Home

ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗ: ଗିରଫ ହେଲେ କନଷ୍ଟେବଳ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରକ୍ଷକ ହୋଇ ଭକ୍ଷକ ସାଜିଛନ୍ତି କମିଶନରେଟ ପୋଲିସର ଜଣେ କନଷ୍ଟେବଳ। ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ରଜନୀକାନ୍ତ ଗମାଙ୍ଗ ନାମକ କନଷ୍ଟେବଳ ଗିରଫ ହୋଇଛନ୍ତି। ଜନୈକା ନାବାଳିକାକୁ ୪ ବର୍ଷ ଧରି ସେ ଯୌନ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗ…

ପୋଲିସ ଉପରକୁ ପଥର ମାଡ଼ କଲେ ୟାସିନଙ୍କ ସମର୍ଥକ

ଶ୍ରୀନଗର,୨୫।୫: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଜମ୍ମୁ-କଶ୍ମୀରର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଦିଲ୍ଲୀର ଏକ କୋର୍ଟ ପକ୍ଷରୁ ତାଙ୍କୁ ଆଜୀବନ କାରାଦଣ୍ଡ ସହ ୧୦ ଲକ୍ଷ ଟଙ୍କା ଜୋରିମନା କରିଛନ୍ତି। ଏହି ରାୟ ଆସିବା…

ଧସିଲା ମାଟି ଅତଡ଼ା, ଚାପି ହୋଇଗଲେ ଶ୍ରମିକ

ଆନନ୍ଦପୁର/ଘସିପୁରା,୨୫ା୫(ସ୍ବ.ପ୍ର./ଡି.ଏନ୍‌.ଏ.): ଘସିପୁରା ଥାନା ଅଧୀନ ଶୈଲଙ୍ଗ ଓଭରବ୍ରିଜ ନିକଟରେ ମେଗା ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ପାଇଁ ବୁଧବାର କାର୍ଯ୍ୟ ଚାଲିଥିବା ସମୟରେ ଜଣେ ଶ୍ରମିକ ମାଟି ତଳେ ଚାପି ହୋଇଯାଇଥିଲେ। ପ୍ରାୟ ୧୦ ଫୁଟ ଗଭୀର ଗର୍ତ୍ତରେ ୩ ଜଣ…

ଟସ୍‌ ଜିତିଲା ଲକ୍ଷ୍ନୌ ସୁପର ଜିଆଣ୍ଟସ

କୋଲକତା,୨୫।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ରେ ଏଲିମିନେଟର ମ୍ୟାଚ୍‌ ଆଜି କୋଲକାତାର ଇଡେନ ଗାର୍ଡେନ୍ସରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସଟସ୍‌ ଜିତି ପ୍ରଥମେ…

ଲାଞ୍ଚ ନେଇ ଧରାପଡ଼ିଲେ ଜଳଛାୟା ପ୍ରକଳ୍ପ ସହାୟକ

ବାଲିଗୁଡ଼ା,୨୫ା୫(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଳ ଛାୟା ବିଭାଗର ପ୍ରକଳ୍ପ ସହାୟକ ନଗେନ୍ଦ୍ର ନାଥ ସ୍ବାଇଁ । ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡ଼ି ବସିଛି ଭିଜିଲାନ୍ସ। ୪ଟି ପୋଖରୀ ଖୋଳା କାମ…

ଅଶାନ୍ତ ରାଜଧାନୀ: ପୋଲିସ ଆଗରେ ହଣାକଟା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଦିନକୁ ଦିନ ଅଶାନ୍ତ ହୋଇପଡୁଛି ରାଜଧାନୀ ଭୁବନେଶ୍ୱର। ବୁଧବାର ଜମିଜମାକୁ କେନ୍ଦ୍ର କରି ଜନଗହଳି ପୂର୍ଣ୍ଣ ରାସ୍ତା ଏପରିକି ପୋଲିସ ସମ୍ମୁଖରେ ବଡ଼ ଭାଇଙ୍କୁ ହାଣିଛନ୍ତି ସାନ ଭାଇ। ଏପରି ଘଟଣା ଘଟିଛି ପୁରୁଣା ଭୁବନେଶ୍ୱର ଲିଙ୍ଗରାଜ ଥାନା ଅଧୀନ…

ଇମ୍ରାନଙ୍କ ସମର୍ଥକ-ପୋଲିସ ମୁହାଁମୁହିଁ

ଇସଲାମାବାଦ,୨୫ା୫: ନିଷେଧାଦେଶର ଗୋଟିଏ ଦିନ ପରେ ପାକିସ୍ତାନର ଶାହାବାଜ ଶରିଫ୍‌ ସରକାର ବିରୋଧୀ ଦଳ ପିଟିଆଇ ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ପଦଯାତ୍ରାକୁ ରୋକିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଏହି ପଦଯାତ୍ରାକୁ ରୋକିବା ପାଇଁ ଇସଲାମାବାଦକୁ ଯାଉଥିବା…

ୟାସିନ ମଲିକଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୨୫।୫: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜମ୍ମୁ କଶ୍ମୀର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟ। ଏହାସହ ତାଙ୍କୁ ୧୦ ଲକ୍ଷ ଟଙ୍କା ଜୋରିମନା ମଧ୍ୟ କରାଯାଇଛି।…

ବିଧାନସଭାରେ ଉପମୁଖ୍ୟମନ୍ତ୍ରୀଙ୍କ ଉପରେ ରାଗିଗଲେ ଅଖିଳେଶ

ଲକ୍ଷ୍ନୌ,୨୫।୫: ଉତ୍ତରପ୍ରଦେଶରେ ବିଧାନସଭା ଅଧିବେଶନ ଚାଲିଛି। ବୁଧବାର ଗୃହ ଭିତରେ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ୟୁପି ବିଧାନସଭାରେ ବିରୋଧୀ ଦଳର ନେତା ଥିବା ଅଖିଳେଶ ଭାଜପା ସରକାର…

ଅସରାଏ ବର୍ଷାରେ ସ୍କୁଲ ପରିସର ବେହାଲ

କେନ୍ଦୁଝର,୨୫ା୫(ସ୍ବ.ପ୍ର.): ସହର ସୌନ୍ଦର୍ଯ୍ୟକରଣ ଓ ୫-ଟି କାର୍ଯ୍ୟକ୍ରମରେ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଭିତର ଓ ବାହାରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ଉନ୍ନତିକରଣ କାର୍ଯ୍ୟ କରାଯାଇଥିଲା। ତେବେ ବିଦ୍ୟାଳୟ ବାହାରେ ହୋଇଥିବା ପାଚେରି କାମ ଠିକ୍‌ ଭାବରେ…

ୟାସିନ ମଲିକଙ୍କ ସମର୍ଥନରେ ବାହାରିଲେ ଆଫ୍ରିଦି: ଅମିତ୍‌ ମିଶ୍ର ଦେଲେ ମୁହଁତୋଡ଼ ଜବାବ

ନୂଆଦିଲ୍ଲୀ, ୨୫।୫: ଆତଙ୍କବାଦୀ ପାଣ୍ଠି ଯୋଗାଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜମ୍ମୁ କଶ୍ମୀର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କୁ ନେଇ ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦି ଏକ ବିବାଦୀୟ ତଥା ଉତ୍ତେଜନାମୂଳକ ଟୁଇଟ କରିଛନ୍ତି। ସେ ଏହି ଟୁଇଟରେ…

କମୁଛି ଜଳସ୍ତର, ବର୍ଷାଜଳ ସଞ୍ଚୟ ନିର୍ଦ୍ଦେଶ

କେସିଙ୍ଗା,୨୫ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ରାଜ୍ୟ ସରକାରଙ୍କ ‘ମୁକ୍ତା’ ଯୋଜନାରେ ବର୍ଷାଜଳ ସଞ୍ଚୟ କରିବାକୁ ଜିଲାପାଳ ଡ. ଗାଭଳି ପରାଗ ହର୍ଷଦ କେସିଙ୍ଗା ଏନ୍‌ଏସିକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଏନ୍‌ଏସିର ୧୨ଟି ଓ୍ବାର୍ଡରେ ୧୦୦ଟି ସୋ ପିଟ ନିର୍ମାଣ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri