Home

ମୁଣ୍ଡରା ବ୍ରିଜ୍‌ରେ ଫାଟ, ଖସୁଛି ବଡ଼ ବଡ଼ ସିମେଣ୍ଟ ଖଣ୍ଡ

କୋକସରା,୧୬ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥ ଭବାନୀପାଟଣାରୁ ଜୟପୁରକୁ ସଂଯୋଗ କରୁଥିବା ରାସ୍ତାର କୋକସରା ବ୍ଲକ ରେଙ୍ଗାଳପାଲି ଛକ ନିକଟରେ ଥିବା ମୁଣ୍ଡରା ନଦୀ ବ୍ରିଜ୍‌ରେ ଫାଟ ସୃଷ୍ଟି ହୋଇଛି। ବ୍ରିଜ୍‌ର ଜଏଣ୍ଟରେ ଅନେକ ମାସ…

ହନୁମାନ ଜନ୍ମୋତ୍ସବ ଶୋଭାଯାତ୍ରା ଉପରେ ପଥରମାଡ଼, ଦିଲ୍ଲୀରେ ଉତ୍ତେଜନା…

ନୂଆଦିଲ୍ଲୀ, ୧୬।୪ : ଦିଲ୍ଲୀର ଜାହଙ୍ଗିରପୁରୀଠାରେ ଶନିବାର ଅପରାହ୍ନ ୫ରୁ ସାଢ଼େ ୫ ଟା ମଧ୍ୟରେ ହନୁମାନ ଜନ୍ମୋତ୍ସବ ଉପଲକ୍ଷେ ଆୟୋଜିତ ଶୋଭାଯାତ୍ରା ଉପରେ ପଥରମାଡ଼ ହୋଇଛି। ଏଥିରେ ଦୁଇ ଗୋଷ୍ଠୀର ଲୋକେ ପରସ୍ପର ଉପରକୁ ପଥରମାଡ଼ କରିବା ଆରମ୍ଭ କରିଥିଲେ।…

ନୂଆ ଶିକ୍ଷାବର୍ଷରେ ଶତପ୍ରତିଶତ ସିଲାବସ ପଢ଼ାଯିବ: ମନ୍ତ୍ରୀ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ନୂଆ ଶିକ୍ଷା ବର୍ଷ ମେ’ ପହିଲାରୁ ଆରମ୍ଭ ହେବ । ଏଥିରେ ଶତ ପ୍ରତିଶତ କୋର୍ସ ପାଠପଢା ହେବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏବେ କରୋନା ମହାମାରୀର ପ୍ରଭାବ…

ମହୁଲ ଚୋରାଚାଲାଣ: ଗାଡ଼ି ଜବତ, ଜଣେ ଗିରଫ

ବାଲିଗୁଡ଼ା,୧୬ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ପାଟ୍ରୋଲିଂ କରୁଥିବା ସମୟରେ ୫୨ ବସ୍ତା ମହୁଲ ଜବତ ହୋଇଛି। ଏହି ମହୁଲ ଚୋରାଚାଲାଣ ହେଉଥିବା କୌଣସି ସୂତ୍ରରୁ ଖବର ପାଇ ବୁଡାଗୁଡ଼ାରୁ ବାଲିଗୁଡ଼ାକୁ ଆସୁଥିବା ମହୁଲ ବୋଝେଇ ୪୦୭ ଗାଡ଼ି ନଂ.ଓଆର-୧୨-୨୫୮୬କୁ…

ବକ୍ସ ଅଫିସରେ କେଜିଏଫ୍‌ର ସୁନାମୀ

ବମ୍ବେ: ବକ୍ସ ଅଫିସରେ କେଜିଏଫ୍‌ର ସୁନାମୀ। ରିଲିଜ ହେବାର ଦୁଇଦିନ ନପୂରୁଣୁ ଫିଲ୍ମଟି ୧୦୦ କୋଟି ବ୍ୟବସାୟ କରିଛି। ବଡ଼ ବଡ଼ ଦକ୍ଷିଣ ଭାରତୀୟ ସିନେମାଠାରୁ ଆରମ୍ଭ କରି ବଲିଉଡ୍‌ ଚଳଚ୍ଚିତ୍ରକୁ ଏହା ପଛରେ ପକାଇଛି। ରିଲିଜର ପ୍ରଥମ ଦିନରେ କେଜିଏଫ୍‌…

ଡିସି ଜିତିଲା ଟସ୍‌, ପ୍ରଥମେ ବୋଲିଂ…

ମୁମ୍ବାଇ, ୧୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଡିସିର ଅଧିନାୟକ…

ରଜନୀକାନ୍ତଙ୍କଠାରୁ ବି ଅଧିକ ପାଉଣା ନିଅନ୍ତି ଏହି ଅଭିନେତା

ହାଇଦ୍ରାବାଦ: ଜୋସେଫ ବିଜୟ ଚନ୍ଦ୍ରଶେଖର ଥାଲାପତି ବିଜୟ ନାମରେ ପ୍ରଶଂସକଙ୍କ ଗହଣରେ ପରିଚିତ। ଦୁଇ ଦଶକରୁ ଅଧିକ ସମୟ ଧରି ସେ ତାମିଲ ଫିଲ୍ମଜଗତ ସହ ଜଡ଼ିତ। ନିଜ କ୍ୟାରିୟରରେ ସେ ୬୫ ଫିଲ୍ମ କରି ସାରିଲେଣି। ସେଥିରୁ ପ୍ରାୟତଃ ସବୁ…

ଏଲ୍‌ଏସ୍‌ଜି ବିଜୟୀ…

ମୁମ୍ବାଇ, ୧୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ବିପକ୍ଷରେ ବିଜୟୀ ହୋଇଛି।  ମହାରାଷ୍ଟ୍ର ମୁମ୍ବାଇର ବ୍ରେବୋର୍ନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏମ୍‌ଆଇର ଅଧିନାୟକ ରୋହିତ ଶର୍ମା ଟସ ଜିଣିବା ପରେ…

ଭବିଷ୍ୟତରେ ଭାରତର ଅଧିନାୟକ ହୋଇପାରନ୍ତି ହାର୍ଦ୍ଦିକ: ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୧୬।୪: ଚଳିତ ଆଇପିଏଲ୍‌ରେ ଦମ୍‌ଦାର ପ୍ରଦର୍ଶନ ଜାରି ରଖିଛି ନୂଆ ଟିମ୍‌ ଗୁଜରାଟ ଟାଇଟନ୍ସ। ଡେବ୍ୟୁ ସିଜନରେ ଦଳ ୫ଟି ମୁକାବିଲା ଖେଳିଥିବା ବେଳେ ସେଥିରୁ ୪ଟି ଜିତିଛି। ଏଥିଯୋଗୁ ଦଳ ଅଙ୍କ ତାଲିକାରେ ପ୍ରଥମ ସ୍ଥାନରେ ରହିଛି। ତେବେ ଗୁଜରାଟର…

ଚିଲିକା ଭିତରେ ଫସି ରହିଲେ ୨୦୦ରୁ ଅଧିକ ଯାତ୍ରୀ

କୃଷ୍ଣପ୍ରସାଦ,୧୬ା୪(ଡି.ଏନ୍‌.ଏ.): ଚିଲିକାରେ ୪୦ରୁ ୫୦ ମିନିଟ୍‌ ଧରି ଫସି ରହିଥିଲେ ୨୦୦ରୁ ଅଧିକ ଯାତ୍ରୀ। ପ୍ରଶାସନ ହସ୍ତକ୍ଷେପ କରିବା ପରେ ଡଙ୍ଗା କୂଳରେ ଲାଗିବାକୁ ଅନୁମତି ମିଳିଛି। ବର୍ତ୍ତମାନ ସ୍ଥିତି ସ୍ବାଭାବିକ ହୋଇଥିବା ଜଣାପଡ଼ିଛି। ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଦେଉଳପଡ଼ାରେ…

ଦାମ୍‌ ବଢ଼ିଲା, ଚାହିଦା କମିଲା, ୧୫ ଦିନରେ ୧୦ ପ୍ରତିଶତ ହ୍ରାସ…

ନୂଆଦିଲ୍ଲୀ, ୧୬।୪ : ଦେଶରେ ପେଟ୍ରୋଲ ଡିଜେଲ ଦାମ୍‌ରେ ଲଗାତାର ବୃଦ୍ଧି ଜାରି ରହିଛି। ଦାମ୍‌ ବଢ଼ିବା ଯୋଗୁ ଗତ ୧୫ ଦିନ ମଧ୍ୟରେ ଦେଶରେ ଇନ୍ଧନ ଚାହିଦା କମିବାରେ ଲାଗିଛି। ଶନିବାର ପ୍ରକାଶିତ ହୋଇଥିବା ରିପୋର୍ଟ ଅନୁସାରେ ପେଟ୍ରୋଲ୍‌ ଚାହିଦା…

ଏହି ଅଭିନେତ୍ରୀଙ୍କୁ ବ୍ରେଷ୍ଟ୍‌ କ୍ୟାନସର

ମୁମ୍ବାଇ: ଅନେକ ଟିଭି ସିରିୟଲରେ ଅଭିନୟର ଯାଦୁ ଦେଖାଇଥିବା ଅଭିନେତ୍ରୀ ଛବି ମିତ୍ତଲ ଏବେ କ୍ୟାନସର ସହ ଲଢୁଛନ୍ତି। ତାଙ୍କୁ ବ୍ରେଷ୍ଟ୍‌ କ୍ୟାନସର ହୋଇଛି। ଏନେଇ ସେ ତାଙ୍କର ସୋସିଆଲ ମିଡିଆ ପୋଷ୍ଟରେ ପ୍ରକାଶ କରିଛନ୍ତି। ଛବି ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri