Home

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷାଫଳ

କଟକ ଅଫିସ,୮।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)ର ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। www.bseodisha.ac.in ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେଉଛି। ପରୀକ୍ଷାର୍ଥୀମାନେ ଏହି ଓ୍ବେବ୍‌ସାଇଟକୁ ଯାଇ ନିଜର ରୋଲ ନମ୍ବର ଓ ଜନ୍ମ…

ଆଇପିଏଲ ୨୦୨୨: ଅରେଞ୍ଜ-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି କେଉଁ ଖେଳାଳି ଜାଣନ୍ତୁ

ପୁଣେ,୮।୪: ଆଇପିଏଲ ୨୦୨୨ରେ ଏପର୍ଯ୍ୟନ୍ତ ୧୫ଟି ମ୍ୟାଚ ଖେଳାଯାଇଛି। ଏହି ସମୟ ମଧ୍ୟରେ କୋଲକାତା ନାଇଟ ରାଇଡର୍ସ ପଏଣ୍ଟ ଟେବୁଲ ଶୀର୍ଷରେ ଅଛି। କେକେଆର୍‌ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ୬-୬ ପଏଣ୍ଟ ପାଇଛନ୍ତ। କିନ୍ତୁ ନେଟ ରନ ହାର ଦୃଷ୍ଟିରୁ…

ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ଚହଲ

ପୁଣେ,୮।୪: ଟିମ ଇଣ୍ଡିଆର ସ୍ପିନର ୟୁଜଭେନ୍ଦ୍ର ଚହଲ ଦୀର୍ଘ ଦିନ ଧରି ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ରେ ଖେଳୁଛନ୍ତି। ସେ ୨୦୧୪ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)ରେ ଯୋଗଦେବା ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସର ଅଂଶ ଥିଲେ। ଚଳିତ ଆଇପିଏଲ୍‌ରେ ଚହଲ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମା’ ମୃତ, ଝିଅ-ଜ୍ୱାଇଁ ଗୁରୁତର

ବାଲେଶ୍ୱର ଅଫିସ,୮ା୪: ବାଲେଶ୍ୱର ସଦର ଥାନା ଅଧୀନସ୍ଥ ନହରପାଟଣା-ଫୁଲାଡ଼ି ଜାତୀୟ ରାଜପଥରେ ଶୁକ୍ରବାର ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ  ଟ୍ରକ , ୪୦୭ ଏବଂ ବାଇକ୍‌ ମଧ୍ୟରେ ଧକ୍କା ହୋଇଥିଲା। ଫଳରେ ବାଇକ୍‌ରେ ବସିଥିବା ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା…

ମାଲିକଙ୍କୁ ଏମିତି ପ୍ରଶ୍ନ ପଚାରି ଚାକିରି ହରାଇଲେ କର୍ମଚାରୀ, ଜାଣିଲେ…

ସାଧାରଣତଃ ନୂଆ ଚାକିରି ପାଇଲେ ସମସ୍ତେ ଖୁସି ହୁଅନ୍ତି, କିନ୍ତୁ ଚାକିରି କରିବାକୁ ଯାଇଥିବା ଲୋକଙ୍କ ମନରେ ଅନେକ ପ୍ରଶ୍ନ ରହିଥାଏ। ଫଳରେ ସେମାନେ ଚାକିରିରେ ଯୋଗଦେବା ପୂର୍ବରୁ ଉତ୍ତର ଖୋଜିବାକୁ ଚେଷ୍ଟା କରନ୍ତି, କାରଣ ଯୋଗଦେବା ପରେ କୌଣସି ପ୍ରକାରର…

ଗରିବଙ୍କ ଝୁମ୍ପୁଡି, ଦୋକାନରେ ବୁଲଡୋଜର ଚଲାଇବା ମନା

ଲକ୍ଷ୍ନୌ,୮।୪: ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କୌଣସି ଗରିବଙ୍କ ଝୁମ୍ପୁଡି ଏବଂ ଦୋକାନରେ ବୁଲଡୋଜର ନ ଚଳାଇବାକୁ ଅଧିକାରୀମାନଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି। କେବଳ ବୃତ୍ତିଗତ ମାଫିଆ, କଠୋର ଅପରାଧୀ ଏବଂ ମାଫିଆଙ୍କ ବେଆଇନ ସମ୍ପତ୍ତି ଉପରେ ବୁଲଡୋଜର ଚଲାଇବାକୁ କହିଛନ୍ତି।…

ରୁଷିଆ ସୈନ୍ୟଙ୍କ କବଳରୁ ମୁକ୍ତ ହେଲା ସୁମି ଅଞ୍ଚଳ

କ୍ୱିଭ୍‌,୮।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ୪୪ଦିନ ହେଲାଣି ଯୁଦ୍ଧ ଜାରି ରହିଛି। ରୁଷିଆର ଆକ୍ରମଣରେ ୟୁକ୍ରେନର ଅନେକ ସହର ଧ୍ୱଂସ ହୋଇଯାଇଛି। ଇତିମଧ୍ୟରେ, ୟୁକ୍ରେନ ଗଣମାଧ୍ୟମ ଦାବି କରିଛି ଯେ, ୟୁକ୍ରେନର ସୁମି ଅଞ୍ଚଳରୁ ରୁଷିଆ ସୈନ୍ୟ ପଳାୟନ କରିଛନ୍ତି।…

ନୂଆ ଲୁକ୍‌ରେ କିଙ୍ଗ୍‌ଖାନ୍‌

ମୁମ୍ବାଇ: ସୁପରଷ୍ଟାର ଶାହରୁଖ ଖାନ୍‌ ମୁମ୍ବାଇରେ ଏକ ଆଗାମୀ ପ୍ରୋଜେକ୍ଟ ପାଇଁ ଶୁଟିଂ କରୁଥିବା ଦେଖିବାକୁ ମିଳିଛି। ଶୁଟିଂ ସେଟ୍‌ରୁ ଏକ ଫଟୋ ଭାଇରାଲ ହୋଇଛି। ଏହା ଦେଖିବା ପରେ ପ୍ରଶଂସକମାନେ ଖୁସି ହୋଇଯାଇଛନ୍ତି। ଏଥିରୁ ଅନୁମାନ କରିହେଉଛି ଯେ, କିଙ୍ଗଖାନ୍‌ଙ୍କ…

ଏଟିଏମ୍‌ କାର୍ଡ ନ ଥିଲେ ବି ଏଣିକି ଉଠାଇ ପାରିବେ ଟଙ୍କା

ନୂଆଦିଲ୍ଲୀ,୮।୪: ଏଣିକି ଏଟିଏମ କାର୍ଡ ବିନା ମଧ୍ୟ ଟଙ୍କା ଉଠାଇବାକୁ ଗ୍ରାହକ ସକ୍ଷମ ହେବେ। ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଏହା ଘୋଷଣା କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ସୁବିଧା କେବଳ କିଛି ବ୍ୟାଙ୍କରେ ଉପଲବ୍ଧ…

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ପଦ୍ମପୁର,୮ା୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ଥାନା ଅଧୀନ ମଲିକାଦେଇପୁର ଗ୍ରାମର ଜନୈକ ଯୁବକଙ୍କ ମୃତଦେହ ଗଛରେ ଝୁଲନ୍ତା ଅବସ୍ଥାରେ ମିଳିଛି। ସେ ହେଲେ ରାଜୁ ପଲେଇ(୩୮)। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।

କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର,୮।୪ (ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଗୁରୁବାର ତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଥିଲା। ଭୁବନେଶ୍ୱର…

ଆଶାରାମ ବାପୁଙ୍କ ଆଶ୍ରମରୁ ମିଳିଲା ନାବାଳିକାଙ୍କ ମୃତଦେହ: ୩ଦିନରୁ ଥିଲେ ନିଖୋଜ

ଗୋଣ୍ଡା,୮।୪: ଉତ୍ତରପ୍ରଦେଶର ଗୋଣ୍ଡାର ଜେଲ୍‌ରେ ବନ୍ଦୀ ଥିବା ଆଶାରାମ ବାପୁଙ୍କ ଆଶ୍ରମରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଅଶାରାମଙ୍କ ଆଶ୍ରମରେ ଜଣେ ନାବାଳିକାଙ୍କ ମୃତଦେହ ମିଳିଛି। ଝିଅର ବୟସ ପ୍ରାୟ ୧୩ରୁ୧୪ ବର୍ଷ ହେବ ବୋଲି କୁହାଯାଉଛି। ଏପ୍ରିଲ ୫ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri