ଜନଶୁଣାଣିରେ ୧୦୭ ଅଭିଯୋଗ
ବିଞ୍ଝାରପୁର,୧୪ା୬(ଡି.ଏନ.ଏ.):ବିଞ୍ଝାରପୁର ବ୍ଲକ୍ ସମ୍ମିଳନୀ ଗୃହରେ ଜିଲାପାଳଙ୍କ ଯୁଗ୍ମ ଜନଅଭିଯୋଗଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ମିନତି ଜଗଦେବଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶିବିରରେ ମୁଖ୍ୟଅତିଥି ଭାବେ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଯୋଗ ଦେଇଥିଲେ। ଏଥିସହିତ ସେ ଶିବିରକୁ ଆସୁଥିବା…
ଚାର୍ଜଶିଟ୍ ଦାଖଲ କଲା ପୋଲିସ
ଭୁବନେଶ୍ୱର,୧୪।୬(ବ୍ୟୁରୋ):ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ ପରେ ଠକେଇ ଓ ପ୍ରତାରଣା କରି ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ବିରୋଧରେ ମହିଳା ଥାନା ପୋଲିସ ସୋମବାର ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ଚାର୍ଜଶିଟ୍ ଦାଖଲ…
କାରିଗର, ବୁଣାକାରଙ୍କ ପାଇଁ ‘ନୀଳାଚଳ ହାଟ’ ଉତ୍ସର୍ଗୀକୃତ
ଭୁବନେଶ୍ୱର, ୧୪।୬(ବ୍ୟୁରୋ):ପୁରୀରେ ଥିବା ନୀଳାଚଳ ହାଟକୁ କାରିଗର ଓ ବୁଣାକାରଙ୍କ ପାଇଁ ଉତ୍ସର୍ଗୀକୃତ କରାଯାଇଛି। ନୂତନ ଭାବେ ପ୍ରସ୍ତୁତ ହୋଇଥିବା ଏହି ହାଟକୁ ସୋମବାର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ ଲୋକାର୍ପିତ କରିଛନ୍ତି। ଭୁବନେଶ୍ୱରରେ ଥିବା ଏକାମ୍ର…
ପୁଣି ବଢୁଛି ସଂକ୍ରମଣ
ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮,୦୮୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…
ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୧୪।୬: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ…
ସ୍ନାନବେଦୀରେ ଶ୍ରୀଜୀଉ
ପୁରୀ ଅଫିସ,୧୪ା୬: ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ନୀତିକାନ୍ତି ନିର୍ଘଣ୍ଟ ଅନୁଯାୟୀ, ମଙ୍ଗଳବାର ଭୋର ୩ଟା ୩୦ରେ ମଙ୍ଗଳାର୍ପଣ କରାଯାଇଥିଲା। ପରେ ଶ୍ରୀଜୀଉଙ୍କ ପହଣ୍ଡି ନୀତିି ଆରମ୍ଭ ହୋଇଥିଲା। ପ୍ରଥମେ ଚକ୍ରରାଜ…
ସ୍ବାମୀଙ୍କ ସହମତି ବିନା ବାରମ୍ବାର ବାପ ଘରକୁ ଯାଉଥିବା ସ୍ତ୍ରୀଙ୍କ କାର୍ଯ୍ୟ ଛାଡ଼ପତ୍ର-କ୍ରୁରତା ଶ୍ରେଣୀଭୁକ୍ତ ନୁହେଁ, ହାଇକୋର୍ଟ…
ନୂଆଦିଲ୍ଲୀ, ୧୩।୬ : ଆହ୍ଲାବାଦ ହାଇକୋର୍ଟ କହିଛନ୍ତି ଯେ ସ୍ବାମୀ ଏବଂ ପରିବାରର ଅନ୍ୟ ସଦସ୍ୟଙ୍କ ସହମତି ବିନା ବାରମ୍ବାର ନିଜ ବାପଙ୍କ ଘରକୁ ଯାଉଥିବା ସ୍ତ୍ରୀଙ୍କ କାର୍ଯ୍ୟ ତାଙ୍କୁ ଛାଡ଼ପତ୍ର ଦେବାର ଅପରାଧ ହୋଇପାରିବ ନାହିଁ କିମ୍ବା ଏହାକୁ କ୍ରୁରତା…
ଇଡି କାର୍ଯ୍ୟାଳୟରେ ପ୍ରିୟଙ୍କାଙ୍କ ସହ ପହଞ୍ଚିଲେ ରାହୁଲ
ନୂଆଦିଲ୍ଲୀ,୧୩।୬: ଶତାଧିକ କଂଗ୍ରେସ କର୍ମୀଙ୍କ ସହ ଏକ ଶୋଭାଯାତ୍ରାରେ ବାହାରି ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ‘ନ୍ୟାଶନାଲ ହେରାଲ୍ଡ’ ଖବରକାଗଜ ସଂକ୍ରାନ୍ତ ‘ମନି ଲଣ୍ଡରିଂ’ ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ରାହୁଲଙ୍କ ସହ ଭଉଣୀ…
ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାର ନୂଆ ଉପାୟ
ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଦୃଢ଼ ରହିବା ନିହାତି ଦରକାର। ନ ହେଲେ ଆମେ ବିଭିନ୍ନ ପ୍ରକାର ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ରହିଛି। ତେବେ ଏହାକୁ ବଢ଼ାଇବାର ଏକ ସହଜ ତଥା ସରଳ ଉପାୟ ହାତ ପାଆନ୍ତାରେ…
ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶା ବିଧାନସଭାର ନବ ନିର୍ବାଚିତ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖଙ୍କୁ ଶୁଭେଚ୍ଛା। ପବିତ୍ର ଗୃହର…
ୟୁକ୍ରେନର ପୋଲ ଉଡ଼ାଇଲା ରୁଷିଆ
କ୍ୱିଭ୍,୧୩ା୬: ୟୁକ୍ରେନର ସିଭିଏରୋଡୋନେଟସ୍କକୁ ଦେଶର ଅନ୍ୟ ସହର ସହିତ ସଂଯୋଗ କରୁଥିବା ନଦୀର ପୋଲ ଉଡ଼ାଇ ଦେଇଛି ରୁଷିଆ ସେନା। ଏହା ସହିତ ଏକମାତ୍ର ଯାତାୟାତର ମାଧ୍ୟମ ଥିବା ଏହି ପୋଲ ରୁଷିଆ ଉଡ଼ାଇ ଦେଇଥିବାରୁ ଲୋକେ ବାହାରକୁ ଯାଇପାରୁ ନ…
ଜଳିଗଲା ୪ ବଖରା: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଯାଜପୁର ଅଫିସ,୧୩ା୬: ଯାଜପୁର ଜିଲା ପ୍ରୀତିପୁର ପଞ୍ଚାୟତର ଗୁଡ଼ିଆସାହିସ୍ଥିତ ବଳରାମ ସାହୁଙ୍କ ଘରେ ଅଗ୍ନିକାଣ୍ଡ ଘଟି ୪ ବଖରା ସମ୍ପୂର୍ଣ୍ଣ ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ଘରର ସମସ୍ତ ଆସବାବପତ୍ର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ଖବର ପାଇ ବିଞ୍ଝାରପୁର…
Archives


