Home

୮୪ ଔଷଧର ମୂଲ୍ୟ ନିର୍ଦ୍ଧାରଣ, ଦାମ୍‌ ବଢ଼ାଇପାରିବେ ନାହିଁ କମ୍ପାନୀ …

ନୂଆଦିଲ୍ଲୀ, ୪।୭ : ଡାଇବେଟିସ୍‌, ମୁଣ୍ଡବିନ୍ଧା ଏବଂ ଉଚ୍ଚ ରକ୍ତଚାପ ଆଦି ଚିକିତ୍ସାରେ ବ୍ୟବହୃତ ୮୪ ଔଷଧର ଖୁଚୁରା ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି। ଜାତୀୟ ଫାର୍ମାସ୍ୟୁଟିକାଲ ପ୍ରାଇସିଂ ଅଥରିଟି (ଏନପିପିଏ) ପକ୍ଷରୁ ଏହା କରାଯାଇଛି। ଏହା ସହିତ ଉଚ୍ଚ କୋଲେଷ୍ଟ୍ରଲ ଏବଂ…

ଜିଲାରେ ଡେଙ୍ଗୁ ଭୟ ବଢୁଛି: ନାମକୁ ଚାଲିଛି ସଚେତନତା

ଜଗତ୍‌ସିଂହପୁର ଅଫିସ,୪ା୭: ଜଗତ୍‌ସିଂହପୁର ଜିଲାରେ ଡେଙ୍ଗୁ ଭୟ ଦିନକୁ ଦିନ ବଢ଼ିବାରେ ଲାଗିଛି। କାରଣ ବିଗତ ବର୍ଷଗୁଡିକରେ ଜିଲାରେ ଡେଙ୍ଗୁ ପରିସ୍ଥିତି ଅଣାୟତ୍ତ ହୋଇଯାଇଥିଲା। ଗତ ୨ ବର୍ଷ କରୋନା ସଂକ୍ରମଣ ଯୋଗୁ ଲୋକେ କଟକଣା ଭିତରେ ରହିଥିଲେ। ଏହି ଭୟ…

ଶୋଚନୀୟ ଅବସ୍ଥାରେ ଆଳି ତହସିଲ ରାସ୍ତା

ଆଳି,୪ା୭(ଡି.ଏନ୍‌.ଏ.): ରାଜ୍ୟ ସରକାର ଗମନାଗମନ କ୍ଷେତ୍ରରେ ଉନ୍ନତି ଆଣିବା ନିମନ୍ତେ ବିଭିନ୍ନ ଯୋଜନାରେ ଅର୍ଥ ଖର୍ଚ୍ଚ କରୁଛନ୍ତି। ବିଭାଗୀୟ ଅଧିକାରୀ ଓ ଲୋକପ୍ରତିନିଧିଙ୍କ ଆନ୍ତରିକତା ଅଭାବରୁ ଅନେକ ରାସ୍ତା ଶୋଚନୀୟ ହୋଇପଡୁଥିଲେ ମଧ୍ୟ ତାହାର ମରାମତି କରାଯାଉନାହିଁ। ସେହି ରାସ୍ତାରେ ପ୍ରଶାସନିକ…

ବର୍ମିଂହାମ ଟେଷ୍ଟରେ ଭାରତର ସ୍ଥିତି ମଜଭୁତ

ବର୍ମିଂହାମ, ୪ା୭: ସ୍ଥାନୀୟ ଏଜ୍‌ବାଷ୍ଟନଠାରେ ଚାଲିଥିବା ପୁନଃନିର୍ଦ୍ଧାରିତ ୫ମ ଟେଷ୍ଟ ମ୍ୟାଚରେ ଇଂଲଣ୍ଡର ପ୍ରଥମ ଇନିଂସକୁ ୨୮୪ ରନ୍‌ରେ ସୀମିତ କରି ଭାରତ ଏହାର ସ୍ଥିତିକୁ ମଜଭୁତ କରିଛି। ଜବାବରେ ଦଳ ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୩ ଉଇକେଟ…

ନଜର ଆଢୁଆଳରେ ଶ୍ରୀଦଧିବାମନଜୀଉ ମନ୍ଦିର

କେନ୍ଦ୍ରାପଡ଼ା ଅଫିସ, ୪ା୭: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚଉଦକୁଲାଟସ୍ଥିତ ତମାଳ କ୍ଷେତ୍ରାଧିପତି ଶ୍ରୀଦଧିବାମନଜୀଉ ମନ୍ଦିରକୁ ୨୦୧୬ରୁ ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ମିଳିଛି। ୧୮୦ ବର୍ଷରୁ ଅଧିକ ସମୟ ଧରି ପ୍ରତିଷ୍ଠିତ ଶ୍ରୀଜୀଉଙ୍କ କ୍ଷେତ୍ର ଅଦ୍ୟାବଧି ଉନ୍ନତୀକରଣ ହେଉନାହିଁ। ପ୍ରଶାସନର…

ନଦୀରେ ନିର୍ମାଣ ଚାଲିଛି ଇନ୍‌ଡୋର ଷ୍ଟାଡିୟମ

କେନ୍ଦ୍ରାପଡ଼ା ଅଫିସ/ପଟ୍ଟାମୁଣ୍ଡାଇ,୪ା୭(ସ୍ବ.ପ୍ର.): ବ୍ରାହ୍ମଣୀ ଓ ଗୋବରୀ ନଦୀର ଜଳପଥ ସଂଯୋଗୀକରଣ ଆନ୍ଦୋଳନ ଏବେ ଫସର ଫାଟିବାକୁ ଯାଉଛି। ପୂର୍ବରୁ ଥିବା ଏହି ୧୬ କିଲୋମିଟର ଜଳପଥ ଉପରେ ପଟ୍ଟାମୁଣ୍ଡାଇର ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ହେଉଛି। ଜଳପଥ ଉପରେ ହେଉଥିବା ଏହି ଷ୍ଟାଡିୟମ…

ରାସ୍ତା ତଳକୁ ଖସିଲା ବସ୍‌, ସ୍କୁଲ ପିଲାଙ୍କ ସହିତ ୧୬ ମୃତ, ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା…

କୁଲୁ, ୪।୭ : ହିମାଚଳ ପ୍ରଦେଶର କୁଲୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କୁଲୁର ଶୈନଶରରୁ ସୈଞ୍ଜ ଆଡକୁ ଆସୁଥିବା ଘରୋଇ ବସ ଜଙ୍ଗଲା ଗାଁ ନିକଟରେ ନିୟନ୍ତ୍ରଣ ହରାଇ ରାସ୍ତାର ୨୦୦ ମିଟର ତଳକୁ ଖସିପଡିଛି। ଏହି ଦୁର୍ଘଟଣାରେ…

ସକ୍ରିୟ ମାମଲା ଲକ୍ଷେ ୨୦ ହଜାର ମୁହାଁ…

ନୂଆଦିଲ୍ଲୀ, ୪।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ଚାଷରେ ଲାଗୁନି ଅଧାରୁ ଅଧିକ ଚେକ୍‌ଡ୍ୟାମ

ଯାଜପୁର ଅଫିସ,୪ା୭: ରାଜ୍ୟରେ ଶିଳ୍ପାୟନ ଦ୍ରୁତଗତିରେ ବୃଦ୍ଧି ପାଉଛି। ଅଧିକ ରୋଜଗାର କରିବା ଆଶାରେ ଶିଳ୍ପ ପ୍ରତି ଆଗ୍ରହ ଦେଖାଇ ରାଜ୍ୟର ବହୁ ଛାତ୍ରୀଛାତ୍ର ବୈଷୟିକ ଶିକ୍ଷା ପ୍ରତି ଆକୃଷ୍ଟ ହେଉଛନ୍ତି। ହେଲେ ଶିଳ୍ପ କାରଖାନାରେ ୪୦% ଅଣଓଡ଼ିଆଙ୍କୁ ନିଯୁକ୍ତି ଦେଇ…

୫୦୦ ଜିଲାରେ ପ୍ରତିଶ୍ରୁତି ପୂରଣ ଖିଲାପ ସଭା, ମିଳିତ କୃଷକ ମୋର୍ଚ୍ଚା ପକ୍ଷରୁ ଘୋଷଣା …

ଗାଜିଆବାଦ, ୪।୭ : ମିଳିତ କୃଷକ ମୋର୍ଚ୍ଚା (ଏସକେଏମ୍‌) ପକ୍ଷରୁ ସର୍ବନିମ୍ନ ସମର୍ଥନ ମୂଲ୍ୟର ଆଇନଗତ ଗ୍ୟାରେଣ୍ଟି ତଥା ଅନ୍ୟାନ୍ୟ ବିଚାରାଧୀନ ଦାବି ସମ୍ବନ୍ଧରେ ଜୁଲାଇ ୧୮ ରୁ ଦେଶର ୫୦୦ ଜିଲାରେ ପ୍ରତିଶ୍ରୁତି ପୂରଣ ଖିଲାପ ସଭା ଆୟୋଜନ କରିବ।…

ଆଜି ବି ୨୦୦ ଟପିଲା କରୋନା

ଭୁବନେଶ୍ୱର,୪ା୭(ବ୍ୟୁରୋ): ସୋମବାର ରାଜ୍ୟରୁ ୨୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୦,୭୮୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪୩ ଜଣ ଚିହ୍ନଟ ହୋଇଥିବା…

ସୋସିଆଲ ମିଡ଼ିଆରେ ଘୃଣା ପ୍ରସାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ସରକାରଙ୍କ ପ୍ରସ୍ତୁତି…

ନୂଆଦିଲ୍ଲୀ, ୪।୭ : ଦେଶରେ ଘୃଣାର ବକ୍ତବ୍ୟ ମାମଲା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ବର୍ତ୍ତମାନ କଡା ଆଭିମୁଖ୍ୟ ଗ୍ରହଣ କରିବାକୁ ଯାଉଛନ୍ତି। ଯେଉଁମାନେ କ୍ରମାଗତ ଭାବରେ ସୋସିଆଲ ମିଡିଆରେ ଘୃଣ୍ୟ ବିଷୟବସ୍ତୁ ରଖୁଛନ୍ତି ସେମାନଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?