ତିନି ବର୍ଷ ପରେ ଟେଲି ପରଦାକୁ ଫେରୁଛନ୍ତି ଏହି ହ୍ୟାଣ୍ଡସମ୍ ଅଭିନେତା
ବମ୍ବେ: ଦୀର୍ଘ ତିନି ବର୍ଷର ବ୍ୟବଧାନ ପରେ ଟେଲି ପରଦାକୁ ଫେରୁଛନ୍ତି ଅଭିନେତା ଶୋଏବ ଇବ୍ରାହିମ୍। ନୂଆ ଶୋ’ ସହ ନୂଆ ଭୂମିକାରେ ତାଙ୍କୁ ଦର୍ଶକେ ଦେଖିବାକୁ ପାଇବେ। ଏହାକୁ ନେଇ ସେ ବେଶ୍ ଏକ୍ସସାଇଟେଡ୍ ରହିଥିବା ବେଳେ ନିଜ ଉପରେ…
ଅପରାହ୍ନ ୨ଟା ପରେ ଓ୍ବେବ୍ସାଇଟ୍ରୁ ରେଜଲ୍ଟ ଜାଣିପାରିବେ ଛାତ୍ରୀଛାତ୍ର, କିଭଳି ଜାଣନ୍ତୁ…
କଟକ ଅଫିସ,୬।୭: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଦିନ ଦୁଇଟା ପରେ ପରୀକ୍ଷାର୍ଥୀମାନେ ନିଜ ନିଜର ରେଜଲ୍ଟ ୱେବସାଇଟ୍ରୁ ଜାଣିପାରିବେ । ପରୀକ୍ଷାର୍ଥୀମାନେ WWW.BSEODISHA.AC.IN ଓ ORISSARESULTS.NIC.IN ଓ୍ବେବ୍ସାଇଟ୍ରୁ ରେଜଲ୍ଟ ଜାଣିପାରିବେ। ଏହାଛଡ଼ା ଏସ୍ଏମ୍ଏସ୍ ଜରିଆରେ ବି…
ଦିଲ୍ଲୀ ସରକାରଙ୍କ ରାଜସ୍ପରେ ବୃଦ୍ଧି, ସିଏଜି ରିପୋର୍ଟ…
ନୂଆଦିଲ୍ଲୀ, ୬।୭ : ଅରବିନ୍ଦ କେଜ୍ରିୱାଲଙ୍କ ନେତୃତ୍ୱରେ ଦିଲ୍ଲୀ ସରକାରଙ୍କ ରାଜସ୍ବରେ ବୃଦ୍ଧି ଘଟିଛି। ଅରବିନ୍ଦ କେଜ୍ରିୱାଲଙ୍କ ଶାସନରେ ଦିଲ୍ଲୀ ସରକାର କେବେ ବି କ୍ଷତି ହୋଇ ନାହିଁ। ସିଏଜି ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଦିଲ୍ଲୀରେ ୨୦୧୫ ଠାରୁ ରାଜସ୍ବରେ…
ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ,୬।୭: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାଗବନ୍ତ ମାନ ପୁଣି ଥରେ ବିବାହ କରିବାକୁ ଯାଉଛନ୍ତି। ସେ ଜୁଲାଇ ୭ ଗୁରୁବାର ଚଣ୍ଡିଗଡ଼ରେ ଡା. ଗୁରୁପ୍ରୀତ କୌରଙ୍କୁ ବିବାହ କରିବେ। ମାନ ୬ ବର୍ଷ ପୂର୍ବେ ପ୍ରଥମ ସ୍ତ୍ରୀ ଇନ୍ଦରପ୍ରୀତଙ୍କଠାରୁ ଛାଡପତ୍ର ନେଇଥିଲେ। ଇନ୍ଦରପ୍ରୀତ…
୩ ସ୍କୁଲରେ ଶୂନ ରେଜଲ୍ଟ,୧୧୭୦ରେ ସବୁ ପାସ୍
କଟକ ଅଫିସ,୬।୭: ବୁଧବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିବା ବେଳେ କୃତକାର୍ଯ୍ୟ ହୋଇଛନ୍ତି ୫,୧୭,୮୪୭। ତଦନୁଯାୟୀ ପାସ ହାର ୯୦.୫୫% ରହିଛି। ତେବେ ୩ ସ୍କୁଲରେ କୌଣସି…
ଫେଲ୍ ହେଲେ ୮୬୯୯ ପିଲା
କଟକ ଅଫିସ,୬।୭: ବୁଧବାର ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି । ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ କଟକ ବୋର୍ଡ କାର୍ଯ୍ୟାଳୟରେ ଅନୁଷ୍ଠାନିକଭାବେ ଏହା ପ୍ରକାଶ କରିଛନ୍ତି । ଚଳିତ ବର୍ଷ ପାସ ହାର ୯୦.୫୫ ପ୍ରତିଶତ…
ଜୁଲାଇ ୧୧ରୁ ରି-ଚେକିଂ ଲାଗି କରିପାରିବେ ଆବେଦନ
କଟକ ଅଫିସ,୬।୭: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ ଅନୁଷ୍ଠାନିକଭାବେ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ଚଳିତ ବର୍ଷ ପାସ ହାର ୯୦.୫୫ ପ୍ରତିଶତ ରହିଛି।…
୨୧ ବର୍ଷ ପରେ ମିଳିଲା ମୁଲ୍ଲା ଓମାରଙ୍କ ଟୟୋଟା କାର୍…
କାବୁଲ, ୬।୭ : ତାଲିବାନ ପ୍ରତିଷ୍ଠାତା ମୁଲ୍ଲା ଓମାରଙ୍କ ୨୧ ବର୍ଷ ପୁରୁଣା କାରକୁ ଖୋଜି ବାହାର କରାଯାଇଛି। ଆମେରିକାର ଆକ୍ରମଣରୁ ସୁରକ୍ଷିତ ରହିବା ପାଇଁ ମୁଲ୍ଲା ଓମାର ଲାୁଚି ରହିଥିଲେ। କାଙ୍କ କାରକୁ ମାଟି ତଳେ ପୋତି ଦିଆଯାଇଥିଲା। ଆମେରିକାରେ…
ସରକାରୀ କର୍ମଚାରୀଙ୍କ ମଧ୍ୟରେ ହାହାକାର, ୫୦ ବର୍ଷରୁ ଅଧିକ ବୟସ୍କଙ୍କୁ ବାଧ୍ୟତା ମୂଳକ ଅବସର…
ଲକ୍ଷ୍ନୌ, ୬।୭ : ଉତ୍ତରପ୍ରଦେଶର ରାଜ୍ୟ ସରକାରୀକର୍ମଚାରୀଙ୍କ ମଧ୍ୟରେ ହାହାକାର ଦେଖାଦେଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ୫୦ ବର୍ଷରୁ ଅଧିକ ବୟସର ଲୋକଙ୍କୁ ଜବରଦସ୍ତ ଅବସର ଦେବାକୁ ଯାଉଛନ୍ତି। ଜୁଲାଇ ୩୧ ସୁଦ୍ଧା…
ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷାଫଳ
କଟକ ଅଫିସ, ୬।୭: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷାଫଳ । କଟକ ବୋର୍ଡ କାର୍ଯ୍ୟାଳୟରେ ବୁଧବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଆନୁଷ୍ଠାନିକ ଭାବେ ପରୀକ୍ଷାଫଳ ପ୍ରକାଶ କରିଛନ୍ତି। ତେବେ ଚଳିତ ବର୍ଷ…
ଅଭିନେତା ବିଜୟ ବାବୁଙ୍କ ଅଗ୍ରୀମ ଜାମିନରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ, ୬।୭ : ବଳାତ୍କାର ମାମଲାରେ ଅଭିନେତା ବିଜୟ ବାବୁଙ୍କୁ ଦିଆଯାଇଥିବା ଅଗ୍ରୀମ ଜାମିନରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ବୁଧବାର ମନା କରି ଦେଇଛନ୍ତି। ତେବେ ଶୀର୍ଷକୋର୍ଟ ସ୍ପଷ୍ଟ କରିଛି ଯେ କୋର୍ଟଙ୍କ ପୂର୍ବ ଅନୁମତି ବିନା ବିଜୟ ବାବୁ କେରଳ…
ଟିଏମ୍ସି ଟୁଇଟର ହ୍ୟାଣ୍ଡେଲକୁ ଅନ୍ଫଲୋ କଲୋ ମହୁଆ
କୋଲକାତା,୬।୭: ପଶ୍ଚିମବଙ୍ଗର କୃଷ୍ଣନଗରର ଏମ୍ପି ମହୁଆ ମୋଇତ୍ରା ନିଜ ଦଳ ତୃଣମୂଳ କଂଗ୍ରେସ(ଟିଏମ୍ସି)ର ଟୁଇଟର ହ୍ୟାଣ୍ଡେଲକୁ ଅନ୍ଫଲୋ କରିଛନ୍ତି। ସୂଚନାଯୋଗ୍ୟ, ମହୁଆ ମା’ କାଳୀଙ୍କ ଉପରେ ଏକ ବୟାନ ଦେଇଥିଲେ। ଏହା ପରେ ଦଳ ତାଙ୍କ ବୟାନରୁ ନିଜକୁ ଦୂରେଇ ରଖିଥିଲା।…

