Home

ପାକିସ୍ତାନ ରାଜନୀତିରେ ରୁଷିଆର ଏଣ୍ଟ୍ରି, ଇମ୍ରାନ୍‌ଙ୍କୁ ରୁଷିଆ ଗସ୍ତ ପାଇଁ କରାଯାଇଛି କ୍ଷମତା ଚ୍ୟୁତ …

ମସ୍କୋ, ୧୩।୬ : ବର୍ତ୍ତମାନ ରୁଷିଆ ମଧ୍ୟ ପାକିସ୍ତାନର ରାଜନୈତିକ ସଙ୍କଟରେ ଏଣ୍ଟ୍ରି କରିଛି। ପାକିସ୍ତାନରେ ଅବସ୍ଥାପିତ ଥିବା ରୁଷିଆର ରାଷ୍ଟ୍ରଦୂତ ଡାନିଲା ଗାନିଚ ଦାବି କରିଛନ୍ତି ଯେ ଇମ୍ରାନ ଖାନ ରୁଷିଆ ଗସ୍ତ କରିଥିବାରୁ ତାଙ୍କୁ କ୍ଷମତା ଚ୍ୟୁତ କରାଯାଇ…

ଶ୍ରୀଲଙ୍କାରେ ପ୍ରତି ସପ୍ତାହରେ ହୁ ହୁ ବଢୁଛି ପେଟ୍ରୋଲ, ଡିଜେଲ

କଲମ୍ବୋ,୧୩ା୬: ଆସନ୍ତା ମାସରୁ ଇନ୍ଧନ ରାଶନ ଯୋଜନା ଆରମ୍ଭ କରିବାକୁ ଶ୍ରୀଲଙ୍କା ସରକାର ଯୋଜନା କରିଛନ୍ତି। ଏହା ଅଧୀନରେ ପେଟ୍ରୋଲ ପମ୍ପରେ ପଞ୍ଜୀକୃତ ଗ୍ରାହକଙ୍କୁ ସାପ୍ତାହିକ କୋଟା ନିଶ୍ଚିତ କରାଯିବ। ଶ୍ରୀଲଙ୍କାର ଜଣେ ବରିଷ୍ଠ ମନ୍ତ୍ରୀ ଏହା କହିଛନ୍ତି। ତାପଜ ବିଦ୍ୟୁତ୍‌…

ଅଭିନେତ୍ରୀ ନୁହେଁ, ବୈଜ୍ଞାନିକ ହେବାକୁ ଇଚ୍ଛା ଥିଲା

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁନ୍‌ ୧୩ରେ ବଲିଉଡ୍‌ ଅଭିନେତ୍ରୀ ଦିଶା ପଟାନୀଙ୍କ ଜନ୍ମଦିନ। ଦିଶା ୧୯୯୨ରେ ଉତ୍ତରପ୍ରଦେଶର ବରେଲିରେ ଜନ୍ମଗ୍ରହଣ କରିଥିଲେ। ସେ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିଛନ୍ତି। ଦିଶା ଇଣ୍ଡଷ୍ଟ୍ରିର ସବୁଠାରୁ କନିଷ୍ଠ ଏବଂ ଫିଟ୍‌…

ସତ୍ୟାଗ୍ରହକୁ ନେଇ କଂଗ୍ରେସ-ଭାଜପା ମୁହାଁମୁହିଁ…

ନୂଆଦିଲ୍ଲୀ, ୧୩।୬ : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଇଡ଼ି ସମନ ଜାରି କରିଛି। ଏନେଇ କଂଗ୍ରେସ ଦଳ ବିରୋଧ କରୁଛି। ରାହୁଲ ଗାନ୍ଧୀଙ୍କ ସମର୍ଥନରେ କଂଗ୍ରେସ ପାର୍ଟି ସତ୍ୟାଗ୍ରହ ଘୋଷଣା କରିଛି। ସତ୍ୟାଗ୍ରହକୁ ନେଇ କଂଗ୍ରେସ ଭାଜପା ମୁହାଁମୁହିଁ ହୋଇଛନ୍ତି।…

ବ୍ରହ୍ମାଣ୍ଡର ମୃତ୍ୟୁ

ଧ୍ୱଂସ ହେଉଛି ସୃଷ୍ଟିର ସହଯାତ୍ରୀ। ଯାହାର ସୃଷ୍ଟି ଅଛି, ତା’ର ଧ୍ୱଂସ ମଧ୍ୟ ରହିଛି। ଏହି ସୃଷ୍ଟିରେ କୌଣସି କିଛି ଅମର ନୁହେଁ। କେବଳ ମଣିଷ ବା ଅନ୍ୟାନ୍ୟ ପ୍ରାଣୀ ନୁହନ୍ତି, ଗ୍ରହ, ନକ୍ଷତ୍ର, ନୀହାରିକା ସମେତ ସମସ୍ତ ମହାଜାଗତିକ ବସ୍ତୁ…

ଅଫିସ୍‌କୁ ଗୋଟିଏ ମିନିଟ୍‌ ବିଳମ୍ବରେ ଆସିଲେ ମିଳିବ କଡ଼ା ଦଣ୍ଡ

ଠିକ୍‌ ସମୟରେ ଅଫିସ୍‌ ଆସିବା ଏକ ଶୃଙ୍ଖଳିତ ନିୟମ। କିନ୍ତୁ ବେଳେବେଳେ କିଛି କର୍ମଚାରୀ ବିଳମ୍ବରେ ଆସିଥାନ୍ତି। ଅନେକ ସ୍ଥାନରେ କର୍ମଚାରୀଙ୍କୁ ଅନୁଗ୍ରହ ଅବଧି ଭାବରେ ୧୫ ମିନିଟ୍‌ ବିଳମ୍ବରେ ଅଫିସ ଆସିବାକୁ ଅନୁମତି ଦିଆଯାଇଛି, କିନ୍ତୁ ଆଜିକାଲି ଏକ ଅଫିସର…

ପୃଥକ୍‌ ଘଟଣାରେ ମିଳିଲା ୨ ଝୁଲନ୍ତା ମୃତଦେହ

ପାଟଣା,୧୩ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ସୋମବାର ପୃଥକ୍‌ ଘଟଣାରେ ୨ଜଣଙ୍କ ଝୁଲନ୍ତା ମୃତଦେହ ଜବତହୋଇଛି। ପାଟଣା ଥାନା ମାଛଗଡ଼ ପଞ୍ଚାୟତ ବାଉଁଶନାଳି ଗ୍ରାମ ସୋମବାର ଜଣେ ୨୦ ବର୍ଷ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି।…

ବସ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ମାଲକାନଗିରି ଜିଲା ସୀମାନ୍ତରେ ବସ୍‌ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏନେଇ ନବୀନ ଟୁଇଟ୍‌ କରି…

ଭାରତୀୟଙ୍କ ଜୀବନ ଧାରଣ ବୟସରେ ୨ ବର୍ଷ ବୃଦ୍ଧି…

ନୂଆଦିଲ୍ଲୀ, ୧୩।୬ : ଭାରତରେ ନାଗରିକଙ୍କ ହାରାହାରି ଜୀବନ ଧାରଣ ବୟସରେ ୨ ବର୍ଷ ବୃଦ୍ଧି ପାଇଛି। ନମୁନା ରେଜିଷ୍ଟ୍ରେଶନ ସିଷ୍ଟମ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ବର୍ତ୍ତମାନ ଭାରତୀୟମାନଙ୍କର ହାରାହାରି ବୟସ ଦୁଇ ବର୍ଷ ବଢ଼ି ୬୯.୭ ବର୍ଷକୁ ବୃଦ୍ଧି…

ଶାହବାଜଙ୍କୁ ଇମ୍ରାନ୍‌ଙ୍କ ଚ୍ୟାଲେଞ୍ଜ୍‌, ନିର୍ବାଚନରେ ବିଜୟୀ ହୋଇ ଦେଖାଅ …

ଇସଲାମାବାଦ, ୧୩।୬ : ପାକିସ୍ତାନ ରାଜନୀତିରେ ସଙ୍କଟ ଜାରି ରହିଛି। କ୍ଷମତାରୁ ବାହାରିବା ମାତ୍ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ନୂଆ ସରକାର ବିରୋଧରେ ଏକ ମୋର୍ଚ୍ଚା ଖୋଲିବା ସହିତ ସରକାରଙ୍କୁ ନିରନ୍ତର ଟାର୍ଗେଟ କରୁଛନ୍ତି।…

ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ସୋମବାର ଅନୁଷ୍ଠିତ ହୋଇଛି। ଏହି ସ୍ବତନ୍ତ୍ର ଅଧିବେଶନରେ ବିକ୍ରମ କେଶରୀ ଆରୁଖ ୨୪ତମ ବାଚସ୍ପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆରୁଖଙ୍କୁ ବାଚସ୍ପତି ଭାବେ ଘୋଷଣା କରିଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂ। ପୂର୍ବାହ୍ନରେ ବିଧାନସଭାର…

ଡ୍ରଗ୍ସ୍‌ ମାମଲା, ଶ୍ରଦ୍ଧା କପୁରଙ୍କ ଭାଇ ଗିରଫ …

ମୁମ୍ବାଇ, ୧୩।୬ : ଡ୍ରଗ ମାମଲାରେ ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ ଭାଇ ସିଦ୍ଧାନ୍ତ କପୁରଙ୍କୁ ପୋଲିସ ଗରଫ କରିଛି। ସୁଶାନ୍ତ ସିଂ ରାଜପୁତଙ୍କ ଦେହାନ୍ତ ପରେ ବଲିଉଡ୍‌ର ବହୁ ସେଲିବ୍ରିଟିଙ୍କ ନାମ ଡ୍ରଗ ମାମଲା ସହ ଜଡିତ ହେବାରେ ଲାଗିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri