ନୀତୀଶଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଭାଜପା ଖେଳିବ ‘ସରପ୍ରାଇଜ କାର୍ଡ’, ଜାଣନ୍ତୁ ଏଥିରେ କିଏ ହେବେ ସାମିଲ
ନୂଆଦିଲ୍ଲୀ,୫।୩: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ରାଜ୍ୟ ସଭା ପ୍ରାର୍ଥୀତ୍ୱ ଘୋଷଣା ପରେ, ବିହାର ରାଜନୀତିରେ ଏକ ନୂତନ ଯୁଗର ଆରମ୍ଭ ହେବା ନେଇ ଆଲୋଚନା ଜୋର ଧରିଛି। ରାଜନୈତିକ ମହଲରେ ଏବେ ସବୁଠାରୁ ବଡ଼ ପ୍ରଶ୍ନ ହେଉଛି ନୀତୀଶ କୁମାରଙ୍କ ପରେ…
ଭୁଲ୍ ଚିକିତ୍ସା ଯୋଗୁ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ, ଡାକ୍ତର ଇଞ୍ଜେକ୍ସନ ଦେବା ପରେ ଦେହ କଳା…..
ବୌଦ୍ଧ,୫।୩( ଅଜିତ କୁମାର ବାରିକ): ଡାକ୍ତରଙ୍କ ଭୁଲ୍ ଚିକିତ୍ସା ଯୋଗୁଁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଏଭଳି ଏକ ସାଂଘାତିକ ଅଭିଯୋଗ ଆସିଛି ବୌଦ୍ଧ ଜିଲାରୁ । ଏହି ଘଟଣାକୁ ନେଇ ହସ୍ପିଟାଲରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି ।…
ଦିଗପହଣ୍ଡିରେ ନିର୍ମାଣ ହେବ ଶ୍ରୀଜଗନ୍ନାଥଙ୍କ ମନ୍ଦିର, ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରି…
ଦିଗପହଣ୍ଡି,୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତାର ଚାଞ୍ଚଡ଼ାପଲ୍ଲୀ ଛକରେ ଶ୍ରୀଜଗନ୍ନାଥଙ୍କ ନୂଆ ମନ୍ଦିର ନିର୍ମାଣ ନିମନ୍ତେ ଚୈତ୍ର କୃଷ୍ଣପକ୍ଷ ଦ୍ୱିତୀୟା ଗୁରୁବାର ମଧ୍ୟାହ୍ନରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗୁରୁକୃପା ସେବା ସମିତିର ଆବାହକ ପଣ୍ଡିତ…
ଇରାନ-ଇସ୍ରାଏଲ ଯୁଦ୍ଧକୁ ନେଇ ମୁହଁ ଖୋଲିଲେ ମୋଦି, ଜାଣନ୍ତୁ କ’ଣ କହିଲେ..
ନୂଆଦିଲ୍ଲୀ,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ୟୁକ୍ରେନ ଏବଂ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧର ଶୀଘ୍ର ଶେଷ ପାଇଁ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି ଯେ ଯେକୌଣସି ବିବାଦର ସମାଧାନ ଯୁଦ୍ଧ ନୁହେଁ, କେବଳ ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ହୋଇପାରିବ।…
ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିଆ, ସାମ୍ନାକୁ ଆସିଲା ପ୍ରଥମ Video
ମୁମ୍ବାଇ,୫।୩: ପୂର୍ବତନ ଭାରତୀୟ କ୍ରିକେଟର ତଥା କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ମୁମ୍ବାଇରେ ସାନିଆ ଚନ୍ଦୋକଙ୍କୁ ବହୁତ ଧୁମଧାମରେ ବିବାହ କରିଛନ୍ତି । ଦୁହେଁ ଅଗ୍ନିକୁ ସାଖି ରଖି ସାତ ଜନ୍ମର ସାଥି ହୋଇଛନ୍ତି । ଅର୍ଜୁନଙ୍କ…
ଭାଜପା ଚାଲ୍ରେ ଫସିଗଲେ ନୀତୀଶ: ୪ ମାସ ଭିତରେ ବଦଳିଗଲା ସବୁ ଅଙ୍କ
ପାଟନା,୫।୩: ୨୦୨୫ ବିହାର ବିଧାନସଭା ନିର୍ବାଚନ ସମୟରେ ରାଜଧାନୀ ପାଟନା ସମେତ ବିଭିନ୍ନ ଜିଲାରେ ନୀତୀଶ କୁମାରଙ୍କ ଫଟୋ ଥିବା ପୋଷ୍ଟର ଦେଖାଯାଇଥିଲା। ଏହାର ଅର୍ଥ ହେଉଛି ନୀତୀଶ କୁମାର ୨୦୨୫ ରୁ ୨୦୩୦ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିବେ। କିନ୍ତୁ ରାଜନୀତି…
ବିଜୁବାବୁଙ୍କ ନିର୍ଭୀକ ନେତୃତ୍ୱକୁ ନେଇ ନେତା କହିଲେ…
ପାଟଣା,୫ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ୧୧୦ତମ ବିଜୁ ଜୟନ୍ତୀ ପାଟଣା ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବ ମନ୍ଦିର ସନ୍ନିକଟ କଲ୍ୟାଣମଣ୍ଡପଠାରେ ବିଜେଡି ତରଫରୁ ଗୁରୁବାର ଅନୁଷ୍ଠିତ ହୋଇଛି। ପାଟଣା ନିର୍ବାଚନ ମଣ୍ଡଳୀର ପାଟଣା, ସାହାରପଡ଼ା, ଚମ୍ପୁଆ ଓ ଝୁମ୍ପୁରା…
ଦିନଦ୍ୱିପ୍ରହରରେ ଭଞ୍ଜନଗର କୋର୍ଟ ଆଗରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ଖେଳିଗଲା ଆତଙ୍କ
ଭଞ୍ଜନଗର,୫।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟ ସମ୍ମୁଖରେ ଗୁରୁବାର ଦିନଦ୍ୱିପ୍ରହରରେ ସର୍ବସମ୍ମୁଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ହେଲେ ବୁଦୁଲୀର ଅଶୋକ ସାଇଁ (୪୫) । ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।…
ରାଜ୍ୟ ସଭା ପାଇଁ ନାମାଙ୍କନ ଭରିଲେ ନୀତୀଶ କୁମାର, ଉପସ୍ଥିତ ଥିଲେ ଅମିତ ଶାହା
ପାଟନା,୫।୩: ବିହାରର ୧୦ ଥର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବା ନୀତୀଶ କୁମାର ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି । କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଏନଡିଏର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ…
ବିଜୁବାବୁଙ୍କୁ ଭାରତରତ୍ନ ମିଳିବା ନେଇ ଦାବି ଉଠାଇଲା ବିଜେଡି
ବରଗଡ଼,୫ା୩(ପ୍ରେମାନନ୍ଦ ଖମାରୀ): ମହାନ ଜନନାୟକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକ ୧୧୦ତମ ଜୟନ୍ତୀ ବିଜୁ ଜନତା ଦଳ ବରଗଡ଼ ଜିଲା ତରଫରୁ ଗୁରୁବାର ପାଳିତ ହୋଇଯାଇଛି। ପୂର୍ବତନ ବିଧାୟକ ତଥା ରାଜ୍ୟ ବରିଷ୍ଠ ସାଧାରଣ ସମ୍ପାଦକ ଦେବେଶ ଆଚାର୍ଯ୍ୟଙ୍କ ନେତୃତ୍ୱରେ ବିଜେଡି କର୍ମୀ…
ବିଜୁବାବୁଙ୍କ ୧୧୦ତମ ଜନ୍ମଜୟନ୍ତୀ ପାଳିତ, ବିଜୁ ବାବୁ ଅମର ରହେ ନାରାରେ କମ୍ପିଲା….
ନନ୍ଦପୁର/ପାଡୁଆ, ୫ା୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କୂଲାବିର ପଞ୍ଚାୟତ ସ୍ଥିତ ଧବଳେଶ୍ଵର ମନ୍ଦିର ପରିସରରେ ଗୁରୁବାର ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳନ କରାଯାଇଛି । ପାଡୁଆ, ଚାଟୁଆ, ହାତୀବାରି, ଖିନବର୍,…
‘ବିଜୁବାବୁଙ୍କ ନୀତି ଆଦର୍ଶକୁ ପାଥେୟ କରି ସମାଜସେବାରେ ବ୍ରତୀ ହେବାକୁ ଆହ୍ବାନ’
ବଞ୍ଚୋ,୫ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ହାଟଡିହୀ ବ୍ଲକରେ ଗୁରୁବାର ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ଏକ ସ୍ମୃତିଚାରଣ କାର୍ଯ୍ୟକ୍ରମ ଓ ସେବା କାର୍ଯ୍ୟକ୍ରମ ଆୟୋଜିତ…
Archives


