Home

ନିର୍ବାଚନ ହାରିବା ପରେ ହୃଦ୍‌ଘାତରେ କଂଗ୍ରେସ ନେତାଙ୍କ ପରଲୋକ

ଭୋପାଳ,୧୭।୭: ମଧ୍ୟପ୍ରଦେଶ ମ୍ୟୁନିସିପାଲିଟି ନିର୍ବାଚନରେ ହାରିବା ପରେ କଂଗ୍ରେସ ନେତା ହରିନାରାୟଣ ଗୁପ୍ତାଙ୍କ ହୃଦଘାତରେ ମୃତ୍ୟୁ ଘଟିଛି। ସେ ରେୱାର ୯ ନମ୍ବର ଓ୍ବାର୍ଡରୁ ପ୍ରତିଦ୍ୱନ୍ଦିତା କରୁଥିଲେ। ତାଙ୍କୁ ସ୍ବାଧୀନ ପ୍ରାର୍ଥୀ ଅଖିଳେଶ ଗୁପ୍ତା ମାତ୍ର ୧୪ ଖଣ୍ଡ ଭୋଟରେ ପରାସ୍ତ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୬୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୪,୮୩୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଭାଜପାଠାରୁ ମେୟର ଆସନ ଛଡାଇ ଆଣିଲା ଏଏପି

ଭୋପାଳ,୧୭।୭: ମଧ୍ୟମପ୍ରଦେଶର ସିଙ୍ଗରୌଲି ନଗର ନିଗମ ନିର୍ବାଚନରେ ଆମ୍‌ ଆଦମୀ ପାର୍ଟି(ଏଏପି) ଏକ ଅପ୍ରତ୍ୟାଶିତ ବିଜୟ ହାସଲ କରିଛି। ଏଠାରେ ଏଏପି ପ୍ରାର୍ଥୀ ରାଣୀ ଅଗ୍ରଓ୍ବାଲ ଭାଜପାର ଚନ୍ଦ୍ର ପ୍ରତାପ ବିଶ୍ୱକର୍ମାଙ୍କୁ ୯୩୫୨ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ଏହି ଆସନ…

ରିଲାଏନ୍ସ ଫ୍ରେଶ୍‌ ସିଲ୍‌

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ଗୋପବନ୍ଧୁ ଛକସ୍ଥିତ ରିଲାଏନ୍ସ ଫ୍ରେଶ୍‌କୁ ବିଏମ୍‌ସି ପକ୍ଷରୁ ୩ ଦିନ ପାଇଁ ସିଲ୍‌ କରାଯାଇଛି। ଦୋକାନୀମାନେ ୫ ମିଟର ପରିସୀମା ଭିତରେ ପରିମଳ ଦାୟିତ୍ୱ ବୁଝିବା କଥା। ଏଥିରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଥିଲା।…

ଆଇସିଏସ୍‌ଇ ଦଶମ ରେଜଲ୍ଟ ପ୍ରକାଶିତ: ଫଳାଫଳ ଜାଣିବା ପାଇଁ ଆପଣାନ୍ତୁ ଏହି ଉପାୟ

ନୂଆଦିଲ୍ଲୀ,୧୭।୭: କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଏଥର ପାସ ହାର ରହିଛି ୯୯.୯୭ ପ୍ରତିଶତ। ପରୀକ୍ଷାରେ ପୁଅଙ୍କ ତୁଳନାରେ ଝିଅ ପାଇଛନ୍ତି ସଫଳତା। ଛାତ୍ରୀଙ୍କ…

ବୋଲ୍ଡନେସ୍‌ରେ ଉର୍ଫିଙ୍କୁ ପଛରେ ପକାଇଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ରେ ଉର୍ଫି ଜାଭେଦ ତାଙ୍କର ବୋଲ୍ଡନେସ୍‌ ପାଇଁ ବେଶ୍‌ ଜଣାଶୁଣା। କିନ୍ତୁ ଏବେ ଉର୍ଫିଙ୍କୁ ପଛରେ ପକାଇଛନ୍ତି ଅଭିନେତ୍ରୀ ସୋଫିଆ ଅନସାରୀ। ସୋସିଆଲ ମିଡିଆରେ ସୋଫିଆ ଏକ ବୋଲ୍ଡ ଡ୍ୟାନ୍ସ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ଶାଢ଼ି ପିନ୍ଧିଛନ୍ତି।…

ବିରୋଧୀ ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ମାର୍ଗାରେଟ୍‌ ଆଲ୍‌ଭା

ନୂଆଦିଲ୍ଲୀ,୧୭।୭: ଅଗଷ୍ଟ ୬ରେ ହେବାକୁ ଥିବା ଦେଶର ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବିପକ୍ଷ ଦଳ ପକ୍ଷରୁ ରବିବାର ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି। ବରିଷ୍ଠ କଂଗ୍ରେସ ନେତ୍ରୀ ମାର୍ଗାରେଟ୍‌ ଆଲ୍‌ଭାଙ୍କୁ ଉପରାଷ୍ଟ୍ରପତି ଭାବେ ପ୍ରାର୍ଥୀ କରାଯାଇଛି। ଏନେଇ ଏନ୍‌ସିପି ନେତା ଶରଦ…

‘ଧର୍ମ ଚାଇନା ସମାଜ ପରି ହେବା ଉଚିତ୍‌’

ବେଜିଂ,୧୭ା୭: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ୍‌ ଅଧିକାରୀମାନଙ୍କୁ ଏକ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି, ଚାଇନାରେ ଇସଲାମ ଚାଇନା ସମାଜ ସହ ଅନୁରୂପ ହେବା ଉଚିତ। ଚାଇନାର ଶାସକ କମ୍ୟୁନିଷ୍ଟ ପାର୍ଟି ଦ୍ୱାରା ଅନୁସରଣ କରାଯାଉଥିବା ସମାଜବାଦୀ ସମାଜ ସହ ଦେଶରେ…

ଦ୍ରୌପଦୀ ମୁର୍ମୁଙ୍କୁ କଟାକ୍ଷ କଲେ ତେଜସ୍ବୀ

ପାଟନା,୧୭।୭: ରାଷ୍ଟ୍ରପତି ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ବିହାର ବିଧାନସଭାର ବିରୋଧୀ ଦଳର ନେତା ତେଜସ୍ବୀ ଯାଦବ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଟାର୍ଗେଟ କରିଛନ୍ତି। ରାଷ୍ଟ୍ରପତି ଭବନ ପାଇଁ ମୂର୍ତ୍ତି ସ୍ଥାପନା ନୁହେଁ, ରାଷ୍ଟ୍ରପତିଙ୍କୁ ନିର୍ବାଚିତ କରିବାକୁ ଚାହୁଁ ବୋଲି…

ଜୋମାଟୋ-ସ୍ବିଗୀ ଡେଲିଭରୀ ବୟଙ୍କ ବନ୍ଧୁତା ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ…

ନୂଆଦିଲ୍ଲୀ,୧୭।୭ : ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜୋମାଟୋ-ସ୍ବିଗୀ ଡେଲିଭରୀ ବୟଙ୍କ ବନ୍ଧୁତା ଦେଖିବାକୁ ମିଳୁଛି। ୮ ସେକେଣ୍ଡର ଏହି ଭିଡ଼ିଓରେ ସ୍ବିଗୀ ଡେଲିଭରୀ ବୟ ଜୋମାଟୋ କମ୍ପାନୀର ବୟଙ୍କୁ ସାହାଯ୍ୟ କରୁଥିବା ଦେଖାଯାଉଛି।…

ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ଶହୀଦ

ପୁଲୱାମା,୧୭।୭: ଦକ୍ଷିଣ କଶ୍ମୀରର ପୁଲୱାମାରେ ସୁରକ୍ଷାବାହିନୀର ଏକ ଟିମ୍‌ ଉପରେ ଆତଙ୍କବାଦୀଙ୍କ ପକ୍ଷରୁ ଆକ୍ରମଣ କରାଯାଇଛି। ଏହି ଆକ୍ରମଣରେ ଜଣେ ସିଆରପିଏଫ୍‌ ଯବାନ ଶହୀଦ ହୋଇଛନ୍ତି। ସ୍ଥାନୀୟ ପୋଲିସ ଏବଂ ସିଆରପିଏଫ୍‌ କର୍ମଚାରୀମାନେ ନାକାରେ ଯାଞ୍ଚ କରୁଥିଲେ। ଏହି ସମୟରେ ଆତଙ୍କବାଦୀମାନେ…

‘ଭୋଟ୍‌ ଦେବା ବେଳେ ଇମ୍ରାନଙ୍କ ଦୁର୍ନୀତି, ଆର୍ଥିକ ବିପର୍ଯ୍ୟୟ କଥା ମନେ ପକାଇବ’

ଇସଲାମାବାଦ,୧୭ା୭: ପାକିସ୍ତାନର ପଞ୍ଜାବରେ ଉପ-ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ ପଞ୍ଜାବର ୨୦ଟି ନିର୍ବାଚନମଣ୍ଡଳୀରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ରବିବାର ଜନସାଧାରଣଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ତୁମେ ଭୋଟ ଦେବା ପୂର୍ବରୁ ଇମ୍ରାନ ଖାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?