ବେଜିଂରେ ମୁହାଁମୁହିଁ ହେବେ ଟ୍ରମ୍ପ-ଜିନପିଙ୍ଗ, ଯୁଦ୍ଧକୁ ନେଇ ହେବ ବଡ଼ ଘୋଷଣା!
ବେଜିଂ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ତାଙ୍କର ଗୁରୁତ୍ୱପୂର୍ଣ୍ଣ ସାକ୍ଷାତ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଟ୍ରୁଥ୍’ରେ ସେୟାର କରାଯାଇଥିବା ଏକ ପୋଷ୍ଟରେ ସେ ଘୋଷଣା କରିଛନ୍ତି…
୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!
ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା ପାଇଁ ତୈଳ କମ୍ପାନି ନେଇଛନ୍ତି କଠୋର ପଦକ୍ଷେପ। ଡିଲରଙ୍କ ପାଇଁ Payment Terms…
ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ
ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ, ଦୀପ, ଫୁଲ…
ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ
ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ ସହିତ ଏକ ଟ୍ରକ ଧକ୍କା ଦେଇଥିଲା। ହଠାତ୍ ନିଆଁ…
ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!
ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା ପାଇଁ ଇରାନ ସହିତ ହାତ ମିଳାଇଛି। 2019 ପରେ ପ୍ରଥମ ଥର ପାଇଁ…
ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି
ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି। ବରମୁଣ୍ଡା ହାଉସିଂ ବୋର୍ଡର ଜିତେନ୍ଦ୍ର ବିଶାଳ ନେଇଛନ୍ତି ପ୍ରଥମ ନିଲାମ। ସୂଚନାଯୋଗ୍ୟ, ଏଥର…
ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ
ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି କରିବା ତ ଦୂରର କଥା, ଏପର୍ଯ୍ୟନ୍ତ ସେମାନେ ଖରିଫ ଧାନ ବିକ୍ରି ପାଇଁ…
ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି
ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍ପି ରବୀନ୍ଦ୍ର କୁମାର ଜେନା ଭାଜପାରେ ମିଶିବା ପରେ ଜିଲା ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ରବୀନ୍ଦ୍ରଙ୍କ ସହ ତାଙ୍କୁ ସମର୍ଥନ…
ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!
ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର ରୂପା ଦରରେ ପ୍ରାୟ ୫ ପ୍ରତିଶତ ବୃଦ୍ଧି ଘଟିଛି, ଯାହାଫଳରେ ଏହା ପ୍ରତି…
ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!
ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର ଏହି ଚିନ୍ତା ଦୂର କରିବା ସହ ଜୀବନ ରକ୍ଷାକାରୀଙ୍କୁ ସମ୍ମାନିତ କରିବା ପାଇଁ…
ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ
ନୂଆଦିଲ୍ଲୀ,୨୫।୩: ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ ପ୍ରତ୍ୟାଖାନ କରିଥିବା ନେଇ କୁହାଯାଇଛି । ଅଧିକାରୀ ଜଣକ କଡ଼ା ଶବ୍ଦରେ…
ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’
ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷରେ ପାକିସ୍ତାନର ସମ୍ଭାବ୍ୟ ମଧ୍ୟସ୍ଥତା ସମ୍ପର୍କରେ ପ୍ରଶ୍ନ କରାଯାଇଥିଲା।…

