Home

ପୋଲିସ ଆଉଟ ପୋଷ୍ଟ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ହିଞ୍ଜିଳିକାଟୁ,୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଳକ ଅନ୍ତର୍ଗତ ପିତ୍ତଳ ଛକରେ ଏକ ପୋଲିସ ଆଉଟପୋଷ୍ଟ ସ୍ଥାପନ ନିମନ୍ତେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ସ୍ବୀକୃତି ମିଳିଛି। ଏଥି ନେଇ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପତ୍ର ସଂଖ୍ୟା…

ଏହି ପ୍ରୋଜେକ୍ଟରେ ଏକାଠି ନଜର ଆସିବେ କ୍ୟାଟ୍ରିନା-ଭିକି

ମୁମ୍ବାଇ: ବିବାହ ବନ୍ଧନରେ ବାନ୍ଧି ହେବା ପରଠାରୁ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ଏବଂ ଭିକି କୌଶଲ ଚର୍ଚ୍ଚାରେ ରହୁଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ ଶେୟାର କରି ପରସ୍ପର ପ୍ରତି ଥିବା ପ୍ରେମ ପ୍ରକାଶ କରୁଥିବା ଦେଖିବାକୁ ମିଳୁଛି। ଏବେ ଶୁଣିବାକୁ ମିଳୁଛି,…

କୋର୍ଟରେ ସାଢ଼େ ୪ କୋଟିରୁ ଅଧିକ ବିଚାରାଧୀନ ମାମଲା, ଚିନ୍ତା ପ୍ରକଟ କଲେ ଆଇନମନ୍ତ୍ରୀ…

ନୂଆଦିଲ୍ଲୀ, ୪।୬ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ଶନିବାର ଏକ ଦିନିକିଆ ଗସ୍ତରେ ଛତିଶଗଡରେ ପହଞ୍ଚିଛନ୍ତି। ଏଠାରେ ସେ ଅଟଳ ନଗର ରାୟପୁର ବେଞ୍ଚ କମ୍ପ୍ଲେକ୍ସରେ ଇନକମ ଟ୍ୟାକ୍ସ ଆପିଲେଟ ଟ୍ରିବ୍ୟୁନାଲର ନୂତନ କେନ୍ଦ୍ରୀୟ ସଚିବାଳୟର ଲୋକାର୍ପିତ କରିଛନ୍ତି।…

କାଳେଶ୍ୱର ପୀଠରେ ଶୀତଳଷଷ୍ଠୀ

କୋକସରା,୪ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ଚିକିଲି ଗ୍ରାମର କାଳେଶ୍ୱର ଶୈବ ପୀଠରେ ଶନିବାର ପାରମ୍ପରିକ ରୀତିନୀତିରେ ଶୀତଳଷଷ୍ଠୀ ବା ଶିବ ବିବାହ ଉତ୍ସବ ପାଳିତ ହୋଇଛି। କାଳେଶ୍ୱର ମହାଦେବ ପୂଜକ ମଦନ ବେମାଲଙ୍କ ପୌରୋହିତ୍ୟରେ ବର ଦମ୍ପତି…

୧୩୪ କୋଟିର ମାଲିକାଣି ହେଲେ ଏହି ଅଭିନେତ୍ରୀ

ବମ୍ବେ: ବଲିଉଡ୍‌ର ଅନ୍ୟତମ ହଟ୍‌ ଏବଂ ଏଭରଗ୍ରୀନ୍‌ ଅଭିନେତ୍ରୀ ହେଲେ ବିଦ୍ୟା ବାଲାନ। ୧୯୭୮ ଜାନୁୟାରୀ ୧ରେ କେରଳରେ ତାଙ୍କର ଜନ୍ମ। ନିଜ ଅଭିନୟ ବଳରେ ସେ ଥରେ ରାଷ୍ଟ୍ରୀୟ ପୁରସ୍କାର ସହ ପାଞ୍ଚ ଥର ଫିଲ୍ମ ଫେୟାର ପୁରସ୍କାରରେ ସମ୍ମାନୀତ…

ମୋଦିଙ୍କୁ ରାହୁଲଙ୍କ ଟାର୍ଗେଟ, ଘର ଠିକଣା ଲୋକ କଲ୍ୟାଣ ମାର୍ଗ ରଖିଦେଲେ ଲୋକଙ୍କ କଲ୍ୟାଣ ହୁଏନା…

ନୂଆଦିଲ୍ଲୀ, ୪।୬ : କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦେଶରେ ମୁଦ୍ରାସ୍ଫୀତି ବୃଦ୍ଧି, ବେକାରୀ ସମସ୍ୟା ଭଳି ଅନେକ ପ୍ରସଙ୍ଗରେ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଲଗାତାର ଟାର୍ଗେଟ କରିବା ଜାରି ରଖିଛନ୍ତି। ପୁଣିଥରେ କଂଗ୍ରେସ ନେତା ରାହୁଲ…

ଏମିତି ଜୀବନସାଥୀ ଚାହାନ୍ତି କିଆରା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କିଆରା ଆଡଭାନୀଙ୍କୁ ନେଇ ଏବେ ଖୁବ୍‌ ଚର୍ଚ୍ଚା। ସେ ସିଦ୍ଧାର୍ଥ ମାଲହୋତ୍ରାଙ୍କୁ ଡେଟ୍‌ କରୁଥିବା ଶୁଣିବାକୁ ମିଳୁଛି। ଯଦିଓ ଉଭୟେ ଏ କଥାକୁ ସ୍ବୀକାର କରିନାହାନ୍ତି। ଖୁବ୍‌ କମ୍‌ଦିନ ମଧ୍ୟରେ କିଆରା ବଲିଉଡରେ ଅନେକ ଫିଲ୍ମ କରିଛନ୍ତି।…

ପେଟ୍ରୋଲ, ବିଜୁଳି ପାଇଁ ରାସ୍ତାକୁ ଓହ୍ଲାଇବେ ସରକାରୀ କର୍ମଚାରୀ

ଇସଲାମାବାଦ,୪ା୬: ଆଜିକାଲି ପାକିସ୍ତାନ ଖରାପ ଅର୍ଥନୈତିକ ପରିସ୍ଥିତି ଦେଇ ଗତି କରୁଛି। ଅତ୍ୟାବଶ୍ୟକ ଅଭାବ ପୂରଣ ପାଇଁ ପ୍ରତିଦିନ ସଂଘର୍ଷ ସହ ଦେଶର ଲୋକମାନେ ବଞ୍ଚୁଛନ୍ତି। ଏଭଳି ପରିସ୍ଥିତିରେ ପାକିସ୍ତାନ ସରକାରୀ କର୍ମଚାରୀମାନେ ଏକ ବଡ଼ ଘୋଷଣା କରିଛନ୍ତି। ଯେଉଁଥିରେ ସେମାନେ…

ଅଭିନେତାଙ୍କୁ ପୁଣି କରୋନା

ବମ୍ବେ: ପୁଣି କରୋନାରେ ଆକ୍ରାନ୍ତ ହୋଇଛନ୍ତି ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ। ସୋସିଆଲ ମିଡିଆରେ ଏନେଇ ସେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। କାର୍ତ୍ତିକ ଇନ୍‌ଷ୍ଟାଗ୍ରାମରେ ନିଜର ଏକ ଫଟୋ ଶେୟାର କରି କ୍ୟାପସନରେ ଲେଖିଛନ୍ତି- ‘ସବୁ କିଛି ପଜିଟିଭ୍‌…

ତାଲିମ୍‌ ପାଇଁ ଭାରତକୁ ସୈନ୍ୟ ପଠାଇବାକୁ ଚାହୁଁଛି ଆଫଗାନିସ୍ତାନ…

କାବୁଲ, ୪।୬ : ତାଲିବାନ ଆଫଗାନିସ୍ତାନ ଦଖଲ କରିବା ପରେ ଦେଶର ସ୍ଥିତି ଅସ୍ଥିର ଏବଂ ଦୁର୍ବଳ ରହିଛି। ଆଫଗାନିସ୍ତାନକୁ କ୍ଷୁଧା ଏବଂ ରୋଗର ସଙ୍କଟରୁ ରକ୍ଷା କରିବା ପାଇଁ ଭାରତ କ୍ରମାଗତ ଭାବରେ ଗହମ, ଚିକିତ୍ସା ସହାୟତା ଏବଂ ଟିକା…

କଲମ୍ବୋକୁ ବ୍ୟବସାୟିକ ବିମାନ ଚଳାଚଳ ବନ୍ଦ କଲା ରୁଷିଆ

ମସ୍କୋ,୪ା୬: ରୁଷିଆ ଏକ ବଡ଼ ନିଷ୍ପତ୍ତି ନେଇଛି। ଶ୍ରୀଲଙ୍କା କର୍ତ୍ତୃପକ୍ଷ ଏହାର ଏୟାରବସ A-୩୩୦ ବିମାନକୁ ଅଟକାଇବା ପରେ ଶନିବାର ରୁଷିଆର ଏରୋଫ୍ଲଟ୍‌ କଲମ୍ବୋକୁ ଏହାର ବ୍ୟବସାୟିକ ବିମାନ ଚଳାଚଳ ବନ୍ଦ ରଖିଛି। ରୁଷିଆ କମ୍ପାନୀ ଏରୋଫ୍ଲଟ୍‌ ପକ୍ଷରୁ ପ୍ରକାଶିତ ଏକ…

ଏମ୍‌ପି ସତ୍ତ୍ୱେ ଆଇପିଏଲ୍‌ରେ କାହିଁକି କରୁଛନ୍ତି କାମ? ସମାଲୋଚକଙ୍କ ମୁହଁ ବନ୍ଦ କଲେ…

ନୂଆଦିଲ୍ଲୀ,୪।୬: ପୂର୍ବତନ କ୍ରିକେଟର ତଥା ବର୍ତ୍ତମାନର ଏମ୍‌ପି ଗୌତମ ଗମ୍ଭୀର ଆଇପିଏଲ୍‌ରେ କମେଣ୍ଟ୍ରି କରୁଥିବା ନଜର ଆସିଥିଲେ। ଏହାକୁ ନେଇ ତାଙ୍କୁ ସମାଲୋଚିତ ହେବାକୁ ପଡ଼ିଥିଲା। ଏମ୍‌ପି ହେବା ସତ୍ତ୍ୱେ ସେ କମେଣ୍ଟ୍ରି କରି ରୋଜଗାର କରୁଥିବା ଲୋକେ କହୁଥିଲେ। ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri