Home

ମୁମ୍ବାଇରେ ପହଞ୍ଚିଲେ ସୋନମ

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏହା ତାଙ୍କର ପ୍ରଥମ ସନ୍ତାନ ହେବ। ଯେଉଁଥିପାଇଁ ସୋନମଙ୍କ ପୂରା ପରିବାରରେ ବହୁତ ଉତ୍ସାହ ଦେଖିବାକୁ ମିଳିଛି। ନିକଟରେ ଲଣ୍ଡନରେ ସୋନମଙ୍କ ପାଇଁ ଏକ ଚମତ୍କାର ବେବି ସାଓ୍ବାର ପାର୍ଟି…

ଭାରତ ପାଇଁ ବଡ ପଦକ୍ଷେପ ନେଲା ଆମେରିକା

ଓ୍ବାଶିଂଟନ୍‌,୧୫।୭: ଛୋଟ ଏବଂ ଦୁର୍ବଳ ପଡୋଶୀ ଦେଶ ଉପରେ ଚାଇନା କ୍ରମାଗତ ଭାବରେ ନିଜର ପ୍ରାଧାନ୍ୟ ହାସଲ କରୁଛି। ତେବେ ଚାଇନାର ବିସ୍ତାରବାଦୀ ନୀତି ଭାରତ ଆଗରେ ସର୍ବଦା ଫେଲ୍‌ ମାରୁଛି। କୂଟନୈତିକ ହେଉ କି ସାମରିକ, ଭାରତ ପ୍ରତ୍ୟେକ କ୍ଷେତ୍ରରେ…

ଗୋଟାବାୟାଙ୍କ ଇସ୍ତଫା ପରେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ପଦ ସମ୍ଭାଳିବେ ରାନିଲ

ଲମ୍ବୋ,୧୫ା୭: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଇସ୍ତଫା ଦେବା ପରେ ବିକ୍ଷୋଭକାରୀମାନେ ଅତ୍ୟଧିକ ଆନନ୍ଦିତ ହୋଇଛନ୍ତି। ତାଙ୍କ ଇସ୍ତଫା ଶ୍ରୀଲଙ୍କା ପାର୍ଲମେଣ୍ଟ ବାଚସ୍ପତି ମହିନ୍ଦା ୟାପା ଆବ୍‌ୟଓ୍ବେର୍ଦେନା ଗ୍ରହଣ କରିଛନ୍ତି। ଗୁରୁବାର ଇ-ମେଲ୍‌ ଜରିଆରେ ବାଚସ୍ପତିଙ୍କ କାର୍ଯ୍ୟାଳୟକୁ ପଠାଇଥିଲେ ଗୋଟାବାୟା। ଗୋଟାବାୟା…

ଗଞ୍ଜାମ ଜିଲାରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ବ୍ରହ୍ମପୁର ଅଫିସ,୧୫ା୭: ଗଞ୍ଜାମ ଜିଲାରେ ପ୍ରଥମ ଡେଙ୍ଗୁରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁ ରୋଗରେ ଆକ୍ରାନ୍ତ ଜଣଙ୍କ ମହିଳା ଅଟନ୍ତି। ସେ ଭୁବନେଶ୍ୱରରେ ରହୁଥିବା ବେଳେ ସେଠାରେ ତାଙ୍କୁ ଜ୍ୱର ହୋଇଥିଲା। ସେ ନିଜ ଘର ଗଞ୍ଜାମ ଫେରିଥିଲେ। ଗତ ୧୩ ତାରିଖରେ…

୫୬୨ ଆର୍‌ଆଇ ପଦବୀ ଖାଲି

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ରାଜ୍ୟରେ ମୋଟ ୩୨ ତହସିଲଦାର, ମୋଟ ୭୯ ଅତିରିକ୍ତ ତହସିଲଦାର ପଦବୀ ଖାଲି ରହିଛି। ସେହିପରି ୫୬୨ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ଏବଂ ୬୧ ରାଜସ୍ବ ପରିଦର୍ଶକ ପଦବୀ ଏ ପର୍ଯ୍ୟନ୍ତ ପୂରଣ ହୋଇପାରି ନାହିଁ। ବଲାଙ୍ଗୀର ଜିଲାରେ ସର୍ବାଧିକ…

ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେଲେ ରାଜଭର

ଲକ୍ଷ୍ନୌ,୧୫।୭: ସୁହେଲଦେବ ଭାରତୀୟ ସମାଜ ପାର୍ଟି(ଏସ୍‌ବିଏସ୍‌ପି)ସଭାପତି ଓମ ପ୍ରକାଶ ରାଜଭର ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ସେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବେ ବୋଲି ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀ କରି ସେ…

ବାହୁବଳୀ ନେତାଙ୍କ ବିଧାୟକ ପଦ ବି ଗଲା

ପାଟନା,୧୫।୭: ବିହାରର ମୋକମାର ଆରଜେଡି ବିଧାୟକ ଅନନ୍ତ ସିଂଙ୍କୁ ନିଷିଦ୍ଧ ଆଧୁନିକ ଅସ୍ତ୍ର ଏକେ-୪୭ ରଖିବା ଏବଂ ହ୍ୟାଣ୍ଡ ଗ୍ରେନେଡ ଜବତ ମାମଲାରେ ୧୦ ବର୍ଷ ଜେଲ ଦଣ୍ଡାଦେଶ ହୋଇଥିଲା। ଏହି ଦଣ୍ଡାଦେଶ ପରେ ଏବେ ତାଙ୍କ ବିଧାୟକ ପଦ ମଧ୍ୟ…

ଆଜି ପୁଣି ପ୍ରଶ୍ନପତ୍ର ଲିକ୍‌, ପରୀକ୍ଷା ବାତିଲ

ସମ୍ବଲପୁର,୧୫ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଗତକାଲି ଏଜୁକେଶନ ଅନର୍ସ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ବେଳେ ଆଜି ପୁଣି ଯୁକ୍ତ ୩ ଶେଷ ବର୍ଷ ଫିଜିକ୍ସ ପ୍ରଶ୍ନପତ୍ର ଲିକ୍‌ ହୋଇଛି। ତେବେ ଆଜିର ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି। ଭାଇରାଲ ହୋଇଥିବା…

ବସ୍ତିରେ ପଶିଲା ବର୍ଷାଜଳ, ଭୁଶୁଡ଼ିଲା କଲେଜ ପାଚେରି

ପିପିଲି, ୧୫ା୭: ପିପିଲି ଅଞ୍ଚଳରେ ଗୁରୁବାର ମୂଷଳ ଧାରାରେ ବର୍ଷା ହୋଇଛି। ଫଳରେ ଏନ୍‌ଏସି ଅନ୍ତର୍ଗତ ୨ ନମ୍ବର୍‌ ୱାର୍ଡର କିଛି ବସ୍ତି ଜଳମଗ୍ନ ହୋଇଥିଲା। ଖବର ପାଇ ଏନ୍‌ଏସି ଅଧ୍ୟକ୍ଷ ସେକ୍‌ ବାବୁ ଓ କାଉନସିଲର୍‌ ଚନ୍ଦନ ସେଠୀ ପହଞ୍ଚତ୍…

କୋହଲିଙ୍କ ସମର୍ଥନରେ ବାହାରିଲେ ପାକିସ୍ତାନ ଅଧିନାୟକ

ଇସଲାମାବାଦ୍‌,୧୫।୭: ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି ଏବେ ଖରାପ ଫର୍ମରେ ଅଛନ୍ତି। ସେ ଗତ ଅଢେଇ ବର୍ଷ ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଗୋଟିଏ ବି ଶତକ ମାରିପାରିନାହାନ୍ତି। ତାଙ୍କୁ ଦଳରୁ ବାଦ୍‌ ଦେବା ପାଇଁ କ୍ରିକେଟ୍‌ ବିଶେଷଜ୍ଞମାନେ ଦାବି କରିଛନ୍ତି।…

ଯାଞ୍ଚ ପ୍ରକ୍ରିୟାରେ ଅବହେଳା ସନ୍ଦେହ

ପୁରୀ ଅଫିସ,୧୫।୭: ଜାଲ୍‌ ପ୍ରମାଣପତ୍ର ଦେଇ ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ମହାବିଦ୍ୟାଳୟରେ ଆଡ୍‌ମିଶନ କରିଥିବା ୧୧ଜଣ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନକୁ ଉଚ୍ଚଶିକ୍ଷା ବିଭାଗ ଅବୈଧ ଘୋଷଣା କରିବା ପରେ କଲେଜ କର୍ତ୍ତୃପକ୍ଷଙ୍କ ଭୂମିକାକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ସମ୍ପୃକ୍ତ ଛାତ୍ରୀଛାତ୍ରମାନେ ଜାଲ୍‌…

ଏନ୍‌ଜିଟି ନିର୍ଦ୍ଦେଶ କାର୍ଯ୍ୟକାରିତାରେ ପଛଘୁଞ୍ଚା

ଖୋର୍ଦ୍ଧା ଅଫିସ,୧୫ା୭: ଖୋର୍ଦ୍ଧା ଜିଲା ନିଜିଗଡ଼ ତାପଙ୍ଗ ପଞ୍ଚାୟତ ଅନ୍ତର୍ଗତ ତାପଙ୍ଗ, ଅଣ୍ଡା ଓ ଝିଙ୍କିଝାରୀ ପ୍ରଭୃତି ଗ୍ରାମରେ ଶତାଧିକ ଏକର ଜଗନ୍ନାଥ ଜମି ହରିଲୁଟ ହେଉଛି। ଏହି ଅଞ୍ଚଳରୁ ଦୈନିକ ଶହ ଶହ ଟ୍ରକ୍‌ରେ ମାଙ୍କଡ଼ା ପଥର ଚାଲାଣ କରାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?