ଆଇପିଏଲରେ ପୁଣି କରୋନା ଭୟ: କ୍ୱାରାଣ୍ଟାଇନ୍ରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳ
ମୁମ୍ବାଇ,୧୮।୪:ଆଇପିଏଲ୍ର ୧୫ତମ ସିଜିନ୍ରେ ମଧ୍ୟ କରୋନା ଏଣ୍ଟ୍ରି କରିଛି। ନିକଟରେ ଦିଲ୍ଲୀ କ୍ୟାପିଟାଲ୍ସ ଫିଜିଓ ପ୍ୟାଟ୍ରିକ ଫରହାର୍ଟ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ତାଙ୍କ ପରେ ଏବେ ଆଉ ଜଣେ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। ଏହି କାରଣରୁ ଏବେ ପୂରା…
ପୃଥିବୀର ସୁରକ୍ଷା
ଅନନ୍ତ ଅନ୍ତରୀକ୍ଷରେ ଆମର ପୃଥିବୀ ଏକମାତ୍ର ଗ୍ରହ ଯେଉଁଠି ଜୀବନ ସମ୍ଭବ ହୋଇଛି। ପୃଥିବୀରେ ଜୀବନ ବଞ୍ଚତ୍ବା ପାଇଁ କିଛି ଅନୁକୂଳ ପରିବେଶ ରହିଛି ଯାହା ଅନ୍ୟ କୌଣସି ଗ୍ରହରେ ନାହିଁ। ପ୍ରଥମତଃ ପୃଥିବୀର ତାପମାତ୍ରା ପରିସରରେ ଜୀବନ ନିମନ୍ତେ ମୁଖ୍ୟ…
ଦେଶବାସୀଙ୍କୁ ଚିଠି ଲେଖିଲେ ନଡା
ନୂଆଦିଲ୍ଲୀ,୧୮।୪: ରାଜସ୍ଥାନର କରୌଲି ହିଂସା ତଥା ଦେଶର ବିଭିନ୍ନ ସ୍ଥାନରେ ସାମ୍ପ୍ରଦାୟିକ ଘଟଣା ମଧ୍ୟରେ ଭାଜପା ସଭାପତି ଜେପି ନଡା ଦେଶବାସୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ସିଧାସଳଖ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି,ଆଜି ଦେଶରେ ଦୁଇ…
ଯବାନଙ୍କ କ୍ୟାମ୍ପ୍ ଉପରେ ମାଓବାଦୀଙ୍କ ଗୁଳିବର୍ଷଣ: ୪ ଯବାନ ଆହତ
ମାଲକାନଗିରି,୧୮ା୪(ଡି.ଏନ୍.ଏ.): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ପୋଲିସ କ୍ୟାମ୍ପ୍ ଉପରେ ମାଓବାଦୀ ହମଲା କରିଛନ୍ତି। କୁଟରୁ ଥାନା ଅନ୍ତର୍ଗତ ଦରଭା ପୋଲିସ କ୍ୟାମ୍ପ୍ ଉପରେ ରବିବାର ରାତିରେ ଶତାଧିକ ମାଓବାଦୀ ଆକ୍ରମଣ କରିଥିଲେ। ମାଓବାଦୀଙ୍କ ପକ୍ଷରୁ ଗୁଳି ଚାଳନା କରାଯିବା ସହ…
ଆଶିଷ ମିଶ୍ରାଙ୍କୁ ବଡ଼ ଝଟ୍କା
ଲକ୍ଷ୍ନୌ,୧୮।୪: ୟୁପିର ପ୍ରସିଦ୍ଧ ଲଖିମ୍ପୁର ଖେରୀ ମାମଲାରେ କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷଙ୍କୁ ଦିଆଯାଇଥିବା ଜାମିନକୁ ଆଜି ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଆହ୍ଲାବାଦ ହାଇକୋର୍ଟ ଦେଇଥିବା ଜାମିନକୁ ଖାରଜ କରିବା ସହ ସର୍ବୋଚ୍ଚ ଅଦାଲତ ଆଶିଷ ମିଶ୍ରଙ୍କୁ ଏକ…
ଇନଫୋସିସକୁ ଝଟ୍କା, ପାଣିରେ ପଡ଼ିଲା ନିବେଶକଙ୍କର ୪୦ ହଜାର କୋଟି…
ମୁମ୍ବାଇ, ୧୮।୪ : ଇନଫୋସିସର ନିବେଶକମାନେ ସଙ୍କଟର ସମ୍ମୁଖୀନ ହୋଇଛନ୍ତି। ସୋମବାର ଇନଫୋସିସ ଶେୟାରର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ୬.୮୯ ପ୍ରତିଶତ ହ୍ରାସ ସହିତ ଇନଫୋସିସ ଶେୟାର ୧୬୨୮.୧୦ଟଙ୍କାସ୍ତରରେ କାରବାର କରୁଛି। ଫଳରେ କମ୍ପାନୀର ଶେୟାର…
ରକ୍ତରେ ପ୍ରେମ ଚିଠି ଲେଖିଥିଲେ ଅମିର
ବଲିଉଡ ଅଭିନେତା ଅମିର ଖାନ ମିଷ୍ଟର ପର୍ଫେକ୍ଟନିଷ୍ଟ ଭାବେ ଜଣାଶୁଣା। ସେ ଭାରତୀୟ ସିନେମାକୁ ଅନେକ ହିଟ ଫିଲ୍ମ ଦେଇଛନ୍ତି। ଫିଲ୍ମ ଅପେକ୍ଷା ସେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ଅମିର ଦୁଇଟି ବିବାହ କରିଥିଲେ। ତାଙ୍କର…
ଶାଶୁ-ବୋହୂ କଳି ଘରୋଇ ହିଂସା ମାମଲାରେ ଭିଡ଼ିଓ-ଫଟୋର ପ୍ରାମାଣିକତା ଜରୁରୀ, କହିଲେ କୋର୍ଟ…
ନୂଆଦିଲ୍ଲୀ, ୧୮।୪ : ଶାଶୁ ବୋହୂ କଳି ଭଳି ପାରିବାରିକ ହିଂସା ମାମଲାରେ ଭିଡ଼ିଓ ଏବଂ ଫଟୋର ପ୍ରମାଣ ଜରୁରୀ ବୋଲି ଦିଲ୍ଲୀର ଏକ କୋର୍ଟ କହିଛନ୍ତି। ବୃଦ୍ଧ ଶାଶୁ ତାଙ୍କ ବୋହୂଙ୍କ ବିରୋଧରେ ଘରୋଇ ହିଂସା ଅଭିଯୋଗ କରିଛନ୍ତି। ଶାଶୁ…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ହେବ ଶେଷକୃତ୍ୟ
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଓଡ଼ିଶା ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଗୀତିକାର ପ୍ରଫୁଲ୍ଲ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସ୍ବର୍ଗତ କରଙ୍କ ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ…
ପିତାଙ୍କ ଭୁଲ୍ ଯୋଗୁ ରୋହନରୁ ହୋଇଗଲେ କେ.ଏଲ୍ ରାହୁଲ
ଭାରତୀୟ କ୍ରିକେଟର୍ କେଏଲ୍ ରାହୁଲ ଆଜି ୩୦ ବର୍ଷରେ ପଦାର୍ପଣ କରିଛନ୍ତି। ଆଇପିଏଲ୍ରେ ୨୦୨୨ରେ ତାଙ୍କ ଅଧିନାୟିକତ୍ୱରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଚମତ୍କାର ପ୍ରଦର୍ଶନ କରୁଛି। ଖୁବ୍ କମ୍ ଦିନରେ ରାହୁଲ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। କିନ୍ତୁ ଖୁବ…
ବଢୁଛି ଏଚ୍ଆଇଭି ଆକ୍ରାନ୍ତଙ୍କ ସଂଖ୍ୟା, ମହାରାଷ୍ଟ୍ର ଶୀର୍ଷରେ…
ନୂଆଦିଲ୍ଲୀ, ୧୮।୪ : ଦେଶରେ ଏଚ୍ଆଇଭି ଏଡ୍ସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆକ୍ରାନ୍ତଙ୍କ ସଂଖ୍ୟାରେ ମହାରାଷ୍ଟ୍ର ଶୀର୍ଷରେ ରହିଛି। ଏହାପଛକୁ ଦ୍ୱିତୀୟ ସ୍ଥାନରେ ଉତ୍ତରପ୍ରଦେଶ ରହିଛି। ସେହିପରି ତୃତୀୟ ସ୍ଥାନରେ ବିହାର ରହିଛି। ବିହାରରେ ଏଡ୍ସ ଆକ୍ରାନ୍ତଙକ୍କ ସଂଖ୍ୟା ୮,୦୦୦…
ଗୋରୁ ବେପାରୀଙ୍କ ଉପରେ ଓଲଟି ପଡ଼ିଲା ସିମେଣ୍ଟ ବୋଝେଇ ଟ୍ରକ୍: ୩ ମୃତ, ଜଣେ ଗୁରୁତର
ବିଶୋଇ,୧୮ା୪(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନଂ. ଜାତୀୟ ରାଜପଥସ୍ଥିତ ନୂଆଗାଁ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋରୁ ନେଇ ଯାଉଥିବା ବେପାରୀଙ୍କ ଉପରେ ଟ୍ରକ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ…
Archives


