Home

ପାକିସ୍ତାନରେ ଶେହଓ୍ବାଜ ଯୁଗ ଆରମ୍ଭ

ଇସ୍‌ଲାମାବାଦ୍‌,୧୧।୪: ପାକିସ୍ତାନରେ ଲାଗିରହିଥିବା ରାଜନୈତିକ ସଙ୍କଟର ଅବସାନ ଘଟିଛି। ନ୍ୟାଶନାଲ ଆସେମ୍ଲିରେ ଅନାସ୍ଥା ଭୋଟରେ ହାରିବା ପରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ନିଜ ପଦରୁ ଇସ୍ତଫା ଦେବା ସହ ଗୃହତ୍ୟାଗ କରିଛନ୍ତି। ଇମ୍ରାନଙ୍କ ସମେତ ତାଙ୍କ ସାଥୀ ସଦସ୍ୟ ମଧ୍ୟ ସଂସଦରୁ…

ବାପାଙ୍କ ଏକ ଛୋଟ ସେଲୁନ ଦୋକାନ, ପୁଅ ଆଇପିଏଲ୍‌ରେ କଲେ କମାଲ୍‌

ମୁମ୍ବାଇ,୧୧।୪: ଆଇପିଏଲ୍‌ ୨୦୨୨ରେ ରାଜସ୍ଥାନ ରୟାଲ୍ସର ଦ୍ରୁତ ବୋଲର କୁଲଦୀପ ସେନ ତାଙ୍କର ପ୍ରଥମ ଆଇପିଏଲ ମ୍ୟାଚର ଶେଷ ଓଭରରେ ଚମତ୍କାର ବୋଲିଂ କରିଥିବାରୁ ତାଙ୍କୁ ପ୍ରଶଂସା କରାଯାଉଛି। ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ବିପକ୍ଷରେ ମାର୍କସ ଷ୍ଟୋଇନିସଙ୍କ ପରି ବ୍ୟାଟ୍ସମ୍ୟାନ୍‌ଙ୍କ ଆଗରେ…

ରାସାୟନିକ କାରଖାନାରେ ବିସ୍ଫୋରଣ: ୬ ମୃତ

ଭାରୁଚ,୧୧।୪: ଗୁଜରାଟର ଭାରୁଚରେ ସୋମବାର ଏକ ରାସାୟନିକ କାରଖାନାରେ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ପୋଲିସ ଏହି ମାମଲାର ତଦନ୍ତ ଆରମ୍ଭ କରିଛି। ରାସାୟନିକ କାରଖାନାରେ ବିସ୍ଫୋରଣର ଶବ୍ଦ…

ରାମ ନବମୀରେ ପଥରମାଡ କରିଥିବା ଅଭିଯୁକ୍ତଙ୍କ ଘର ଉପରେ ଚଢିଲା ବୁଲଡୋଜର

ଭୋପାଳ,୧୧।୪: ପବିତ୍ର ରାମ ନବମୀ ଅବସରରେ ମଧ୍ୟପ୍ରଦେଶର ଖରଗୋନରେ ହୋଇଥିବା ହିଂସାକାଣ୍ଡ ଘଟଣାରେ ସୋମବାର କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମଧ୍ୟପ୍ରଦେଶ ସରକାର। ହିଂସା ଘଟାଇଥିବା ଅଭିଯୁକ୍ତଙ୍କ ଘର ବୁଲଡୋଜର ସହାୟତାରେ ଭାଙ୍ଗି ଦିଆଯାଇଛି। ବ୍ୟାପକ ପୋଲିସ ଫୋର୍ସର ଉପସ୍ଥିତିରେ ଏହି କାର୍ଯ୍ୟ…

ଚର୍ଚ୍ଚାରେ ଏହି ଷ୍ଟାର୍‌ ଯୋଡିଙ୍କ ନିର୍ବନ୍ଧ

ହଲିଉଡ ଗାୟିକା ତଥା ଅଭିନେତ୍ରୀ ଜେନିଫର୍‌ ଲୋପେଜ ଏବଂ ବେନ ଆଫ୍ଲେକ ପ୍ରଶଂସକଙ୍କୁ ଏକ ବଡ଼ ସରପ୍ରାଇଜ୍‌ ଦେଇଛନ୍ତି। ୨୦ ବର୍ଷ ପରେ ପୁଣି ଆଫ୍ଲେକ-ଜେନିଫରଙ୍କ ନିର୍ବନ୍ଧ ଶେଷ ହୋଇଛି। ନିର୍ବନ୍ଧ ପରେ ଜେନିଫର ଏକ ଭିଡିଓ ଜରିଆରେ ପ୍ରଶଂସକଙ୍କୁ ଏହି…

ଟୁଇଟର୍‌ ବୋର୍ଡରେ ସାମିଲ ହେବେ ନାହିଁ ଏଲନ ମସ୍କ

କାଲିଫର୍ଣ୍ଣିଆ,୧୧।୪: ଟେସ୍‌ଲା ଓ ସ୍ପେସ-ଏକ୍ସର ସିଇଓ ତଥା ବିଶ୍ୱର ଏକ ନମ୍ବର ଧନୀ ଏଲନ ମସ୍କ ଟୁଇଟର୍‌ ବୋର୍ଡରେ ସାମିଲ ହେବେ ନାହିଁ ବୋଲି ଜଣାପଡିଛି। ଟୁଇଟର୍‌ରେ ଶେୟାର କିଣିବା ପରେ ମସ୍କ କମ୍ପାନୀ ବୋର୍ଡରେ ସାମିଲ ହେବେ କୁହାଯାଉଥିଲା। କିନ୍ତୁ…

ସର୍ବିୟାକୁ ଗୁପ୍ତରେ ଏଚ୍‌କ୍ୟୁ-୨୨ କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ ପଠାଇଲା ଚାଇନା…

ବେଜିଂ, ୧୧।୪ : ରୁଷିଆ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଲାଗିଥିବା ସମୟରେ ଚାଇନାର ଏକ ଗୁପ୍ତ କାର୍ଯ୍ୟର ପର୍ଦ୍ଦାଫାଶ୍‌ ହୋଇଛି। ଚାଇନା ରୁଷିଆର ବନ୍ଧୁ ରାଷ୍ଟ୍ର ସର୍ବିୟାକୁ ଏଚ୍‌କ୍ୟୁ-୨୨ କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ ପଠାଇଛି। ଚାଇନାର ଏଭଳି କାର୍ଯ୍ୟ ଦ୍ୱାରା ଯୁଦ୍ଧ…

ଇଦ୍‌ ପରେ ପାକିସ୍ତାନ ଫେରିବେ ନଓ୍ବାଜ ଶରିଫ୍‌

ଇସଲାମାବାଦ,୧୧ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ ଇଦ୍‌ ପରେ ଆସନ୍ତା ମାସରେ ପାକିସ୍ତାନକୁ ଫେରିପାରନ୍ତି। ଏହି ସୂଚନା ପିଏମ୍‌ଏଲ୍‌-ଏନ୍‌ର ଜଣେ ବରିଷ୍ଠ ନେତା ପ୍ରଦାନ କରିଛନ୍ତି। ଆଜିକାଲି ପାକିସ୍ତାନରେ ଇମ୍ରାନ ଖାନଙ୍କୁ ନେଇ ଅନେକ ରାଜନୈତିକ ଆନ୍ଦୋଳନ ଚାଲିଛି। ଏହି…

ସାଇକେଲ ଚାଳକଙ୍କ ସହ ରେସ୍‌ ଲଗାଇଲା ଓଟପକ୍ଷୀ, ଭିଡିଓ ଦେଖିଲେ…

ଓଟପକ୍ଷୀ ବିଷୟରେ ଆପଣ ନିଶ୍ଚିତ ଅନେକ କଥା ଶୁଣିଥିବେ। ଏହି ଯେମିତି ଏହା ଦୁନିଆର ସବୁଠୁ ବଡ଼ ପକ୍ଷୀ, ଏହା ଦୌଡ଼ିପାର। ଦ୍ରୁତ ଗତିରେ ଚାଲିପାରେ ଇତ୍ୟାଦି ଇତ୍ୟାଦି। ମାତ୍ର ଓଟପକ୍ଷୀ ସାଇକେଲ ସାଇକେଲ ଚାଳକଙ୍କ ସହ ତାଳ ଦେଇ ରେସ୍‌…

ଆଲିଆଙ୍କ ସହ ଏମିତି ବନ୍ଧନ ଚାହୁଁଛନ୍ତି ଭାବି ଶାଶୁ

ଆଜିକାଲି ବଲିଉଡ୍‌ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ବିବାହକୁ ନେଇ ଚାରିଆଡେ ଚର୍ଚ୍ଚା। ଉଭୟ କେବେ ବିବାହ କରିବେ ତାହା ଦେଖିବାକୁ ପ୍ରଶଂସକ ଅପେକ୍ଷା କରିଛନ୍ତି। କିନ୍ତୁ ପ୍ରଶଂସକଙ୍କ ଅପେକ୍ଷା ବେଶୀ ରଣବୀର କପୁରଙ୍କ ମା’ ନୀତୁ କପୁର…

ମଦ୍ୟପାନ କରି ବିବାହ କଲେ ୨ ଯୁବକ, ଆଉ ତା’ପରେ

ହାଇଦ୍ରାବାଦ,୧୧।୪:ତେଲେଙ୍ଗାନାରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ଦୁଇଜଣ ମଦ୍ୟପ ଯୁବକ ଅଜବ କାଣ୍ଡ କରିଛନ୍ତି। ଯୁବକଦ୍ୱୟ ମଦ ନିଶାରେ ବିବାହ କରିବା ପରେ ୧୦ ହଜାର ଭରଣପୋଷଣ ଦେଇ ଅଲଗା ହୋଇଛନ୍ତି। ଏହି ଦୁହଁିଙ୍କ ମଧ୍ୟରୁ ଜଣଙ୍କ ବୟସ ୨୧…

ଯୋଗୀ କ’ଣ ପରବର୍ତ୍ତୀ ପିଏମ୍‌ ? ଭାଜପା ସଂସଦୀୟ ବୋର୍ଡ ସଦସ୍ୟ ହେବା ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ, ୧୧।୪ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାସ୍ତାରେ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର ଯୋଗୀ ଦିଲ୍ଲୀ ଯାଉଛନ୍ତି। ଉତ୍ତରପ୍ରଦେଶରେ ଭାଜପାର ଦ୍ୱିତୀୟ ଥର ବିଜୟ ପରେ ପୁରସ୍କାର ଭାବେ ତାଙ୍କୁ ଭାଜପା ସଂସଦୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri