Home

ସେପ୍ଟେମ୍ବର ୫ରେ ଘୋଷଣା ହେବ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ, ରେସ୍‌ରେ ୧୧ ପ୍ରାର୍ଥୀ

ଲଣ୍ଡନ,୧୨ ।୭: ବ୍ରିଟେନର ଶାସକ କନଜରଭେଟିଭ ପାର୍ଟିର ସୂଚନା ଅନୁଯାୟୀ, ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ୫ ସେପ୍ଟେମ୍ବରରେ କରାଯିବ । ତେବେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ବୋରିସ ଜନସନ ସେପର୍ଯ୍ୟନ୍ତ କାର୍ଯ୍ୟଭାର ସମ୍ଭାଳିବାକୁ କୁହାଯାଇଛି । ଏବେ ବ୍ରିଟେନ…

ସେବିକା ସାଗରିକାଙ୍କ ଘରେ ରାଜ୍ୟପାଳ

ରସୁଲପୁର,୧୨ା୭(ଡି.ଏନ୍‌.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ମୁଗୁପାଳ ପଞ୍ଚାୟତ ଖଇରାବାଦ ଗ୍ରାମରେ ସୋମବାର ସକାଳେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲା ଓ ତାଙ୍କ ପୁଅ ମନି ସିଙ୍ଗଲ ପହଞ୍ଚତ୍ ଥିଲେ ା ଖଇରାବାଦ ଗ୍ରାମବାସୀ ରାଜ୍ୟପାଳଙ୍କୁ ଭବ୍ୟ ସ୍ବାଗତ କରିଥିଲେ ା…

ଗଜାମରୁଡ଼ି ଆଶଙ୍କାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୧୨ା୭:ଆକାଶରେ ବାଦଲ ଅଛି, ବର୍ଷା ନାହିଁ। ମୌସୁମୀ ବର୍ଷା ଓଡ଼ିଶାକୁ ଛୁଇଁଥିବା ପାଣିପାଗ ବିଶେଷଜ୍ଞ ସୂଚନା ଦେଇଥିଲେ। ହେଲେ କେନ୍ଦ୍ରାପଡ଼ା ଜିଲାରେ ବର୍ଷା ପରିମାଣ ଖୁବ୍‌ କମ୍‌ ରହିଛି। ଗତ ୩ ମାସର ବର୍ଷା ପରିମାଣ ୨୦୨୧ ବର୍ଷଠାରୁ…

ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ସରୁନି

ନାଉଗାଁ,୧୨ା୭(ସ୍ବ.ପ୍ର):ନାଉଗାଁ ବ୍ଲକ ତିରୁଣା ପଞ୍ଚାୟତ ଦହିପାଳଠାରେ ସରକାରଙ୍କ ତରଫରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଇଛି। ୮ ଫେବୃୟାରୀ ୨୦୨୧ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଦ୍ୱାରା ଏହି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ଗ୍ରାମ୍ୟ ଉନ୍ନୟନ…

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ସ୍ବଲିଖିତ ବହି ଦେଲେ ଅର୍ଚ୍ଚିତା

କଣାସ ୧୨ା୭(ସ୍ବ.ପ୍ର.):କଣାସ ବ୍ଲକ ଅନ୍ତର୍ଗତ ଗଡ଼ିଶାଗୋଦା ପଞ୍ଚାୟତ ନୂଆଗଁା ଗ୍ରାମର ଷଷ୍ଠ ଶ୍ରେଣୀ ଛାତ୍ରୀ ଅର୍ଚ୍ଚିତା ଶ୍ରୀଚନ୍ଦନ ‘ମାମା ମୂର୍ଚ୍ଛନା’ ନାମକ ଏକ ପୁସ୍ତକ ରଚନା କରିଛନ୍ତି। ରବିବାର ପୁରୀଠାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି ଅର୍ଚ୍ଚିତା ନିଜ ଲିଖିତ…

ବିପଦସଙ୍କୁଳ ଅବସ୍ଥାରେ ପ୍ରାଚୀନ କୁଶଭଦ୍ରା ସେତୁ

ନିମାପଡ଼ା,୧୨।୭(ଡି.ଏନ୍‌.ଏ.):ନିମାପଡ଼ା ଦୋଳବେଦୀ ଛକଠାରେ କୁଶଭଦ୍ରା ନଦୀ ଉପରେ ଥିବା କୁଶଭଦ୍ରା ସେତୁଟି ଏବେ ବିପଦସଙ୍କୁଳ, ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ପୂର୍ତ୍ତ ବିଭାଗର ରକ୍ଷଣାବେକ୍ଷଣ ଅଭାବରୁ ଶହ ଶହ ବର୍ଷର ବହୁ ପ୍ରାଚୀନ ସେତୁର ଅବସ୍ଥା ଏବେ ଅତି ଶୋଚନୀୟ ହୋଇପଡିଛି। ଯଦି…

ସାକ୍ଷ୍ୟ ଗ୍ରହଣ ପାଇଁ କୋର୍ଟକୁ ଆସିଲେ ଅନୁଭବ

କଟକ ଅଫିସ,୧୨।୭:କଟକ ପରିବାର ଅଦାଲତରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍‌ପି ଅନୁଭବ ମହାନ୍ତିଙ୍କ ବିବାଦ ମାମଲାରେ ସାକ୍ଷ୍ୟ ଗ୍ରହଣ ପାଇଁ ସୋମବାର କୋର୍ଟରେ ଉପସ୍ଥିତ ହୋଇଥିଲେ ଏମ୍‌ପି ଅନୁଭବ ମହାନ୍ତି। ପ୍ରତିପକ୍ଷ ଓକିଲ ଅର୍ଥାତ ବର୍ଷାଙ୍କ ଆଇନଜୀବୀ ତାଙ୍କୁ ଜେରା…

ରୋଷଘର ଚଟାଣରେ ଲାଗିଲାନି ନୂଆ ପଥର

ପୁରୀ ଅଫିସ,୧୨।୭:ଶ୍ରୀମନ୍ଦିର ମରାମତି ଓ ରୋଷଘର ନୂଆ ଚଟାଣ କାର୍ଯ୍ୟ ଶେଷ ହୋଇପାରିନାହିଁ। ନିର୍ଦ୍ଧାରିତ କାମ ସରି ନ ଥିବାବେଳେ ମଙ୍ଗଳବାର ନୀଳାଦ୍ରି ବିଜେ ହେବାକୁ ଥିବାରୁ ରାଜ୍ୟ ସରକାରଙ୍କୁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସ୍‌ଆଇ) ଦାୟିତ୍ୱ ହସ୍ତାନ୍ତର କରିଛି। ସୋମବାର…

ଆଜି ନୀଳାଦ୍ରି ବିଜେ

ପୁରୀ ଅଫିସ, ୧୨ା୭:ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ମହାବାହୁ। ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ସୋମବାର ରଥ ଉପରେ ଅଧରପଣା…

୨୧ରେ ଓଡ଼ିଶା ଫୁଡ୍‌ ପ୍ରୋ-୨୦୨୨

ଭୁବନେଶ୍ୱର,୧୨ା୭(ବ୍ୟୁରୋ):ରାଜ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପକୁ ଅଧିକ କ୍ରିୟାଶୀଳ କରିବାକୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସହଯୋଗରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ବିଭାଗ ପକ୍ଷରୁ ଜୁଲାଇ ୨୧ ତାରିଖରେ ଭୁବନେଶ୍ୱରଠାରେ ଓଡ଼ିଶା ଫୁଡ୍‌ ପ୍ରୋ-୨୦୨୨ ଆୟୋଜନ ହେବ।…

ମାଟ୍ରିକ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

କଟକ ଅଫିସ,୧୨ା୭:ମାଟ୍ରିକ ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ପରୀକ୍ଷାର୍ଥୀଙ୍କ ନିମନ୍ତେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସୋମବାରଠାରୁ ଉତ୍ତର ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ଅନ୍‌ଲାଇନ ମାଧ୍ୟମରେ…

ଋଣ ଭାର ୧.୧୨ ଲକ୍ଷ କୋଟି ଟପିବ

ଭୁବନେଶ୍ୱର,୧୨ା୭(ବ୍ୟୁରୋ):ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟର ଋଣଭାର ଏକ ଲକ୍ଷ ୧୨ ହଜାର କୋଟି ଟଙ୍କାକୁ ଟପିଯିବ। ଚଳିତ ବର୍ଷ ରାଜ୍ୟ ସରକାର ବିଭିନ୍ନ ଖର୍ଚ୍ଚ ତୁଲାଇବାକୁ ପ୍ରାୟ ୧୧ହଜାର କୋଟି ଟଙ୍କା ଋଣ କରିବାକୁ ଯୋଜନା କରିଛନ୍ତି। ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?