Home

ଚାଇନା-ତାଇଓ୍ବାନ ଯୁଦ୍ଧ ହେଲେ କାହାର ହେବ କ୍ଷତି ?…

ବେଜିଂ, ୧୬।୪ : ତାଇୱାନ ପ୍ରସଙ୍ଗରେ ଚାଇନ ଏବଂ ଆମେରିକା ମଧ୍ୟରେ ତିକ୍ତତା ବଢ଼ିିବାରେ ଲାଗିଛି। କିନ୍ତୁ ନିକଟରେ ତାଇୱାନ ଏବଂ ଚାଇନା ମଧ୍ୟରେ ବାଣିଜ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଗତ ଆର୍ଥିକ ବର୍ଷରେ ତାଇୱାନ ଚାଇନାକୁ ୨୭୦ ବିଲିୟନ…

ଯାତ୍ରା ଦେଖିବାକୁ ଆସି ଯୁବକଙ୍କ ପ୍ରାଣ ଗଲା

ଅତାବିରା,୧୬ା୪(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡେନ ବ୍ଲକ ସଂକ୍ରୀଡ଼ା ବିନ୍ଧ୍ୟବାସିନୀ ପାହାଡ଼ରେ ହେଉଥିବା ଯାତ୍ରା ଦେଖିବାକୁ ଆସି ଶନିବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ଡାଲବୀ ଗ୍ରାମର କାହ୍ନା ମିଶ୍ର(୩୧) ବୋଲି ଜଣାପଡ଼ିଛି। ଭୀମସାର୍‌, ବୁର୍ଲାରେ ଚିକିତ୍ସାଧୀନ…

ବାଂଲାଦେଶରେ ମାନବାଧିକାର ସ୍ଥିତି, ଆମେରିକାକୁ ହସିନା ସରକାରଙ୍କ ଜବାବ୍‌…

ଢାକା, ୧୬।୪ : ମାନବ ଅଧିକାର ପରିସ୍ଥିତି ଉପରେ ଆମେରିକାର ବୈଦେଶିକ ବିଭାଗର ରିପୋର୍ଟକୁ ବାଂଲାଦେଶ ସରକାର ସମାଲୋଚନା କରିଛନ୍ତି। ଏଥି ସହିତ ଏହି ପ୍ରସଙ୍ଗରେ ଦେଶ ମଧ୍ୟରେ ରାଜନୈତିକ ମତଭେଦ ଦେଖାଦେଇଛି। ଆମେରିକାର ରିପୋର୍ଟକୁ ସ୍ବାଗତ କରି ବିରୋଧୀ ବାଂଲାଦେଶ…

ଟସ୍‌ ଜିତିଲା ଏମ୍‌ଆଇ, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୧୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ମୁମ୍ବାଇର ବ୍ରେବୋର୍ନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏମ୍‌ଆଇର ଅଧିନାୟକ…

ଉପନିର୍ବାଚନରେ ଭାଜପା ହାତ ଖାଲି…

ନୂଆଦିଲ୍ଲୀ, ୧୬।୪ : ଦେଶର ଗୋଟିଏ ଲୋକସଭା ଏବଂ ଚାରୋଟି ବିଧାନସଭା ଆସନରେ ଅନୁଷ୍ଠିତ ଉପ-ନିର୍ବାଚନର ଫଳାଫଳ ଘୋଷଣା ହୋଇଛି। ଚାରୋଟି ବିଧାନସଭା ଆସନ ହେଉଛି ପଶ୍ଚିମବଙ୍ଗର ବାଲିଗଞ୍ଜ, ଛତିଶଗଡର ଖୈରାଗଡ, ବିହାରର ବୋଚହାଁ ଏବଂ ମହାରାଷ୍ଟ୍ରର କୋହ୍ଲାପୁର। ଏଥି ସହିତ…

ମନ୍ତ୍ରୀ ଅରୁଣ ସାହୁଙ୍କ ବାସଭବନକୁ ଟମାଟୋ ମାଡ଼

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନକୁ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ। ସେଲ୍ଫ ଫାଇନାନ୍ସ ପାଠ୍ୟକ୍ରମରେ କଟକଣା ଓ ଜାଲ ସାର୍ଟିଫିକେଟ ଆଡମିଶନ ପ୍ରସଙ୍ଗକୁ ବିରୋଧ କରି ଶନିବାର କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ…

ଦୈନିକ ସଂକ୍ରମଣ ହଜାରେ ତଳେ, ମୃତ୍ୟୁ ସଂଖ୍ୟା ୪…

ନୂଆଦିଲ୍ଲୀ, ୧୬।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ହଜାରେ ତଳେ ରହିଛି। ଏହା ୯୭୫ ରେ…

ଶ୍ରୀସନ୍ନ୍ୟାସୀଜୀଙ୍କୁ ରାଜ୍ୟସ୍ତରୀୟ ‘ସଂସ୍କୃତି ସାରଥୀ’ ସମ୍ମାନ

କଟକ ଅଫିସ,୧୬ା୪: ରାଜ୍ୟ କଳା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ସ୍କାର୍ଟ ) ଦ୍ୱାରା ଓଡ଼ିଶାର ବିଶିଷ୍ଟ ଆଧ୍ୟାତ୍ମିକ ସ୍ତମ୍ଭକାର, ବାଗ୍ମୀ, ପ୍ରବକ୍ତା ତଥା ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ’ ର ସମ୍ପାଦକ ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ‘ସଂସ୍କୃତି ସାରଥୀ’ ସମ୍ମାନରେ…

ମଣିପୁର କ୍ୟାବିନେଟର ସମ୍ପ୍ରସାରଣ

ଗୁଆହାଟୀ,୧୬।୪: ମଣିପୁରରେ କ୍ଷମତାକୁ ଫେରିବାର ମାତ୍ର ଏକ ମାସ ପରେ ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ ସରକାରଙ୍କ କ୍ୟାବିନେଟର ସମ୍ପ୍ରସାରଣ ହୋଇଛି। ଶନିବାର ୬ଜଣ ନୂତନ ମନ୍ତ୍ରୀ ଏନ୍‌.ବିରେନ ସିଂଙ୍କ ସରକାରରେ ଯୋଗଦେଇଛନ୍ତି। ମଣିପୁର ରାଜ୍ୟପାଳ ଲା ଗଣେଶନ ଏହି ୬ନୂତନ…

ଜରୁରୀ ବୈଠକ ଡକାଇଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୧୬।୪: କଂଗ୍ରେସକୁ ପୁଣି ଥରେ ଟ୍ରାକ୍‌କୁ ଫେରାଇ ଆଣିବା ପାଇଁ ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଶନିବାର ମଧ୍ୟାହ୍ନରେ ଦଳର ଏକ ଜରୁରୀ ବୈଠକ ଡକାଇଥିଲେ। ଦିଲ୍ଲୀର ଜନପଥ ୧୦ ସ୍ଥିତ ସୋନିଆ ଗାନ୍ଧୀଙ୍କ ବାସଭବନରେ ଘରେ ମଧ୍ୟାହ୍ନ ୧୨ଟାରୁ ଆରମ୍ଭ…

ଦିଲ୍ଲୀରେ ପୁଣି ଡରାଇଲାଣି କରୋନା: ନୋଏଡାରେ ୧୪ଶିଶୁଙ୍କ ସମେତ ୭୦ପଜିଟିଭ୍‌

ନୂଆଦିଲ୍ଲୀ,୧୬।୪: ରାଜଧାନୀ ଦିଲ୍ଲୀ ଓ ଏନ୍‌ସିଆରରେ ପୁଣି ଥରେ କରୋନା ସଂକ୍ରମଣ ମୁଣ୍ଡ ଟେକିଲାଣି। ଦିଲ୍ଲୀ ନିକଟରେ ଥିବା ଗାଜିଆବାଦ ଓ ନୋଏଡାର ଅନେକ ସ୍କୁଲରେ କରୋନା ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି। ଏହାପରେ ସୁରକ୍ଷା ଦୃଷ୍ଟିରୁ ଉକ୍ତ ସ୍କୁଲଗୁଡ଼ିକରେ ଅନ୍‌ଲାଇନ…

୧୦୮ ଫୁଟ୍‌ ଉଚ୍ଚତାର ହନୁମାନ ମୂର୍ତ୍ତିର ଉଦ୍‌ଘାଟନ କଲେ ମୋଦି

ଗାନ୍ଧୀନଗର,୧୬।୪: ସାରାଦେଶରେ ଶନିବାର ହନୁମାନ ଜୟନ୍ତୀ ବହୁ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଏଥିସହ ପବନପୁତ୍ରଙ୍କ ଆଶୀର୍ବାଦ ସର୍ବଦା ସମସ୍ତଙ୍କ ଉପରେ ରହିଥାଉ ବୋଲି ମୋଦି କହିଛନ୍ତି। ଅନ୍ୟପଟେ ଶନିବାର ଗୁଜରାଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri