Home

ଆଇସିଏସ୍‌ଇ ଦଶମ ପାସ୍‌ ହାର ୯୯.୯୭%: ଓଡ଼ିଶାର ୪ଜଣ ରାଜ୍ୟ ଟପ୍ପର

ଭୁବନେଶ୍ୱର,୧୮।୭(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‌ ହାର ୯୯.୯୭% ରହିଛି। ଛାତ୍ରୀଙ୍କ ପାସ୍‌ ହାର ୯୯.୯୮% ଥିବାବେଳେ ଛାତ୍ରଙ୍କ ପାସ୍‌ ହାର…

ନଗଡ଼ା ଶିଶୁ ମୃତ୍ୟୁ ଘଟଣା: ତଥ୍ୟ ନ ଦେବାରୁ ୨୫ ହଜାର ଜରିମାନା

ଯାଜପୁର ଅଫିସ,୧୮ା୭: ଯାଜପୁର ଜିଲା ସୁକିନ୍ଦା ବ୍ଲକ ନଗଡ଼ାରେ ଶିଶୁ ମୃତ୍ୟୁ ଘଟଣା ପରେ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ତଥାପି ନଗଡ଼ାରେ ବାଲ୍ୟ ବିବାହ ସାଙ୍ଗକୁ ପୁଷ୍ଟିହୀନତା ଶତପ୍ରତିଶତ ହ୍ରାସ ପାଇନାହିଁ। ଏହିକ୍ରମରେ ପ୍ରଦୀପ ପ୍ରଧାନ ସୂଚନା…

ଆଜିଠୁ ପରିବର୍ତ୍ତିତ ଜିଏସ୍‌ଟି

ଭୁବନେଶ୍ୱର,୧୮ା୭: ଗତ କିଛି ଦିନ ତଳେ ସାମଗ୍ରୀ ଓ ସେବା ଟିକସ (ଜିଏସଟି) କାଉନସିଲ ବୈଠକର ନିଷ୍ପତ୍ତି ଅନୁସାରେ ଜୁଲାଇ ୧୮ରୁ ସାରା ଦେଶରେ ନୂଆ ପରୋକ୍ଷ କର ହାର ଲାଗୁ ହେବାକୁ ଯାଉଛି। ଫଳରେ ଅନେକ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ପୂର୍ବ…

ଶ୍ରୀଲଙ୍କା ସଙ୍କଟ: କେନ୍ଦ୍ର ଡାକିଲା ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୮ା୭: ଶ୍ରୀଲଙ୍କାରେ ଉପୁଜିଥିବା ରାଜନୈତିକ ଓ ଅର୍ଥନୈତିକ ସଙ୍କଟ ଉପରେ ଆଲୋଚନା ପାଇଁ କେନ୍ଦ୍ର ସରକାର ମଙ୍ଗଳବାର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ରବିବାର ସୂଚନା ଦେଇଛନ୍ତି। ଉକ୍ତ ବୈଠକରେ ଅର୍ଥମନ୍ତ୍ରୀ ନିର୍ମଳା…

ଆଜି ରାଷ୍ଟ୍ରପତି ନିର୍ବାଚନ: ମୁର୍ମୁଙ୍କୁ ଓଡ଼ିଶାରୁ ୧୬୬ ଭୋଟ ମିଳିବା ଆଶା

ଭୁବନେଶ୍ବର, ୧୮ା୭(ବ୍ୟୁରୋ): ଦେଶରେ ରାଷ୍ଟ୍ରପତି ନିର୍ବାଚନ ଲାଗି ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇସାରିଛି। ସୋମବାର ସକାଳ ୧୦ରୁ ୫ଟା ପର୍ଯ୍ୟନ୍ତ ଭୋଟିଂ ଚାଲିବ। ତେବେ ନିର୍ଭୁଲ ଏବଂ କ୍ରସ୍‌ ଭୋଟିଂ ଯେପରି ନ ହେବ ସେଥିଲାଗି ଓଡ଼ିଶାର ସବୁ ଦଳ…

ଶାନ୍ତିଦୂତ ମଣ୍ଡେଲା

ନେଲ୍‌ସନ ମଣ୍ଡେଲା ଅନ୍ତର୍ଜାତୀୟ ଦିବସ ଅର୍ଥାତ୍‌ ମଣ୍ଡେଲା ଦିବସ ହେଉଛି ନେଲ୍‌ସନ ମଣ୍ଡେଲାଙ୍କ ସମ୍ମାନାର୍ଥେ ବାର୍ଷିକ ଅନ୍ତର୍ଜାତୀୟ ଦିନ, ଯାହା ପ୍ରତିବର୍ଷ ୧୮ ଜୁଲାଇ, ଶାନ୍ତିଦୂତ ମଣ୍ଡେଲାଙ୍କ ଜନ୍ମଦିନରେ ପାଳନ କରାଯାଇଥାଏ। ମିଳିତ ଜାତିସଂଘ ପକ୍ଷରୁ ନଭେମ୍ବର ୨୦୦୯ ମଣ୍ଡେଲାଙ୍କ ୯୧ତମ…

ରାଇସିନା ରେସ୍‌

ନୂଆଦିଲ୍ଲୀ, ୧୮।୭: ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୫୫(୩) ଅନୁସାରେ ରାଷ୍ଟ୍ରପତି ନିର୍ବାଚନ ଆନୁପାତିକ ପ୍ରତିନିଧିତ୍ୱ ପ୍ରଣାଳୀର ଏକକ ହସ୍ତାନ୍ତରଯୋଗ୍ୟ ମତ ପଦ୍ଧତି ଜରିଆରେ କରାଯାଇଥାଏ। ପଞ୍ଚଦଶ ରାଷ୍ଟ୍ରପତି ନିର୍ବାଚନ ୨୦୨୨ ଜୁଲାଇ ୧୮(ସୋମବାର)ରେ ଅନୁଷ୍ଠିତ ହେଉଛି। ପାର୍ଲାମେଣ୍ଟ ହାଉସ୍‌ରେ ଉଭୟ ଗୃହର…

ଆଜି ରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ,୧୮ା୭: ଭାରତର ପଞ୍ଚଦଶ ରାଷ୍ଟ୍ରପତି ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପାଇଁ ହେଉଥିବା ଏହି ବହୁପ୍ରତୀକ୍ଷିତ ନିର୍ବାଚନ ଲାଗି ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପକ୍ଷରୁ ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଝାଡ଼ଖଣ୍ଡର…

ଚମକିଲେ ପନ୍ତ, ପାଣ୍ଡ୍ୟା: ସିରିଜ ଜିତିଲା ଭାରତ

ମାଞ୍ଚେଷ୍ଟର, ୧୭ା୭: ରିଷଭ ପନ୍ତଙ୍କ ଅପରାଜିତ ଶତକ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ କ୍ରିକେଟ ମୁକାବିଲାକୁ ଭାରତ ଜିତି ନେଇଛି । ଏହି ବିଜୟ ସହିତ ଦଳ ୨-୧ରେ ସିରିଜ…

ପ୍ରତିଶ୍ରୁତି ଦେଲେ ନବୀନ: ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି

ଭୁବନେଶ୍ୱର,୧୭।୭: ଉପରାଷ୍ଟ୍ରପତି ନିର୍ବାଚନରେ ମଧ୍ୟ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକରଙ୍କୁ ସମର୍ଥନ ଦେବା ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ସହିତ ଫୋନ୍‌ରେ କଥା ହୋଇଥିଲେ। ଜଗଦୀପଙ୍କୁ…

ଜାତୀୟ ଜୁନିଅର ରେକର୍ଡ ଭାଙ୍ଗିଲେ ମାଧବନଙ୍କ ପୁଅ

ନୂଆଦିଲ୍ଲୀ,୧୭।୭: ଅଭିନେତା ଆର ମାଧବନଙ୍କ ପୁଅ ବେଦାନ୍ତ ପୁଣି ଏକ ରେକର୍ଡ ହାସଲ କରିଛନ୍ତି। ଜୁନିଅର ନ୍ୟାଶନାଲ ଆକ୍ୱାଟିକ୍ସର ୧୫୦୦ ମିଟର ଫ୍ରିଷ୍ଟାଇଲ ବିଭାଗରେ ବେଦାନ୍ତ ଜାତୀୟ ଜୁନିଅର ରେକର୍ଡ ଭାଙ୍ଗିଛନ୍ତି। ସେ ୧୬ ମିନିଟର ପୂର୍ବ ଧାରକଙ୍କ ରେକର୍ଡ ଭାଙ୍ଗି…

ଯମଜ ସନ୍ତାନର ମା’ ହେବେ କି ଆଲିଆ

ବି ଟାଉନ୍‌ରେ ରଣବୀର କପୁର ଏବଂ ଆଲିଆ ଭଟ୍ଟ ପାଓ୍ବାରଫୁଲ୍‌ ଯୋଡି ଭାବେ ଜଣାଶୁଣା। ଖୁବ ଶୀଘ୍ର ଉଭୟ ନିଜର ପ୍ରଥମ ସନ୍ତାନକୁ ଏହି ଦୁନିଆକୁ ସ୍ବାଗତ କରିବାକୁ ଯାଉଛନ୍ତି। ଏନେଇ ଦୁହେଁ ବେଶ୍‌ ଖୁସି ଅଛନ୍ତି। କିନ୍ତୁ ଉଭୟଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?