Home

କୁକୁଡ଼ା ଫାର୍ମରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ

ହାଟଡିହୀ,୨୦ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ବଡ଼ରମ୍ପାସ ଗ୍ରାମଠାରୁ ଅନତି ଦୂରରେ ଅବସ୍ଥିତ କେନାଲ ନିକଟ ଏକ କୁକୁଡ଼ା ଫାର୍ମରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଜବତ ହୋଇଛି l ମୃତକଙ୍କ ବୟସ ପ୍ରାୟ ୩୦ ବର୍ଷ ହେବ ବୋଲି ଅନୁମାନ…

କ୍ୟାନ୍‌ସର ସହ ଲଢ଼େଇରେ ହାରିଗଲେ ଏହି କ୍ରିକେଟର

ଢାକା,୨୦।୪: ବାଂଲାଦେଶର ପୂର୍ବତନ ବାମହାତୀ ସ୍ପିନର ମୁଶରଫ ହୁସେନ ରୁବେଲ ଆଉ ନାହାନ୍ତି। ୪୦ ବର୍ଷ ବୟସରେ ତାଙ୍କ ପରଲୋକ ଘଟିଛି। ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି) ଏନେଇ ଟୁଇଟ୍‌ କରି ସୂଚନା ଦେଇଛି। ଦୀର୍ଘଦିନରୁ ମସ୍ତିଷ୍କ କର୍କଟ ସହ ଲଢ଼େଇ କରୁଥିଲେ…

ଆଜିର ମ୍ୟାଚ୍‌କୁ ନେଇ ବଢିଲା ସସ୍‌ପେନ୍ସ

ମୁମ୍ବାଇ,୨୦।୪: ଆଇପିଏଲ ୨୦୨୨ ଉପରେ କରୋନା ଛାୟା ପଡିଛି। ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ଆଉ ଜଣେ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। କରୋନା ଆକ୍ରାନ୍ତ ହୋଇଥିବା ଖେଳାଳି ଜଣେ ବିଦେଶୀ ବୋଲି ଜଣାପଡିଛି। ଏହି କାରଣରୁ…

ମଣିଷଠୁ ବି ବୁଦ୍ଧିମାନ ଏହି ହାତୀ, ଭିଡିଓ ଦେଖିଲେ…

ଆଜିକାଲି ମଣିଷମାନେ ମଣିଷପଣିଆ ଭୁଲି ପଶୁ ପରି ଆଚରଣ କରୁଛନ୍ତି। କିନ୍ତୁ ପଶୁମାନେ ବର୍ତ୍ତମାନ ମଣିଷ ପରି ବୁଦ୍ଧିଆ ହୋଇଗଲେଣି। ଅନେକ ଜଙ୍ଗଲୀ ଜନ୍ତୁ ବେଳେବେଳେ ଏପରି ବୁଦ୍ଧି ଦେଖାନ୍ତି ଯେ, ମଣିଷମାନେ ନୀରବ ହୋଇଯାନ୍ତି। ଆଇଏଫ୍‌ଏସ୍‌ ସୁଶାନ୍ଦ ନନ୍ଦ ତାଙ୍କ…

ଡବ୍ଲୁଏଚ୍‌ଓ ମୁଖ୍ୟଙ୍କ ନୂଆ ନାମକରଣ କଲେ ମୋଦି

ଗାନ୍ଧିନଗର,୨୦।୪: ଗୁଜରାଟରେ ୩ ଦିନିଆ ବିଶ୍ୱ ଆୟୁଶ ଇନଭେଷ୍ଟମେଣ୍ଟ ଓ ଇନୋଭେସନ ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଉଦଘାଟନ କରିଛନ୍ତି। ଏହି ସମ୍ମିଳନୀରେ ଯୋଗ ଦେବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ)ର ନିର୍ଦ୍ଦେଶକ ଟେଡ୍ରୋସ ଗେବ୍ରେଏସସ୍‌ ଆସିଛନ୍ତି। ଏହି ଅବସରରେ ମୋଦି…

ଦକ୍ଷିଣ ଭାରତୀୟ ରୀତିନୀତିରେ ବିବାହ

ବମ୍ବେ: ବିଗତ କିଛି ମାସ ଧରି ବଲିଉଡ୍‌ରେ ବିବାହ ଋତୁ ଚାଲିଛି। ଏହି ସମୟ ମଧ୍ୟରେ ଅଭିନେତା ବିକ୍କି କୌଶଲଙ୍କଠାରୁ ଆରମ୍ଭ କରି ଫର୍‌ହାନ ଅଖ୍‌ତର, ଆଲିଆ ଭଟ୍ଟଙ୍କ ଭଳି କଳାକାର ହାତକୁ ଦୁଇ ହାତ ହୋଇଛନ୍ତି। ଆଗକୁ ଆଉ ଜଣେ…

ନିମ୍ନମାନର ଛତୁଆ ପ୍ରଦାନକୁ ନେଇ ତୀବ୍ର ଅସନ୍ତୋଷ

ପୁରୁଷୋତ୍ତମପୁର,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପଞ୍ଚାୟତ ସମିତି ବୈଠକ ବିଡିଓ ବିଜୟ କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷା ପିଙ୍କି ବେହେରା ପୌରୋହିତ୍ୟ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଆସ୍କା ଏମ୍‌ପି ପ୍ରମିଳା ବିଷୋୟୀ ଓ ସମ୍ମାନିତ…

ଲିଭ୍‌ ଇନ୍‌ ରିଲେଶନ ଯୋଗୁ ବୃଦ୍ଧି ପାଉଛି ଯୌନ ଅପରାଧ, କହିଲେ ହାଇକୋର୍ଟ…

ଭୋପାଳ, ୨୦।୪ : ଭାରତୀୟ ସାମ୍ବିଧାନିକ ଧାରା ୨୧ ଅନ୍ତର୍ଗତ ଲିଭ୍‌ ଇନ୍‌ ରିଲେଶନକୁ ସ୍ବୀକୃତି ପ୍ରଦାନ କରାଯାଇଛି। ତେବେ ଏହାଯୋଗୁ ସମାଜରେ ଯୌନ ଅପରାଧ ବୃଦ୍ଧି ପାଇବା ସହିତ କାମୁକ ବ୍ୟବହାରକୁ ବାଢ଼ିବାରେ ମୁଖ୍ୟ ଭୂମିକା ଗ୍ରହଣ କରୁଛି ବୋଲି…

ସ୍କୁଲ ବସ୍‌କୁ ୪ ଲକ୍ଷ ଫାଇନ୍‌

କୋରାପୁଟ,୨୦ା୪(ସ୍ବ.ପ୍ର.): ଫିଟ୍‌ନେସ୍‌ ଯାଞ୍ଚ ବେଳେ ବୁଧବାର ଏକ ସ୍କୁଲ ବସ୍‌କୁ ଜରିମାନା ହୋଇଛି। ଏହି ବସ୍‌ ଉପରେ ପରିବହନ ବିଭାଗ ୪ ଲକ୍ଷ ଫାଇନ୍‌ କାଟିଛି। ସେମିଳିଗୁଡ଼ାର ଏକ ଇଂଲିଶ ମିଡିୟମ ସ୍କୁଲ ବସ୍‌କୁ ଏହି ଫାଇନ ହୋଇଛି। ଟ୍ୟାକ୍ସ ପାଇଁ…

ଯୁବକଙ୍କୁ ତହସିଲଦାର ଚାପୁଡ଼ା ମାରିବା ଘଟଣା: ଜିଲାପାଳଙ୍କଠାରେ ତଦନ୍ତ ଦାବି

ଛତ୍ରପୁର,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସିପକୁଦା ଗ୍ରାମର ଅରଣ୍ୟ କୁମାର ନାହାକଙ୍କୁ ୧୩ ତାରିଖରେ ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ଗାଳିଗୁଲଜ ସହ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ପରେ ସ୍ଥାନୀୟ ଲୋକେ ଏହି ମାଡ଼ ଘଟଣାକୁ ନେଇ ତହସିଲଦାରଙ୍କୁ…

ଖୁସି ଖବର ଦେଲେ କାଜଲ

ଅଭିନେତ୍ରୀ କାଜଲ ଅଗ୍ରୱାଲ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ତାଙ୍କ ସ୍ବାମୀ ଗୌତମ କିଚଲୁ ଏନେଇ ଇନ୍‌ଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପ୍ରିଲ ୧୯, ୨୦୨୨ରେ ନିଲ କିଚଲୁର ଜନ୍ମ।…

ପୁଣି ଫେରିଲା କଟକଣା, ମାସ୍କ ନ ପିନ୍ଧିଲେ ୫୦୦ ଟଙ୍କା ଜରିମାନା…

ନୂଆଦିଲ୍ଲୀ, ୨୦।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଦିଲ୍ଲୀରେ ସଂକ୍ରମଣ ହାର ପ୍ରତି ଦିନ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ଦିଲ୍ଲୀ ସରକାରଙ୍କ ବିପର୍ଯ୍ୟୟ ପରିବାଳନା କର୍ତ୍ତୃପକ୍ଷ(ଡିଡିଏମ୍‌ଏ) ଙ୍କ ପକ୍ଷରୁ ବୁଧବାର ଏକ ବୈଠକରେ କରୋନା କଟକଣାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri