Home

ଜନ୍ମଦିନରେ ପ୍ରଶଂସକଙ୍କୁ ଚକିତ କଲେ ଅନୁପମ

ବଲିଉଡ୍‌ ଅଭିନେତା ଅନୁପମ ଖେର ଆଜି ୬୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୪ ମସିହାରେ ମହେଶ ଭଟ୍ଟଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ‘ସାରାଂଶ’ରୁ ବଲିଉଡ କ୍ୟାରିୟର ଆରମ୍ଭ କରିଥିଲେ। ଗତ ତିନି ଦଶନ୍ଧି ଧରି ହିନ୍ଦୀ ସିନେମାରେ ନିଜ ଅବଦାନ ଦେଇଛନ୍ତି…

ଘରୁ ଟଙ୍କା ଚୋରି କରିଥିଲେ ଏହି ପ୍ରସିଦ୍ଧ ଅଭିନେତା, ମା’ କରିଥିଲେ ପୋଲିସକୁ ଫୋନ୍‌

ବଲିଉଡ ଅଭିନେତା ଅନୁପମ ଖେର ପ୍ରତ୍ୟେକ ଥର ତାଙ୍କ ଅଭିନୟ ଜରିଆରେ ସମସ୍ତଙ୍କ ହୃଦୟ ଜିତନ୍ତି। ସେ ତାଙ୍କ ଅଭିନୟ କ୍ୟାରିୟରରେ ଏପର୍ଯ୍ୟନ୍ତ ସମସ୍ତ ପ୍ରକାରର ଚରିତ୍ରରେ ଅଭିନୟ କରିଛନ୍ତି। ଦୀର୍ଘ ବର୍ଷ ଧରି ଇଣ୍ଡଷ୍ଟ୍ରିରେ ଜଲଓ୍ବା ଦେଖାଇ ଆସୁଥିବା ଅନୁପମ…

ରୁଷିଆ-ୟୁକ୍ରେନ ଭିତରେ ମଧ୍ୟସ୍ଥା କରିବ ଚାଇନା

ବେଜିଂ,୭।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୧୨ ଦିନରେ ପହଞ୍ଚିଛି। ୨ଦେଶ ମଧ୍ୟରେ ଜାରି ରହିଥିବା ଯୁଦ୍ଧର ସମାପ୍ତି ଲାଗି ଅନେକ ଦେଶ ଯଥାସମ୍ଭବ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ଚାଇନା ପକ୍ଷରୁ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ରୁଷିଆ…

ରମ୍ଭା ଏନ୍‌ଏସିର ୧୨ଟି ୱାର୍ଡରେ କାଉନସିଲର, ଅଧ୍ୟକ୍ଷା ପାଇଁ ପାର୍ଥିପତ୍ର ଦାଖଲ

ରମ୍ଭା,୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭାରେ ଏନ୍‌ଏସି ନିର୍ବାଚନ ପାଇଁ ରବିବାର ନାମାଙ୍କନ ପତ୍ର ଦାଖଲ କରାଯାଇଛି। ପଞ୍ଚମ ଦିନରେ ରମ୍ଭା ଏନ୍‌ଏସି କାର୍ଯ୍ୟାଳୟରେ ବିଜେଡି ପକ୍ଷରୁ ଅଧ୍ୟକ୍ଷା ପାର୍ଥୀନି କୁମାରୀ ବିଶାଳ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି ୱାର୍ଡ ନମ୍ବର-୧ରୁ…

କରୋନା ମୃତ୍ୟୁ କ୍ଷତିପୂରଣ, ନକଲି ମେଡ଼ିକାଲ ପ୍ରମାଣପତ୍ର ନେଇ ସୁପ୍ରିମ୍‌କୋର୍ଟଙ୍କ ଚିନ୍ତା ପ୍ରକଟ…

ନୂଆଦିଲ୍ଲୀ,୭।୩ : କରୋନା ମୃତ୍ୟୁ କ୍ଷତିପୂରଣ କ୍ଷେତ୍ରରେ ନକଲି ମେଡ଼ିକାଲ ପ୍ରମାଣ ପତ୍ର ଦାଖଲକୁ ନେଇ ସୁପ୍ରିମ୍‌କୋର୍ଟ ଚିନ୍ତା ପ୍ରକଟ କରିଛନ୍ତି। କୋର୍ଟ କହିଛନ୍ତି ଯେ, ଏଭଳି ପ୍ରମାଣପତ୍ର ଦ୍ୱାରା ଅଯୋଗ୍ୟ ଲୋକେ ଅନୁକମ୍ପାମୂଳକ କ୍ଷତିପୂରଣ ନେଉଛନ୍ତି। ଏହା ଅତ୍ୟନ୍ତ ଚିନ୍ତାର…

ଯୁଦ୍ଧ କରି ଫସିଗଲା ରୁଷିଆ

କ୍ୱିଭ୍‌,୭ା୩: ୟୁକ୍ରେନରେ ଚାଲିଥିବା ଯୁଦ୍ଧରେ ସାଧାରଣ ନାଗରିକଙ୍କୁ ରୁଷିଆ ଟାର୍ଗେଟ କରୁଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ରୁଷିଆ  ଏହି ଅଭିଯୋଗକୁ ଅସ୍ବୀକାର କରିଛି। ଅଭିଯୋଗ ପରେ ରୁଷିଆ ବିରୋଧରେ ସମ୍ଭାବ୍ୟ ଯୁଦ୍ଧ ଅପରାଧିକ ମାମଲାରେ ତଦନ୍ତ ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ…

ଏହି କାରଣ ପାଇଁ ଫିଲ୍ମଠାରୁ ଦୂରେଇ ଯାଇଛନ୍ତି ବିପାଶା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ ବର୍ତ୍ତମାନ ଲାଇମ୍‌ଲାଇଟ୍‌ରୁ ଦୂରେଇ ଯାଇଛନ୍ତି। ଶେଷଥର ପାଇଁ ସେ ୨୦୧୫ରେ ଫିଲ୍ମ ‘ରାଜ୍‌’ରେ ଅଭିନୟ କରିଥିଲେ। ସେ ଦୁଇ ବର୍ଷ ତଳେ ଓ୍ବେବ୍‌ ସିରିଜ ଜରିଆରେ ଡିଜିଟାଲ ଡେବ୍ୟୁ କରିଥିଲେ। ୭ ବର୍ଷ ଧରି…

ଜିରାଫ୍‌କୁ ଖାଇବାକୁ ଦେଉଥିଲେ ବାଳକ, ତା’ପରେ ଘଟିଲା ଏମିତି

ଆଜିକାଲି ଲୋକଙ୍କ ମଧ୍ୟରେ ବନ୍ୟଜନ୍ତୁଙ୍କ କ୍ରେଜ ଦ୍ରୁତ ଗତିରେ ବଢିବାରେ ଲାଗିଛି। ବନ୍ୟଜନ୍ତୁ ସହିତ ଜଡିତ ଅନେକ ଭିଡିଓ ସୋସିଆଲ ମିଡିଆରେ ଅଧିକ ଭାଇରାଲ ହେଉଛି। ନିକଟରେ ଜଣେ ବାଳକ ଜିରାଫ୍‌କୁ ଖାଇବାକୁ ଦେବା ଭାରି ପଡିଛି। ଏହାର ଭିଡିଓ ସୋସିଆଲ…

ବିଶ୍ୱର ଏକମାତ୍ର ଖେଳାଳି, ଯିଏ ଖେଳିଛନ୍ତି ଉଭୟ କ୍ରିକେଟ ଏବଂ ଫୁଟବଲ ବିଶ୍ୱକପ

ୱେଷ୍ଟଇଣ୍ଡିଜର ମହାନ ବ୍ୟାଟ୍ସମ୍ୟାନ ସାର୍‌ ଭିଭିଆନ ରିଚାର୍ଡସ ଆଜି ୭୦ ବର୍ଷରେ ପଦାର୍ପଣ କରିଛନ୍ତି। ରିଚାର୍ଡସ ହେଉଛନ୍ତି ଦୁନିଆର ଏକମାତ୍ର ଖେଳାଳି ଯିଏ କ୍ରିକେଟ ଏବଂ ଫୁଟବଲ ବିଶ୍ୱକପ ଖେଳିଛନ୍ତି । ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ରିଚାର୍ଡସଙ୍କୁ ତାଙ୍କର ଆଦର୍ଶ…

୩୫ ମିନିଟ୍‌ କଥାବାର୍ତ୍ତା, ଭାରତୀୟଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ଜେଲେନସ୍କିଙ୍କୁ ଧନ୍ୟବାଦ ଦେଲେ ମୋଦି…

ନୂଆଦିଲ୍ଲୀ/କ୍ୱିଭ୍‌,୭।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହିତ ସୋମବାର ୩୫ ମିନିଟ୍‌ ଫୋନ୍‌ରେ କଥାବାର୍ତ୍ତା ହୋଇଛନ୍ତି। ଏହି ଅବସରରେ ମୋଦି ୟୁକ୍ରେନ୍‌ରୁ ଭାରତୀୟଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ଜେଲେନସ୍କିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ…

‘ଜାଡେଜା ସବୁକିଛି ସୁନା କରିଦେଉଛନ୍ତି’

ମୁମ୍ବାଇ,୭।୩: ଭାରତୀୟ କ୍ରିକେଟ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ମୋହାଲିରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଚମତ୍କାର ପ୍ରଦର୍ଶନ କରିଥିଲେ। ଜାଡେଜାଙ୍କ ସ୍ମରଣୀୟ ପ୍ରଦର୍ଶନ ଦେଖି ଭାରତର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ତାଙ୍କୁ ପ୍ରଶଂସା କରିଛନ୍ତି।…

ମାର୍ଚ୍ଚ ୮ ପରେ ଏଲ୍‌ପିଜି ସିଲିଣ୍ଡର-ପେଟ୍ରୋଲ ଡିଜେଲ ଦାମ ବଢ଼ିବା ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ,୭।୩ : ରୁଷିଆ ୟୁକ୍ରେନ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଆଶୋଧିତ ତୈଳ ଦାମ ବ୍ୟାରେଲ ପିଛା ୧୩୯ ଡଲାର ଛୁଇଁଛି। ତେବେ ଭାରତ ସରକାର ଘରୋଇ ଏଲ୍‌ପିଜି ଅବା ପେଟ୍ରୋଲ ଡିଜେଲ ଦାମ ୫ ରାଜ୍ୟରେ ଜାରି ରହିଥିବା ବିଧାନସଭା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri