Home

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର ପ୍ରଚାରିତ ହେବା ପରେ ସମଗ୍ର ଅଞ୍ଚଳରେ କୋକୁଆ ଭୟ ଖେଳିଯାଇଛି। ବିଶେଷ କରି…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ପୌର ପରିଷଦ ଅଧିନ ୱାର୍ଡ଼ ନଂ-୪ ପଠାନପଡାର ଏମଡି ସନୁ(୨୯), ଅଫରାଜ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା ୨୧ ଦିନ, ୧୮ ଦିନ, ୧ ୩ ଓ ୧୧ ଦିନ ଧରି…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ପବନ, ଘଡ଼ଘଡ଼ି, ବର୍ଷା ଯୋଗୁଁ ଅନେକ ପରିବାର ସର୍ବସ୍ବାନ୍ତ ହୋଇପଡ଼ିଛି ।…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ‘ଓସିଆନ ମ୍ୟାପିଂ’ ବା ସମୁଦ୍ରର ମାନଚିତ୍ର ପ୍ରସ୍ତୁତ କରିବା ସହ ନିରୀକ୍ଷଣ ଅଭିଯାନକୁ…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ନିମନ୍ତ୍ରଣ ପତ୍ର ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି ।…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ ଇରାନୀ ମିଶାଇଲ୍ ଆବ୍ରାହାମ ଲିଙ୍କନ ଉପରେ ଏକ ଶକ୍ତିଶାଳୀ ଆକ୍ରମଣ କରୁଥିବାର…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା ତଥା ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ଅପରାହ୍ନରେ ସ୍ଥାନୀୟ ଉପଜିଲାପାଳଙ୍କ…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ ଦୁଇ ଘଣ୍ଟା ବ୍ୟାପୀ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଥିଲା । ଘନ ଘନ…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି ଡ୍ରୋନ । ଦୀର୍ଘ ସମୟ ଧରି ଶ୍ରୀମନ୍ଦିର ଚୂଡ଼ାରେ ଚକ୍କର କାଟିଲା ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ, ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ନିର୍ଦ୍ଧାରିତ ହୋଇଥିବା ଶୁଭମୂହୁର୍ତ୍ତରେ…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା । ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ ଆଜି ଦେବୀ ମିଶ୍ର ଓ ପ୍ରଣବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?