Home

ପାନୀୟ ଜଳ ପ୍ରକଳ୍ପ ପାଇଁ ବଳିପଡ଼ିବ ଗଛ

କେନ୍ଦ୍ରାପଡ଼ା ଅଫିସ, ୧୮ା୪: କେନ୍ଦ୍ରାପଡ଼ା ଜିଲାରେ ବିକାଶ ନାମରେ ବିନାଶ ଚାଲିଛି। ପ୍ରାକୃତିକ ପରିବେଶଘେରା ଗ୍ରାମ୍ୟ ଜଙ୍ଗଲରୁ ଗଛ ବଳି ପକାଇ ପ୍ରକଳ୍ପ କରାଯିବାକୁ ମସୁଧା ଚାଲିଛି। ହେଲେ ଏହି ପ୍ରକଳ୍ପ କେତେ ଲୋକଙ୍କ କାମରେ ଲାଗିବ ଓ କେତେ ପରିମାଣର…

ପ୍ରଲୋଭନ ଦେଖାଇ ୨ ଲକ୍ଷ ଲୁଟ୍‌ ମାମଲାର ପର୍ଦ୍ଦାଫାଶ

ଜଗତ୍‌ସିଂହପୁର ଅଫିସ, ୧୮ା୪: ୭୦ ହଜାର ଟଙ୍କା ଦେଲେ, ୧ ଲକ୍ଷ ଟଙ୍କା ମିଳିବ। ଏଭଳି ପ୍ରଲୋଭନ ଦେଖାଇ ଜଗତ୍‌ସିଂହପୁର ଜିଲାର ଜଣେ ବ୍ୟକ୍ତିଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନକୁ ଡକାଇ ତାଙ୍କଠାରୁ ୨ ଲକ୍ଷ ଝାମ୍ପି ନେଇଛନ୍ତି ଲୁଟେରା। ଏହି ମାମଲାରେ ଜଗତ୍‌ସିଂହପୁର…

ବୈତରଣୀ ନଦୀବନ୍ଧ ମରଣଯନ୍ତା

ପାଣିକୋଇଲି,୧୮ା୪(ଡି.ଏନ.ଏ.): କୋରେଇ ବ୍ଲକ ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ସମ୍ପୂର୍ଣ୍ଣ ବୈତରଣୀ ନଦୀବନ୍ଧ କଡ଼ରେ ଅବସ୍ଥିତ। ତେବେ ବାଲିଗାଡ଼ି ଚଳାଚଳ ଫଳରେ ବନ୍ୟା ସମୟରେ ନଦୀବନ୍ଧ ଭାଙ୍ଗିବାର ସୁଯୋଗ ସୃଷ୍ଟି ହେଉଛି। ଧନତ୍ରୀ ବାଲିଘାଟ ପାଇଁ ନଦୀବନ୍ଧରେ ବାଲି ପରିବହନକୁ ଅନୁମତି ମିଳିଛି।…

୧୭୦ କୋଟି ଲୋକ ଭୋକିଲା ରହିବା ଆଶଙ୍କା, ରୁଷିଆ-ୟୁକ୍ରେନ୍‌ ଯୁଦ୍ଧର ପ୍ରଭାବ…

ଜେନେଭା, ୧୮।୪ : ୟୁକ୍ରେନ ସଙ୍କଟ ସମ୍ପର୍କରେ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ଏକ ଗୁରୁତ୍ତ୍ୱପୂର୍ଣ୍ଣ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ରୁଷିଆ ଏବଂ ୟୁକେନ୍‌ ଯୁଦ୍ଧ ଯୋଗୁ ପୃଥିବୀର ଏକ ପଞ୍ଚମାଂଶ ଅନାହାରରେ ଅଛନ୍ତି। ସେ କହିଛନ୍ତି ୟୁକ୍ରେନ…

ଘରେ ପଶି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ପୁରୀ ଅଫିସ,୧୮।୪: କିଛି ଦିନର ବ୍ୟବଧାନ ପରେ ଶ୍ରୀକ୍ଷେତ୍ରରେ ପୁଣି ରକ୍ତ ଛିଟା ପଡ଼ିଛି। ରବିବାର ଭୋର ସମୟରେ ପୁରୀ ଦଇତାପଡ଼ା ସାହିର ଜଣେ ଯୁବକ ଟିକନ ଶତପଥୀ(୪୬)ଙ୍କ ଘରେ ପଶି କେତେଜଣ ଦୁର୍ବୃତ୍ତ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଟିକନ…

ଜାଗା ମିଶନ ବଢ଼ାଉଛି ଜବରଦଖଲ

ନୟାଗଡ଼ ଅଫିସ,୧୮।୪: ଜବରଦଖଲକୁ ଜାଗା ମିଶନ ଯୋଜନା ପ୍ରୋତ୍ସାହିତ କରୁଛି। ଏହି ଯୋଜନାରେ ୮୦୨ରୁ ୪୯୬ ହିତାଧିକାରୀଙ୍କୁ ଭୂମି ଯୋଗ୍ୟତା ପ୍ରମାଣପତ୍ର (ପଟ୍ଟା) ମିଳିବା ପରେ ନୟାଗଡ଼ ସଦର ମହକୁମାରେ ଜବରଦଖଲକାରୀଙ୍କ ସଂଖ୍ୟା ବଢ଼ି ଚାଲିଛି। ଜାଗା ମିଶନର ସରକାରୀ ସୁବିଧା…

କୋଣାଦିତ୍ୟର ଉପାସନା ଖିଆଲି ପରମ୍ପରା ନୁହେଁ

ପୂର୍ବ ଆଲେଖ୍ୟରୁ ଆମେ ଜାଣିଲେ କୋଣାର୍କକୁ ୨୪ଥର ପଥର ଆସିଥିଲା। ସମସ୍ତ ପଥର ଓଡ଼ିଶାର ପାହାଡ଼/ପର୍ବତରୁ ଆସିଥିଲା। ସେଥିପାଇଁ ସେଗୁଡ଼ିକର ଅବସ୍ଥିତି ଆମେ ଆଲୋଚନା କରିଥିଲୁ। ପଥର ବାଛିବାଠାରୁ ପଥର ଆଣି କୋଣାର୍କରେ ପହଞ୍ଚାଇବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଓଡ଼ିଶାର ଅଭିଜ୍ଞ…

ଶାଳୀଘରୁ ଚୋରି ସୁନା ବନ୍ଧା ପକାଇ ଆଇପିଏଲ୍‌ ବେଟିଂରେ ଲଗାଇଥିଲେ ଟଙ୍କା: ଭିଣୋଇ ଗିରଫ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଶାଳୀଘରକୁ ଯାଇ ସୁନା ଗହଣା ଚୋରି କରିବା ଅଭିଯୋଗରେ ମଞ୍ଚେଶ୍ୱର ଥାନା ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରିଛି। ସେ ହେଲେ ଲିଙ୍ଗରାଜ ଥାନା ଅନ୍ତର୍ଗତ ପୁରୁଣା ଭୁବନେଶ୍ୱରର ଅଭିଶେଖ ମହାପାତ୍ର (୩୨)। ତାଙ୍କଠାରୁ ଗୋଟେ ସୁନା ହାର, ଗୋଟେ…

କରୋନା ସ୍ଥିତି ନେଇ ପୁଣି ଘନେଇଲା ସଙ୍କଟ, ସାପ୍ତାହିକ ବୃଦ୍ଧି ହାର ୩୫ ପ୍ରତିଶତ…

ନୂଆଦିଲ୍ଲୀ, ୧୮।୪ : କ୍ରମାଗତ ୧୧ ସପ୍ତାହ ହ୍ରାସ ପରେ, ଭାରତରେ ପୁଣିଥରେ ଚଳିତ ସପ୍ତାହରେ କରୋନା ସଂକ୍ରମଣ ମାମଲାରେ ବୃଦ୍ଧି ଘଟିଛି। ଦିଲ୍ଲୀ, ହରିୟାଣା, ଉତ୍ତରପ୍ରଦେଶ ଏବଂ ଏହାର ଆଖପାଖ ରାଜ୍ୟରେ ଗତ ସାତ ଦିନ ମଧ୍ୟରେ ସଂକ୍ରମଣରେ ୩୫…

ମୁମ୍ବାଇରେ ହେବ ଅଣଭାଜପା ମୁଖ୍ୟମନ୍ତ୍ରୀ ସମ୍ମିଳନୀ

ମୁମ୍ବାଇ,୧୮।୪ : ଦେଶର ସାମ୍ପ୍ରତିକ ରାଜନୈତିକ ସ୍ଥିତି ସମ୍ପର୍କରେ ଆଲୋଚନା ଲାଗି ଖୁବ୍‌ଶୀଘ୍ର ମୁମ୍ବାଇରେ ଅଣଭାଜପା ମୁଖ୍ୟମନ୍ତ୍ରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇପାରେ। ଶିବସେନା ଏମ୍‌ପି ସଞ୍ଜୟ ରାଉତ ରବିବାର ଏହି ସୂଚନା ଦେଇଛନ୍ତି। ଏନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଣଭାଜପା…

ଟିଏମ୍‌ସିରେ ଆସାମ କଂଗ୍ରେସର ପୂର୍ବତନ ସଭାପତି

କୋଲକାତା,୧୮।୪ : ଆସାମ କଂଗ୍ରେସର ପୂର୍ବତନ ସଭାପତି ରିପୁନ୍‌ ବୋରା ଦଳ ଛାଡ଼ି ରବିବାର ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ଯୋଗ ଦେଇଛନ୍ତି। ସେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଇଥିବା ଇସ୍ତଫା ପତ୍ରକୁ ଟୁଇଟରରେ ଶେୟାର କରିଛନ୍ତି। ଆଜିଠାରୁ ନୂଆ…

ଆଜିଠୁ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି

ଖୋର୍ଦ୍ଧା ଅଫିସ,୧୮ା୪: ଦୁଇବର୍ଷ ପରେ ଖୋଲିବ ଅଭିଯୋଗ ପ୍ରକୋଷ୍ଠ। ସୋମବାରଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମେତ ସମସ୍ତ ସରକାରୀ କାର୍ଯ୍ୟାଳୟରେ ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି ହେବ। ଏଣିକି ପ୍ରତି ସୋମବାର ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ସରକାରୀ ଅଧିକାରୀ। ଏନେଇ ରାଜ୍ୟ ସାଧାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri