Home

୮୯ ୟୁକ୍ରେନ୍‌ ଆଥଲେଟ୍‌ଙ୍କୁ ହତ୍ୟା କରିଛି ରୁଷିଆ, ୧୩ ଜଣଙ୍କୁ ରଖିଛି ବନ୍ଧକ…

କ୍ୱିଭ୍‌, ୪।୭ : ରୁଷିଆ ୟୁକ୍ରେନ୍‌ର ୮୯ ଆଥଲେଟ୍‌ କୋଚ୍‌ ଏବଂ ଖେଳାଳିଙ୍କୁ ହତ୍ୟା କରିଛି। ସେହିପରି ୧୩ ଆଥଲେଟ୍‌ଙ୍କୁ ଏବେ ବନ୍ଧକ ରଖାଯାଇଛି। ଏନେଇ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲ୍ଡମିର ଜେଲେନସ୍କି ସୂଚନା ପ୍ରଦାନ କରିଛନ୍ତି। ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି ଅଧ୍ୟକ୍ଷ…

ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା ଅଭିଯୋଗ

ଭଦ୍ରକ ଅଫିସ,୪ା୭: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବିଜେଗଙ୍ଗାଧରପୁର ଗ୍ରାମରେ ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଉଛନ୍ତି ବିଦ୍ୟାଧର ମାଝି। ସୂଚନା ମୁତାବକ ବିଦ୍ୟାଧର ଏକ ବିବାହ ଭୋଜିରେ ଯୋଗ ଦେବା ପାଇଁ ଯାଇଥିଲେ।…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଓଡ଼ିଶା ରିଟେଲର ମହାସଂଘର ବିକ୍ଷୋଭ

ନିଶ୍ଚିନ୍ତକୋଇଲି,୪ା୭(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ସମୁଖରେ ଓଡ଼ିଶା ରିଟେଲର ସଂଘ ବ୍ଲକ ସଭାପତି ଅମୀୟ କୁମାର ଦାସଙ୍କ ନେତୃତ୍ୟରେ ଶତାଧିକ ରିଟେଲର ଏକ ଶୋଭାଯାତ୍ରାରେ ବଜାର ନିକଟରୁ ଆସି ସୋମବାର ବ୍ଲକ ସମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ୫ଦଫା ଦାବି…

ଚେହେରା ନ ଦେଖାଇ ସୋସିଆଲ ମିଡିଆରେ କୋଟି କୋଟି ଟଙ୍କା ରୋଜଗାର କରୁଛନ୍ତି ଏହି ନର୍ସ, କାରଣ ଜାଣିଲେ…

ଆଜିର ଯୁଗରେ ଟଙ୍କା ରୋଜଗାର କରିବାର ଅନେକ ମାଧ୍ୟମ ରହିଛି। ସମୟ ଥିଲା ଯେତେବେଳେ ଲୋକମାନେ ଅର୍ଥ ରୋଜଗାର କରିବା ପାଇଁ ଦିନରାତି କଠିନ ପରିଶ୍ରମ କରୁଥିଲେ। କିନ୍ତୁ ବର୍ତ୍ତମାନ ସୋସିଆଲ ମିଡିଆରେ ଲୋକପ୍ରିୟତା ସହିତ ଲୋକେ ରାତାରାତି ପ୍ରସିଦ୍ଧ ହୋଇଯାଉଛନ୍ତି।…

ଜଣାଶୁଣା ଫିଲ୍ମ ନିର୍ମାତା ତରୁଣ ମଜୁମଦାରଙ୍କ ପରଲୋକ

ବଙ୍ଗଳା ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ନିର୍ଦ୍ଦେଶକ ତରୁଣ ମଜୁମଦାରଙ୍କ ପରଲୋକ ଘଟିଛି। ୯୨ ବର୍ଷ ବୟସରେ କୋଲକାତାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତରୁଣ ମଜୁମଦାରଙ୍କ ମୃତ୍ୟୁ ପରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ତରୁଣ ମଜୁମଦାର ଦୀର୍ଘ…

ଶ୍ରୀଲଙ୍କାରେ ତୈଳ ସଙ୍କଟ, ପୁଣି ସପ୍ତାହେ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ…

କଲମ୍ବୋ, ୪।୭ : ଗୁରୁତର ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାର ଅବସ୍ଥା ଦିନକୁ ଦିନ ବିଗିଡିବାରେ ଲାଗିଛି। ଦେଶରେ ତେଲ କିଣିବା ପାଇଁ ଟଙ୍କା ନାହିଁ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ବହୁତ ଅଭାବ ଦେଖାଦେଇଛି। ଦୁଇ…

ଦୁଇଟି ଗଛକୁ ଜଗିବା ପାଇଁ ୩ ସିକ୍ୟୁରିଟି ଗାର୍ଡ, ୬ କୁକୁର ନିୟୋଜିତ: କାରଣ ଜାଣିଲେ…

ଏବେ ଆମ୍ବ ସିଜିନ୍‌ ଚାଲିଛି। ବଜାରରେ ବିଭିନ୍ନ ପ୍ରକାରର ଆମ୍ବ ବିକ୍ରି ହେଉଛି। ଆମ୍ବ କିଲୋ ଅତିବେଶୀରେ ୧୫୦-୨୦୦ ଭିତରେ ରହିଥାଏ। କିନ୍ତୁ ଭାରତରେ ଏକ ଆମ୍ବ ବିକ୍ରି ହେଉଛି, ଯାହାର ଦାମ୍‌ କିଲୋ ୨.୭୦ ଲକ୍ଷ ଟଙ୍କା। ମଧ୍ୟପ୍ରଦେଶର ଜବଲପୁରରେ…

୬ରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର,୪ା୭(ବ୍ୟୁରୋ): ଆଉ ମାତ୍ର ଦିନକ ପରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଆସନ୍ତା ୬ ତାରିଖ ଅପରାହ୍ନ ୧ଟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଛାତ୍ରୀଛାତ୍ର ବୋର୍ଡ…

ଦେଶକୁ ଦେଉଛନ୍ତି ସୁରକ୍ଷା, ନିଜ ଘର ଅସୁରକ୍ଷିତ

ଗଞ୍ଜାମ,୪ା୭(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଧିନସ୍ଥ ଜନସେବା କେନ୍ଦ୍ରସ୍ଥିତ ଫ୍ରେଣ୍ଡସ୍‌ କଲୋନୀରେ ବିଏସ୍‌ଏଫ୍‌ ଯବାନ ବିନୋଦ ବିହାରୀ ବେହେରାଙ୍କ ଘର ଆଗ ଗ୍ରୀଲ୍‌ ଭାଙ୍ଗିଛନ୍ତି ଦୁର୍ବୃତ୍ତ l ଘରର ଆସବାବପତ୍ର ସବୁ ଏଣେତେଣେ ପଡ଼ିଥିବା ଦେଖିବାକୁ ମିଳିଛି l ଖବର ପାଇ ଗଞ୍ଜାମ…

ସୁପ୍ରିମ୍‌କୋର୍ଟରେ ଅଗ୍ନିପଥ ଯୋଜନା, ଆଗାମୀ ସପ୍ତାହରେ ଶୁଣାଣି…

ନୂଆଦିଲ୍ଲୀ, ୪।୭ : ସେନା ନିଯୁକ୍ତି ପାଇଁ କେନ୍ଦ୍ର ସରକାର ଆଣିଥିବା ଅଗ୍ନିପଥ ଯୋଜନା ବିରୋଧରେ ଆଇନଜୀବୀ ଏମ.ଏଲ ଶର୍ମା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ଯୋଜନା ବିରୋଧରେ ଦାଖଲ ହୋଇଥିବା ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ସୋମବାର ରାଜି ହୋଇଛନ୍ତି।…

୨୭ ବର୍ଷ ଚାକିରି ଜୀବନରେ ଗୋଟିଏ ଛୁଟି ନେଇନାହାନ୍ତି ଏହି ବ୍ୟକ୍ତି: କମ୍ପାନୀ ଦେଲା ଉପହାର

ସାଧାରଣତଃ ଜଣେ ବ୍ୟକ୍ତି ଯଦି ନିଜ କାମ ପ୍ରତି ବିଶ୍ୱସ୍ତ ଥାନ୍ତି, ତେବେ ସେ ଛୁଟି ନେବା କଥା ଆଦୌ ଭାବନ୍ତି ନାହିଁ। ଯେଉଁ କାମ ପାଇଁ ସେ ଉତ୍ସର୍ଗୀକୃତ, ପ୍ରଥମେ ସେହି କାମ ପ୍ରତି ଧ୍ୟାନ ଦେଇଥାନ୍ତି। ଏମିତି ଜଣେ…

୩ ବର୍ଷ ପରେ ହେବ ଜଗାର ଖପୁରି ପ୍ରତିରୋପଣ

ଫୁଲବାଣୀ ଅଫିସ, ୪ା୭: ବହୁଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗାର ଖପୁରି ପ୍ରତିରୋପଣ ଆଉ ୩ ବର୍ଷ ପରେ ହେବ ବୋଲି ଦିଲ୍ଲୀ ଏମ୍‌ସ ଡାକ୍ତର ସ୍ପଷ୍ଟ କରିଛନ୍ତି। ଜଗା ଏବେ ସ୍ବାଭାବିକ ଭାବେ ଚଲାବୁଲା କରିପାରୁଛି। ତାର ସ୍ବାସ୍ଥ୍ୟାବସ୍ଥା ଭଲ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?