ମୁଶାରଫଙ୍କ ଅବସ୍ଥା ଗୁରୁତର, ପରିବାର ପକ୍ଷରୁ କୁହାଗଲା-‘ ପ୍ରାର୍ଥନା କର’
ଇସଲାମାବାଦ,୧୦।୬: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶାରଫଙ୍କ ସ୍ବାସ୍ଥାବସ୍ଥା ଗୁରୁତର ରହିଛି। ଦୀର୍ଘଦିନ ଧରି ଅସୁସ୍ଥ ଥିବା ମୁସାରଫଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ନେଇ ଚର୍ଚ୍ଚା ହେଉଥିଲା। ହେଲେ ଶୁକ୍ରବାର ତାଙ୍କ ପରିବାରପକ୍ଷରୁ ଆଧିକାରୀକ ଭାବେ ସ୍ବାସ୍ଥାବସ୍ଥା ନେଇ ସୂଚନା…
ଆଉ ଫେରିବେନି ଦିଶା
ବମ୍ବେ: ଆଉ ଫେରିବେନି ଦିଶା ବକାନି। ଦୀର୍ଘଦିନ ଧରି ସେ ନିଶ୍ଚିତ ଫେରିବେ ବୋଲି କୁହାଯାଉଥିଲେ ହେଁ ଏବେ ସେସବୁରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଫଳରେ ‘ତାରକ ମେହେତା କା ଉଲଟା ଚଷମା’ ଧାରାବାହିକରେ ଶୂନ୍ୟସ୍ଥାନ ସୃଷ୍ଟି ହେବ। ଏଣୁ ତାଙ୍କ ସ୍ଥାନରେ…
ଇଞ୍ଜିନିୟରରୁ ଅଭିନେତ୍ରୀ: ଖବରକାଗଜରେ ଫଟୋ ବାହାରିବା ପରେ ବଦଳି ଯାଇଥିଲା ଭାଗ୍ୟ…
ବମ୍ବେ: ଶିକ୍ଷାଗତ ଯୋଗ୍ୟତା ଇଞ୍ଜିନିୟର। ହେଲେ ବୃତ୍ତିଗତ ଭାବେ ପେସାରେ ଅଭିନେତ୍ରୀ। ଆମେ କହୁଛୁ ବିଗ୍ ବସ୍ ୧୫ ବିଜେତା ତେଜସ୍ବୀ ପ୍ରକାଶଙ୍କ କଥା। ଆଜି ଅର୍ଥାତ ଜୁନ ୧୦ରେ ସେ ନିଜର ଜନ୍ମଦିନ ପାଳନ କରୁଛନ୍ତି। ତେଜସ୍ବୀଙ୍କ ଜନ୍ମ ଏକ…
୪୧ ବର୍ଷରେ ଝିଅଙ୍କୁ ବି ଦେଉଛନ୍ତି ଟକ୍କର
ବମ୍ବେ: ଟେଲିଭିଜନ ଜଗତର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରୁ ଶ୍ୱେତା ତିଓ୍ବାରୀ ଜଣେ। ଏବେ ତାଙ୍କୁ ୪୧ ବର୍ଷ। ହେଲେ ସେ ଦିଶନ୍ତି ଷୋଡଶୀ ଭଳି। ଦୁଇଟି ସନ୍ତାନର ମା’ ହୋଇଥିବା ସତ୍ତ୍ୱେ ତାଙ୍କୁ ଦେଖିଲେ କେହି ତାହା ଠଉରେଇ ପାରିବା ମୁସ୍କିଲ।…
ନିଜକୁ ଗୁଳି ମାରିଲେ ପୋଲିସକର୍ମୀ
କୋଲକତା,୧୦।୬: କୋଲକତାସ୍ଥିତ ବାଂଲାଦେଶ ହାଇକମିଶନ ବାହାରେ ଜଣେ ପୋଲିସକର୍ମୀ ନିଜ ବନ୍ଧୁକରୁ ଫାୟାରିଂ କରିଛନ୍ତି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି। ଏହାପରେ ପୋଲିସକର୍ମୀ ଜଣଙ୍କ ନିଜକୁ ନିଜେ ମଧ୍ୟ ଗୁଳି ମାରିଛନ୍ତି। ଏହି ଘଟଣାରେ…
ଭାରତ-ଦକ୍ଷିଣ ଆଫ୍ରିକା ଟିମ୍ର ଖେଳାଳିଙ୍କୁ ଭବ୍ୟ ସ୍ବାଗତ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଜୁନ ୧୨ରେ ବାରବାଟୀରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍ ଲାଗି ଭାରତ ଓ ଦକ୍ଷିଣ ଆଫ୍ରିକାର ଖେଳାଳି ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଅପରାହ୍ନ ପ୍ରାୟ ୨ଟାରେ ଖେଳାଳିମାନେ ପହଞ୍ଚିବା ପରେ ସେମାନଙ୍କୁ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ମେ’…
ନୁପୁର ଶର୍ମାଙ୍କୁ ବିରୋଧ କରି ଦିଲ୍ଲୀର ଜାମା ମସଜିଦ ବାହାରେ ପ୍ରଦର୍ଶନ
ନୂଆଦିଲ୍ଲୀ,୧୦ ।୬: ରାଜଧାନୀ ଦିଲ୍ଲୀର ଜାମା ମସଜିଦ ବାହାରେ ମୁସଲମାନ ସମ୍ପ୍ରଦାୟର ଲୋକେ ବିରୋଧ ପ୍ରଦର୍ଶନ କରିଛନ୍ତି । ନୁପୁର ଶର୍ମାଙ୍କ ବୟାନକୁ ବିରୋଧ କରି ଏହି ପ୍ରଦର୍ଶନ କରାଯାଇଛି । ହାତରେ ପୋଷ୍ଟର ବ୍ୟାନର ଧରି ଲୋକମାନେ ନୁପୁରଙ୍କ ବିରୋଧରେ…
ମାମଲାରେ କୋହଳ ଦଫା ଲଗାଇବାକୁ ନେଉଥିଲେ ଲାଞ୍ଚ: ଏଏସ୍ଆଇଙ୍କୁ ଧରିଲା ଭିଜିଲାନ୍ସ
ଖୋର୍ଦ୍ଧା ଅଫିସ,୧୦।୬: ଏକ ମାମଲାରେ କୋହଳ ଦଫା ଲଗାଇବା ପାଇଁ ଜଣେ ମହିଳାଙ୍କଠାରୁ ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୋଲଗଡ ଥାନା ଏଏସ୍ଆଇ ଭଗବାନ ସ୍ବାଇଁ ଖୋର୍ଦ୍ଧା ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଭିଜିଲାନ୍ସ ଟିମ୍ ତାଙ୍କଠାରୁ ଲାଞ୍ଚ ଟଙ୍କା…
ନୁପୁର ଶର୍ମାଙ୍କ ସମର୍ଥନରେ ବାହାରିଲେ ଭାଜପା ଏମ୍ପି
ନୂଆଦିଲ୍ଲୀ,୧୦।୬: ଭୋପାଳ ଏମ୍ପି ପ୍ରଜ୍ଞା ଠାକୁର ପ୍ରାୟତଃ ନିଜ ମନ୍ତବ୍ୟ ପାଇଁ ଚର୍ଚ୍ଚାରେ ଥା’ନ୍ତି। ଏଥର ପ୍ରଜ୍ଞା ଭାଜପାରୁ ନିଲମ୍ବିତ ହୋଇଥିବା ନୁପୁର ଶର୍ମାଙ୍କ ସମର୍ଥନରେ ବାହାରିଛନ୍ତି। ପ୍ରଜ୍ଞା କହିଛନ୍ତି ଯେ, ସତ କହିବା ବିଦ୍ରୋହ, ତେବେ ବୁଝିଯାଅ ଯେ ଆମେ…
ସଚିନଙ୍କ ପାଇଁ ଆଜି ମୁଁ ଷ୍ଟାର: ଶୋଏବ ଅଖତର
ନୂଆଦିଲ୍ଲୀ,୧୦।୬: ପାକିସ୍ତାନର ସର୍ବୋତ୍ତମ ଦ୍ରୁତ ବୋଲରମାନଙ୍କ ମଧ୍ୟରୁ ଶୋଏବ ଅଖତର ଅନ୍ୟତମ। ନିଜ କ୍ୟାରିୟରରେ ସେ ନିଜର ପ୍ରଭାବୀ ବୋଲିଂ ପାଇଁ ଚର୍ଚ୍ଚାରେ ରହିଆସୁଥିଲେ। ଏବେ ଅବସର ନେବା ପରେ ମଧ୍ୟ ସେ ତାଙ୍କ ବିବୃତ୍ତିକୁ ନେଇ ଲାଇମଲାଇଟ୍ରେ ରହିଥାନ୍ତି। ଏହି…
ଅଧିନାୟକ ଭାବେ ଡେବ୍ୟୁରେ ହେଲେ ଫେଲ୍, କୋହଲିଙ୍କ ସ୍ବତନ୍ତ୍ର କ୍ଲବରେ ସାମିଲ
ନୂଆଦିଲ୍ଲୀ,୧୦।୬: ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତଙ୍କ ପାଇଁ ଅନ୍ତର୍ଜାତୀୟ କ୍ରିକେଟରେ ଅଧିନାୟକ ଭାବେ ଡେବ୍ୟୁ ନୈରାଶ୍ୟଜନକ ସାବ୍ୟସ୍ତ ହୋଇଛି। ଗୁରୁବାର ଦିଲ୍ଲୀରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ଟିମ୍ ଭାରତକୁ ୭ ଉଇକେଟରେ ପରାସ୍ତ କରିଛି। ଅତିଥି ଟିମ୍କୁ…
ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡକୁ ବଡ ଝଟ୍କା
ନୂଆଦିଲ୍ଲୀ,୧୦।୬: ଶୁକ୍ରବାରଠାରୁ ଟ୍ରେଣ୍ଟବ୍ରିଜ୍ରେ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡ ଟିମ୍କୁ ବଡ଼ ଝଟ୍କା ଲାଗିଛି। ଦଳର ଅଧିନାୟକ କେନ ଓ୍ବିଲିୟମସନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିଯୋଗୁ ସେ ମୁକାବିଲାରୁ ବାହାର ହୋଇଛନ୍ତି। ତାଙ୍କ…
Archives


