ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟ୍କା: ଲୋକେ ଭୟଭୀତ
ଇଟାନଗର,୧୫।୪: ଅରୁଣାଚଳ ପ୍ରଦେଶରେ ଶୁକ୍ରବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୩ ରହିଛି। ଭୂକମ୍ପ ଅନୁଭୂତ ହେବା ପରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୬ ଜୀବନ
ଯୋଧପୁର,୧୫।୪:ରାଜସ୍ଥାନର ଯୋଧପୁର ନିକଟ ବିଲାରାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ଏକ ବୋଲେରା ଟ୍ରକ ମାଡିଯିବା ଏହି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ଏହି…
ଲୁଣା, ହେନ୍ତାଳବଣ ପ୍ରତି ବଢୁଛି ବିପଦ
ମହାକାଳପଡ଼ା,୧୫ା୪(ଡି.ଏନ୍.ଏ.): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ପଡ଼ୋଶୀ ଜଗତ୍ସିଂହପୁର ଜିଲା ପାରାଦୀପ ଶିଳ୍ପାଞ୍ଚଳରେ ଥିବା କଳକାରଖାନାର ନିର୍ଗତ ନିଆଁ, ଧୂଆଁ ଓ ଧୂଳିର ପ୍ରଭାବ ବ୍ଲକ ଅଞ୍ଚଳରେ…
ଆଜିଠାରୁ ହିଙ୍ଗୁଳାଯାତ୍ରା
ତାଳଚେର,୧୫ା୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ପ୍ରସିଦ୍ଧ ବାର୍ଷିକ ଯାତ୍ରା ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ମହାମାରୀ କରୋନା ଯୋଗୁ ଗତ ୨ ବର୍ଷ ହେଲା ମା’ଙ୍କ ବାର୍ଷିକ ଯାତ୍ରା କେବଳ ରୀତିନୀତି…
୬ ଦିନ ମଧ୍ୟରେ ଜିରୋରୁ ହିରୋ ହେଲେ ଏହି କ୍ରିକେଟର୍
ପୁଣେ,୧୫।୪: ଆଇପିଏଲ ୨୦୨୨ ଆଇପିଏଲ୍ରେ ଓ୍ବେଷ୍ଟଇଣ୍ଡିଜ୍ କ୍ରିକେଟର୍ ଓଡିଆନ ସ୍ମିଥଙ୍କୁ ବହୁ ଉତ୍ଥାନ-ପତନ ଦେଇ ଗତି କରିବାକୁ ପଡିଛି। ଚଳିତବର୍ଷ ସେ ପଞ୍ଜାବ ପକ୍ଷରୁ ଖେଳୁଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଅନ୍ତିମ ୨ଟି ବଲରେ ୨ଟି ଛକା ଖାଇବା ପରେ ସ୍ମିଥଙ୍କ…
କୋର୍ଟରେ ହାଜର ହେଲେ ନାହିଁ ରାମ୍କୋ କର୍ତ୍ତୃପକ୍ଷ
ଯାଜପୁର ଅଫିସ,୧୫ା୪: ଯେତେ ନୀତିନିୟମ ଉଲ୍ଲଂଘନ କଲେ ବି ଶିଳ୍ପ କାରଖାନା କର୍ତ୍ତୃପକ୍ଷଙ୍କ ପ୍ରତି ସରକାର କେତେ ସହାନୁଭୂତିଶୀଳ ଏକଥା ରାମ୍କୋ ସିମେଣ୍ଟ କମ୍ପାନୀ କ୍ଷେତ୍ରରେ ଦେଖିବାକୁ ମିଳୁଛି । ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାଶପୁରଠାରେ ପ୍ରତିଷ୍ଠିତ ରାମ୍କୋ ସିମେଣ୍ଟ…
ଚୁଡ଼ି ବେପାରୀରୁ ଆନ୍ତଃରାଜ୍ୟ ନିଶା ମାଫିଆ
ଭୁବନେଶ୍ୱର,୧୫।୪(ବ୍ୟୁରୋ): କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ମଙ୍ଗଳବାର ଭୁବନେଶ୍ୱରରୁ ଦୁଇ ଆନ୍ତଃରାଜ୍ୟ ନିଶା ମାଫିଆଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୨୦୨ ଗ୍ରାମର ନିଷେଧ ନିଶାଦ୍ରବ୍ୟ ‘କୋକେନ’ ଜବତ କରିଥିଲା। ତେବେ କୋକେନ କାରବାର ଧରାପଡ଼ିବା ଓଡ଼ିଶାରେ ପ୍ରଥମ ଘଟଣା ହୋଇଥିବାବେଳେ…
ତଦନ୍ତ ନ କଲେ ସପ୍ତାହେ ପରେ ପୁଣି ମନେପକାଇଦେବି: ଅପରାଜିତା
ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ୭୪ତମ ପ୍ରତିଷ୍ଠା ଦିବସରେ ଏମ୍ପି ଅପରାଜିତା ଷଡ଼ଙ୍ଗୀଙ୍କୁ ଡକା ନ ଯିବା ଘଟଣାକୁ ନେଇ ରାଜନୀତି ବଢ଼ିବାରେ ଲାଗିଛି। ଅପରାଜିତା ଏକଥାକୁ ସହଜରେ ଗ୍ରହଣ କରିପାରିନାହାନ୍ତି। ପ୍ରଥମେ ବୁଧବାର ଟୁଇଟ୍ କରି ତାଙ୍କୁ କାହିଁକି ଡକାଗଲା ନାହିଁ,…
ପିସିସି ସଭାପତି ପରିବର୍ତ୍ତନ ନେଇ ମୁହଁ ଖୋଲିଲେ ନିରଞ୍ଜନ
ଭୁବନେଶ୍ୱର,୧୫।୪ (ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଅନୁମତି ପରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାକୁ ନେଇ କଂଗ୍ରେସ ଶିବିର ଚଳଚଞ୍ଚଳ ରହିଥିବାବେଳେ ଗୁରୁବାର ପିସିସି ସଭାପତି ନିରଞ୍ଜନ…
ଏମ୍ପିଙ୍କ ଅଜାଣତରେ ବ୍ଲକ ପ୍ରତିନିଧି ଚୟନ
ସମ୍ବଲପୁର,୧୫ା୪(ବ୍ୟୁରୋ): ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବଙ୍କ ଅଜାଣତରେ ଯୁଯୁମୁରା ବ୍ଲକ ପାଇଁ ପ୍ରତିନିଧି ଚୟନ କରାଯାଇଛି। ଏ ନେଇ ଏମ୍ପି ଗଙ୍ଗଦେବ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଜଣେ ଭାଜପା କର୍ମୀ ଲେଟରପ୍ୟାଡ ରଖି ଏଭଳି କରୁଥିବା ସେ କହିଛନ୍ତି। ସେ ଆହୁରି…
ଆସନ୍ତା ସପ୍ତାହରେ ଭାରତ ଆସିପାରନ୍ତି ବୋରିସ୍
ନୂଆଦିଲ୍ଲୀ, ୧୪ା୪: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ୍ ଆସନ୍ତା ସପ୍ତାହରେ ଭାରତ ଆସିପାରନ୍ତି। ଭାରତ-ବ୍ରିଟେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତି (ଏଫ୍ଟିଏ) ଚୁକ୍ତିର ୨୬ ଚାପ୍ଟର ମଧ୍ୟରୁ ୪ଟି ସଫଳତାର ସହ ଶେଷ ହୋଇଥିବାବେଳେ ବୋରିସ୍ଙ୍କ ନୂଆଦିଲ୍ଲୀ ଗସ୍ତରେ ଆସିବେ ବୋଲି…
୨୨ କୋଟିର ଟୁଇଟ୍ ୨୧ ହଜାର ଟଙ୍କା
ଓ୍ବାଶିଂଟନ୍, ୧୫ା୪:ଟୁଇଟର ପ୍ରତିଷ୍ଠାତା ଜ୍ୟାକ୍ ଡୋର୍ସିଙ୍କ ପ୍ରଥମ ଟୁଇଟ୍ର ଏନ୍ଏଫ୍ଟିକୁ କିଣିଥିବା ବ୍ୟକ୍ତିଙ୍କୁ ବଡ଼ ଝଟକା ଲାଗିଛି। ୨୦୦୬ ମେ ୨୧ରେ ଡୋର୍ସି କରିଥିବା ଟୁଇଟ୍କୁ ଉଦ୍ୟୋଗୀ ସାଇନା ଏଷ୍ଟାଭି ୨.୯ ମିଲିୟନ ଡଲାର (ପ୍ରାୟ ୨୨ କୋଟି ଟଙ୍କା)ରେ କିଣିଥିବାବେଳେ…
Archives


