ୟୁକ୍ରେନ ସଙ୍କଟ ମଧ୍ୟରେ ଚାଇନା-ରୁଷିଆ ରାଷ୍ଟ୍ରପତିଙ୍କ ସହ ବୈଠକ କରିିବେ ମୋଦି
ନୂଆଦିଲ୍ଲୀ,୨୮।୫: ୟୁକ୍ରେନ ଯୁଦ୍ଧ ଯୋଗୁ ବିଶ୍ୱରେ ବୃଦ୍ଧି ପାଇଥିବା ଅସ୍ଥିରତା ଓ ଲଦାଖ ସୀମାରେ ଚାଇନାର ପୁଣି ନୂଆ ଷଡ଼ଯନ୍ତ୍ର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ଚାଇନା ଓ ରୁଷିଆର ରାଷ୍ଟ୍ରପତିଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ।…
କୋହଲିଙ୍କ ଲଜ୍ଜାଜନକ ରେକର୍ଡ
ଅହମ୍ମଦାବାଦ,୨୮।୫: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୨ ବିରାଟ କୋହଲିଙ୍କ ଲାଗି ବେଶ ନୈରାଶ୍ୟଜନକ ରହିଥିଲା। ତାଙ୍କ ଦଳ ଫାଇନାଲ ଖେଳିବାରେ ବିଫଳ ହୋଇଥିବା ବେଳେ ବ୍ୟକ୍ତିଗତ ଭାବେ ବିରାଟ ବ୍ୟାଟିଂରେ ବିଫଳ ହୋଇଛନ୍ତି। ଶୁକ୍ରବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ସେ ମାତ୍ର…
ବୀର ସାବରକରଙ୍କ ଲୁକ୍ରେ ନଜର ଆସିଲେ ରଣଦୀପ
ମୁମ୍ବାଇ: ସ୍ବାଧୀନତା ସଂଗ୍ରାମୀ ବିନାୟକ ଦାମୋଦର ସାବରକରଙ୍କ ୧୩୯ତମ ଜନ୍ମ ବାର୍ଷିକୀ ଅବସରରେ ଫିଲ୍ମର ନିର୍ମାତା ରଣଦୀପ ହୁଡ୍ଡାଙ୍କ ପ୍ରଥମ ଲୁକ୍ ଜାରି ହୋଇଛି। ଏଥିସହ ଏକ ପୋଷ୍ଟର ମଧ୍ୟ ଜାରି କରାଯାଇଛି। ଯେଉଁଥିରେ ‘ହିନ୍ଦୁ ଧର୍ମ ଧର୍ମ ନୁହେଁ, ଏହା…
ହସ୍ପିଟାଲରେ ଉର୍ଫି ଜାଭେଦ, ଚିନ୍ତାରେ ପ୍ରଶଂସକ
ମୁମ୍ବାଇ: ସର୍ବଦା ନିଜର ଅଜବ ଫ୍ୟାଶନ ସେନ୍ସ ସହ ବୋଲ୍ଡ ଲୁକ୍କୁ ନେଇ ଚର୍ଚ୍ଚାରେ ରୁହନ୍ତି ସୋସିଆଲ ମିଡିଆ ସେନସେଶନ ଉର୍ଫି ଜାଭେଦ। ବିଗ୍ ବସ୍ ଓଟିଟି ଫେମ୍ ଉର୍ଫି ଏବେ ଡାକ୍ତରଖାନାରେ ଭର୍ତ୍ତି ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏକ୍ସପାଏରୀ…
୪୨୪ ରାଜନେତା, ଧର୍ମଗୁରୁଙ୍କ ହଟିଲା ସୁରକ୍ଷା
ଚଣ୍ଡିଗଡ଼,୨୮।୫: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କ ନେତୃତ୍ୱାଧିନ ସରକାର ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ୪୨୪ଜଣଙ୍କୁ ପ୍ରଦାନ କରାଯାଇଥିବା ସୁରକ୍ଷାକୁ ତୁରନ୍ତ ପ୍ରଭାବରେ ରାଜ୍ୟ ସରକାର ପ୍ରତ୍ୟାହାର କରିନେଇଛନ୍ତି। ଏଥିସହ ଏଥିରେ ସମ୍ପୃକ୍ତ ଥିବା ପୋଲିସ କର୍ମଚାରୀଙ୍କୁ ଶନିବାର…
୮ବର୍ଷରେ ମୁଣ୍ଡ ନୁଆଇଁ ନାହୁଁ, ଗରିବଙ୍କ ପାଇଁ ଖୋଲିଛୁ ଅନ୍ନ ଭଣ୍ଡାର: ମୋଦି
ଗାନ୍ଧିନଗର,୨୮ ।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜରାଟ ଗସ୍ତ କରିଛନ୍ତି । ରାଜକୋଟରେ ସେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ମୋଦି କହିଛନ୍ତି ଗୁଜରାଟର ଲୋକେ ମୋତେ ବହୁତ କିଛି ଶିଖାଇଛନ୍ତି । ଏହାସହ ଗତ…
ହୃଦ୍ଘାତରେ ବଢ଼ୁଛି କେଦାରନାଥ ଯାତ୍ରୀଙ୍କ ମୃତ୍ୟୁ ସଂଖ୍ୟା
ଡେରାଡୁନ,୨୮।୫: କେଦାରନାଥ ଯାତ୍ରାରେ ଶୁକ୍ରବାର ଆଉ ୨ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର କାରଣ ହୃଦ୍ଘାତ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଶୁକ୍ରବାର ଗୁଜରାଟର ପଟେଲ ଧନୀଶ ଭାଇ(୩୨) ଏବଂ ପାଟନାର ଭାନୁ ଶଙ୍କର ପ୍ରସାଦ (୭୧) କେଦାରନାଥ ଯାତ୍ରାରେ ଆସିଥିଲେ।…
ଭାରତରେ ମଙ୍କିପକ୍ସ ଚିହ୍ନଟ ପାଇଁ ବିକଶିତ ହେଲା କିଟ୍: ଘଣ୍ଟାକରେ ଆସିବ ରିପୋର୍ଟ
ନୂଆଦିଲ୍ଲୀ,୨୮।୫: ସମଗ୍ର ବିଶ୍ୱରେ ମଙ୍କିପକ୍ସ ମାମଲା ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ରୋଗ ୨୦ରୁ ଅଧିକ ଦେଶରେ ବ୍ୟାପସାରିଲାଣି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ହୁ)ଅନୁଯାୟୀ,ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୨୦୦ଟି ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି। ଇତିମଧ୍ୟରେ ଏକ ଖୁସି…
ଓଡ଼ିଶା ହାଇକୋର୍ଟ ବିଚାରପତିଙ୍କୁ କୋଲକାତା ବଦଳି ସୁପାରିସ
ନୂଆଦିଲ୍ଲୀ,୨୭।୫: ଓଡ଼ିଶା ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଚିତ୍ତରଞ୍ଜନ ଦାସଙ୍କୁ କୋଲକାତା ହାଇକୋର୍ଟକୁ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଛନ୍ତି। ପ୍ରଧାନ ବିଚାରପତି ଏନ୍.ଭି. ରମନାଙ୍କ ଅଧ୍ୟକ୍ଷତାରେ ଗଠିତ କଲେଜିୟମ ତ୍ରିପୁରା ହାଇକୋର୍ଟର ଜଷ୍ଟିସ୍ ଶୁଭାଶିଷ ତଳପାତ୍ରଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି…
ବଦଳିଲା ଖିଲାଡି ବୟଙ୍କ ଫିଲ୍ମର ନାଁ
ମୁମ୍ବାଇ: ଖିଲାଡି କୁମାର ଅକ୍ଷୟ କୁମାରଙ୍କ ଦ୍ୱାରା ଅଭିନୀତ ଫିଲ୍ମ ‘ପୃଥ୍ବୀରାଜ’ର ନାମ ପରିବର୍ତ୍ତନ କରାଯାଇ ‘ସମ୍ରାଟ ପୃଥ୍ବୀରାଜ’ ରଖାଯାଇଛି। ଫିଲ୍ମର ନାମକୁ ନେଇ ଶ୍ରୀ ରାଜପୁତ କର୍ନି ଶେନା ପକ୍ଷରୁ କୋର୍ଟରେ ଲୋକମଙ୍ଗଳକାରୀ ଅଭିଯୋଗ(ପିଆଇଏଲ୍) ପତ୍ର ଦାଖଲ ପରେ ଏନେଇ…
ଖାଦ୍ୟ ପରଷିବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ …
ଭୋପାଳ,୨୮।୫: ଖାଦ୍ୟ ଦେବାରେ ବିଳମ୍ବ ପାଇଁ ସ୍ବାମୀ ନିଜ ଉପରୁ ଆୟତ୍ତ ହରାଇ ସ୍ତ୍ରୀଙ୍କୁ କୂଅକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅଭାବନୀୟ ଘଟଣା ମଧ୍ୟପ୍ରଦେଶର ହାତପିପ୍ଲିୟା ଅଞ୍ଚଳର ଦଓ୍ବୋସରେ ଘଟିଛି। ମଙ୍ଗଳବାର ଦିନେଶ ମାଳି ଅପରାହ୍ନରେ ଘରକୁ ଖାଇବାକୁ ଆସିଥିଲେ। ଖାଦ୍ୟ…
ଭାଜପା ପ୍ରାର୍ଥିନୀଙ୍କ ପ୍ରଚାରରେ ଭୋଜପୁରୀ ଅଭିନେତା
ଝାରସୁଗୁଡ଼ା ଅଫିସ,୨୮ା୫: ବ୍ରଜରାଜନଗର ଉପନିର୍ବାଚନ ପ୍ରଚାରରେ ଭୋଜପୁରୀ ଅଭିନେତା ତଥା ଉତ୍ତରପ୍ରଦେଶ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦିନେଶ ଲାଲ୍ ଯାଦବ ଶୁକ୍ରବାର ଭାଜପା ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ସପକ୍ଷରେ ପ୍ରଚାର କରିଥିଲେ। ଦଳ ତରଫରୁ ବ୍ରଜରାଜନଗର ମଣ୍ଡଳିଆ ଛକରେ ଅଭିନେତା…
Archives


