Home

ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକ

କଟକ ଅଫିସ,୨୪।୪: ବିଶିଷ୍ଟ ସାହିତି୍ୟକା ତଥା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ରବିବାର ରାତି ପ୍ରାୟ ୯ଟାରେ ତାଙ୍କ କଟକସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ସାହିତି୍ୟକା ବୀଣାପାଣି ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, କେନ୍ଦ୍ର ସାହିତ୍ୟ…

ରାହୁଲଙ୍କ ଚମତ୍କାର ଶତକ:ମୁମ୍ବାଇକୁ ୧୬୯ ରନ୍‌ର ଟାର୍ଗେଟ

ମୁମ୍ବାଇ,୨୪।୪: ଆଇପିଏଲ ୨୦୨୨ର ୩୭ତମ ମ୍ୟାଚ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଥିବା ଲକ୍ଷ୍ନୌ ସୁପର୍‌ ଜିଆଣ୍ଟ୍ସ ନିର୍ଦ୍ଧାରିତ ଓଭରରେ ୬ ଉଇକେଟର୍‌ ହରାଇ ୧୬୮ ରନ୍‌ ସଂଗ୍ରହ…

ହୃଦ୍‌ଘାତରେ ୪୦ ବର୍ଷୀୟ କ୍ରିକେଟର୍‌ଙ୍କ ପରଲୋକ

ମୁମ୍ବାଇ,୨୪।୪:ମୁମ୍ବାଇର ପୂର୍ବତନ ଦ୍ରୁତ ବୋଲର ତଥା ରଣଜୀ ଟ୍ରଫି ବିଜେତା ଦଳର ଅଂଶ ଥିବା ରାଜେଶ ବର୍ମାଙ୍କ ଦେହାନ୍ତ ହୋଇଛି। ସେ ୪୦ ବର୍ଷ ବୟସରେ ହୃଦଘାତରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରାଜେଶ ତାଙ୍କ କ୍ୟାରିୟରରେ ୭ଟି ପ୍ରଥମ ଶ୍ରେଣୀ…

ର଼୍ୟାଗିଂ ନେଇ ବନ୍ଧୁଙ୍କୁ କରିଥିଲେ ହ୍ବାଟ୍ସଆପ୍‌ ମେସେଜ୍‌

ବଲାଙ୍ଗୀର ଅଫିସ, ୨୪ା୪: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଥମ ବର୍ଷ ଏମ୍‌ବିବିଏସ୍‌ ଛାତ୍ର ନିଶାନ୍ତ କୁମାର (୧୯)ଙ୍କ ମୃତ୍ୟୁ ର଼୍ୟାଗିଂ ଯୋଗୁ ହୋଇଛି ବୋଲି ତାଙ୍କ ମାତାପିତା ଅଭିଯୋଗ କରିବାର ପ୍ରାୟ ୨୪ ଘଣ୍ଟା ପରେ ଏନେଇ…

ରାଜଧାନୀରେ ବଢିଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୪।୪: ପୁଣିଥରେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଦିଲ୍ଲୀରେ ଦୈନିକ ୧ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୮୩ଟି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣେ ରୋଗୀଙ୍କ ମଧ୍ୟ…

ଟସ୍‌ ଜିତିଲା ମୁମ୍ବାଇ

ମୁମ୍ବାଇ,୨୪।୪: ଆଇପିଏଲ ୨୦୨୨ର ୩୭ତମ ମ୍ୟାଚ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଉଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଲକ୍ଷ୍ନୌ…

ଚାଇନା ବିରୋଧରେ ‘ଯେସାକୁ ତେସା’ ନୀତି ଆପଣାଇଲା ଭାରତ

ନୂଆଦିଲ୍ଲୀ,୨୪।୪: ଚାଇନା ନାଗରିକଙ୍କ ପର୍ଯ୍ୟଟନ ଭିସା ଉପରେ ପ୍ରତିବନ୍ଧକ ଲଗାଇଲା ଭାରତ। ଅନ୍ତର୍ଜାତୀୟ ବିମାନ ପରିବହନ ସଂଘ(ଆଇଏଟିଏ) ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଚାଇନା ନାଗରିକଙ୍କୁ ଦିଆଯାଇଥିବା ଭାରତୀୟ ପର୍ଯ୍ୟଟନ ଭିସା ଆଉ ବୈଧ ନୁହେଁ ବୋଲି ଆଇଏଟିଏ ପକ୍ଷରୁ କୁହାଯାଇଛି।…

ଲତା ଦିଦିଙ୍କୁ ମନେପକାଇ ଭାବପ୍ରବଣ ହେଲେ ପ୍ରଧାନମନ୍ତ୍ରୀ ମୋଦି

ମୁମ୍ବାଇ,୨୪।୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମୁମ୍ବାଇରେ ମାଷ୍ଟର ଦିନାନାଥ ମଙ୍ଗେଶକର ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଥମ ଲତା ଦିନାନାଥ ମଙ୍ଗେଶକର ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ଲତା ମଙ୍ଗେଶକରଙ୍କୁ ମନେ ପକାଇ ଭାବପ୍ରବଣ…

ଟଳିପଡିଲେ ୨ ଆତଙ୍କବାଦୀ

ଶ୍ରୀନଗର,୨୪।୪: ପୁଲୱାମାର ପାହୁ ଅଞ୍ଚଳରେ ରବିବାର ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଅନ୍ୟ ଆତଙ୍କବାଦୀଙ୍କ ସନ୍ଧାନ ଚାଲିଛି। ସୁରକ୍ଷା ବାହିନୀ ସେମାନଙ୍କୁ ଘେରି ରହିଛନ୍ତି। ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ…

ବରୁଣଙ୍କ ଚର୍ଚ୍ଚିତ ପ୍ରେମ କାହାଣୀ

ବଲିଉଡ୍‌ ଅଭିନେତା ବରୁଣ ଧାୱନ ଆଜି ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ସାଥୀ କଳାକାରଙ୍କଠାରୁ ଆରମ୍ଭ କରି ପ୍ରଶଂସକମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଗତ ବର୍ଷ ବରୁଣ ତାଙ୍କର ଦୀର୍ଘଦିନର ଗର୍ଲଫ୍ରେଣ୍ଡ ନତାଶା ଦଲାଲଙ୍କୁ ବିବାହ କରିଥିଲେ,…

ରିଷଭ ପନ୍ତଙ୍କ ସପକ୍ଷରେ ବାହାରିଲେ ଗର୍ଲଫ୍ରେଣ୍ଡ

ମୁମ୍ବାଇ,୨୪।୪: ଆଇପିଏଲ୍‌ରେ ୨୦୨୨ରେ ରାଜସ୍ଥାନ ରୟାଲ୍ସ ଏବଂ-ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିବା ଏକ ମ୍ୟାଚ୍‌ରେ ନୋ’ ବଲ୍‌କୁ ନେଇ ବିବାହ ସୃଷ୍ଟି ହୋଇଛି। ଏହି ମ୍ୟାଚ ପରେ ଦିଲ୍ଲୀର ଅଧିନାୟକ ରିଷଭ ପନ୍ତ ଚର୍ଚ୍ଚାରେ ଅଛନ୍ତି। ‘ନୋ ବଲ’କୁ ନେଇ ବିବାଦ…

ଆତ୍ମସମର୍ପଣ କଲେ ଆଶିଷ ମିଶ୍ରା

ଲକ୍ଷ୍ନୌ,୨୪।୪: ଲଖିମପୁର ଖେରି ହିଂସା ମାମଲାରେ ସୁପ୍ରିମକୋର୍ଟ ତାଙ୍କ ଜାମିନ ଆଦେଶକୁ ଖାରଜ କରିବା ପରେ ଅଭିଯୁକ୍ତ ଆଶିଷ ମିଶ୍ରା ରବିବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କୁ ଏପ୍ରିଲ ୨୫ ପର୍ଯ୍ୟନ୍ତ ଆତ୍ମସମର୍ପଣ କରିବାର ସମୟ ଥିଲା। କ୍ୟାବିନେଟ ମନ୍ତ୍ରୀ ଅଜୟ ମିଶ୍ରାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri