Home

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ ମାନହାନି ମାମଲାରେ ହାଜର ନ ହେବାରୁ ତାଙ୍କୁ ଗିରଫ କରାଯିବାର ଏକ ସପ୍ତାହ…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ ଦୟନୀୟ ହୋଇପଡ଼ିଛି। ବ୍ରିଜ୍‌ର ଉଭୟ ପାର୍ଶ୍ୱରେ ପିଚୁ କାମ ହୋଇ ନ ଥିବାରୁ…

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ। ବର୍ତ୍ତମାନ ହ୍ବାଇଟ-ବଲ କ୍ରିକେଟ୍ରେ ଭାରତ ଏକ ମାନଦଣ୍ଡ ସ୍ଥାପନ କରିଛି। ଭାରତ ସ୍ତରରେ…

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ ଗ୍ରହଣ କରିଛନ୍ତି। ‘ସମ୍ଭାବନା-୨୦୨୭’ କାର୍ଯ୍ୟକ୍ରମ ଅଧୀନରେ ଏଣିକି ଜିଲା ଓ ବ୍ଲକସ୍ତରୀୟ ଅଧିକାରୀ…

ରାୟଗଡ଼ା-କୋରାପୁଟ ରେଲଓ୍ୱେ ଟ୍ରାକ୍‌ରେ ଉପରେ ଖସିଲା ପଥର, ଅଟକିଲା ହୀରାଖଣ୍ଡ ଏକ୍ସପ୍ରେସ

​କଲ୍ୟାଣସିଂହପୁର,୨୫।୯(ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡ଼ା ଓ ଶିଖରପାଇ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟନେଲ ନମ୍ବର ୨୯ ନିକଟରେ ପାହାଡ଼ରୁ ବିରାଟ ମାଟି ଅତଡ଼ା ସହ ପଥର ଖସି…

ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ ଛାତ୍ରାବାସ ଭିତରେ ପ୍ରାୟ ଦୁଇ ଫୁଟର ପାଣି ପଶିଯାଇଛି । ରାତିରେ ଅନ୍ତେବାସୀମାନେ…

ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଚାଲିଥିବା ଏକ ଲାଞ୍ଚ…

ବରଗଡ଼ ଧନୁଯାତ୍ରା: ଉଠିଲା କଂସ କଳାକାର ପରିବର୍ତ୍ତନ ଦାବି

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ହେଲେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହେବା ତ…

ବନ୍ଦ ହେବ ରାସାୟନିକ ପ୍ରକ୍ର୍ରିୟାକୃତ ପନିର ବିକ୍ରି

ନୂଆଦିଲ୍ଲୀ,୨୫।୯: ଖାଦ୍ୟ ଅପମିଶ୍ରଣ ଏବଂ ଖାଦ୍ୟ ପ୍ୟାକେଟ୍‌ରେ ବିଭ୍ରାନ୍ତିକର ଦାବି କରୁଥିବା କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ କଡ଼ାକଡ଼ି କରିବା ଲକ୍ଷ୍ୟରେ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ(ଏଫ୍‌ଏସ୍‌ଏସ୍‌ଏଆଇ) ବଜାରରେ ମିଳୁଥିବା ପନିରକୁ ନେଇ ବଡ଼ ଟିପ୍ପଣୀ କରିଛନ୍ତି। ପ୍ରାକୃତିକ ଉପାୟରେ…

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା ଜିଲା ଖରିଆର ରୋଡ୍‌ ଅଞ୍ଚଳର ୨ଜଣ ଦାଦନ ସର୍ଦ୍ଦାରଙ୍କୁ ଗୁରୁବାର ଗିରଫ କରିଛି।…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ ୱାଙ୍ଗଚୁକ ସରକାର ବିରୋଧରେ ନିଜ ମତ ରଖିବା କାରଣରୁ ତାଙ୍କୁ ଏନକାଉଣ୍ଟର କରାଯାଇପାରେ…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ ଆସୁଥିବା ଦେଖି ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଗୁରୁବାର ରାତିରେ ଲୋକେ ମହାବଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?