ସୁପର୍ଟେକ୍ ଟୁଇନ୍ ଟାଓ୍ବାର ଧ୍ୱଂସ ପାଇଁ ଲାଗିବ କେତେ ବିସ୍ଫୋରକ, ବିଚାରବିମର୍ଷ ଆରମ୍ଭ…
ନୋଏଡା, ୨୬।୨ : ଦିଲ୍ଲୀ ଏନସିଆର୍ର ନୋଏଡାର ସେକ୍ଟର ୯୩-ଏ’ଠାରେ ଥିବା ସୁପର୍ଟେକ୍ ଟୁଇନ୍ ଟାଓ୍ବାର ଧ୍ୱଂସ ପାଇଁ ବିଚାର ବିମର୍ଷ ଜାରି ରହିଛି। ଏଥିପାଇଁ କେତେ ପରିମାଣର ବିସ୍ଫୋରକ ଲାଗିବ ତାହାର ହିସାବ ଲାଗି ଦକ୍ଷିଣ ଆଫ୍ରିକାରୁ ସ୍ବତନ୍ତ୍ର ଇଞ୍ଜିନିୟର…
ଏବେ ଏଷ୍ଟୋନିଆ-ଲାଟିଭିଆ-ଲିଥୋନିଆ ଉପରେ ପୁଟିନ୍ଙ୍କ ନଜର…
ମସ୍କୋ/ଓ୍ବାଶିଂଟନ, ୨୬।୨ : ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ତେବେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍ କେବଳ ଏତିକିରେ ସନ୍ତୁଷ୍ଟ ହେବେ ନାହିଁ। ଅଗାମୀ ଦିନରେ ଏଷ୍ଟୋନିଆ, ଲାଟିଭିଆ ଏବଂ ଲିଥୋନିଆ ଉପରେ ପୁଟିନ୍ଙ୍କ ନଜର ରହିଛି। ସେ ଯୋଜନାବଦ୍ଧ…
କୋବ୍ରା ଓ୍ବାରିୟର୍ସ ଅଭ୍ୟାସରେ ଯୋଗ ଦେବନି ଭାରତୀୟ ବାୟୁସେନା…
ନୂଆଦିଲ୍ଲୀ, ୨୬।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ରକ୍ତାକ୍ତ ଯୁଦ୍ଧ ମଧ୍ୟରେ ଭାରତ ବ୍ରିଟେନରେ ହେବାକୁ ଥିବା କୋବ୍ରା ୱାରିୟର୍ସ ଅଭ୍ୟାସ ୨୦୨୨ରେ ଅଂଶଗ୍ରହଣ ନକରିବାକୁ ନିଷ୍ପତ୍ତି ନେଇଛି। ବ୍ରିଟେନରେ ଆୟୋଜିତ ହେବାକୁ ଥିବା କୋବ୍ରା ୱାରିୟର୍ସ ସାମରିକ…
୨୧୯ ଭାରତୀୟଙ୍କୁ ନେଇ ରୋମାନିୟାରୁ ଭାରତ ବାହାରିଲା ପ୍ରଥମ ବିମାନ
ନୂଆଦିଲ୍ଲୀ,୨୬ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଭିତରେ ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କ ମଧ୍ୟରୁ ରୋମାନିୟା ଚାଲିଆସିଥିବା ୨୧୯ ଭାରତୀୟଙ୍କୁ ନେଇ ଏୟାର ଇଣ୍ଡିଆର ପ୍ରଥମ ବିମାନ ମୁମ୍ବାଇ ଅଭିମୁଖେ ଯାତ୍ରା ଆରମ୍ଭ କରିଛି । ଶନିବାର ସକାଳେ ବିମାନଟି ରୋମାନିୟାରେ ପହଞ୍ଚି…
ୟୁକ୍ରେନ୍କୁ ଆମେରିକା ସମେତ ୨୮ ଦେଶର ଆର୍ଥିକ ସହାୟତା…
କ୍ୱିଭ୍,୨୬।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରବଳ ଯୁଦ୍ଧ ଜାରି ରହିଛି। ୟୁକ୍ରେନରେ ବିନାଶର ଚାଣ୍ଡବ ଜାରି ରହିଛି। ବହୁ ଲୋକଙ୍କ ମୃତ୍ୟୁ ମଧ୍ୟ ଘଟିଛି। ଏହି ସମୟରେ ଅନେକ ଦେଶ ୟୁକ୍ରେନକୁ ସହାୟତା ପ୍ରଦାନ କରିଛନ୍ତି। ଆମେରିକା, ବ୍ରିଟେନ…
ଟ୍ୟାଙ୍କରକୁ ଅଟକାଇବା ପାଇଁ ବ୍ରିଜ୍ ସହିତ ନିଜକୁ ଉଡ଼ାଇଦେଲେ ୟୁକ୍ରେନର ସାହସିକ ଯବାନ
କ୍ୱିଭ,୨୬।୨: ରୁଷିଆର ସୈନ୍ୟଙ୍କ ଆକ୍ରମଣ ମଧ୍ୟରେ ଜଣେ ୟୁକ୍ରେନ ସୈନ୍ୟଙ୍କ ସାହସିକତାର ଖବର ସାମ୍ନାକୁ ଆସିଛି। ଏହି ଯବାନ ରୁଷିଆର ଟ୍ୟାଙ୍କରକୁ ଅଟକାଇବା ପାଇଁ ବ୍ରିଜ ସମେତ ନିଜକୁ ବୋମାରେ ଉଡାଇଦେଇଥିବା ସୂଚନା ମିଳିଛି। ଯୁଦ୍ଧରେ ପ୍ରାଣ ହରାଇଥିବା ୟୁକ୍ରେନର ଏହି…
ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍…
ନୂଆଦିଲ୍ଲୀ, ୨୬।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗିଛି। ଦୈନିକ ସଂକ୍ରମଣ ୧୨ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୧୧ ହଜାର ୪୯୯ରେ ପହଞ୍ଚିଛି।…
ଆଜି ଖେଳାଯିବ ଦ୍ୱିତୀୟ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି, କିଭଳି ଦେଖିବେ…
ନୂଆଦିଲ୍ଲୀ,୨୬।୨: ଭାରତ-ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମୁକାବିଲା ଶନିବାର ଖେଳାଯିବ। ଧର୍ମଶାଳାର ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଅନୁଷ୍ଠିତ ହେବ ମ୍ୟାଚ୍। ସିରିଜର ପ୍ରଥମ ମ୍ୟାଚ୍ରେ ଭାରତୀୟ ଟିମ୍ ଶ୍ରୀଲଙ୍କାକୁ ୬୨ ରନ୍ରେ…
ଏହି ସୁନ୍ଦରୀଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ଇଶାନ
ନୂଆଦିଲ୍ଲୀ,୨୬।୨: ବିଗତ କିଛି ବର୍ଷରେ ନିଜ ଖେଳ ଜରିଆରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିବାରେ ସଫଳ ହୋଇଛନ୍ତି ସୁପରଷ୍ଟାର ଉଇକେଟ କିପର ବ୍ୟାଟ୍ସମ୍ୟାନ୍ ଇଶାନ କିଶନ। ସେ ନିଜର ଆକ୍ରାମଣାତ୍ମକ ବ୍ୟାଟିଂକୁ ନେଇ ଜଣାଶୁଣା। ପ୍ରେମ ଜୀବନ ଦେଖିଲେ ଇଶାନଙ୍କ ଗର୍ଲଫ୍ରେଣ୍ଡ…
ୟୁକ୍ରେନ ବିରୁଦ୍ଧରେ ସାମରିକ ଆକ୍ରମଣ ବନ୍ଦ କରିବାକୁ ରୁଷିଆ ଉପରେ କେନ୍ଦ୍ର ଚାପ ପ୍ରୟୋଗ କରିବା ଉଚିତ: ଆରଏସ୍ଏସ୍
ନୂଆଦିଲ୍ଲୀ,୨୬।୨: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ରାଷ୍ଟ୍ରିୟ ସ୍ବୟଂସେବକ ସଂଘ(ଆରଏସ୍ଏସ୍) ପକ୍ଷରୁ ଏକ ବୟାନ ସାମ୍ନାକୁ ଆସିଛି। ୟୁକ୍ରେନରେ ସାମରିକ ଆକ୍ରମଣ ବନ୍ଦ କରିବାକୁ ରୁଷିଆ ଉପରେ ଚାପ ପ୍ରୟୋଗ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କରିଛି ଆରଏସ୍ଏସ୍। ଏଥିସହ…
ବିଦ୍ୟୁତ୍ ଖୁଣ୍ଟରେ ମାଡ଼ ହୋଇ ଏଭିଏସନ୍ ଏକାଡେମିର ବିମାନ ଦୁର୍ଘଟଣାଗ୍ରସ୍ତ: ଟ୍ରେନିଂ ପାଇଲଟ ମୃତ
ଅମରାବତି,୨୬।୨: ଆନ୍ଧ୍ରପ୍ରଦେଶରେ ଶନିବାର ଏକ ଏଭିଏସନ୍ ଏକାଡେମୀର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନ ଦୁର୍ଘଟଣାରେ ଜଣେ ପ୍ରଶିକ୍ଷକ ପାଇଲଟଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ମୃତ ପାଇଲଟ ହେଉଛନ୍ତି ତାମିଲନାଡୁର ମହିମା। ଆନ୍ଧ୍ରର ନାଲଗୋଣ୍ଡାଠାରେ ଏହି ଦୁର୍ଘଟଣା ଘଟିଛି। ସୂଚନାଯୋଗ୍ୟ,…
ପଳାୟନ କରିବିନି ଅସ୍ତ୍ର ଧରିବି
କ୍ୱିଭ,୨୬।୨: ଯୁଦ୍ଧର ତୃତୀୟ ଦିନରେ ବି ରୁଷିଆ ସୈନ୍ୟ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛନ୍ତି। ଇତିମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କିଙ୍କ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ୟୁକ୍ରେନ ଛାଡିବା ନେଇ ଆମେରିକାର ଅଫରକୁ ଜେଲେନ୍ସ୍କି ପ୍ରତ୍ୟାଖ୍ୟାନ କରିଦେଇଛନ୍ତି।…
Archives


