ପ୍ରଧାନମନ୍ତ୍ରୀଙ୍କ ଘୋଷଣା: ବେସାହାରା ପିଲାଙ୍କୁ ମାସକୁ ମିଳିବ ୪ ହଜାର ଟଙ୍କା ଷ୍ଟାଇପେଣ୍ଡ୍
ନୂଆଦିଲ୍ଲୀ,୩୦।୫: କେନ୍ଦ୍ର ସରକାରଙ୍କ ୮ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ୍ ଅନାଥ ପିଲାମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ସୋମବାର ଭିଡିଓ କନ୍ଫରେନ୍ସରେ ପ୍ରଧାନମନ୍ତ୍ରୀ ମୋଦି ‘ପିଏମ୍ କେୟାର୍ସ ଫର୍ ଚିଲ୍ଡ୍ରେନ୍’ ଯୋଜନା ଆରମ୍ଭ କରିଛନ୍ତି। ଏହି…
ତମାଖୁର ଭୟାବହତା
ଧୂମପାନ ହେଉ କି ତମାଖୁ ସେବନର ଭୟାବହତା ବିଷୟରେ ଆମକୁ ଚେତେଇ ଚାଲିବାରେ ଚିକିତ୍ସକମାନେ କୌଣସି ଊଣା କରିନାହାନ୍ତି। ଅଥଚ ଆମ୍ଭମାନଙ୍କ ମଧ୍ୟରୁ ଅନେକେ ଏହି ପରାମର୍ଶକୁ ଏ କାନରେ ଶୁଣି ସେ କାନରେ ବାହାର କରିଦେଉଛନ୍ତି। କାହିଁକି ସେମାନେ ଟାଣି…
ଭିତ୍ତିପ୍ରସ୍ତରକୁ ୫ ବର୍ଷ ବିତିଲା, ଇଟା ଖଣ୍ଡେ ପଡ଼ିଲାନି
ଧାମନଗର, ୩୦ା୫ (ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ମୁସ୍ତାଫାପୁର ପଞ୍ଚାୟତ ଦୋବଲ କାଳୀପଡ଼ିଆଠାରେ କଲ୍ୟାଣ ମଣ୍ଡପ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଗ୍ରାମାଞ୍ଚଳରେ କଲ୍ୟାଣ ମଣ୍ଡପ ନିର୍ମାଣ ହେବ ଶୁଣି ସ୍ଥାନୀୟ ଲୋକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖାଯାଇଥିଲା। ଏହା…
ପୁଣି ଜଣେ ଅଭିନେତ୍ରୀ କଲେ ଆତ୍ମହତ୍ୟା
ପଶ୍ଚିମବଙ୍ଗରେ ପୁଣି ଜଣେ ଅଭିନେତ୍ରୀ ଆତ୍ମହତ୍ୟା କରିଛନ୍ତି। ବେଡିଆଡଙ୍ଗାରେ ଜଣେ ୧୮ ବର୍ଷୀୟା ମଡେଲ ସରସ୍ବତୀ ଦାସ ଫ୍ୟାନରେ ଝୁଲି ପଡ଼ି ଆତ୍ମହତ୍ୟା କରିଛନ୍ତି। ଗତ କିଛି ଦିନ ହେବ ପଶ୍ଚିମବଙ୍ଗରେ ୩ ଅଭିନେତ୍ରୀ ଆତ୍ମହତ୍ୟା କରିଛନ୍ତି। ସରସ୍ବତୀଙ୍କୁ ଫ୍ୟାନ୍ରେ ଝୁଲୁଥିବାର…
ମେ ୩୦-୩୧ ଦୁଇ ଦିନ ହେବ ଆକାଶରୁ ଉଲ୍କା ବର୍ଷା…
ଓ୍ବାଶିଂଟନ, ୩୦।୫ : ସମଗ୍ର ବିଶ୍ୱର ମହାକାଶ ଗବେଷକଙ୍କ ପାଇଁ ଏକ ଖୁସି ଖବର ଆସିଛି । ମେ ୩୦ ଏବଂ ୩୧ ଦୁଇ ଦିନ ଧରି ଆକାଶରୁ ଉଲ୍କା ବର୍ଷା ହେବ। ଆମେରିକାର ସ୍ପେସ ଏଜେନ୍ସି ନାସା ଅନୁଯାୟୀ, ମେ…
ଜାମୁକୋଳି ଖାଇବାକୁ ଯାଇ ଚାଲିଗଲା ବାଳକଙ୍କ ଜୀବନ
ଛେଣ୍ଡିପଦା,୩୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଜାମ୍ବୁନାଳି ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ରଞ୍ଜନ କୁମାର ମାଝିଙ୍କ ୧୦ ବର୍ଷର ପୁଅ ନିରାକାର ସାଙ୍ଗମାନଙ୍କ ସହ ଜାମୁକୋଳି ଖାଇବାକୁ ଯାଇଥିଲେ। ପରେ ଗ୍ରାମ ନିକଟରେ ଥିବା ଜିରାବାହାଳି…
ମଙ୍କିପକ୍ସ, ୨୩ ଦେଶରେ ୨୫୭ ଆକ୍ରାନ୍ତ, ଚିନ୍ତା ପ୍ରକଟ କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…
ଜେନେଭା, ୩୦।୫ : ମଙ୍କିପକ୍ସ ସଂକ୍ରମଣ ପୃଥିତ୍ବୀର ବିଭିନନ ଦେଶରେ ବଢ଼ିବାରେ ଲାଗିଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ଇତିମଧ୍ୟରେ ୨୩ଟି ଦେଶରେ ମଙ୍କିପକ୍ସର ୨୫୭ ମାମଲା ନିଶ୍ଚିତ ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି।…
ଲାଇଭ୍ ଶୋ’ ବେଳେ ଟଳିପଡିଲେ ପ୍ରଖ୍ୟାତ ଗାୟକ
ମାଲାୟାଲମ ସଙ୍ଗୀତ ଜଗତର ପ୍ରସିଦ୍ଧ ଗାୟକ ଏଡଭା ବଶିରଙ୍କ ପରଲୋକ ଘଟିଛି। ଏକ ଲାଇଭ୍ ଶୋ’ ବେଳେ ସେ ଷ୍ଟେଜ୍ ଉପରେ ଟଳିପଡିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ତାଙ୍କର ଆକସ୍ମିକ ମୃତ୍ୟୁରେ ମନୋରଞ୍ଜନ ଜଗତରେ ମଧ୍ୟ ଶୋକର…
କୋଇଲା ବୋଝେଇ ଟ୍ରେନ୍ରେ ଲାଗିଲା ନିଆଁ
ନିରାକାରପୁର,୩୦ା୫(ଡି.ଏନ୍.ଏ.): ପୂର୍ବତଟ ରେଳବାଇ ଅନ୍ତର୍ଗତ ଖୋର୍ଦ୍ଧା ରୋଡ୍ ଡିଭିଜନ ଅନ୍ତର୍ଗତ କାଳୁପଡ଼ା ଘାଟ ରେଳ ଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମରେ ଅଟକି ରହିଥିବା ଏକ କୋଇଲା ବୋଝେଇ ଟ୍ରେନ୍ର ଏକ ବଗିରେ ସୋମବାର ନିଆଁ ଲାଗିଯାଇଥିଲା। ଘଟଣାସ୍ଥଳରେ ନିଆଁକୁ ଆୟତ୍ତ କରିବା…
ବନ୍ଧୁଙ୍କ ମୃତ୍ୟୁ ଖବର ପାଇ ଦେଖିବାକୁ ଯାଇଥିଲେ, ୨ ମହିଳା ପାଲଟିଲେ ଶବ
ଛେଣ୍ଡିପଦା,୩୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଅନୁଗୋଳ-ସମ୍ବଲପୁର ୫୫ ନଂ. ଜାତୀୟ ରାଜପଥ ମରାତିରା ଗଣ୍ଡିମୁଣ୍ଡା ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ପିଆଜ ବୋଝେଇ ଟ୍ରକ ସହ ଅଟୋ ଧକ୍କା ହେବାରୁ ଘଟଣାସ୍ଥଳରେ ୨ ମହିଳା ଯାତ୍ରୀଙ୍କର ମୃତ୍ୟୁ…
ଭାଜପାର ମିଶନ ଦକ୍ଷିଣ ଭାରତ, ୫ ରାଜ୍ୟ ଉପରେ ଲକ୍ଷ୍ୟ…
ନୂଆଦିଲ୍ଲୀ, ୩୦।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୮ ବର୍ଷ ପୂର୍ତ୍ତିକୁ ସ୍ମରଣୀୟ କରିବା ପାଇଁ ଭାଜପା ସାରା ଦେଶରେ ମେଗା ଉତ୍ସବ ପାଳନ କରିବାକୁ ପ୍ରସ୍ତୁତ ହେଉଥିବାବେଳେ ଅପରପକ୍ଷରେ ଏହାର ମିଶନ ବିସ୍ତାରରେ ମଧ୍ୟ ବ୍ୟସ୍ତ ରହିଛି। ରାଜନୈତିକ…
ଆଇପିଏଲ୍ ଟ୍ରଫି ହାରିବା ସତ୍ତ୍ୱେ ଇତିହାସ ରଚିଲେ ଏହି ବୋଲର୍
ଅହମ୍ମଦାବାଦ୍,୩୦।୫: ଆଇପିଏଲ ୨୦୨୨ର ଫାଇନାଲ ରାଜସ୍ଥାନ ରୟାଲ୍ସ ପାଇଁ ଆଦୌ ଭଲ ନ ଥିଲା। ରାଜସ୍ଥାନର ଉଭୟ ବ୍ୟାଟ୍ସମ୍ୟାନ ଏବଂ ବୋଲରମାନେ ଏହି ମ୍ୟାଚରେ ବିଫଳ ହୋଇଥିଲେ। ଯଦିଓ ଦଳ ଚଳିତ ସିଜନରେ ଆଇପିଏଲ ଟାଇଟଲ ଜିତି ନ ଥିଲା, ଅନେକ…
Archives


