Home

ଶ୍ରୀଲଙ୍କାରେ ଉତ୍କଟ ଆର୍ଥିକ ସଙ୍କଟ, ବାଧ୍ୟ ହୋଇ ଦେହ ବ୍ୟବସାୟ କରୁଛନ୍ତି ଯୁବତୀ…

କଲମ୍ବୋ, ୫।୬ : ଶ୍ରୀଲଙ୍କା ସ୍ବାଧୀନତା ପରଠାରୁ ସବୁଠୁ ବଡ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ମୁଦ୍ରାସ୍ଫୀତି ଏକ ରେକର୍ଡ ସ୍ତରରେ ପହଞ୍ଚିଛି। ଜନସାଧାରଣ ବଞ୍ଚିବା ପାଇଁ ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟ ପାଇବାକୁ ସକ୍ଷମ ହୋଇପାରୁ ନାହାନ୍ତି। ଦେଶରେ ଇନ୍ଧନ…

ରାଘବ କିଣିଲେ କୋଟିଏ ମୂଲ୍ୟର ବିଏମ୍‌ଡବ୍ଲୁ

ବମ୍ବେ: ଲୋକପ୍ରିୟ ନୃତ୍ୟଶିଳ୍ପୀ ତଥା କୋରିଓଗ୍ରାଫର ରାଘବ ଜୁୟାଲ ‘ସ୍ଲୋ ମୋଶନ କିଙ୍ଗ’ ଭାବେ ମଧ୍ୟ ଜଣାଶୁଣା। ସେ ସର୍ବଦା କିଛି ନା କିଛି କାରଣକୁ ନେଇ ଥାନ୍ତି ଚର୍ଚ୍ଚାରେ। ଏବେ ସେଭଳି କିଛି ଘଟିଛି। ରାଘବ ଏକ ବିଏମ୍‌ଡବ୍ଲୁ ଏକ୍ସ…

ବାୟୁ ପ୍ରଦୂଷଣ ଅଧିକ ହେଲେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା…

ଜେନେଭା, ୫।୬ : କରୋନା ମହାମାରୀ ସଂକ୍ରମଣକୁ ଅଢ଼େଇ ବର୍ଷରୁ ଅଧିକ ଦିନ ପୂରଣ ହେଲାଣି। ଏହାକୁ ଶତାବ୍ଦୀର ବୃହତ୍‌ ସ୍ବାସ୍ଥ୍ୟ ସଙ୍କଟ ଭାବରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଘୋଷଣା କରାଯାଇଥିଲା। ଏପର୍ଯ୍ୟନ୍ତ କରୋନା ମହାମାରୀ ସଙ୍କଟ ଜାରି ରହିଛି।…

ସ୍ପେସ୍‌ ଷ୍ଟେଶନ ନିର୍ମାଣ କରୁଛି ଚାଇନା, ମହାକାଶ ଗଲେ ୩ ମହାକାଶଚାରୀ…

ବେଜିଂ, ୫।୬ : ମହାକାଶରେ ନିଜର ସ୍ପେସ୍‌ ଷ୍ଟେଶନ ପ୍ରତିଷ୍ଠା ପାଇଁ ଚାଇନା ପ୍ରୟାସ ଆରମ୍ଭ କରିଛି। ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ଚାଇନା ଜଣଙ୍କ ପରେ ଜଣେ ମହାକାଶଚାରୀମାନଙ୍କୁ ମହାକାଶକୁ ପଠାଯାଉଛି। ଏହି କ୍ରମରେ ଚାଇନ ତିନିଜଣ ମହାକାଶଚାରୀଙ୍କୁ…

ଆଇଫାରେ ଏକାଠି ବସିଥିବା ନଜର ଆସିଲେ ସଲମାନ୍‌-ଅଭିଷେକ

ବମ୍ବେ: ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ସହ ଅଭିନେତା ସଲମାନ ଖାଁଙ୍କ ସହ ସମ୍ପର୍କ କାହାକୁ ବି ଅଛପା। ଏକଦା ଉଭୟ ପରସ୍ପରକୁ ଡେଟ୍‌ କରୁଥିଲେ। ହେଲେ ବ୍ରେକ୍‌ଅପ୍‌ ହେବା ପରେ ଅଭିଷେକ ବଚ୍ଚନଙ୍କ ହାତ ଧରିଥିଲେ ସେ। ସେବେଠାରୁ ସଲମାନ ଅଭିଷେକଙ୍କୁ…

୪ ହଜାର ଟପିଲା ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୧୫…

ନୂଆଦିଲ୍ଲୀ, ୫।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

ସେଫ୍ ହାଉସ ସିଫ୍ଟ ହେଲେ ବାଇଡେନ

ୱାଶିଂଟନ,୫ ।୬: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସୁରକ୍ଷାରେ ସାମାନ୍ୟ ଢିଲା ନଜର ଆସିଛି । ଡୋଲାବେୟରର ରେହୋବୋଥ ବିଚରେ ଛୁଟି କାଟିବାକୁ ଯାଇଥିବା ବାଇଡେନଙ୍କ ଭ୍ୟାକେସନ ହୋମ ଉପରେ ଏକ ଅଜ୍ଞାତ ବିମାନ ନଜର ଆସିବାକୁ ନେଇ ଚର୍ଚ୍ଚା ଯୋର…

ବିଶ୍ୱ ପରିବେଶ ଦିବସରେ ‘ମାଟି ବଞ୍ଚାଅ ଅଭିଯାନ’ରେ ସାମିଲ ହେବେ ମୋଦି

ନୂଆଦିଲ୍ଲୀ,୫ ।୬: ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମାଟି ବଞ୍ଚାଅ’ ବା ସେଭ ସଏଲ ଉପରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବେ । ସକାଳ ୧୧ଟାରେ ବିଜ୍ଞାନ ଭବନର ଏହି କାର୍ଯ୍ୟକମର ଆୟୋଜନ କରାଯାଇଛି ।…

ଅନନ୍ତନାଗରେ ପୋଲିସକୁ ସଫଳତା, ହିଜବୁଲ ମୁଜାହିଦ୍ଦିନର କମାଣ୍ଡର ନିହତ

ଶ୍ରୀନଗର,୫ ।୬: ଜମ୍ମୁ-କଶ୍ମୀରରେ କିଛି ଦିନ ହେବ କିଛି ଆତଙ୍କବାଦୀ ସଙ୍ଗଠନ ସକ୍ରିୟ ହୋଇ ଯାଇଥିବା ଦେଖାଯାଇଛି । ଆଉ ଏହି ସଙ୍ଗଠନ କଶ୍ମୀରୀ ପଣ୍ଡିତଙ୍କ ସମେତ ସାଧାରଣ ଲୋକଙ୍କୁ ବି ଟାର୍ଗେଟ କରୁଛନ୍ତି । ଏହାକୁ ନଜରରେ ରଖି ସୁରକ୍ଷା…

୩୬ରୁ ଜଣେ ଶିଶୁଙ୍କର ଜନ୍ମର ପ୍ରଥମ ବର୍ଷରେ ଘଟୁଛି ମୃତ୍ୟୁ, ରିପୋର୍ଟ…

ନୂଆଦିଲ୍ଲୀ, ୪।୬ : ଗତ କିଛି ଦଶନ୍ଧି ମଧ୍ୟରେ ଦେଶରେ ଶିଶୁ ମୃତ୍ୟୁହାରରେ ହ୍ରାସ ଘଟିଛି। ସରକାରୀ ପରିସଂଖ୍ୟାନ ଅନୁଯାୟୀ ଭାରତର ପ୍ରତି ୩୬ ଶିଶୁଙ୍କ ମଧ୍ୟରୁ ଜଣଙ୍କର ଜନ୍ମ ହେବାର ପ୍ରଥମ ବର୍ଷ ମଧ୍ୟରେ ମୃତ୍ୟୁ ଘଟିଥାଏ। ରେଜିଷ୍ଟ୍ରାର୍‌ ଜେନେରାଲ…

ଗୋରୁ ବ୍ୟବସାୟୀଙ୍କୁ ହତ୍ୟା କରି ୨୦ ଲକ୍ଷ ଲୁଟ୍‌ ଘଟଣା: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବାରିପଦା ଅଫିସ/ରାଇରଙ୍ଗପୁର,୪ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡ଼ା ଗୋରୁ ହାଟରେ ଜଣେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା ଓ ୨୦ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ୧୧ଦିନ ପରେ ପୋଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।…

ଲେୟର ଶର୍ଟ ବିଜ୍ଞାପନ ନେଇ ସରକାରଙ୍କ କଡ଼ା ପଦକ୍ଷେପ, ଟୁଇଟର-ୟୁଟ୍ୟୁବରୁ ହଟାଇବାକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୪।୬ : ବଡ଼ି ସ୍ପ୍ରେ ଲେୟର ଶର୍ଟ ବିବାଦୀୟ ବିଜ୍ଞାପନ ନେଇ ବିବାଦ ବଢ଼ିବାରେ ଲାଗିଛି। ଏନେଇ ସରକାରଙ୍କ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। କେନ୍ଦ୍ରୀୟ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଏହି ବିଜ୍ଞାପନକୁ ରୋକିବାକୁ ନିର୍ଦ୍ଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri