Home

ମା’ ହେବା ପରେ ଫିଲ୍ମ ପରଦାକୁ ଦୂରେଇ ଯିବେ କି ଆଲିଆ

ବଲିଉଡ ସୁପରଷ୍ଟାର ରଣବୀର କପୁର ଆଜିକାଲି ତାଙ୍କର ଆଗାମୀ ଫିଲ୍ମ ‘ଶମଶେରା’ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଫିଲ୍ମକୁ ସହ ସେ ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ଚର୍ଚ୍ଚାରେ ଅଛନ୍ତି। ଖୁବ୍‌ଶୀଘ୍ର ସେ ବାପା ହେବାକୁ ଯାଉଛନ୍ତି। ଏଥିପାଇଁ ରଣବୀୟ ବେଶ୍‌ ଖୁସି…

ସ୍ବାମୀଙ୍କ ମନ୍ତବ୍ୟ ନେଇ ଅଡୁଆରେ ମୋଦି ସରକାର…

ନୂଆଦିଲ୍ଲୀ,୧୧।୭ : ଚାଇନା ସମେତ ଭାରତୀୟ ଅର୍ଥନୀତି ଉପରେ ନିଜର ବିବୃତ୍ତି ଦେଇ ଅତୀତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିଥିବା ରହିଥିବା ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀଙ୍କ ଏକ ମନ୍ତବ୍ୟ ଏବେ ସରକାରଙ୍କୁ ଅଡୁଆରେ ପକାଇଛି। ସେ ଶ୍ରୀଲଙ୍କାର ଅର୍ଥନୈତିକ…

ପୂରଣ ହୋଇପାରୁନି ଶିକ୍ଷକ ପଦବୀ

ରସୁଲପୁର,୧୧ା୭(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଞ୍ଚଳର ଅନେକ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ପଡ଼ିଛି। ହେଲେ ଉକ୍ତ ପଦବୀ ପୂରଣ ପାଇଁ ସରକାରଙ୍କ ପକ୍ଷରୁ ନୂତନ ଶିକ୍ଷକ ନିଯୁକ୍ତି କରାଯାଉ ନାହିଁ। ଅନ୍ୟପକ୍ଷରେ ଓଏଏସ୍‌ ପରୀକ୍ଷା ଢାଞ୍ଚାରେ ପ୍ରତ୍ୟେକ ବର୍ଷ ଶିକ୍ଷକ ନିଯୁକ୍ତି…

ମହିଳାଙ୍କ ଜମି ହଡ଼ପ କରିଛି ଠିକା ସଂସ୍ଥା

ଚଣ୍ଡିଖୋଲ,୧୧ା୭(ଡି.ଏନ୍‌.ଏ.): ବଡ଼ଚଣା ବ୍ଲକ ଅନ୍ତର୍ଗତ ନିଆଳିଠାରେ ମେଗା ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟ ୨୦୧୬ରୁ ଆରମ୍ଭ ହୋଇଥିଲେ ମଧ୍ୟ ଅଦ୍ୟାବଧି ଶେଷ ହୋଇନାହିଁ। ୩ ବର୍ଷ ମଧ୍ୟରେ କାର୍ଯ୍ୟ ଶେଷ ହେବାର ଅବଧି ଥିବାବେଳେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବାରେ ଠିକା…

ପସନ୍ଦର ବିଦ୍ୟାଳୟ ଯିବାକୁ ଚାଲିଛି ରାଜନୀତି

ଜଗତ୍‌ସିଂହପୁର ଅଫିସ,୧୧ା୭: ରାଜ୍ୟ ସରକାର କିଛି ବର୍ଷ ପ୍ରାଥମିକ ବିଦ୍ୟାଳୟସ୍ତରରେ ସମାନୁପାତିକ ଭିତ୍ତିରେ ଶିକ୍ଷକ ବଦଳି କରୁଥିଲେ। କିନ୍ତୁ ତାହା ବନ୍ଦ କରାଯାଇ ନୂଆ ବଦଳି ନିୟମ ଲାଗୁ କରାଯାଇଛି। ଏଥିରେ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟସ୍ତରରେ ଖାଲି ପଦବୀ ପୂରଣ…

ଭିତ୍ତିଭୂମି ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ

ଜଗତ୍‌ସିଂହପୁର ଅଫିସ, ୧୧ା୭: ରାଜ୍ୟ ସରକାର ଶିକ୍ଷାର ବିକାଶ ଉପରେ ଗୁରୁତ୍ୱ ଦେଉଥିବା ନେଇ ପ୍ରଚାର ହେଉଛି। କିନ୍ତୁ ନିକଟସ୍ଥ ଆଳିପିଙ୍ଗଳ ସରକାରୀ ଉଚ୍ଚ ବିଦ୍ୟାଳୟଟି ଦୀର୍ଘ ବର୍ଷ ହେବ ଅବହେଳିତ ଅବସ୍ଥାରେ ରହିଛି। ଭିତ୍ତିଭୂମି ଅଭାବରୁ ଏଠାରେ ଶିକ୍ଷାଦାନ ବାଧାପ୍ରାପ୍ତ…

ସକ୍ରିୟ ମାମଲା ଲକ୍ଷେ ୩୦ ହଜାର ଟପିଲା…

ନୂଆଦିଲ୍ଲୀ, ୧୧।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ସ୍ବାସ୍ଥ୍ୟକେନ୍ଦ୍ର ବନ୍ଦ, ରୋଗୀ ହଇରାଣ

ନିରାକାରପୁର,୧୧ା୭(ଡି.ଏନ୍‌.ଏ.): ଶ୍ରୀକ୍ଷେତ୍ର ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିଲା। ତେବେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଶ୍ରଦ୍ଧାଳୁମାନେ ନୂଆ ଜଗନ୍ନାଥ ସଡ଼କରେ ନିରାକାରପୁର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଯାଇଥାନ୍ତି। କେତେଜଣ ଶ୍ରଦ୍ଧାଳୁ ରଣପୁରରୁ ପୁରୀକୁ ଯିବା…

ବଢ଼ି ଚାଲିଛି ସଂକ୍ରମଣ: ଆଜି ରାଜ୍ୟରୁ ୫୭୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ରାଜ୍ୟରୁ ସୋମବାର ୫୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୪,୦୭୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୩୬ ଜଣ ଚିହ୍ନଟ ହୋଇଥିବା…

୨୦୨୪ରେ ଏମଭିଏ ପୁଣି ମିଳିତ ଭାବେ ଲଢ଼ିବା ଆବଶ୍ୟକ, କହିଲେ ପଓ୍ବାର…

ମୁମ୍ବାଇ,୧୧।୭ : ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ପରେ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ମହା ବିକାଶ ଅଘାଡ଼ିର ଭବିଷ୍ୟତ କେଉଁ ଦିଗକୁ ଯିବ ସେ ନେଇ ନାନା ଚର୍ଚ୍ଚା ଜାରି ରହିଛି। ଏପରିସ୍ଥଳେ ଏନସିପି ସୁପ୍ରିମୋ ଶରଦ ପୱାର କହିଛନ୍ତି ଯେ ମୋର…

ଭିତରକନିକା ଆର୍ଦ୍ରଭୂମିକୁ ଉଜାଡ଼ିବ ପ୍ରଦୂଷିତ ଜଳ

କେନ୍ଦ୍ରାପଡ଼ା ଅଫିସ,୧୧ା୭: ଭିତରକନିକା ଓ ଚିଲିକା ଆର୍ଦ୍ରଭୂମିର ଜଳ ପ୍ରଦୂଷଣ ସମ୍ପର୍କରେ ଜୁନ୍‌ ୩୦ ତାରିଖରେ ହାଇକୋର୍ଟରେ ଶୁଣାଣି ହୋଇଛି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ଆର.କେ. ପଟ୍ଟନାୟକଙ୍କ ଡିଭିଜନ ବେଞ୍ଚର ଏହି ଶୁଣାଣିରେ ଦୁଇ ଆର୍ଦ୍ରଭୂମି ଜଳ…

ଆସାମ ବନ୍ୟା: ୧୨ ଜିଲାର ୫ ଲକ୍ଷ ଲୋକ ପ୍ରଭାବିତ, ୧୯୨ ଜଣଙ୍କ ମୃତ୍ୟୁ

ଗୁଆହାଟି,୧୧ ।୭: ଦେଶର ପୂର୍ବୋତ୍ତର ରାଜ୍ୟରେ ଗତ କିଛିଦିନ ହେବ ଲାଗିରହିଥିବା ଲଗାଣ ବର୍ଷାରେ ବନ୍ୟା ସୃଷ୍ଟି ହୋଇଛି । କିଛି ରାଜ୍ୟରେ ଭୂସ୍ଖଳନ ଯୋଗୁ କେତେକ ଲୋକେ ପ୍ରାଣ ହରାଇଲେଣି । ଇତିମଧ୍ୟରେ ଆସାମରେ ବନ୍ୟା ଓ ଭୂସ୍ଖଳନରେ ସବୁଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?