୁତ୍‌ ଦର ମହଙ୍ଗା ହୋଇଛି। ସରକାର ବିଦ୍ୟୁତ୍‌ ଦର ୟୁନିଟ୍‌ ପିଛା ପ୍ରାୟ ୮ ଟଙ୍କା ବୃଦ୍ଧି କରିଛନ୍ତି। ଏକ ରିପୋର୍ଟ…

ମୁଁ ନିଶ୍ଚିତ ଯେ ଠିକ୍‌ ରାସ୍ତାରେ ଅଛି: ପ୍ରକୃତି ମିଶ୍ର

ଭୁବନେଶ୍ୱର,୨୩।୭: ଗୋଟିଏ ପଟେ ଓଲିଉଡ୍‌ ଅଭିନେତା ବାବୁସାନଙ୍କ ସହ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ସମ୍ପର୍କ ଥିବା କଥା ପଦାକୁ ଆସିଥିବା ବେଳେ ଅପରପକ୍ଷେ ପରସ୍ପରକୁ ଭଲ ବନ୍ଧୁ ବୋଲି କହୁଛନ୍ତି ଦୁହେଁ। ଏଭଳି ସ୍ଥିତିରେ ବାବୁସାନଙ୍କ ସ୍ତ୍ରୀ ତୃପ୍ତି କିନ୍ତୁ ତାହା…

ବିବାହ କରିବେ ମିକା ସିଂ: ହଳଦୀ, ମେହେନ୍ଦୀ ପରେ ସରିଲା ସଙ୍ଗୀତ ସମାରୋହ

ମୁମ୍ବାଇ: ପ୍ରସିଦ୍ଧ ପଞ୍ଜାବୀ ଗାୟକ ମିକା ସିଂଙ୍କ ସ୍ବୟମ୍ବର ଶୋ’ ‘ମିକା ଦି ବୋତି’ ମାଧ୍ୟମରେ ଜାତୀୟ ଟିଭିରେ ବର ହେବାକୁ ଯାଉଛନ୍ତି। ଶୋ’ରେ ୩ ଜଣ ଝିଅ ପ୍ରାନ୍ତିକା ଦାସ, ନୀଲ ମେହଲ ଏବଂ ଆକାଂକ୍ଷା ପୁରୀ ଫାଇନାଲିଷ୍ଟ ଅଛନ୍ତି।…

ବୋହୂ ତୃପ୍ତିଙ୍କୁ ଧରି ଥାନାରେ ପହଞ୍ଚିଲେ ଅପରାଜିତା

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଲିଉଡ୍‌ ଅଭିନେତା ବାବୁସାନ ଏବଂ ପ୍ରକୃତି ମିଶ୍ରଙ୍କୁ ନେଇ ହାଇଡ୍ରାମା ବେଳକୁ ବେଳ ନୂଆ ମୋଡ଼ ନେଉଛି। ଅଭିନେତାଙ୍କ ସ୍ତ୍ରୀ ତୃପ୍ତିଙ୍କ ବାପାଙ୍କ ବିରୋଧରେ ପ୍ରଥମେ ପ୍ରକୃତିଙ୍କ ବାପାମା’ ଖାରବେଳନଗର ଥାନାରେ ଅଭିଯୋଗ କରିଥିଲେ। ଏହାପରେ ବୋହୂ ତୃପ୍ତିଙ୍କ ସହ…

ବିଦାୟ ନେଲେ କୋବିନ୍ଦ…

ନୂଆଦିଲ୍ଲୀ, ୨୩।୭ : ସଂସଦ ଗୃହର ସେଣ୍ଟ୍ରାଲ ହଲରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କୁ ବିଦାୟ ଦିଆଯାଇଛି। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀ, ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ,, ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ସମେତ ବହୁ କେନ୍ଦ୍ର…

ଶ୍ରୀଲଙ୍କାର ରାଷ୍ଟ୍ରପତି ଭବନ-ପ୍ରଧାନମନ୍ତ୍ରୀଙ୍କ ଆବାସରୁ ହଜାରେରୁ ଅଧିକ ଐତିହାସିକ କଳାକୃତି ନିଖୋଜ…

କଲମ୍ବୋ, ୨୩।୭ : ଶ୍ରୀଲଙ୍କାର ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ଏହାପୂର୍ବରୁ, ଦେଶରେ ଅର୍ଥନୈତିକ ଏବଂ ରାଜନୈତିକ ସଙ୍କଟ ନେଇ ବିକ୍ଷୋଭକାରୀମାନେ ସରକାରଙ୍କ ବିରୋଧରେ ତୀବ୍ର ବିରୋଧ ପ୍ରଦର୍ଶନ କରିଥିଲେ ଏବଂ ରାଷ୍ଟ୍ରପତି ଭବନ ଏବଂ ପ୍ରଧାନମନ୍ତ୍ରୀଙ୍କ ଆବାସ…

ତାଇବାନ ତଟରେ ଚାଇନା ଜାହାଜ

ତାଇପେ,୨୩ା୭: ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (PLA) ନୌସେନାର ଜାହାଜ ତାଇବାନର ପୂର୍ବ ଉପକୂଳରେ ଦେଖିବାକୁ ମିଳିଛି। ଦ୍ୱିତୀୟ ଅଧିବେଶନ ପୂର୍ବରୁ ଏହା ଦେଖିବାକୁ ମିଳିଛି। ଦେଶର ଯୁଦ୍ଧ ପ୍ରସ୍ତୁତିକୁ ପରୀକ୍ଷା ପାଇଁ ପୁଣି ଏହାକୁ ପରିକଳ୍ପନା କରାଯାଇଛି। ତାଇବାନର ଉପକୂଳବର୍ତ୍ତୀ…

ଦଶମରେ ମାତ୍ର ୪୪%, ୧୩ ଥର ହୋଇଥିଲେ ଫେଲ; ହାର୍‌ ନମାନି ହେଲେ ଆଇଏଏସ୍‌ ଅଫିସର

କଥାରେ ଅଛି ପରାଜିତ ହେବା ପରେ ବିଜେତା ହେବାରେ ମଜା ଥାଏ। ଏଣୁ ସଫଳ ହେବାର ମୂଳ ମନ୍ତ୍ର ହେଉଛି ‘ଶେଷ ଯାଏ ଲଢ଼ିବା’। ସେଭଳି ଜଣେ ସଫଳ ମଣିଷର କାହାଣୀ ହେଉଛି ଆଇଏଏସ୍‌ ଅଫିସର ଅବନିଶ ଶରଣଙ୍କର। ସେ ଜୀବନରେ…

ଆତଙ୍କବାଦୀ ସଂଗଠନ ଟିଟିପି ସହିତ ଶାନ୍ତି ଆଲୋଚନା କଲେ ପାକିସ୍ତାନ ସୈନ୍ୟ ଅଧିକାରୀ…

ଇସଲାମାବାଦ, ୨୩।୭ : ନିଷିଦ୍ଧ ଆତଙ୍କବାଦୀ ସଂଗଠନ ତେହେରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି) ସହିତ ପାକିସ୍ତାନର ବରିଷ୍ଠ ସୈନ୍ୟ ଅଧିକାରୀମାନେ ଶାନ୍ତି ଆଲୋଚନା କରିଛନ୍ତି। ଶନିବାର ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏଥିରେ ଉଭୟ ପକ୍ଷ ବ୍ୟାପକ ସୁରକ୍ଷା ରଣନୀତି ଅନୁଯାୟୀ କାର୍ଯ୍ୟ କରିବାକୁ…

‘ଗୁଡବାୟ’ର ରିଲିଜ ତାରିଖ ଘୋଷଣା

ମୁମ୍ବାଇ: ବିଗ୍‌-ବି ଅମିତାଭ ବଚ୍ଚନଙ୍କ ଆଗାମୀ ଫିଲ୍ମ ‘ଗୁଡବାୟ’ର ରିଲିଜ ଡେଟ୍‌ ସାମ୍ନାକୁ ଆସିଛି। ନିର୍ମାତା ଫିଲ୍ମର ଏକ ପୋଷ୍ଟର ରିଲିଜ କରି ଫିଲ୍ମର ସମସ୍ତ କାଷ୍ଟଙ୍କ ପରିଚୟ ଦେଇଛନ୍ତି। ଏଥିରେ ସେ ଏହାର ରିଲିଜ ତାରିଖ ମଧ୍ୟ ଘୋଷଣା କରିଛନ୍ତି।…

ଫଡ଼ନଭିସଙ୍କ ଫୋନ୍‌ ଟାପିଂ ମାମଲାର ହେବ ସିବିଆଇ ଯାଞ୍ଚ୍‌, ଶିନ୍ଦେ ସରକାରଙ୍କ ନିର୍ଦ୍ଦେଶ…

ମୁମ୍ବାଇ, ୨୩।୭ : ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସରକାର ରାଜ୍ୟ ପୋଲିସକୁ ଦୁଇଟି ମାମଲାର ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ସେଥିରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନଭିସଙ୍କ ଫୋନ୍‌ ଟାପିଂ ମାମଲା ମଧ୍ୟ ରହିଛି। ପୂର୍ବରୁ…

ଶିବପାଳ-ରାଜଭରଙ୍କୁ ଅଖିଳେଶଙ୍କ ପରାମର୍ଶ, ଯେଉଁଠି ସମ୍ମାନ ମିଳୁଛି ସେଠିକି ଯାଅ…

ଲକ୍ଷ୍ନୌ, ୨୩।୭ : ଏସପି ଅଧ୍ୟକ୍ଷ ଅଖିଳେଶ ଯାଦବ ମାମୁ ଶିବପାଲ ସିଂ ଯାଦବ ଏବଂ ସୁହେଲଦେବ ଭାରତ ସମାଜ ପାର୍ଟି ଅଧ୍ୟକ୍ଷ ଓମପ୍ରକାଶ ରାଜଭରଙ୍କୁ ଏକ ଚିଠି ଲେଖି କହିଛନ୍ତି ଯେ ଯେଉଁଠାରେ ତୁମେ ଅଧିକ ସମ୍ମାନ ପାଇବ ସେଠାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?