Home

ବିପର୍ଯ୍ୟୟ ବର୍ଷକରେ ନେଇଛି ୧୭,୦୦ ଲୋକଙ୍କ ଜୀବନ, ମହାରାଷ୍ଟ୍ରରେ ସର୍ବାଧିକ, ଓଡ଼ିଶା ଦ୍ୱିତୀୟ ସ୍ଥାନରେ…

ନୂଆଦିଲ୍ଲୀ, ୬।୬ : ଦେଶରେ ୨୦୨୧ରେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ୧୭,୦୦ ଲୋକଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ସର୍ବାଧିକ ୩୫୦ ଜଣ ମହାରାଷ୍ଟ୍ରର, ୨୨୩ ଜଣ ଓଡିଶାରେ ଏବଂ ୧୯୧ ଜଣ ମଧ୍ୟପ୍ରଦେଶର ରହିଛନ୍ତି। ଅଧିକାଂଶ ମୃତ୍ୟୁ ବଜ୍ରପାତ, ଘୂର୍ଣ୍ଣିବଳୟ,…

ବାଉଁଶ ଖୁଣ୍ଟ ଭରସାରେ ବିଦ୍ୟୁତ୍‌ ତାର

ପଟ୍ଟାମୁଣ୍ଡାଇ,୬ା୬(ସ୍ବ.ପ୍ର.): ବିଦ୍ୟୁତ୍‌ ପରିଚାଳନା ଦାୟିତ୍ୱ ଟାଟା କମ୍ପାନୀକୁ ଦିଆଯିବା ପରେ ପୂର୍ବ ଅବସ୍ଥାରେ ସୁଧାର ଆସିବ ବୋଲି ଆଶା କରାଯାଉଥିଲା। ଏନ୍‌ଜେନ୍‌ ହାତରୁ ଦାୟିତ୍ୱ କାଢ଼ି ରାଜ୍ୟ ସରକାର ଟାଟା କମ୍ପାନୀକୁ ଦାୟିତ୍ୱ ଦେବା ପରେ ପରିସ୍ଥିତି ସୁଧୁରିବା ବଦଳରେ ଅଧିକ…

ସିଆରସିସି ନିଯୁକ୍ତିରେ ବିଳମ୍ବ: ପିଲାଙ୍କ ପାଠପଢ଼ା ଦିଗହରା

ନାଉଗାଁ,୬ା୬(ସ୍ବ.ପ୍ର): ବ୍ଲକ ଗୁଡ଼ିକରେ ଥିବା ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଓ ଶିକ୍ଷାଦାନ ଆଦିକୁ ସୁଚାରୁ ରୂପେ ସମ୍ପାଦନ କରିବା ପାଇଁ ବିଭନ୍ନ କ୍ଲଷ୍ଟରରେ ବିଭକ୍ତ କରାଯାଇ ସିଆର୍‌ସିସିମାନଙ୍କୁ ନିଯୁକ୍ତି କରାଯାଇଛି। ନାଉଗାଁ ବ୍ଲକରେ ୨୦୨୧ରୁ ୫…

ଶିକ୍ଷକତା ଜାଲିଆତି ଅଣାୟତ୍ତ

ଯାଜପୁର ଅଫିସ,୬ା୬: ଜାତିଗତ ଏବଂ ଶିକ୍ଷାଗତ ପ୍ରମାଣପତ୍ରକୁ ଜାଲିଆତି କରି ସରକାରଙ୍କ ବିଭିନ୍ନ ସୁବିଧାସୁଯୋଗ ହାସଲ କରିବା ଏବେ ସାଧାରଣ ବିଷୟ ହୋଇଛି। ବିଶେଷକରି ଶିକ୍ଷା ବିଭାଗରେ ଏହି ଜାଲିଆତି ଅଣାୟତ୍ତ ହୋଇଛି। ନକଲି ଶିକ୍ଷକଙ୍କୁ ଠାବ କରି ସେମାନଙ୍କ ବିରୋଧରେ…

କିମ୍‌ଙ୍କୁ କଡ଼ା ଜବାବ୍‌, ଆମେରିକା-ଦକ୍ଷିଣ କୋରିଆ ପରୀକ୍ଷା କଲେ ୮ କ୍ଷେପଣାସ୍ତ୍ର…

ଓ୍ବାଶିଂଟନ/ସିଓଲ, ୬।୬ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ୮ଟି ବାଲିଷ୍ଟିକ କ୍ଷେପଣାସ୍ତ୍ର ଉତକ୍ଷେପଣ କରିଥିଲେ। ଏହାର ଜବାବରେ ଆମେରିକା ଏବଂ ଦକ୍ଷିଣ କୋରିଆ ପକ୍ଷରୁ ମଧ୍ୟ ଆଠଟି କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଏହି କ୍ଷେପଣାସ୍ତ୍ର ପରୀକ୍ଷା…

ଦିନକୁ ୧୬୭ ଟଙ୍କା ରୋଜଗାର କରୁଥିବା ଲୋକ ଗରିବ, ବିଶ୍ୱ ବ୍ୟାଙ୍କର ନୂଆ ମାନଦଣ୍ଡ…

ଓ୍ବାଶିଂଟନ, ୬।୬ : ବିଶ୍ୱ ବ୍ୟାଙ୍କ ବର୍ତ୍ତମାନ ଅତ୍ୟନ୍ତ ଗରିବଙ୍କ ପାଇଁ ଏକ ନୂତନ ମାନଦଣ୍ଡ ସ୍ଥିର କରିଛି। ମୁଦ୍ରାସ୍ଫୀତି, ଦରଦାମ୍‌ ବୃଦ୍ଧି , ଜୀବନଧାରଣର ମୂଲ୍ୟ ବୃଦ୍ଧି, ଅତ୍ୟଧିକ ଦାରିଦ୍ର ସୀମାରେଖା ସହିତ ଅନେକ ମାନକ ଆଧାରରେ ବିଶ୍ୱବ୍ୟାଙ୍କ ସମୟ…

ଅଧ୍ୟବସାୟରୁ ବ୍ୟବସାୟିକ ସଫଳତା

ବାଣିଜ୍ୟ ଛାତ୍ର ହୋଇଥିବାରୁ ବ୍ୟବସାୟ ପ୍ରତି ମନ ବଳାଇଥିଲେ। ଉଚ୍ଚଶିକ୍ଷା ପରେ ଦେଶର କିଛି ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନରେ ଯୋଗଦେବା ସହ ସେ ୧୯୯୧-୯୨ରେ ସୁପ୍ରିମ୍‌ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ସହ ଯୋଡ଼ିହୋଇଥିଲେ। ଦୀର୍ଘ ବର୍ଷର ଅଭିଜ୍ଞତା ଥିବାରୁ କମ୍ପାନୀ ତାଙ୍କୁ ଅଧିକାରୀ…

ପ୍ରଶାନ୍ତ ମୁଦୁଲି ସରକାରୀ ଦଳ ମୁଖ୍ୟ ସଚେତକ, ସରୋଜ ମେହେର ଉପମୁଖ୍ୟ ସଚେତକ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ସରକାରୀ ଦଳ ମୁଖ୍ୟ ସଚେତକ ଦାୟିତ୍ୱ ମିଳିଛି। ସେହିପରି ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ସରକାରୀ ଦଳ ଉପ ମୁଖ୍ୟ ସଚେତକ କରାଯାଇଛି। ଏ ନେଇ ରାଜ୍ୟ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି…

ସରପଞ୍ଚ, ପୂର୍ବତନ ସମିତିସଭ୍ୟଙ୍କୁ ଅପହରଣ

ଚଣ୍ଡିଖୋଲ,୬ା୬(ଡି.ଏନ.ଏ.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅଞ୍ଚଳରେ କିଛିଦିନ ତଳେ ଜଣେ ସରକାରୀ କର୍ମଚାରୀଙ୍କୁ ଅପହରଣ କରାଯାଇଥିବାବେଳେ ଶନିବାର ରାତିରେ ଉକ୍ତ ଥାନା ଅଧୀନ ନଳିପୁର ସରପଞ୍ଚ ଓ ପ୍ରାକ୍ତନ ସମିତିସଭ୍ୟଙ୍କୁ ଅପହରଣ କରି ମୁଣ୍ଡ ଜାମିନ ରଖାଯାଇଥିଲା। ୫ଲକ୍ଷ ଟଙ୍କାଦେଲେ…

ରୋଗ ଭଲ ପାଇଁ ଖାଉଛନ୍ତି ବାଲି

ଗୋପାଳପୁର,୬ା୬(ଡି.ଏନ.ଏ.): ଔଷଧ ଖାଇଲେ ରୋଗ ଭଲ ହୁଏ। କିନ୍ତୁ ଜଣେ ବ୍ୟକ୍ତି ତାଙ୍କ ଗୋଡ଼ହାତ ବିନ୍ଧାରୁ ଉପଶମ ପାଇବା ପାଇଁ ବାଲି ଖାଉଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ କୀର୍ତ୍ତିପୁର ଗ୍ରାମରେ। ବାଲି ଖାଇଲେ ବି ତାଙ୍କର…

ଦୁର୍ନୀତି ଅଭିଯୋଗରେ ‘ଲେଡି ସିଙ୍ଘମ୍‌’ ଗିରଫ

ଗୁଆହାଟୀ,୬।୬: ଦୁର୍ନୀତି ଅଭିଯୋଗରେ ଆସାମ ପୋଲିସ ଅଫିସର ଜୁନମୋନି ରାଭାଙ୍କୁ ଗିରଫ କରାଯାଇଛି। ଗତ ମାସରେ ଜୁନମୋନି ତାଙ୍କ ଭାବିସ୍ବାମୀଙ୍କୁ ଗିରଫ କରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବାବେଳେ ତାଙ୍କୁ ‘ଲେଡି ସଙ୍ଘମ’ ଆଖ୍ୟା ଦିଆଯାଇଥିଲା। ଭାବିସ୍ବାମୀଙ୍କ ସହ ଠକେଇ କାରବାରରେ ମହିଳା…

ଅନିଶ୍ଚିତତାରେ ଅର୍ବାନ ହିଷ୍ଟ୍ରି ମ୍ୟୁଜିୟମ

ଭୁବନେଶ୍ୱର,୬।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି), ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ (ବିଡିଏ) ଏବଂ ସ୍ମାର୍ଟସିଟି ପକ୍ଷରୁ ରାଜଧାନୀର ବିକାଶ ପାଇଁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ସେଥିମଧ୍ୟରୁ କେତେକ କାର୍ଯ୍ୟକାରୀ ହେଉଥିବାବେଳେ ଆଉ କେତୋଟି ଯୋଜନା ଫାଇଲ ଭିତରେ ରହିଯାଉଛି। ସରକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri