Home

ଶିଶୁକନ୍ୟାଙ୍କୁ ଅପହରଣ ପରେ ବିକ୍ରି ଉଦ୍ୟମ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜଧାନୀରେ ୪ବର୍ଷର ଶିଶୁକନ୍ୟାଙ୍କୁ ଅପହରଣ ପରେ ବିକ୍ରି ଉଦ୍ୟମ ହୋଇଛି। ଘଟଣାର ୪ ଦିନ ପରେ ଇନ୍‌ଫୋସିଟି ଥାନା ପୋଲିସ ବୁଧବାର ସନ୍ଧ୍ୟାରେ ଶିଶୁକନ୍ୟାଙ୍କୁ ଉଦ୍ଧାର କରିବା ସହ ଅପହର୍ତ୍ତାଙ୍କୁ ଗିରଫ କରିଛି। ସେ ହେଲେ ଜଟଣୀ ଥାନା ଅନ୍ତର୍ଗତ…

ଅନ୍ଧାରରେ ଥିବା ଓଡ଼ିଶା ଏବେ ଆଲୋକିତ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଓଡ଼ିଶା ଜଳ ବିଦ୍ୟୁତ୍‌ ନିଗମର ୨୭ତମ ପ୍ରତିଷ୍ଠା ଦିବସ ଗୁରୁବାର ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଶିଳ୍ପ, ଶକ୍ତି, ଏମ୍‌ଏସ୍‌ଏମ୍‌ଇ ଓ ଗୃହ ବିଭାଗ ମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ କହିଛନ୍ତି,…

ପିଡବ୍ଲ୍ୟୁଡି ରାସ୍ତା ଖୋଳିବାକୁ ବିଏମ୍‌ସି ଦେଉଛି ଅନୁମତି

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ମାର୍ଟସିଟିର ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ବିଭିନ୍ନ ଯୋଜନାରେ ଉନ୍ନୟନ କାର୍ଯ୍ୟ ଜାରି ରହିଛି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ହେଲେ ଅନେକ ସମୟରେ ରାସ୍ତାକୁ ମନଇଚ୍ଛା ଖୋଳି ଦିଆଯାଉଥିବା ଦେଖିବାକୁ ମିଳୁଛି। ଭୁବନେଶ୍ୱର…

ମୁଣ୍ଡରେ ହାତ ଦେଲେ ରୋହିତ ଶର୍ମା

ମୁମ୍ବାଇ,୨୨।୪: ଆଇପିଏଲ ୨୦୨୨ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଦୌ ଭଲ ଚାଲିନାହିଁ। ଦଳ ଏପର୍ଯ୍ୟନ୍ତ ଗୋଟିଏ ବି ମ୍ୟାଚ ଜିତି ନାହିଁ। ଦଳ କ୍ରମାଗତ ୭ଟି ପରାଜୟ ହାସଲ କରିଛି। ଆଇପିଏଲ ଇତିହାସରେ ୫ଥର ଚାମ୍ପିଅନ ଦଳର ଏହା ସବୁଠାରୁ ଖରାପ…

ଦୋକାନୀଙ୍କଠାରୁ ୬ ଲକ୍ଷର ସୁନାଗହଣା ଲୁଟ୍‌: ବର୍ଷକରେ ୮ଥର ଲୁଟ୍‌ର ଶିକାର

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜଧାନୀରେ ରାତି ହେଲେ ଲୁଟେରାମାନେ ଆତଙ୍କ ଖେଳାଉଛନ୍ତି। ପୋଲିସର କଡ଼ା ପାଟ୍ରୋଲିଂ ସତ୍ତ୍ୱେ ଗୁରୁବାର ରାତିରେ ଶତାବ୍ଦୀ ନଗରସ୍ଥିତ ଡେଲ୍ଟା ଛକ ନିକଟରେ ଜଣେ ସୁନା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ୬ଲକ୍ଷ ଟଙ୍କାର ସୁନାଗହଣା ଲୁଟି ନେଇଥିବା ଖଣ୍ଡଗିରି ଥାନାରେ ଅଭିଯୋଗ…

୨ ସପ୍ତାହ ସମୟ ମାଗିଲେ ଏଏସ୍‌ଆଇ, ରାଜ୍ୟ ସରକାର

କଟକ ଅଫିସ,୨୨ା୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବେଆଇନ ଖନନ ଅଭିଯୋଗ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏହି ମାମଲାରେ ବିସ୍ତୃତ ତଥ୍ୟ ରଖିବା ପାଇଁ ରାଜ୍ୟ ସରକାର ଓ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ହାଇକୋର୍ଟଙ୍କୁ ୨…

ବିନା ଡିପିଆର୍‌ରେ କାର୍ଯ୍ୟକୁ ନାପସନ୍ଦ

ପୁରୀ ଅଫିସ,୨୨।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଲାଗିରହିଥିବାବେଳେ ଗୁରୁବାର କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ସଂସଦୀୟ କମିଟି ପୁରୀ ଆସି ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରିଛି। କେତେକ କ୍ଷେତ୍ରରେ କାର୍ଯ୍ୟକୁ ନେଇ ଏହି କମିଟି ଅସନ୍ତୋଷ ପ୍ରକାଶ…

ଅକ୍ଷୟ ତୃତୀୟାକୁ ‘କୃଷକ ଅଧିକାର ଦିବସ’ ପାଳିବ କିଷାନ କଂଗ୍ରେସ

ଭୁବନେଶ୍ୱର,୨୨।୪ (ବ୍ୟୁରୋ): ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସର ରାଜ୍ୟ କାର୍ଯ୍ୟକାରିଣୀ ଗୁରୁବାର ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ପିସିସି କିଷାନ କଂଗ୍ରେସ ଅଧ୍ୟକ୍ଷ ଅମିୟ କୁମାର ପଟ୍ଟନାୟକଙ୍କ ଅଧ୍ୟତାରେ ଆୟୋଜିତ ଏହି ବୈଠକରେ ଅକ୍ଷୟ ତୃତୀୟାକୁ କୃଷକ ଅଧିକାର ଦିବସ…

ସ୍ଥଗିତ ସ୍ଥାନରେ ମେ ୨୭ରେ ଭୋଟ

ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଗତ ପଞ୍ଚାୟତ ନିର୍ବାଚନ ସମୟରେ କେତେକ ସ୍ଥାନରେ ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ପଦବୀ ଲାଗି ନିର୍ବାଚନ ହୋଇପାରି ନ ଥିଲା। ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁ ସେସବୁ ସ୍ଥାନରେ ନିର୍ବାଚନ ସ୍ଥଗିତ ରଖାଯାଇଥିଲା। ଉକ୍ତ ସ୍ଥାନଗୁଡ଼ିକରେ…

ସୁରକ୍ଷାବାହିନୀ-ଆତଙ୍କବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ

ଜମ୍ମୁ,୨୨।୪: ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଜଣେ ଯବାନ ଶହୀଦ ହୋଇଛନ୍ତି ଏବଂ ଚାରିଜଣ ଆହତ ହୋଇଛନ୍ତି। ଏହି ଗୁଳିବିନିମୟ ଜମ୍ମୁର ସଞ୍ଜୱାନ ଅଞ୍ଚଳରେ ଚାଲିଛି। ଜମ୍ମୁ ଜୋନ ଏଡିଜିପି ମୁକେଶ ସିଂ କହିଛନ୍ତି, ଆତଙ୍କବାଦୀମାନେ…

ରେଳ ଧାରଣାରେ ସେଲ୍‌ଫି ନେଲେ ୨ ହଜାର ଫାଇନ୍‌

ଚେନ୍ନାଇ,୨୨।୪: ଏଣିକି ରେଳ ଧାରଣାରେ ଛିଡ଼ା ହୋଇ ସେଲ୍‌ଫି ନେଲେ ଦେବାକୁ ପଡ଼ିବ ୨ ହଜାର ଫାଇନ୍‌। ଚେନ୍ନାଇ ଦକ୍ଷିଣତଟ ରେଳବାଇ ପକ୍ଷରୁ ନିଆଯାଇଛି ଏହି ନିଷ୍ପତ୍ତି। ଯଦି କୌଣସି ବ୍ୟକ୍ତି ରେଳ ଧାରଣାରେ ଛିଡା ହୋଇ ସେଲଫି ଉଠାଇଲାବେଳେ ଧରାପଡ଼ନ୍ତି…

କୋଇଲା ଅଭାବ: ସୃଷ୍ଟି ହେବ ଅଭୂତପୂର୍ବ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୨୨।୪: ବିଭିନ୍ନ ରାଜ୍ୟରେ ତାପମାତ୍ରା ଅସହ୍ୟ ହୋଇଥିବାବେଳେ କୋଇଲା ଅଭାବ ଯୋଗୁ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ ଲୋକଙ୍କୁ ଅତିଷ୍ଠ କଲାଣି। ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ ଯୋଗୁ ପଞ୍ଜାବ, ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟରେ ବିଦ୍ୟୁତ୍‌ କାଟ ହେଉଛି। କେତେକ ଅଞ୍ଚଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri