ପୋଲିସ-ଜେଟିପି ମିଳିମିଶି ଜଗିବେ
ପୁରୀ ଅଫିସ,୮।୪: ଶ୍ରୀମନ୍ଦିର ରୋଷଘର ଚୁଲିଭଙ୍ଗା ଘଟଣା ପରେ ପ୍ରଶାସନ ଚେତିଛି। ଶ୍ରୀମନ୍ଦିର ସୁରକ୍ଷା ନେଇ ଗୁରୁବାର ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ…
ଲାଉଡ୍ ସ୍ପିକରରେ ମୁସଲିମ ମହିଳାଙ୍କୁ ବଳାତ୍କାର ଧମକ ଦେଲେ ପୂଜାରୀ
ଲକ୍ଷ୍ନୌ,୮।୪: ମସଜିଦ ବାହାରେ ଏକତ୍ରିତ ମୁସଲିମ ମହିଳାଙ୍କୁ ଅପହରଣ କରି ବଳାତ୍କାର ଧମକ ଦେଇଛନ୍ତି ଜଣେ ହିନ୍ଦୁ ପୂଜାରୀ। ଘଟଣାଟି ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌଠାରୁ ୧୦୦ କିମି ଦୂର ସିତାପୁର ଜିଲାରେ ଘଟିଛି। ଘଟଣାର ଭିଡିଓ ଭାଇରାଲ ହେବା ପରେ ତଦନ୍ତ…
ପ୍ରଶାସନ ହାତରେ ନାହିଁ ରୋଷଘର ଚୁଲି
ପୁରୀ ଅଫିସ,୮।୪: ଶ୍ରୀମନ୍ଦିର ରୋଷଘର ଚୁଲି ନିଜ ହାତରେ ରଖିବା କ୍ଷେତ୍ରରେ ଶ୍ରୀମନ୍ଦିର ପ୍ରଶାସନ ବିଫଳ ହୋଇଛି। ଚୁଲିଭଙ୍ଗା ଘଟଣା ସାମ୍ନାକୁ ଆସିବା ପରେ ରୋଷଘରେ କେତେ ସଂଖ୍ୟକ ଚୁଲି ରହିଛି ତାହାକୁ ନେଇ ଠିକ୍ ତଥ୍ୟ ମିଳିପାରୁନାହିଁ। ଶ୍ରୀମନ୍ଦିର ସ୍ବତ୍ତ୍ୱଲିପି…
କେସିସିବିରେ ଅନିୟମିତତା
ଖୋର୍ଦ୍ଧା ଅଫିସ, ୮ା୪: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ (କେସିସିବି) ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ)ଙ୍କ ବିରୋଧରେ ଲକ୍ଷାଧିକ ଟଙ୍କାର ଆର୍ଥତ୍କ ଅନିୟମିତତା ଅଭିଯୋଗ ଆସିଛି। ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ଏହି ଅଭିଯୋଗ ଆଣି ନିରପେକ୍ଷ ତଦନ୍ତ ଲାଗି ରାଜ୍ୟ ସମବାୟ…
ଉଇହୁଙ୍କା ରୂପେ ପୂଜା ପାଉଛନ୍ତି କୀର୍ତ୍ତନିଆ ଋଷି
ବେଗୁନିଆ, ୮।୪(ଡି.ଏନ୍.ଏ.): ପୁରୀ-ଶରଣକୂଳ ନୂଆ ଜଗନ୍ନାଥ ସଡ଼କ ପାଶର୍ବରେ ଛଣଗିରି ଓ ହଜ ମଧ୍ୟରେ କଳକଳ ନାଦ କରି ବହିଯାଉଛି ମଲାଗୁଣି ବା ମନ୍ଦାକିନୀ ନଦୀ। ଏହି ନଦୀକୂଳରେ ଅବସ୍ଥିତ ହଜ ଗ୍ରାମର ଉତ୍ତର ଦିଗକୁ ମାତ୍ର ୫୦୦ ମିଟର ଗଲେ…
ରେପୋ ରେଟ୍ ଅପରିବର୍ତ୍ତିତ
ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ଶୁକ୍ରବାର ଏହାର ମୁଦ୍ରା ନୀତି ଜାରି ନିଷ୍ପତ୍ତି ଜାରି କରିଛି। ରିଜର୍ଭ ବ୍ୟାଙ୍କ ଆଜି ଏହାର ମୁଦ୍ରାନୀତି କମିଟି(ଏମପିସି) ବୈଠକରେ ରେପୋ ହାରକୁ ୪ ପ୍ରତିଶତରେ ଅପରିବର୍ତ୍ତିତ ରଖିଛି। ଏହା ବ୍ୟତୀତ, ରିଭର୍ସ ରେପୋ ରେଟ୍ରେ…
ଭୋଟ ପାଇଁ ନକଲି ରାଶନକାର୍ଡ
ଖୋର୍ଦ୍ଧା ଅଫିସ,୮ା୪: ନକଲି ରାଶନକାର୍ଡ ଦେଇ ଭୋଟ ହାତେଇଥିବା ବେଳେ ନିର୍ବାଚନ ଫଳାଫଳ ଘୋଷଣା ପରେ ଏହି କାର୍ଡ କାର୍ଯ୍ୟକ୍ଷମ ହେଉନାହିଁ। ଏପରି କି ପ୍ରାର୍ଥୀ ବିଜୟ ହାସଲ କରିବା ପରେ ଭୋଟରଙ୍କୁ ଦେଇଥିବା କାର୍ଡକୁ ଜବରଦସ୍ତ ଛଡ଼ାଇ ନିଆଯାଇଛି। ଚିଲିକା…
ଶେଷ ବଲ୍ର ସାମ୍ନା କରିବାକୁ ଇମ୍ରାନଙ୍କ ସାମ୍ନାରେ ୨ ବିକଳ୍ପ
ଇସଲାମାବାଦ୍,୮।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍କା ଲାଗିଛି। ଇମ୍ରାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜକୁ ଅସାମ୍ବିଧାନିକ କହିଛନ୍ତି ସୁପ୍ରିମକୋର୍ଟ। ଆସନ୍ତା ଏପ୍ରିଲ ୯ରେ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ ପାଇଁ ପାକିସ୍ତାନ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି…
ଝାରପଡ଼ା ହାଟ ଉଚ୍ଛେଦବେଳେ ଉତ୍ତେଜନା
ଭୁବନେଶ୍ୱର,୮ା୪(ବ୍ୟୁରୋ): ଝାରପଡ଼ା ଗଣେଶ ମଣ୍ଡପ ନିକଟସ୍ଥ ହାଟକୁ ବିଡିଏ ପକ୍ଷରୁ ଶୁକ୍ରବାର ଉଚ୍ଛେଦ କରାଯାଇଛି। ଏଠାରେ ପ୍ରାୟ ୩ ଶହ ଦୋକାନ ଭଙ୍ଗାଯାଇଛି। ହାଟ ଉଚ୍ଛେଦକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତେଜନା ବୃଦ୍ଧି ପାଇଥିବାରୁ ୧୦ ପ୍ଲାଟୁନ ପୋଲିସ…
ସଂକ୍ରମଣ କମୁଛି
ନୂଆଦିଲ୍ଲୀ,୮।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ହଜାର ୦୩୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୩ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା…
ଆଜି ରାଜ୍ୟରୁ ୨୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୮ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୨ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୨୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ…
ମା’ ହେବେ ଝିଲିକ୍
ଭୁବନେଶ୍ୱର: ଓଲିଉଡ୍ ଅଭିନେତ୍ରୀ ଝିଲିକ୍ ଭଟ୍ଟାଚାର୍ଯ୍ୟ ବିବାହର ଦୁଇ ବର୍ଷ ପରେ ଖୁସି ଖବର ଦେଇଛନ୍ତି। ବଙ୍ଗୀୟ ସୁନ୍ଦରୀ ଝିଲିକ୍ ୨୦୨୦ ମସିହାରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼େଇଙ୍କ ପୁଅ ପ୍ରୀତିରଞ୍ଜନଙ୍କୁ ପ୍ରେମ ବିବାହ କରିଥିଲେ। ଏହାପରଠାରୁ ଓଲିଉଡ୍ରୁ ଦୂରେଇ…
Archives


