Home

ଦୌଡ଼ି ଦୌଡ଼ି ନଡ଼ିଆ ଗଛରେ ଚଢ଼ିଗଲେ ବ୍ୟକ୍ତି, ଭିଡିଓ ଦେଖିଲେ…

ଏକ ଗଛ ଉପରକୁ ଚଢ଼ିବା ଏବଂ ଫଳ ତୋଳିବା ଯେତିକି ସହଜ ମନେହୁଏ ବାସ୍ତବରେ ତାହା ସେତିକି ସହଜ ହୋଇ ନ ଥାଏ। ବିଶେଷକରି ନଡ଼ିଆ ଗଛ ଚଢ଼ିବା ଏତେ ସହଜ ନୁହେଁ। ଏହି ଗଛ ଉପରକୁ ଚଢ଼ିବାକୁ ହେଲେ ଶରୀର…

ଅଳିଆ ଗାଡିରୁ ମିଳିଲା ମୋଦି-ଯୋଗୀଙ୍କ ଫଟୋ: ସଫେଇ କର୍ମଚାରୀ ବହିଷ୍କୃତ

ମଥୁରା,୧୮।୭: ଉତ୍ତରପ୍ରଦେଶ ମଥୁରାର ଜଣେ ସଫେଇ କର୍ମଚାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଫଟୋ ଅଳିଆ ଗାଡିରେ ନେବା ମହଙ୍ଗା ପଡିଛି। ଶେଷରେ ତାଙ୍କ ଚାକିରି ଯାଇଛି। ମଥୁରା ମ୍ୟୁନିସିପାଲିଟି କର୍ପୋରେଶନର ଜଣେ ଚୁକ୍ତିଭିତ୍ତିକ କର୍ମଚାରୀ ଠେଲା…

ଜୁବେରଙ୍କ ମାମଲାର ଶୀଘ୍ର ଶୁଣାଣି ନେଇ ସିଜେଆଇ କହିଲେ ବିଚାରପତି ଚନ୍ଦ୍ରଚୂଡ଼ଙ୍କ ବେଞ୍ଚକୁ ଯାଅ…

ନୂଆଦିଲ୍ଲୀ,୧୮।୭ : ଅଲ୍ଟ ନ୍ୟୁଜ ସହ-ପ୍ରତିଷ୍ଠାତା ତଥା ଫ୍ୟାକ୍ଟ ଚେକର୍‌ ମହମ୍ମଦ ଜୁବେରଙ୍କ ଏଫଆଇଆର୍‌ ରଦ୍ଦ କରିବାକୁ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୀଘ୍ର ଶୁଣାଣି ପାଇଁ ଦାବି ହୋଇଛି। ଏହା ଉପରେ ପ୍ରଧାନ ବିଚାରପତି (ସିଜେଆଇ) ଏନ.ଭି ରମନା ଜୁବେରଙ୍କ ଆଇନଜୀବୀଙ୍କୁ…

ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ସସ୍ମିତ୍‌ ପାତ୍ର

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ଭାବେ ସୋମବାର ଶପଥ ନେଇଛନ୍ତି ସସ୍ମିତ୍‌ ପାତ୍ର। ସେ ଦ୍ବିତୀୟ ଥର ଭାବେ ଶପଥ ନେଇଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କାୟା ନାଇଡୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଜ୍ୟ ସଭା ନିର୍ବାଚନ…

ଶେହନାଜଙ୍କ ଗୋଡ ତଳେ ଲାଗୁନି

ଅଭିନେତ୍ରୀ ଶେହନାଜ ଗିଲ୍‌ଙ୍କୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ତାଙ୍କ ସୌନ୍ଦର୍ଯ୍ୟ ଏବଂ ଚୁଲ୍‌ବୁଲି ଅନ୍ଦାଜରେ ଲକ୍ଷ ଲକ୍ଷ ଫ୍ୟାନ ଫିଦା। ବିଗ୍‌ ବସ-୧୩ରୁ ରାତାରାତି ଫେମସ ହୋଇଥିବା ଏହି ପଞ୍ଜାବୀ ଅଭିନେତ୍ରୀ ଖୁବ୍‌ଶୀଘ୍ର ବଲିଉଡରେ ଏଣ୍ଟ୍ରି କରିବାକୁ ଯାଉଛନ୍ତି। ସେ…

ଗୋନାସିକାରେ ଜଳାଭିଷେକ ହେଲେ ବ୍ରହ୍ମେଶ୍ୱର

କେନ୍ଦୁଝର,୧୮ା୭(ସ୍ବ.ପ୍ର.): ଶ୍ରାବଣ ମାସ ପ୍ରଥମ ସୋମବାରରେ ବଂଶପାଳ ବ୍ଲକ ବୈତରଣୀ ନଦୀର ଉତ୍ପତ୍ତି ସ୍ଥଳ ଗୋନାସିକାସ୍ଥିତ ବ୍ରହ୍ମେଶ୍ୱର ମହେଶ ଶିବ ମନ୍ଦିର ଗୋନାସିକାରେ କାଉଡ଼ିଆ ଶ୍ରଦ୍ଧାଳୁଙ୍କ ଭିଡ଼ ଜାଣିଛି। ଶିବ ଭକ୍ତମାନେ ବୈତରଣୀର ଉତ୍ପତ୍ତି ସ୍ଥଳ ଗୁପ୍ତଗଙ୍ଗାରୁ ଜଳ ଆଣି ବ୍ରହ୍ମେଶ୍ୱର…

ବିଶ୍ୱ ବ୍ରହ୍ମାଣ୍ଡର ବିସ୍ମୟ କୃଷ୍ଣ ଗର୍ତ୍ତ

‘ମତେ ମୃତ୍ୟୁକୁ ଜମା ଭୟ ଲାଗେ ନାହିଁ କିମ୍ବା ମୁଁ ଏତେ ଶୀଘ୍ର ମରିବାକୁ ଚାହେଁ ନାହିଁ। କାରଣ ମୁଁ ମରିବା ପୂର୍ବରୁ ମୋ ଜୀବନରେ ବହୁତ କିଛି କରିବାର ଅଛି।’ ଏ ଉକ୍ତିଟି ମହାନ ବୈଜ୍ଞାନିକ ଷ୍ଟିଫେନ୍‌ ହକିଂସ୍‌ଙ୍କ ଜୀବନ…

୨୦ ବର୍ଷର ପ୍ରେମ ପରେ ଶେଷରେ ବିବାହ କଲେ ଷ୍ଟାର୍‌ ଯୋଡି

ଦୀର୍ଘ ୨୦ ବର୍ଷର ପ୍ରେମ ସମ୍ପର୍କ ପରେ ଶେଷରେ ବିବାହ କରିଛନ୍ତି ହଲିଉଡ ସିଙ୍ଗର ଜେନିଫର ଲୋପେଜ ଓ ଅଭିନେତା ବେନ ଆଫଲେକ। ଉଭୟ ଲସ ବେଗାସରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଜେନିଫରଙ୍କ ବୟସ ୫୨ ହୋଇଥିବା ବେଳେ ବେନଙ୍କ…

ପ୍ରଶଂସକଙ୍କ ଡିମାଣ୍ଡ୍‌ ପୂରଣ କଲେ ବିକି

ଅଭିନେତା ବିକି କୌଶଲ ଆଜିକାଲି ସ୍ତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ମାଳଦ୍ୱୀପରେ ଛୁଟି କାଟୁଛନ୍ତି। ନିକଟରେ ବିକି ଇନଷ୍ଟାଗ୍ରାମରେ କ୍ୟାଟ୍ରିନାଙ୍କ ସହ ଏକ ସୁନ୍ଦର ରୋମାଣ୍ଟିକ୍‌ ଫଟୋ ଶେୟାର କରିଛନ୍ତି। ଫଟୋରେ ଉଭୟ ଧଳା ଡ୍ରେସ୍‌ ପିନ୍ଧି ବସିଥିବାର ଦେଖିବାକୁ ମିଳିଛି।…

୫ ବର୍ଷ ପରେ ନିର୍ଦ୍ଦୋଷରେ ଖଲାସ ହୋଇ ଘରକୁ ଫେରିଲେ ୧୨୧ ଆଦିବାସୀ…

ରାୟପୁର,୧୮।୭ : ଛତିଶଗଡର ଦନ୍ତେ ୱାଡା ଜିଲାରେ ବୁର୍କାପାଲ ମାଓବାଦୀ ଆକ୍ରମଣ ମାମଲାରେ ଏନଆଇଏ କୋର୍ଟ ୧୨୧ ଆଦିବାସୀଙ୍କୁ ଜେଲରୁ ମୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗତ ପାଞ୍ଚ ବର୍ଷ ଧରି ସମସ୍ତ ଆଦିବାସୀ ଜେଲରେ ଥିଲେ। ୨୪ ଏପ୍ରିଲ ୨୦୦୭ରେ…

ହାତୀ ଆକ୍ରମଣରେ ନାବାଳକଙ୍କ ଜୀବନ ଗଲା

ଢେଙ୍କାନାଳ ଅଫିସ,୧୮ା୭: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜର କଲା ଗ୍ରାମରେ ରବିବାର ରାତିରେ ଦନ୍ତାହାତୀ ଆକ୍ରମଣରେ ଗ୍ରାମର ଶିବୁନ ମହାପାତ୍ର (୧୩)ଙ୍କର ମୃତ୍ୟୁ ଘଟିଛି। ଶିବୁନ ନବମ ଶ୍ରେଣୀରେ ପଢୁଥିବା ବେଳେ ସେ ଗ୍ରାମର ଜୁଆଙ୍ଗ ମହାପାତ୍ରଙ୍କ ପୁଅ ବୋଲି ଜଣାପଡ଼ିଛି।…

ଏଲ୍‌ଓସି ନିକଟରେ ଗ୍ରେନେଡ୍‌ ବିସ୍ଫୋରଣ, ଜଣେ ଅଧିକାରୀଙ୍କ ସମେତ ଜେସିଓ ଶହୀଦ୍‌…

ଶ୍ରୀନଗର,୧୮।୭ : ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ମେଣ୍ଢର ସେକ୍ଟରରେ ଏଲଓସି ନିକଟରେ ଯବାନମାନେ ଡ୍ୟୁଟି କରୁଥିବା ସମୟରେ ହଠାତ୍‌ ଏକ ଗ୍ରେନେଡ ବିସ୍ଫୋରଣ ଘଟିଛି। ଏହି ଘଟଣାରେ ଜଣେ ଅଧିକାରୀଙ୍କ ସମେତ ଜେସିଓ ଶହୀଦ ହୋଇଛନ୍ତି। ଏହି ବିସ୍ଫୋରଣରେ କେତେକ ଯବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?